Song of Songs ପରମଗୀତ

ଅଧ୍ୟାୟ: 1 2 3 4 5 6 7 8


-Reset+

ଅଧ୍ୟାୟ 1

1 ଶ ଲୋମନଙ୍କର ପରମଗୀତର ଗୀତଗୁଡ଼ିକ।
2 ମାେତେ ଚୁମ୍ବନ ଦିଅ। ତୁମ୍ଭ ପାଟି ରେ ମାେତେ ଚୁମ୍ବନ ଦିଅ। ତୁମ୍ଭର ପ୍ ରମେ ଦ୍ରାକ୍ଷାରସଠାରୁ ଉତ୍ତମ।
3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
4 ମାେତେ ଏକା ତୁମ୍ଭ ପାଖକୁ ଟାଣିନିଅ। ଆସ ଆମ୍ଭେ ଏକତ୍ରୀତ ହାଇେ ଦୌଡ଼ିବା। ରାଜା ଆପଣା ଅନ୍ତଃପୁରକୁ ମାେତେ ଆଣିଅଛନ୍ତି।
5 ଆଗୋ ୟିରୁଶାଲମର କନ୍ଯାଗଣ, ମୁଁ କଦୋରର ତମ୍ବୁ ତୁଲ୍ଯ, ଶ ଲୋମନଙ୍କର ୟବନିକା ତୁଲ୍ଯ କୃଷ୍ଣବର୍ଣ୍ଣ, ତଥାପି ସୁନ୍ଦରୀ।
6 ମାେତେ ଦେଖ ନାହିଁ କାରଣ ସୂର୍ୟ୍ଯ ମାେତେ କଳା କରିଅଛି। ମାରେ ମାତାର ସନ୍ତାନଗଣ ମାେ ଉପ ରେ ରାଗିଥିଲେ। ସମାନେେ ମାେତେ ଦ୍ରାକ୍ଷାକ୍ଷେତ୍ର ସମୂହର ରକ୍ଷକ କଲେ। ମାତ୍ର ମୁଁ ମାରେ ନିଜ ଦ୍ରାକ୍ଷାକ୍ଷେତ୍ରର ଯତ୍ନ ନଇେ ପାରିଲି ନାହିଁ।
7 ହେ ମାରେ ପ୍ରାଣର ପ୍ରିଯତମ, ତୁମ୍ଭେ କେଉଁଠା ରେ ଆପଣା ଗୋରୁଗାଈ ଚରାଉ ଅଛ। ମଧ୍ଯାହ୍ନ ରେ କେଉଁଠା ରେ ଶଯନ କରାଉ ଅଛ, ତାହା ମାେତେ ଜଣାଅ। ତୁମ୍ଭ ସାଙ୍ଗ ଗହଣ ରେ ମୁଁ କାହିଁକି ଜଣେ ଓଢ଼ଣା ଦେଉଥିବା ସ୍ତ୍ରୀ ଲୋକପରି ହବେି ?
8 ହେ ନାରୀ, ତୁମ୍ଭେ କେତେ ସୁନ୍ଦରୀ! ନିଶ୍ଚଯ ତୁମ୍ଭେ ଜାଣ କ'ଣ କରିବାକୁ ହବେ। ମଷେମାନଙ୍କୁ ଅନୁସରଣ କର ଏବଂ ତୁମ ମଷଗେଣଙ୍କୁ ମଷେପାଳକ ତମ୍ବୁ ନିକଟରେ ଚରାଅ।
9 ଆଗୋ ମାରେ ପ୍ରିୟେ ମୁଁ ଫାରୋର ରଥର ଅଶ୍ବିନୀ ସଙ୍ଗେ ତୁମ୍ଭର ଉପମା ଦଇେଅଛି।
10 ତୁମ୍ଭର ଗାଲ ରେ ଗଣ୍ଡ ୟୁଗଳ, ତୁମ୍ଭ ଗଳା ଦେଶ ରେ ରତ୍ନହାର ରେ ସୁଶାେଭିତ।
11 ମୁଁ ତୁମ୍ଭ ପାଇଁ ରୂପାଭୁଣ୍ଡି ଲଗା ସୁବର୍ଣ୍ଣ ପ୍ରସ୍ତୁତ କରିବି।
12 ରାଜା ଭୋଜନାସନ ରେ ଉପବିଷ୍ଟ ଥିବା ବେଳେ ମାେ ଜଟାମାଂସୀର ସୁବାସ ବ୍ଯାପ୍ତ ହେଲା।
13 ମାରେ ପ୍ରିଯତମ, ମାେ ବକ୍ଷସ୍ଥଳ ମଧିଅରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ଯ ମାେ ପ୍ରତି ଅଟନ୍ତି।
14 ମାେ ପ୍ରିଯତମ, ମାେ ପ୍ରତି ଐନଗଦିର ଦ୍ରାକ୍ଷା କ୍ଷେତ୍ରସ୍ଥ ହନୋ ପୁଷ୍ପ ଗୁଚ୍ଛ ତୁଲ୍ଯ ଅଟନ୍ତି।
15 ଆଗୋ ମାରେ ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ ଦେଖ। ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ।
16 ଦେଖ, ହେ ମାରେ ପ୍ରିଯତମା, ତୁମ୍ଭେ ସୁନ୍ଦରୀ ଅଟ, ହଁ ତୁମ୍ଭେ ମନୋଲୋଭା ଏବଂ ଆମ୍ଭମାନଙ୍କର ଶୟ୍ଯା ତାଜା ସବୁଜ ଘାସ ଅଟେ।
17 ଏରସ କାଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦବଦୋରୁ କାଠ ଆମ୍ଭମାନଙ୍କର ବର୍ଗା।




ଅଧ୍ୟାୟ 2

1 ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁ ଫୁଲ ଅଟେ।
2 ହେ ମାରେ ପ୍ରିୟେ, କଣ୍ଟକ ମଧିଅରେ ଶାେଶନ୍ ପୁଷ୍ପ ସହେିପରି ତୁମ୍ଭେ ୟୁବତୀଗଣ ମଧିଅରେ ମାରେ ପ୍ରିଯା।
3 ଯେପରି ବନବୃକ୍ଷମାନଙ୍କ ମଧିଅରେ ନାଗରଙ୍ଗ ବୃକ୍ଷ, ସହେିପରି ୟୁବାମାନଙ୍କ ମଧିଅରେ ପ୍ରିଯତମ।
4 ସେ ଆପଣା ଭୋଜନପାନର ଗୃହକୁ ମାେତେ ଆଣିଲେ। ମାେ ଉପ ରେ ପ୍ ରମେ ହିଁ ତାଙ୍କର ପତାକା ହେଲା।
5 କିସ୍ମିସ୍ ପିଠା ଦଇେ ମାେତେ ଶକ୍ତିଶାଳୀ କରି ଓ ସେଓ ଦଇେ ମାେତେ ସତଜେ କରି ଦିଅ, କାରଣ ମୁଁ ପ୍ ରମେ ସହିତ ପୀଡ଼ିତା।
6 ତାହାଙ୍କ ବାମହସ୍ତ ମାେ ମସ୍ତକ ତଳେ ଅଛି। ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରେ।
7 ହେ ୟିରୁଶାଲମ ଚତୁପାଶର୍‌ବର କ୍ଷେତ୍ରସବୁ, କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ନାମ ରେ ମାଠାେ ରେ ପ୍ରତିଜ୍ଞା କର। ଉଚିତ୍ ସମୟରେ ନ ହବୋ ପର୍ୟ୍ଯନ୍ତ ପ୍ ରମେକୁ ଜଗାଅ ନାହିଁ।
8 ମୁଁ ମାରେ ପ୍ରିଯତମାର ରବ ଶୁଣୁ ଅଛି। ଦେଖ ସେ ପର୍ବତଗଣ ଉପ ରେ ଲୁଚି ଉପପର୍ବତଗଣ ଉପ ରେ ଡ଼ଇେଁ ଡ଼ଇେଁ ଆସୁ ଅଛନ୍ତି।
9 ମାହେର ପ୍ରିଯତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ଯ। ଦେଖ, ସେ ଝରକା ଦଇେ ଅନାଇ ଅଛନ୍ତି, ପ୍ରାଚୀର ପେଛ ଠିଆ ହାଇେଛନ୍ତି। ସେ ଜାଲି ପରତା ବାଟେ ଆପଣାକୁ ଦଖାେଉ ଅଛନ୍ତି।
10 ମାହେର ପ୍ରିଯତମ କଥା କହିଲେ ଓ ସେ ମାେତେ କହିଲେ, " ହେ ମାରେ ପ୍ରିୟେ, ମାହେର ସୁନ୍ଦରୀ, ଉଠ, ବାହାରି ଆସ।
11 କାରଣ ଦେଖ ଶୀତ ଚାଲିୟାଇଛି ଓ ବୃଷ୍ଟି ବନ୍ଦ ହାଇୟୋଇଛି।
12 ଭୂମିରେ ପୁଷ୍ପଗୁଡ଼ିକ ପ୍ରସ୍ଫୁଟିତ ହାଇେଅଛି। ପକ୍ଷୀଗଣର ଗାଯନକାଳ ଉପସ୍ଥିତ ହାଇେଛି। ଆମ୍ଭମାନଙ୍କ ଦେଶ ରେ କପୋତର ଶବ୍ଦ ଶୁଣା ଯାଉଅଛି।
13 ପାଚିଲା ଡ଼ିମ୍ବିରି ଫଳସବୁ ଡ଼ିମିରି ବୃକ୍ଷ ରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହାଇେ ଏହାର ସୁବାସ ବିଚ୍ଛୁରିତ ହାଇଯୋଉଛି। ହେ ମାରେ ପ୍ରିୟେ, ମାରେ ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।"
14 ହେ ମାରେ କପୋତି, ତୁମ୍ଭେ ଶୈଳର ଫାଟ ରେ ଗଡ଼ନ୍ତି ସ୍ଥାନର ଅନ୍ତରାଳ ରେ ଅଛ। ମାେତେ ତୁମ୍ଭ ରୂପ ଦେଖିବାକୁ ଦିଅ। ମାେତେ ତୁମ୍ଭ ରବ ଶୁଣିବାକୁ ଦିଅ। କାରଣ ତୁମ୍ଭର ରବ ସୁମିଷ୍ଟ ଓ ତୁମ୍ଭର ରୂପ ମ ନୋହର।
15 ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା େଛାଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହାଇେଅଛି।
16 ହେ ମାରେ ପ୍ରିଯତମ, ତୁମ୍ଭେ ମାରେ, ମୁଁ ତୁମ୍ଭର ଅଟେ। ମାରେପ୍ରିଯତମ, ସେ କଇଁଫୁଲମାନଙ୍କ ମଧିଅରେ ଆପଣା ପଲ ଚରାଉଅଛନ୍ତି।
17 ହେ ମାରେ ପ୍ରିଯତମ, ଯେତବେେଳେ ଦିନ ଆ ସେ ଓ ଛାଇ ତୁମ୍ଭଠାରୁ ଗଡ଼ିୟାଏ, ଫରେିଆସ, ବେଥର ପର୍ବତର ହରିଣ ଓ ମୃଗଶାବକ ତୁଲ୍ଯ ହୁଅ।




ଅଧ୍ୟାୟ 3

1 ରାତ୍ରି ରେ ବିଛଣା ରେ ମୁଁ ମାରେମନର ମଣିଷକୁ ଖାଜେିଲି ଯାହାକୁ ମୁଁ ପ୍ ରମେ କରେ। ମୁଁ ତାହାଙ୍କୁ ଖାଜେିଲି। କିନ୍ତୁ ମୁଁ ତାଙ୍କୁ ପାଇଲି ନାହିଁ।
2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖାଜେିବି। ମୁଁ ତାହାଙ୍କୁ ଖାଜେିଲି ମାତ୍ର ପାଇଲି ନାହିଁ।
3 ନଗର ଭ୍ରମଣକାରୀ ପ୍ରହରୀମାନେ ମାେତେ ଦେଖିଲେ। ମୁଁ ସମାନଙ୍କେୁ ପଚାରିଲି, "ଯାହାଙ୍କୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ତୁମ୍ଭେ ଦେଖିଛ କି ?"
4 ସମାନଙ୍କେୁ ଛାଡି଼ବାର ଅଳ୍ପକ୍ଷଣ ପ ରେ ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ପାଇଲି। ମୁଁ ତାଙ୍କୁ ମାରେ ମାଆର ଗୃହର କଠାେରୀକୁ ନଇଗେଲି, ଯେଉଁଠା ରେ ମୁଁ ଗର୍ଭ ରେ ସଞ୍ଚାରିତ ହାଇେଥିଲି, ମୁଁ ତାଙ୍କୁ ଧରି ରଖିଲି ଏବଂ ୟିବାକୁ ଦଲେି ନାହିଁ।
5 ହେ ୟିରୁଶାଲମ ଚତୁପାଶର୍‌ବର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମ ରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହବୋ ୟାଏଁ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।
6 ସିଏ କିଏ ଅଟେ। ଯେଉଁ ସ୍ତ୍ରୀ ଲୋକ ଧୂମ୍ର ସ୍ତମ୍ଭ ତୁଲ୍ଯ ପ୍ରାନ୍ତରରୁ ଆସୁଅଛି। ଗନ୍ଧରସ ଓ କୁନ୍ଦୁରୁ ରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣ ରେ ସୁବାସିତା ହାଇେ।
7 ଦେଖ, ତାହା ଶଲୋମନଙ୍କର ଘାଡ଼ୋ ଗାଡ଼ି। ସଠାେ ରେ ଷାଠିଏ ଜଣ ଇଶ୍ରାୟେଲୀୟ ରଥକୁ ଘରେି ଅଛନ୍ତି।
8 ସେ ସମସ୍ତେ ଖଡ୍ଗଧାରି ଓ ୟୁଦ୍ଧ ରେ ନିପୁଣ। ରାତ୍ର କାଳ ରେ ଆଶଙ୍କା ହତେୁ। ପ୍ରେତ୍ୟକକର କଟି ଦେଶ ରେ ସ୍ବ ସ୍ବ ଖଡ୍ଗ ବନ୍ଧା ଥାଏ।
9 ଶଲୋମନ ରାଜା ଆପଣା ପାଇଁ ଲିବା ନୋନ୍ର କାଠର ଏକ ପାଲିଙ୍କି ନିର୍ମାଣ କଲେ।
10 ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ ରମେ ନିମନ୍ତେ ୟିରୁଶାଲମର ଚତୁପାଶର୍‌ବର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ବାରା ସଜ୍ଜିତ ହାଇେଥିଲା।
11 ଆଗୋ ସିୟୋନର କନ୍ଯାଗଣ, ତୁମ୍ଭମାନେେ ବାହା ରେ ୟାଇ ମୁକୁଟ ଭୂଷିତ ଶଲୋମନ ରାଜାଙ୍କୁ ଦେଖ। ତାହାଙ୍କ ବିବାହ ଦିନ ରେ ଓ ତାହାଙ୍କ ମନର ଆନନ୍ଦ ଦିନ ରେ ତାହାଙ୍କ ମାତା ତାହାଙ୍କୁ ସହେି ମୁକୁଟ ପିନ୍ଧାଇ ଅଛନ୍ତି।




ଅଧ୍ୟାୟ 4

1 ହେ ମାରେ ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦଖାୟୋଅ। ତୁମ୍ଭ ନେତ୍ର କପୋତ ତୁଲ୍ଯ, ତୁମ୍ଭର କେଶ ଗିଲିଯଦ ପର୍ବତରୁ ଓହ୍ଲାଇ ଆସୁଥିବା ଛଳେିପଲ ତୁଲ୍ଯ।
2 ତୁମ୍ଭର ଦାନ୍ତଗୁଡ଼ିକ ନୂତନ ଲୋମକଟା, ସ୍ନାନରୁ ଉତ୍ଥିତ ମଷେୀ ପଲ ତୁଲ୍ଯ। ସଗେୁଡ଼ିକୁ ଯଥାର୍ଥ ଭାବରେ ମାନିଛି ଏବଂ ସଗେୁଡ଼ିକ ମଧ୍ଯରୁ କହେି ହଜି ନାହାଁନ୍ତି।
3 ତୁମ୍ଭର ଓଷ୍ଠାଧର ଉଜ୍ଜ୍ବଳ ଲୋହିତ ରଙ୍ଗର ଫିତା ଓ ତୁମ୍ଭର ପାଟି ସୁନ୍ଦର। ଓଢ଼ଣା ତଳେ ତୁମ୍ଭ କପାଳ ଡ଼ାଳିମ୍ବ ଖଣ୍ଡ ତୁଲ୍ଯ।
4 ତୁମ୍ଭର ବକେ ସହେି ଦୁର୍ଗ ପରି ଯାହାକି ଦାଉଦଙ୍କର ଅସ୍ତ୍ରାଗାର ଧାରଣ କରିଥିଲା। ସହେି ଦୁର୍ଗ ମଧିଅରେ ଏକ ସହସ୍ର ଚର୍ମ ବୀରଗଣର ସକଳ ଢାଲ ଟଙ୍ଗା ୟାଇଥିଲା।
5 ତୁମ୍ଭର ସ୍ତନୟୁଗଳ ଶାେଶନ ପୁଷ୍ପ ବନ ରେ ଚରିବାର ୟାଆଁଳା ହରିଣ ଛୁଆ ତୁଲ୍ଯ।
6 ଦିବସ ନ ଆସିବା ପର୍ୟ୍ଯନ୍ତ ଓ ଛାଯା ବହି ନ ୟିବା ପର୍ୟ୍ଯନ୍ତ ମୁଁ ଗନ୍ଧରସ ପର୍ବତ ଓ କୁନ୍ଦୁରୁ ଉପପର୍ବତକୁ ୟିବି।
7 ଆଗୋ ମାରେ ପ୍ରିୟେ, ତୁମ୍ଭେ ମୁଣ୍ଡରୁ ପାଦ ୟାଏ ସୁନ୍ଦରୀ। ତୁମ୍ଭଠା ରେ କୌଣସି ଖୁଣ ନାହିଁ।
8 ଆଗୋ ମାରେ ପ୍ରିୟେ, ମାେ ସଙ୍ଗେ ଲିବାନୋନରୁ ଆସ। ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣରୁ ଏବଂ ସିଂହମାନଙ୍କ ଗୁମ୍ଫାରୁ ଓ ଚିତା ବାଘମାନଙ୍କ ବାସ ସ୍ଥାନରୁ।
9 ହେ ମାରେ ଭଉଣୀ, ହେ ମାରେ କନ୍ଯା, ତୁମ୍ଭେ ମାରେ ହୃଦଯକୁ ତୁମ୍ଭର ଚକ୍ଷୁର ଗୋଟିଏ ଚାହାଣି ରେ ଏବଂ ଗୋଟିଏ ଅଳଙ୍କାର ହାର ରେ ଚୋରି କରିଅଛି।
10 ଆଗୋ ମାରେ ଭଗିନୀ, ହେ ମାରେ ପ୍ରିୟେ, ତୁମ୍ଭର ପ୍ ରମେ କମେନ୍ତ ମନୋରମ। ତୁମ୍ଭ ପ୍ ରମେ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ଯ ଅପେକ୍ଷା ଉତ୍ତମ।
11 ଆଗୋ ମାରେ ପ୍ରିୟେ, ମହୁଫଣୋରୁ ମହୁ ଝରିବା ପରି ତୁମ୍ଭ ଓଷ୍ଠଧାର ମହୁ ଝ ରେ। ଦୁଗ୍ଧମଧୁ ତୁମ୍ଭ ଜିହ୍ବା ତଳେ ଥାଏ। ତୁମ୍ଭ୍ ବସ୍ତ୍ରର ସୁଗନ୍ଧି ଲିବା ନୋନର ସୁଗନ୍ଧ ତୁଲ୍ଯ।
12 ମାରେ ଭଗିନୀ, ମାରେ ପ୍ରିୟେ, ଏକ ରୁଦ୍ଧ ଉଦ୍ୟାନ, ଏକ ରୁଦ୍ଧ ନିର୍ଝର, ଏକ ରୁଦ୍ଧ ଝରଣା।
13 ତୁମ୍ଭର ଚାରାଗଛଗୁଡ଼ିକ ପ୍ରାଙ୍ଗଣ ରେ ବହୁମୂଲ୍ଯ ଡ଼ାଳିମ୍ବ ବୃକ୍ଷ ତୁଲ୍ଯ। ସଠାେ ରେ ହନୋ ଚାରାଗଛ ଅଛି।
14 ସଠାେ ରେ ଜଟାମାଂସୀ ଓ କେଶର, ବଚ ଓ ଡ଼ାଳଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷ ବିଶିଷ୍ଟ ଗନ୍ଧରସ ଓ ଅଗୁରୁ ସର୍ବପ୍ରକାର ପ୍ରଧାନ ସୁଗନ୍ଧି ବୃକ୍ଷ ଅଛି।
15 ତୁମ୍ଭେ ଉଦ୍ୟାନର ଏକ ଝରଣା, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସୋର୍ତ ଅଟ।
16 ହେ ଉତ୍ତରୀଯ ବାଯୁ, ଜାଗ। ହେ ଦକ୍ଷିଣ ବାଯୁ, ଆସ। ମାେ ଉଦ୍ୟାନର ସୁଗନ୍ଧି ଯେପରି ଚାରିଆଡ଼େ ବିଚ୍ଛୁରିତ ହବେ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପ ରେ ପ୍ରବାହିତ ହୁଅ। ମାହେର ପ୍ରିଯତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ଯ ଫଳସବୁ ଭୋଜନ କରନ୍ତୁ।




ଅଧ୍ୟାୟ 5

1 ହେ ମାରେ ଭଗିନୀ, ମାହେର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ଯ ସଂଗ୍ରହ କରିଅଛି। ମୁଁ ମହୁ ଫଣୋରୁ ମାରେ ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧପାନ କରିଅଛି। ଆସ ପରସ୍ପର ସହିତ ଆମାଦେ କରିବା। ଆସ ପ୍ ରମେ ରେ ମତ୍ତ ହାଇଯେିବା।
2 ମୁଁ ନିଦ୍ରିତା ଥିଲି, ମାତ୍ର ମାରେ ହୃଦଯ ଜାଗ୍ରତ ଥିଲା। ଏତ ମାେ ପ୍ରିଯତମଙ୍କ ରବ। ସେ ଦ୍ବାର ରେ ଆଘାତ କରି କହୁଛନ୍ତି, "ଆଗୋ ମାରେ ଭଗିନୀ, ମାରେ ପ୍ରିୟେ, ମାରେ କପୋତୀ, ମାହେର ଶୁଦ୍ଧମତି ମାେ ପାଇଁ ଦ୍ବାର ଫିଟାଅ। କାରଣ ମାରେମସ୍ତକ ଶିଶିର ରେ ମାହେର କେଶ ରାତ୍ରିର ଜଳ ବିନ୍ଦୁ ରେ ପରିପୂର୍ଣ୍ଣ।"
3 "ମୁଁ ଆପଣା ବସ୍ତ୍ର କାଢ଼ି ପକାଇଛି। ମୁଁ ତାକୁ ଆଉ ପିନ୍ଧିବାକୁ ଚାହୁଁ ନାହିଁ। ମୁଁ ମାରେ ପାଦ ଧୌତ କରିଅଛି, ମୁଁ ସଗେୁଡ଼ିକୁ ମଇଳା କରିବା ପାଇଁ ଚାହୁଁ ନାହିଁ।"
4 ମାେ ପ୍ରିଯତମ ଦ୍ବାରର ଛିଦ୍ର ରେ ଆପଣା ହାତ ଥୋଇଲେ, ତହିଁରେ ମାରେ ହୃଦଯ ତାହାଙ୍କ ପାଇଁ ଉଚ୍ଚାଟ ହେଲା।
5 ମୁଁ ଆପଣା ପ୍ରିଯତମଙ୍କ ପାଇଁ ଦ୍ବାର ଫିଟାଇବାକୁ ଉଠିଲି, କିଳଣୀର ବେଣ୍ଟ ଉପ ରେ ମାରେ ହସ୍ତରୁ ଗନ୍ଧରସ ଓ ମାେ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
6 ମୁଁ ଆପଣା ପ୍ରିଯତମଙ୍କ ପାଇଁ ଦ୍ବାର ଫିଟାଇଲି। ମାତ୍ର ମାହେର ପ୍ରିଯତମ ସେ ସ୍ଥାନରୁ ଚାଲି ୟାଇଥିଲେ। ମାରେ ଆତ୍ମା ମାେତେ ଛାଡ଼ିଗଲା, ଯେତବେେଳେ ସେ କହିଲେ। ମୁଁ ତାହାଙ୍କୁ ଖାଜେିଲି ମାତ୍ର ପାଇଲି ନାହିଁ। ମୁଁ ତାହାଙ୍କୁ ଡ଼ାକିଲି, ମାତ୍ର ସେ ମାେତେ ଉତ୍ତର ଦେଲେ ନାହିଁ।
7 ନଗର ଭ୍ରମଣକାରୀ ପ୍ରହରିମାନେ ମାେତେ ଦେଖିଲେ। ସମାନେେ ମାେତେ ପ୍ରହାର କଲେ। ସମାନେେ ମାେତେ କ୍ଷତବିକ୍ଷତ କଲେ। ପ୍ରାଚୀର ରକ୍ଷକମାନେ ମାଠାରୁେ ମାହେର ଆଚ୍ଛାଦନ ବସ୍ତ୍ର କାଢ଼ି ନଇଗେଲେ।
8 ଆଗୋ ୟିରୁଶାଲମର କନ୍ଯାଗଣ। ଯବେେ ତୁମ୍ଭମାନେେ ମାେ ପ୍ରିଯତମଙ୍କ ଦଖାେ ପାଇବ, ତବେେ ମୁଁ ତୁମ୍ଭମାନଙ୍କୁ ଶପଥ ଦଇେ କହୁଅଛି, ମୁଁ ପ୍ ରମେ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ।
9 ହେ ନାରୀଗଣ ମଧ୍ଯ ପରମ ସୁନ୍ଦରୀ। ତୁମ୍ଭର ପ୍ ରମେିକ ଅନ୍ୟ ପ୍ ରମେିକମାନଙ୍କ ଅପେକ୍ଷା କିପରି ଭଲ ଅଟନ୍ତି? ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଏହି ଶପଥ କରାଉଛ?
10 ମାହେର ପ୍ରିଯତମ ଶ୍ବତେ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧିଅରେ ପ୍ରଧାନ।
11 ତାଙ୍କର ମସ୍କ ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ। ତାଙ୍କର କେଶ କୁଞ୍ଚିତ ଓ ଡାମରା କୁଆପରି କୃଷ୍ଣବର୍ଣ୍ଣ।
12 ତାଙ୍କର ନେତ୍ର ୟୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ଯ। ଦୁଗ୍ଧ ରେ ଧୌତ ଓ ଯଥା ସ୍ଥାନ ରେ ସ୍ଥାପିତ।
13 ତାଙ୍କର ଗଣ୍ଡଦେଶ ସୁଗନ୍ଧି ଲତାର କିଆରି ସ୍ବରୂପ ସୁଗନ୍ଧି ତୃଣର ତଟ ସ୍ବରୂପ। ତାଙ୍କର ଓଷ୍ଠଧାର କଇଁଫୁଲ ତୁଲ୍ଯ ତହିଁରୁ ଦ୍ରବ ଗନ୍ଧରସ ଝ ରେ।
14 ତାହାଙ୍କ ହସ୍ତ ଦ୍ବଯ ବୈଦୁର୍ୟ୍ଯ ମଣି ରେ ଖଚିତ ସୁବର୍ଣ୍ଣ କଙ୍କଣ ତୁଲ୍ଯ। ତାହାଙ୍କ ଶରୀର ନୀଳକାନ୍ତ ମଣି ମଣ୍ଡିତ ଗଜଦନ୍ତମଯ ଶିଳ୍ପ କର୍ମ ତୁଲ୍ଯ।
15 ତାଙ୍କର ଗୋଡ଼ ଦୁଇଟି ସୁବର୍ଣ୍ଣ ମୂଳଦୁଆ ରେ ସ୍ଥାପିତ ଦୁଇଟି ମାର୍ବଲର ସ୍ତମ୍ବ ତୁଲ୍ଯ। ତାଙ୍କର ଆକୃତି ଲିବାନୋନ୍ ଏରସ ବୃକ୍ଷ ତୁଲ୍ଯ ଉତ୍କୃଷ୍ଟ।
16 ତାହାଙ୍କ ମୁଖ ଅତ୍ଯନ୍ତ ସୁମିଷ୍ଟ ହଁ ସେ ସର୍ବୋତୋଭାବେ ମ ନୋହର। ହେ ୟିରୁଶାଲମର କନ୍ଯାଗଣ, ସେ ମାହେର ପ୍ରିଯତମ, ସେ ମାହେର ସହୋଦର।




ଅଧ୍ୟାୟ 6

1 ଆଗୋ ନାରୀଗଣ ମଧିଅରେ ପରମ ସୁନ୍ଦରୀ। ତୁମ୍ଭର ପ୍ରିଯତମ କୁଆଡ଼େ ୟାଇଛନ୍ତି। ତୁମ୍ଭ ସଙ୍ଗେ ଆମ୍ଭମାନେେ ଯମେନ୍ତ ଖାଜେି ପାରିବା ଏଥିପାଇଁ ତୁମ୍ଭ ପ୍ରିଯତମ କେଉଁ ଆଡ଼କୁ ୟାଇଛନ୍ତି କୁହ।
2 ମାହେର ପ୍ରିଯତମ ଆପଣା ଉଦ୍ୟାନକୁ ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନ ରେ ତାଙ୍କର ପଲ ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ୟାଇଛନ୍ତି।
3 ମୁଁ ଆପଣା ପ୍ରିଯତମଙ୍କର ଓ ମାେ ପ୍ରିଯତମ ମାହେର। ସେ ଶାେଶନ୍ ପୁଷ୍ପ ବନ ରେ ଆପଣା ପଲ ଚରାନ୍ତି।
4 ଆଗୋ ମାରେ ପ୍ରିୟେ, ତୁମ୍ଭେ ତିର୍ସାପରି ସୁନ୍ଦରୀ। ୟିରୁଶାଲମ ପରି ଶୋଭାବତୀ, ଧୂଜାଧାରି ସୈନ୍ଯପରି ଭୟଙ୍କରୀ।
5 ତୁମ୍ଭେ ମାେ ଆଡ଼ୁ ଆପଣା ଆଖି ଫରୋଅ, କାରଣ ତଦ୍ବାରା ମୁଁ ପରାସ୍ତ ହାଇେଅଛି। ତୁମ୍ଭର କେଶ ଗିଲିଯଦର ଚଟାଣରୁ ତଳକୁ ଆସୁଥିବା ଏକ ଛଳେିପଲ ତୁଲ୍ଯ।
6 ତୁମ୍ଭର ଦାନ୍ତ ପଂକ୍ତି ସ୍ଥାନରୁ ଉଥିତା ମଷେୀପଲ ତୁଲ୍ଯ। ସମାନଙ୍କେ ପ୍ରେତ୍ୟକକର ୟାଆଁଳା ଛୁଆ ଅଛି, ଆଉ ସମାନଙ୍କେ ମଧ୍ଯରୁ କାହାରି ଛୁଆ ମରି ନାହିଁ।
7 ଓଢ଼ଣା ତଳେ ତୁମ୍ଭର ଦୁଇଟି କର୍ଣ୍ଣ ମୂଳ ଡ଼ାଳିମ୍ବ ତୁଲ୍ଯ ଦୁଇଟି ଫାଳ।
8 ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ଯ ୟୁବତୀ ଅଛନ୍ତି।
9 ମାତ୍ର ମାେ କପୋତୀ, ମାରେ ନିପୁଣାଟି ଅଦ୍ବିତୀଯା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିଯ ୟିଏ ତାକୁ ଗର୍ଭଧାରଣ କଲେ। କନ୍ଯାମାନେ ତାହାକୁ ଦେଖି ଧନ୍ଯା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
10 ଏହି ଯେ ଅରୁଣ ତୁଲ୍ଯ ଉଦୀଯମନା, ଚନ୍ଦ୍ରମା ତୁଲ୍ଯ ସୁନ୍ଦରୀ, ସୂର୍ୟ୍ଯ ତୁଲ୍ଯ ବିଶୁଦ୍ଧତା, ଧୂଜା ବିଶିଷ୍ଟ ସୈନ୍ଯତୁଲ୍ଯ ଭୟଙ୍କର, ସେ କିଏ?
11 ମୁଁ ଡ଼ିମ୍ବିରି ବୃକ୍ଷ କାଟିବାକୁ ସଦ୍ଯ ଚାରାଗଛ ଗୁଡ଼ିକ ଦେଖିବା ପାଇଁ ଗଲି। ଦ୍ରାକ୍ଷାଲତା ପଲ୍ଲବିତ ହାଇେଅଛି କି ନାହିଁ ଓ ଡ଼ାଳିମ୍ବ କଢ଼ ଧରିଛି କି ନାହିଁ ମୁଁ ଦେଖିବାକୁ ଗଲି।
12 ମୁଁ ଅନୁଭବ କଲା ପୂର୍ବରୁ ମୁଁ ମାେ ନିଜକୁ ଏକ ରଥରେ ରାଜପୁତ୍ରଙ୍କର ପାଖ ରେ ପାଇଲି।
13 ହେ ଶୂଲମିଯରେ ନାରୀ, ଫରେିଆସ, ଫରେିଆସ ଆମ୍ଭମାନେେ ତୁମ୍ଭକୁ ଦେଖିବା ପାଇଁ ଚାହୁଁଛୁ। ଯେତବେେଳେ ସେ ମହନଯିମ ନୃତ୍ଯ କରୁଛି, କାହିଁକି ତୁମ୍ଭମାନେେ ଶୂଲମିଯାଯ ନାରୀକୁ କାହିଁକି ଅନାଇବ ?




ଅଧ୍ୟାୟ 7

1 ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ।
2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବତ୍ତୁର୍ଳ ପାତ୍ର ତୁଲ୍ଯ। ତୁମ୍ଭର ଉଦର ଶାେଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ଯ।
3 ତୁମ୍ଭର ସ୍ତନ ୟୁଗଳ ହରିଣର ୟାଆଁଳା ଛୁଆପରି।
4 ତୁମ୍ଭର ଗଳଦେଶ ଗଳଦନ୍ତମଯ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ୟୁଗଳ ବେଥି-ଗଦ୍ଦୀମ ନଗର ଦ୍ବାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ଯ।
5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ଯ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ଯ। ତହିଁର ବଣେୀ ପାଶ ରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି।
6 ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କମେନ୍ତ ସୁନ୍ଦରୀ ଓ ମ ନୋହାରିଣୀ।
7 ତୁମ୍ଭ ଶରୀରର ଦୀର୍ଘ୍ଯତା ଖଜୁରୀ ବୃକ୍ଷ ତୁଲ୍ଯ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ଯ।
8 ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ଯ ହେଉ। ପୁଣି ତୁମ୍ଭ ନିଶ୍ବାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ଯ ହେଉ।
9 ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ଯ, ସହେି ଦ୍ରାକ୍ଷାରସ ମାେ ପ୍ରିଯତମାଙ୍କ ଗଳ ଦେଶ ରେ ଧୀର ଭାବରେ ଗଳିୟାଏ ଏବଂ ମାରେ ଓଷ୍ଠ ଓ ଦାନ୍ତ ଦଇେ ଧୀ ରେ ଧୀ ରେ ବହିୟାଏ।
10 ମୁଁ ଆପଣା ପ୍ରିଯତମଙ୍କର ଓ ତାଙ୍କର ବାସନା ମାେ ପ୍ରତି ଅଛି।
11 ଆସ, ମାରେ ପ୍ରିଯତମ, ଆମ୍ଭମାନେେ କ୍ଷେତ୍ରକୁ ୟିବା। ଆସ ହନୋ ଚାରାଗଛ ଗହଣ ରେ ରାତିଟି କଟଇଦେବୋ।
12 ଆମ୍ଭମାନେେ ଅତି ପ୍ରଭାତ ରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡ଼ାଳିମ୍ବ ପୁଷ୍ପିତ ହାଇେଅଛି କି ନାହିଁ, ତାହା ଆମ୍ଭମାନେେ ଦେଖିବା। ସଠାେ ରେ ମୁଁ ତୁମ୍ଭଙ୍କୁ ଆପଣା ପ୍ ରମେ ପ୍ରଦାନ କରିବି।
13 ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ବାର ନିକଟରେ ସର୍ବପ୍ରକାର ବହୁମୂଲ୍ଯ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମାରେ ପ୍ରିଯତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି।




ଅଧ୍ୟାୟ 8

1 ଯଦି ତୁମ୍ଭେ ଏକ ପିଲା ହାଇେଥାନ୍ତ, ମାରେ େଛାଟ ଭାଇପରି ଯେ କି ମାେ ମା'ର କ୍ଷୀର ଖାଉଛି ଏବଂ ଯଦି ମୁଁ ତୁମ୍ଭକୁ ବାହା ରେ ଦେଖେ ଏବଂ ମୁଁ ତୁମ୍ଭକୁ ଚୁମ୍ବନ ଦିଏ କହେି ମାେତେ ଖରାପ ଭାବିବେ ନାହିଁ।
2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ନଇୟୋନ୍ତି। ସେ ମାେତେ ଶିକ୍ଷା ଦିଅନ୍ତେ। ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମାହେର ଡ଼ାଳିମ୍ବ ରସ ପାନ କରାନ୍ତି।
3 ତାହାଙ୍କ ବାମ ହସ୍ତ ମାେ ମସ୍ତକ ତଳେ ରହିବ ଓ ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରିବ।
4 ହେ ୟିରୁଶାଲମର ଚତୁପାଶର୍‌ବର କ୍ଷେତ୍ରସବୁ, ମାେ ନିକଟରେ ଶପଥ କର ଯେ, ଉଚିତ୍ ସମୟ ନ ହବୋ ପର୍ୟ୍ଯନ୍ତ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।
5 ଆପଣାର ପ୍ ରମେିକର ଉପ ରେ ଆଉଜି ପଡ଼ି ପ୍ରାନ୍ତରରୁ ୟିଏ ଆସୁଅଛି ସେ କିଏ ?
6 ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।
7 ଅପାର ଜଳରାଶି ପ୍ ରମେକୁ ନିର୍ବାଣ କରି ନ ପା ରେ। କିଅବା ବନ୍ଯା ତାହା ବୁଡ଼ାଇ ନ ପା ରେ। ଯବେେ କହେି ଆପଣାର ସର୍ବସ୍ବ ବଦଳ ରେ ପ୍ ରମେ କିଣିବା ପାଇଁ ଚେଷ୍ଟା କରେ, ତବେେ ସେ ଲୋକ ସମସ୍ତଙ୍କ ଦ୍ବାରା ତୁଚ୍ଛୀକୃତ ହବେ।
8 ଆମ୍ଭମାନଙ୍କର ଗୋଟିଏ ସାନ ଭଉଣୀ ଅଛି। ଏପର୍ୟ୍ଯନ୍ତ ତା'ର ସ୍ତନ ବୃଦ୍ଧି ହାଇେ ନାହିଁ। ଯଦି ଜଣେ ଲୋକ ଆ ସେ ଏବଂ ତାକୁ ବିବାହ କରିବାକୁ ପଚା ରେ, ତବେେ ଆମ୍ଭମାନେେ କ'ଣ କରିବା ?
9 ଯବେେ ସେ ପ୍ରାଚୀର ସ୍ବରୂପା ହୁଏ। ତବେେ ଆମ୍ଭମାନେେ ତାକୁ ରୂପା ଗହଣା ରେ ଢ଼ାଙ୍କି ଦବେୁ। ଯଦି ସେ ଏକ ଦ୍ବାର ପରି ହୁଏ, ତବେେ ଆମ୍ଭମାନେେ ତାକୁ ଏରସ ପଟା ରେ ଆବରଣ କରିଦବେୁ।
10 ମୁଁ ପ୍ରାଚୀର ସ୍ବରୂପା ଓ ମାହେର ସ୍ତନ ତହିଁରେ ଦୁର୍ଗସ୍ବରୂପ। ସହେି ସମୟରେ ସେ ମାେତେ ଜଣକ ପରି ବିବଚେନା କଲା, ୟିଏ ତୃପ୍ତି ଆଣେ।
11 ବାଲ-ହାମାନେ ରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ସେ ଦ୍ରାକ୍ଷାକ୍ଷେତ୍ରଟିକୁ ରକ୍ଷକମାନଙ୍କ ହାତ ରେ ନ୍ଯସ୍ତ କଲେ। ପ୍ରେତ୍ୟକକ ରକ୍ଷକକୁ ତହିଁର ଫଳ ପାଇଁ 1,000 ରୂପାମୁଦ୍ରା ଦବୋକୁ ପଡ଼ିଲା।
12 ମାହେର ଦ୍ରାକ୍ଷାକ୍ଷେତ୍ର ମାରେ ନିଜର। ହେ ଶ ଲୋମନ, ସହେି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳ ରକ୍ଷକମାନେ ଦୁଇଶହ ରେ ୗପ୍ୟ ମୁଦ୍ରା ପାଇବେ।
13 ହେ ଉପବନ ବାସିନୀ, ମିତ୍ରଗଣ ତୁମ୍ଭର କଥା ଶୁଣନ୍ତି। ତୁମ୍ଭ ସ୍ବର ମାେତେ ମଧ୍ଯ ଶୁଣିବାକୁ ଦିଅ।
14 ହେ ମାରେ ପ୍ରିଯତମ, ଚଞ୍ଚଳ ହୁଅ। ସୁଗନ୍ଧିମଯ ପର୍ବତ ଶ୍ ରଣେୀ ଉପ ରେ ତୁମ୍ଭେ ମୃଗ ବା ହରିଣ ଶାବକ ତୁଲ୍ଯ ହୁଅ।