ଯୋୟେଲ

ଅଧ୍ୟାୟ: 1 2 3


-Reset+

ଅଧ୍ୟାୟ 1

1 ପଥୂଯଲଙ୍କେ ପୁତ୍ର ଯାୟେଲ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ଲାଭ କଲେ।
2 ହେ ପ୍ରାଚୀନଗଣ, ତୁମ୍ଭମାନେେ ମାରେ ଏହି ବାର୍ତ୍ତା ଶୁଣ। ହେ ସମସ୍ତ ଦେଶବାସୀ, ମାରେ କଥା ପ୍ରତି କର୍ଣ୍ଣପାତ କର। ତୁମ୍ଭ ସମୟରେ କି ତୁମ୍ଭ ପିତୃପୁରୁଷଙ୍କ ସମୟରେ ଏପରି କିଛି ଘଟିଅଛି? ନା, ଏହା ଘଟି ନାହିଁ କି ଘଟି ନଥିଲା।
3 ଏହି ସମ୍ବାଦ ତୁମ୍ଭେ ତୁମ୍ଭ ପିଲାମାନଙ୍କୁ ଜଣାଅ। ତୁମ୍ଭର ପିଲାମାନେ ସମାନଙ୍କେର ସନ୍ତାନମାନଙ୍କୁ ଜଣାନ୍ତୁ ଓ ତୁମ୍ଭର ନାତିମାନେ ସମାନଙ୍କେର ପରବର୍ତ୍ତୀ ବଂଶଧରଙ୍କୁ ଜଣାନ୍ତୁ।
4 ଯାହା ଶୂକ କୀଟ ଛାଡିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡିଛନ୍ତି ତାକୁ ପତଙ୍ଗ ଶଷେ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡିଛନ୍ତି ତାକୁ ଘୁଘୁର୍ରିଯା ନଷ୍ଟ କରିଛନ୍ତି।
5 ହେ ମଦ୍ଯପଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ଯପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସହେି ମଧୁର ଦ୍ରାକ୍ଷାରସ ଶଷେ ହାଇେଛି। ତୁମ୍ଭମାନେେ ଆଉ ତା'ର ସ୍ବାଦ ପାଇବ ନାହିଁ।
6 ଆମ୍ଭ ଦେଶକୁ ଆକ୍ରମଣ କରିବାକୁ, ଏକ ବିରାଟ ଶକ୍ତିଶାଳୀ ଜାତି ଆସିଲା। ସମାନଙ୍କେର ସଂଖ୍ଯା ଅଗଣିତ ଥିଲା। ସମାନଙ୍କେର ଦାନ୍ତଗୁଡିକ ସିଂହର ଦନ୍ତଠାରୁ ତୀକ୍ଷ୍ଣ ଥିଲା ଏବଂ ସମାନଙ୍କେର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ଯ।
7 ସମାନେେ ଆମ୍ଭର ଦ୍ରାକ୍ଷାଲତାକୁ ନଷ୍ଟ କରିଛନ୍ତି, ଏହାର ସୁନ୍ଦର ଦ୍ରାକ୍ଷାଗୁଡିକ ଶୁଖି ନଷ୍ଟ ହାଇୟୋଇଛି। ସମାନେେ ମାରେ ଡିମିରି ବୃକ୍ଷର ବକ୍କଳ ଛଡାଇ ଫିଙ୍ଗି ଦଇେଛନ୍ତି।
8 ଗୋଟିଏ କୁଆଁରୀକନ୍ଯା ପରି କାନ୍ଦ ଏବଂ ଦୁଃଖ କର ଯେପରି ତା'ର ବର ମରିଛି। ସେ ତା'ର ବିବାହ ପୋଷାକ ଖାଲିେ ଦେଉ ଏବଂ ଶୋକରେ ଚଟ ବସ୍ତ୍ର ପରିଧାନ କରୁ।
9 ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଆଉ ରହିବ ନାହିଁ।
10 ଶସ୍ଯ କ୍ଷେତ୍ର ଧ୍ବଂସ ହାଇେଛି, ଏପରିକି ଭୂମି ମଧ୍ଯ କାନ୍ଦୁଛି। କାରଣ ଶସ୍ଯସବୁ ନଷ୍ଟ ହାଇେଛି ଏବଂ ନୂତନ ଦ୍ରାକ୍ଷାଲତା ଶୁଖି ୟାଇଛି। ଅଲିଭ ତଲେ ଶଷେ ହାଇୟୋଇଛି।
11 ହେ କୃଷକଗଣ, ଦୁଃଖ କର। ଉଚ୍ଚ ସ୍ବର ରେ କ୍ରନ୍ଦନ କର। ଦ୍ରାକ୍ଷା କୃଷିକାରୀଗଣ, ତୁମ୍ଭମାନେେ ମଧ୍ଯ ରୋଦନ କର। କାରଣ ତୁମ୍ଭର କ୍ଷତେ ରେ ଗହମ ଓ ବାର୍ଲି ଅମଳ ସମ୍ପୂର୍ଣ୍ଣ ଧ୍ବଂସ ହାଇେଛି।
12 ଦ୍ରାକ୍ଷାଲତାଗୁଡିକ ଶୁଷ୍କ ହାଇେଛନ୍ତି ଓ ଡିମିରି ବୃକ୍ଷ ମରି ୟାଇଛି। ସମସ୍ତ ଡାଳିମ୍ବ, ତାଳ ଓ ସେଓ ବୃକ୍ଷଗୁଡିକ ଶୁଖି ୟାଇଛି। ଲୋକମାନଙ୍କର ସମସ୍ତ ସୁଖ ମରିୟାଇଛି।
13 ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ବର ରେ ବିଳାପ କର। ହେ ୟଜ୍ଞବଦେୀର ପରିଗ୍ଭଳକ ଗଣ, ତୁମ୍ଭମାନେେ ଚଟ ବସ୍ତ୍ର ପରିଧାନ କରି ରାତ୍ରିୟାପନ କର। କାରଣ ପରମେଶ୍ବରଙ୍କ ମନ୍ଦିର ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ମିଳିବ ନାହିଁ।
14 ଲୋକମାନଙ୍କୁ କୁହ ଯେ ଉପବାସ ପାଇଁ ଗୋଟିଏ ସ୍ବତନ୍ତ୍ର ସମୟ ହବେ। ସମସ୍ତ ଲୋକଙ୍କୁ ଏକ ସ୍ବତନ୍ତ୍ର ସଭାକୁ ଆହ୍ବାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରୀତ କର। ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପ ରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବାକୁ ସମାନଙ୍କେୁ କୁହ।
15 ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସହେି ସମୟରେ ସର୍ବଶକ୍ତିମାନ ପରମେଶ୍ବରଙ୍କ ନିକଟରୁ ଦଣ୍ତ ପ୍ରଳଯ ତୁଲ୍ଯ ଆସିବ।
16 ଆମ୍ଭମାନଙ୍କର ଖାଦ୍ୟ ଓ ଆନନ୍ଦ ଉଲ୍ଲାସ ପରମେଶ୍ବରଙ୍କ ମନ୍ଦିରରୁ ଗ୍ଭଲି ୟାଇଛି।
17 ଆମ୍ଭମାନେେ ଯେଉଁ ମଞ୍ଜି ଭୁମି ରେ ରୋପଣ କରିଥିଲୁ ସଗେୁଡିକ ମାଟି ରେ ଶୁଖି ମରିୟାଇଛି। ଆମ୍ଭମାନଙ୍କର ରୋପିତ ବୃକ୍ଷ ଶୁଷ୍କ ଓ ମୃତ। ଆମ୍ଭର ଶସ୍ଯ ଅମାର ଶୂନ୍ଯ ଓ ଭଗ୍ନ ପ୍ରାଯ।
18 ପଶୁଗଣ କ୍ଷୁଧା ରେ ବିଳାପ କରୁଛନ୍ତି। ଗୋରୁପଲ ଏଣତେଣେେ ବିଚରଣ କରୁଛନ୍ତି, ଘାସ ନପାଇ ବ୍ଯାକୁଳ ହେଉଛନ୍ତି। ମଷେପଲ ମଧ୍ଯ ୟନ୍ତ୍ରଣା ଭୋଗ କରୁଛନ୍ତି।
19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ଅଗ୍ନି ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଗତ କରି ଦଇେଛି। ସହେି ଅଗ୍ନି ଶିଖା ପ୍ରାନ୍ତରର ସମସ୍ତ ବୃକ୍ଷକୁ ପୋଡି଼ ଜାଳି ଦଇେଛି।
20 ବନ୍ଯ ପ୍ରାଣୀମାନେ ମଧ୍ଯ ତୁମ୍ଭର ସାହାୟ୍ଯ ଭିକ୍ଷା କରୁଛନ୍ତି। ଝରଣାଗୁଡିକ ଜଳଶୂନ୍ଯ ଓ ଶୁଷ୍କ। ଅଗ୍ନି ଆମ୍ଭର ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଣତ କରିଛି।




ଅଧ୍ୟାୟ 2

1 ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।
2 ତାହା ଏକ ଅନ୍ଧାକାର ଓ ତମସାଚ୍ଛାନ୍ନ ଦିନ, ତାହା ନିବିଡ ଅନ୍ଧକାର ଓ ମଘାେଛନ୍ନ ଦିନ ହବେ। ସୂର୍ େଯ୍ଯାଦଯ ରେ ପର୍ବତ ଉପ ରେ ସୈନ୍ଯମାନେ ଘରେି ୟାଇଥିବାର ତୁମ୍ଭେ ଦେଖିବ। ସମାନେେ ମହାନ୍ ଶକ୍ତିଶାଳୀ ସୈନ୍ଯବାହିନୀ ହବେେ। ପୂର୍ବରୁ ଏପରି କବେେ ହାଇନୋହିଁ, ଆଉ ମଧ୍ଯ ଏହା ପୁନର୍ବାର କବେେ ହବେ ନାହିଁ।
3 ଜ୍ବଳନ୍ତ ଅଗ୍ନି ସଦୃଶ ସହେି ସୈନ୍ଯବାହିନୀ ଦେଶକୁ ଧ୍ବଂସ କରି ଦବେେ। ସମାନଙ୍କେ ସମ୍ମୁଖ ରେ ଦେଶ ଏଦନ୍ର ବଗିଗ୍ଭ ସଦୃଶ ହବେ। ପଶ୍ଚାତ୍ଭାଗ ରେ ଦେଶଟି ଏକ ଶୂନ୍ଯ ମରୁଭୂମି ସଦୃଶ ହବେ। ସମାନଙ୍କେଠାରୁ କିଛି ରକ୍ଷା ପାଇବ ନାହିଁ।
4 ସମାନେେ ଅଶ୍ବ ସଦୃଶ ଦଖାୟୋଆନ୍ତି। ୟୁଦ୍ଧ ଅଶ୍ବ ପରି ସମାନେେ ଦୌଡିବେ।
5 ସମାନଙ୍କେ ଶଦ୍ଦ ପର୍ବତ ଉପ ରେ ନାଚୁଥିବା ରଥ ପରି, ନଡାକୁ ଅଗ୍ନି ଜାଳିଲା ପରି, ୟୁଦ୍ଧ ପାଇଁ ପ୍ରସ୍ତୁତ ବଳବାନ୍ ଲୋକ ପରି ହବେ।
6 ଲୋକମାନେ ସହେି ସୈନ୍ଯ ସମ୍ମୁଖ ରେ ଭୟ ରେ ଥରିବେ। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇଯେିବ।
7 ସମାନେେ ସୈନ୍ଯ ତୁଲ୍ଯ ଦ୍ରୁତଗତି ରେ ଦୌଡ଼ନ୍ତି। ସମାନେେ କାନ୍ଥ ଉପ ରେ ଚଢନ୍ତି। ପ୍ରେତ୍ୟକକ ସୈନ୍ଯ ସଦୃଶ ସିଧା ସମ୍ମୁଖ ରେ ଅଗ୍ରସର ହୁଅନ୍ତି। ସମାନେେ ନିଜ ପଥରୁ ବିଚ୍ଯୁତ ହୁଅନ୍ତି ନାହିଁ।
8 ସମାନେେ ପରସ୍ପରକୁ ଠଲନ୍େତି ନାହିଁ। ପ୍ରେତ୍ୟକକ ନିଜ ପଥରେ ଅଗ୍ରସର ହୁଅନ୍ତି। ଯଦି ଜଣେ ଅନ୍ୟ ଜଣଙ୍କୁ ଆଘାତ କରେ ଓ ସେ ଖସିପଡେ, ତବେେ ଅନ୍ୟ ଜଣକ ସହେି ପଥରେ ଅଗ୍ରସର ହୁଏ।
9 ସମାନେେ ନଗର ଆଡକୁ ଦୌଡ଼ନ୍ତିନ୍ତି। ସମାନେେ ଦ୍ରୁତଗତି ରେ କାନ୍ଥଗୁଡିକ ଆରୋହଣ କରନ୍ତି। ଘରଗୁଡିକରେ ଆରୋହଣ କରନ୍ତି। ଚୋର ପରି ଝରକାବାଟେ ପ୍ରବେଶ କରନ୍ତି।
10 ସମାନଙ୍କେ ସମ୍ମୁଖ ରେ ପୃଥିବୀ ଓ ଆକାଶ ଥରିଉେଠ। ସୂର୍ୟ୍ଯ ଚନ୍ଦ୍ର ଅନ୍ଧକାରମଯ ହୁଅନ୍ତି। ତାରକାଗଣ ନିଜର ତଜେ ହରାନ୍ତି।
11 ସଦାପ୍ରଭୁ ଉଚ୍ଚ ସ୍ବର ରେ ତାଙ୍କର ସୈନ୍ଯବାହିନୀକୁ ଆହ୍ବାନ କରନ୍ତି। ତାଙ୍କର ଶିବୀର ଅତି ବିରାଟ। ସହେି ସୈନ୍ଯଗଣ ତାଙ୍କର ଆଦେଶକୁ ପାଳନ କରନ୍ତି। ସମାନେେ ଅତି ଶକ୍ତିଶାଳୀ। ସଦାପ୍ରଭୁଙ୍କର ସହେି ଦିନଟି ଅତି ମହାନ୍ ଓ ଭୟଙ୍କର। କହେି ତାକୁ ଅଟକାଇ ପାରିବେ ନାହିଁ।
12 ଏହା ସଦାପ୍ରଭୁଙ୍କର ବାର୍ତ୍ତା: "ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।
13 ନିଜର ବସ୍ତ୍ରକୁ ନଫୋପାଡି ହୃଦଯକୁ ଚିର।" ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସେ ଅତି ଦୟାଳୁ ଓ କରୁଣାମଯ। ସେ ହଠାତ୍ ରାଗନ୍ତି ନାହିଁ। ତାଙ୍କର ଅନନ୍ତ ପ୍ ରମେ ଅଛି। ସେ ହୁଏତ ତାଙ୍କର ମନକୁ ବଦଳାଇ ପାରନ୍ତି। ଯେଉଁ କଠାେର ଦଣ୍ତ ଦବୋକୁ ଯୋଜନା କରିଥିଲେ ହୁଏତ ତାହା ଦଇେ ନପାରନ୍ତି।
14 କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦଯ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପ ରେ ତୁମ୍ଭମାନେେ ତୁମ୍ଭ ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କୁ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଦଇେ ପାରିବ।
15 ସିୟୋନ ରେ ତୂରୀ ବଜାଅ। ମହାସଭା ପାଇଁ ଆହ୍ବାନ କର। ପ୍ରଭୁଙ୍କ ପାଇଁ ଉପବାସ କରିବାକୁ ଆହ୍ବାନ କର।
16 ସବୁ ଲୋକଙ୍କୁ ଏକତ୍ରୀତ କର। ସ୍ବତନ୍ତ୍ର ସଭାର ଆଯୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁଗ୍ଧପୋଷ୍ଯ ଶିଶୁମାନଙ୍କୁ ଏକତ୍ରୀତ କର। ନବ ବିବାହିତ ବର କନ୍ଯା ନିଜ ଶଯନକକ୍ଷରୁ ବାହାରକୁ ଆସନ୍ତୁ।
17 ସଦାପ୍ରଭୁଙ୍କର ସବେକଗଣ, ଯାଜକମାନେ ମଣ୍ତପ ଓ ୟଜ୍ଞବଦେୀ ରେ ନିଶ୍ଚିତ କାନ୍ଦିବେ ଓ ଆକୁଳ ରେ ସଦାପ୍ରଭୁଙ୍କୁ ନିବଦନେ କରିବେ, " ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ବାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅନାହିଁ ଏବଂ ସମାନଙ୍କେୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, 'ତୁମ୍ଭର ସଦାପ୍ରଭୁ କାହାନ୍ତି।"'
18 ତା'ପ ରେ ସଦାପ୍ରଭୁ ନିଜ ଭୂମି ପାଇଁ ଇର୍ଷାପରାଯଣ ହେଲେ। ସେ ତାଙ୍କର ଲୋକମାନଙ୍କ ଉପ ରେ ଦୟା ଦଖାଇେଲେ।
19 ସଦାପ୍ରଭୁ ତାଙ୍କ ନିଜ ଲୋକଙ୍କୁ କହିଲେ, "ଆମ୍ଭେ ତୁମ୍ଭମାନଙ୍କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ପ୍ରଚୁର ପରିମାଣ ରେ ଦବୋ ଓ ତୁମ୍ଭମାନେେ ସେଥି ରେ ତୃପ୍ତ ହବେ। ଆଉ ଏଣିକି ତୁମ୍ଭମାନଙ୍କୁ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ନିନ୍ଦିତ କରିବା ନାହିଁ।
20 ଆମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ରାଜ୍ଯ ଛାଡି ୟିବାକୁ ଉତ୍ତର ଦିଗକୁ ବିତାଡିତ କରିବା। ସମାନଙ୍କେୁ ଏକ ଶୁଷ୍କ, ଶୂନ୍ଯ ସ୍ଥାନକୁ ତଡିଦବୋ। ସମାନଙ୍କେ ମଧ୍ଯରୁ କେତକେ ପୂର୍ବ ସମୁଦ୍ର ଆଡେ ଯିବେ ଓ ଆଉ କେତକେ ପଶ୍ଚିମ ସମୁଦ୍ର ଆଡେ ଯିବେ। ସମାନେେ ଏପରି ଭୟଙ୍କର କାର୍ୟ୍ଯ କରିଛନ୍ତି, ସମାନେେ ମୃତ ପ୍ରାଯ ହବେେ, ପଚିଯିବେ ଓ ସଠାରୁେ ଦୁର୍ଗନ୍ଧ ନିର୍ଗତ ହବେ।"
21 ହେ ଦେଶ, ଭୟ କରନାହିଁ। ସୁଖୀ ହୁଅ, ଆନନ୍ଦ କର କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମହାନ୍ କାର୍ୟ୍ଯ କରିବେ।
22 ହେ କ୍ଷେତ୍ରସ୍ଥ ପଶୁଗଣ, ଭୟଭୀତ ହୁଅନାହିଁ। ମରୁପ୍ରାଯ ଗ୍ଭରଣ ଭୂମି ତୃଣାଚ୍ଛାଦିତ ହବେ। ବୃକ୍ଷଗୁଡିକ ଫଳ ଧାରଣ କରିବେ। ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ପ୍ରଚୁର ଫଳ ଧାରଣ କରିବ।
23 ତେଣୁ ହେ ସିୟୋନର ସନ୍ତାନଗଣ, ତୁମ୍ଭମାନେେ ସୁଖ କର, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ଆନନ୍ଦ ଉଲ୍ଲାସ କର। ସେ ମଙ୍ଗଳମଯ ଏବଂ ତୁମ୍ଭମାନଙ୍କୁ ବୃଷ୍ଟି ଦବେେ। ସେ ତୁମ୍ଭକୁ ଆଦ୍ଯ ବୃଷ୍ଟି ଓ ଶଷେ ବୃଷ୍ଟି ପୂର୍ବପରି ଦବେେ।
24 ତୁମ୍ଭମାନଙ୍କର ଖଳାସବୁ ଗହମ ରେ ପରିପୂର୍ଣ୍ଣ ହବେ ଏବଂ ତୁମ୍ଭମାନଙ୍କର କୁଣ୍ତଗୁଡିକ ଦ୍ରାକ୍ଷାରସ ଓ ତୈଳ ରେ ଉଚ୍ଛୁଳି ପଡିବ।
25 "ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କ ମଧ୍ଯକୁ ଆପଣା ଯେଉଁ ମହା ସୈନ୍ଯଦଳ ଅର୍ଥାତ ପଙ୍ଗପାଳ, ଶୂକ ଘୁଘୁର୍ରିଯା ଓ ପରିପକ୍ବ ତୁମ୍ଭମାନଙ୍କ ବିରୁଦ୍ଧ ରେ ପଠାଇଲୁ। ସମାନେେ ତୁମ୍ଭମାନଙ୍କର ଯେଉଁ ସମସ୍ତ ଖାଦ୍ୟ ଖାଇ ଦେଲେ। ଆମ୍ଭେ ତାହା ତୁମ୍ଭମାନଙ୍କୁ ଫରୋଇ ଦବୋ, ଯାହା ବର୍ଷଧରି ଖାଇୟାଇଛନ୍ତି।
26 ତତ୍ପ ରେ ତୁମ୍ଭେ ପ୍ରଚୁର ଖାଇବାକୁ ପାଇବ। ତୁମ୍ଭର ସବୁ ପରିପୂର୍ଣ୍ଣ ହବେ। ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ପ୍ରଶଂସାଗାନ କରିବ। କାରଣ ସେ ତୁମ୍ଭମାନଙ୍କ ପାଇଁ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରିଛନ୍ତି। ସେ ଆପଣାର ଲୋକମାନଙ୍କୁ ଆଉ ଲଜ୍ଜିତ କରିବାକୁ ଦବେେ ନାହିଁ।
27 ଏହାଦ୍ବାରା ତୁମ୍ଭମାନେେ ଜାଣିବ ଯେ ଆମ୍ଭେ ଇଶ୍ରାୟେଲ ସହିତ ଅଛୁ। ଆଉ ମଧ୍ଯ ତୁମ୍ଭମାନେେ ଜାଣିବ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭର ଅନ୍ୟ କହେି ପରମେଶ୍ବର ନାହିଁନ୍ତି। ଆମ୍ଭର ଲୋକମାନେ ଆଉ କବେେ ଲଜ୍ଜିତ ହବେେ ନାହିଁ।"
28 "ଏହାପ ରେ ସବୁପ୍ରକାର ଲୋକଙ୍କ ଉପ ରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ଯାଗଣ ସଦାପ୍ରଭୁଙ୍କର ଭବିଷ୍ଯତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧିଅରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ ଓ ତୁମ୍ଭର ୟୁବକଗଣ ଦର୍ଶନ ଲାଭ କରିବେ।
29 ସହେି ସମୟରେ ଆମ୍ଭେ ମଧ୍ଯ ଆପଣା ଦାସ ଓ ଦାସୀଙ୍କ ଉପ ରେ ଆମ୍ଭର ଆତ୍ମା ଢାଳିବା।
30 ସହେି ସମୟରେ ଆମ୍ଭେ ଆକାଶ ଓ ପୃଥିବୀ ରେ ଅଲୌକିକ ଦୃଶ୍ଯ ଦଖାଇବୋ। ରକ୍ତ, ଅଗ୍ନି ଓ ଧୂମ ସ୍ତମ୍ଭସବୁ ଦଖାୟିବେ।
31 ସଦାପ୍ରଭୁଙ୍କର ସହେି ମହାନ୍ ଓ ଅଦ୍ଭୁତ ଦିନର ଆଗମନ ରେ ସୂର୍ୟ୍ଯ ଅନ୍ଧକାରମଯ ଓ ଚନ୍ଦ୍ର ରକ୍ତବର୍ଣ୍ଣ ହାଇଯେିବେ।
32 ସହେି ସମୟରେ, ଯେ କହେି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବି, ସେ ହିଁ ଉଦ୍ଧାର ପାଇବ। କାରଣ ଶରଣାର୍ଥୀ ଲୋକମାନେ ୟିରୁଶାଲମର ଓ ସିୟୋନ୍ପର୍ବତ ଉପ ରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହବେେ, ଯାହାକି ସଦାପ୍ରଭୁ କହିଛନ୍ତି ଏବଂ ସମାନେେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ, ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ବାନ କରୁଛନ୍ତି।




ଅଧ୍ୟାୟ 3

1 "ହଁ ଦେଖ, ସହେି ସମୟରେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆମ୍ଭେ ବନ୍ଦୀ ଅବସ୍ଥାରୁ ଉଦ୍ଧାର କରିବା।
2 ଆମ୍ଭେ ମଧ୍ଯ ସମସ୍ତ ରାଜ୍ଯକୁ ଏକତ୍ରୀତ କରିବା। ସହେି ସମୟରେ, ଆମ୍ଭେ ସବୁ ରାଜ୍ଯକୁ ୟିହୋଶାଫଟ ଉପତ୍ୟକାକୁ ଓହ୍ଲାଇ ଆଣିବା। ସଠାେ ରେ ଆମ୍ଭେ ସମାନଙ୍କେର ବିଗ୍ଭର କରିବା। ସହେି ଗୋଷ୍ଠୀଗୁଡିକ ଆମ୍ଭ ଇଶ୍ରାୟେଲର ଲୋକମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି। ସମାନେେ ଆମ୍ଭର ଲୋକମାନଙ୍କୁ ଅନ୍ୟ ସ୍ଥାନକୁ ୟୋର କରି ନିର୍ବାସିତ କରି ଦଇେଛନ୍ତି। ସମାନେେ ଆମ୍ଭର ଭୂମିଓ ସମାନଙ୍କେ ମଧିଅରେ ଭାଗ କରିଛନ୍ତି। ତେଣୁ ଆମ୍ଭେ ସମାନଙ୍କେୁ ଦଣ୍ତ ଦବୋ।
3 ସମାନେେ ଆମ୍ଭ ଲୋକମାନଙ୍କର ଭାଗ୍ଯ ନିର୍ଦ୍ଧାରଣ କରିବାକୁ ଗୁଳାବାଣ୍ଟ କରିଛନ୍ତି। ଗୋଟିଏ ବେଶ୍ଯା ପାଇଁ ସମାନେେ ଗୋଟିଏ ବାଳକ ବିକ୍ରୀ କରିଛନ୍ତି ଓ ସମାନେେ ଦ୍ରାକ୍ଷାରସ ପାନ କରିବା ପାଇଁ ଗୋଟିଏ ବାଳିକା ବିକ୍ରୀ କରିଛନ୍ତି।
4 "ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭମାନେେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭମାନେେ ଆମ୍ଭଙ୍କୁ ଦଣ୍ତ ଦଇେ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦବୋ।
5 ତୁମ୍ଭମାନେେ ଆମ୍ଭର ସମସ୍ତ ରୂପା ଓ ସୁନା ଅପହରଣ କରିଅଛ। ଆମ୍ଭର ମୂଲ୍ଯବାନ ଭଣ୍ତାରକୁ ଖାଲି କରି ତୁମ୍ଭ ମନ୍ଦିର ରେ ରଖିଅଛ।
6 "ତୁମ୍ଭମାନେେ ଯିହୁଦା ଓ ୟିରୁଶାଲମର ସନ୍ତାନଗଣଙ୍କୁ ଗ୍ରୀସ୍ ରେ ବିକ୍ରୀ କରିଛ ଏବଂ ସମାନଙ୍କେୁ ସମାନଙ୍କେର ସୀମାରୁ ବହୁଦୂରକୁ ନଇୟୋଇଛ।
7 ତୁମ୍ଭମାନେେ ଆମ୍ଭର ସନ୍ତାନମାନଙ୍କୁ ବହୁଦୂରକୁ ପଠାଇ ଦଇେଛ। କିନ୍ତୁ ଆମ୍ଭେ ସମାନଙ୍କେୁ ଫରୋଇ ଆଣିବା। ଆଉ ମଧ୍ଯ ତୁମ୍ଭର ଏହି କର୍ମ ଲାଗି ତୁମ୍ଭମାନଙ୍କୁ ଦଣ୍ତ ଦବୋ।
8 ତୁମ୍ଭମାନଙ୍କର ପୁତ୍ର କନ୍ଯାମାନଙ୍କୁ ଯିହୁଦାର ଲୋକମାନଙ୍କୁ ବିକ୍ରୀ କରିବା। ତେଣୁ ସମାନେେ ସହେି ସନ୍ତାନମାନଙ୍କୁ ଦୂର ଦେଶୀଯ ଶୀବାଯୀଯ ଲୋକମାନଙ୍କୁ ବିକ୍ରୀ କରିବେ," କାରଣ ସଦାପ୍ରଭୁ ଏହା କହିଛନ୍ତି।
9 ତୁମ୍ଭମାନଙ୍କ ରାଜ୍ଯ ମଧିଅରେ ଏହା ଘାଷେଣା କର। ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ୟୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହବୋକୁ ଡାକ ଏବଂ ୟୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।
10 ତୁମ୍ଭର ଲଙ୍ଗଳର ଲୁହାକୁ ଭାଙ୍ଗି ଖଡ୍ଗ ତିଆରି କର। ନିଜ ନିଜର ଦାଆକୁ ଭାଙ୍ଗି ବର୍ଚ୍ଛା ତିଆରି କର। ଦୁର୍ବଳ ଲୋକ କହୁ, "ମୁଁ ବଳବାନ"
11 ହେ ସବୁ ରାଜ୍ଯ! ଚଞ୍ଚଳ ହୁଅ। ଗୋଟିଏ ସ୍ଥାନ ରେ ଏକତ୍ରୀତ ହୁଅ। ହେ! ପରମେଶ୍ବର! ଆପଣଙ୍କର ଶକ୍ତିଶାଳୀ ବୀରମାନଙ୍କୁ ନଇେ ଆସନ୍ତୁ।
12 ହେ, ରାଜ୍ଯବାସୀ! ଜାଗ୍ରତ ହୁଅ, ୟିହୋଶାଫଟର ଉପତ୍ୟକାକୁ ଆସ କାରଣ ସହେି ସ୍ଥାନ ରେ ଆମ୍ଭେ ଇଶ୍ରାୟେଲର ଚତୁଃପାଶର୍‌ବ ରେ ଥିବା ରାଜ୍ଯମାନଙ୍କର ବିଗ୍ଭର କରିବା ପାଇଁ ଫରେି ଆସିବା।
13 ଦାଆ ଆଣ କାରଣ ଶସ୍ଯ ପାଚିଅଛି। ଆସ, ଅଙ୍ଗୁର ଲତା ଉପ ରେ ଗ୍ଭଲ। କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହାଇେଅଛି। କୁଣ୍ତଗୁଡିକ ଉଚ୍ଛୁଳି ପଡୁଛି, କାରଣ ସମାନଙ୍କେର ମନ୍ଦ କର୍ମ ବହୁତ ଅଧିକ।
14 ଦଣ୍ତ ବିଗ୍ଭର ଉପତ୍ୟକା ରେ ଲୋକରଣ୍ଯ। ସଦାପ୍ରଭୁଙ୍କର ବିଶଷେ ବିଗ୍ଭରଦିନ ନିକଟବର୍ତ୍ତୀ।
15 ସୂର୍ୟ୍ଯ ଚନ୍ଦ୍ର ଅନ୍ଧକାରମଯ ହବେେ ଏବଂ ତାରକାଗଣ କିରଣ ଦବୋ ବନ୍ଦ କରି ଦବେେ।
16 ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।
17 "ତା'ପ ରେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ଆମ୍ଭେ ପବିତ୍ର ପର୍ବତ ସିଯୋନ ରେ ବାସ କରିବା। ୟିରୁଶାଲମ ଗୋଟିଏ ପବିତ୍ର ସ୍ଥାନ ରେ ପରିଣତ ହବେ। ବିଦେଶୀଯମାନେ ଆଉ ଏହି ନଗର ରେ ପ୍ରବେଶ କରିପାରିବେ ନାହିଁ।"
18 " ସହେିଦିନ ପର୍ବତଗୁଡିକ ମଧୁର ଦ୍ରାକ୍ଷାରସ କ୍ଷରଣ କରିବେ। ପାହାଡଗୁଡିକରୁ ଦୁଗ୍ଧ ପ୍ରବାହିତ ହବେ। ଯିହୁଦାର ସମସ୍ତ ଶୁଷ୍କ ନଦୀଗୁଡିକ ଜଳପୂର୍ଣ୍ଣ ହବେେ। ସଦାପ୍ରଭୁଙ୍କ ମନ୍ଦିରରୁ ଏକ ଝରଣା ନିର୍ଗତ ହବେ। ତାହା ଶିଟୀମର ଉପତ୍ୟକାକୁ ଜଳମଯ କରିବ।
19 ମିଶର ଗୋଟିଏ ନିର୍ଜନ ସ୍ଥାନ ହବେ ଏବଂ ଶୂନ୍ଯ ମରୁଭୂମି ହବେ। କାରଣ ସମାନେେ ଯିହୁଦାର ଲୋକମାନଙ୍କ ପ୍ରତି ନିଷ୍ଠୁର ହାଇେଥିଲେ। ସମାନେେ ସହେି ଦେଶର ନିରୀହ ଲୋକମାନଙ୍କୁ ହତ୍ଯା କରିଥିଲେ।
20 କିନ୍ତୁ ଯିହୁଦା ଓ ୟିରୁଶାଲମ ରେ ଲୋକମାନେ ପୁରୁଷାନୁକ୍ରମେ ଚିରକାଳ ବାସ କରିବେ।
21 କିନ୍ତୁ ଯେଉଁ ଲୋକମାନେ ଆମ୍ଭ ସନ୍ତାନଗଣଙ୍କୁ ହତ୍ଯା କରିଛନ୍ତି ଆମ୍ଭେ ପ୍ରକୃତ ରେ ସମାନଙ୍କେୁ ଶାସ୍ତି ଦବୋ।" କାରଣ ସଦାପ୍ରଭୁ ପରମେଶ୍ବର ସିୟୋନ ରେ ବାସ କରନ୍ତି।