ଯୂନସ

ଅଧ୍ୟାୟ: 1 2 3 4


-Reset+

ଅଧ୍ୟାୟ 1

1 ଅମିତାଯଙ୍କ ପୁତ୍ର ୟୂନସକୁ ସଦାପ୍ରଭୁ କହିଲେ।
2 ସଦାପ୍ରଭୁ କହିଲେ, "ନୀନିବୀ ଗୋଟିଏ ବିରାଟ ନଗରୀ। ସଠାେ ରେ ଲୋକମାନେ ବହୁତ ମନ୍ଦକାର୍ୟ୍ଯ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସହେି ନଗରୀକୁ ୟାଅ ଏବଂ ତାହା ବିରୁଦ୍ଧ ରେ ଆମ୍ଭ ବିଚାରଧାରା ଘାଷେଣା କର।"
3 ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।
4 କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡି ସହେି ସମୁଦ୍ରକୁ ପ୍ ରରଣେ କଲେ। ସହେି ବାତ୍ଯା ସମୁଦ୍ରକୁ ଅଶାନ୍ତ କରି ଦଲୋ। ସହେି ଝଡ ଅତି ଶକ୍ତିଶାଳୀ ଥିଲା ଏବଂ ନେ ୗକାଟି ଭାଙ୍ଗି ଖଣ୍ତ ଖଣ୍ତ ହବୋକୁ ବସିଲା।
5 ଲୋକମାନେ ବୁଡି ଯାଉଥିବା ନେ ୗକାକୁ ହାଲୁକା କରିବାକୁ ଇଚ୍ଛା କଲେ। ସମାନେେ ନେ ୗକା ରେ ବୋଝଇେ ହାଇେଥିବା ମାଲକୁ ସମୁଦ୍ରକୁ ଫିଙ୍ଗିବା ଆରମ୍ଭ କଲେ। ନାବିକମାନେ ଭୟଭୀତ ହାଇେ ପଡିଲେ। ସମସ୍ତେ ନିଜ ନିଜ ଇଶ୍ବରଙ୍କୁ ଡାକିବା ଆରମ୍ଭ କଲେ।
6 ୟୂନସ ଜାହଜ ରେ ଶାଇେଥିବାର ଦେଖି ଜାହାଜର କାପ୍ତାନ କହିଲେ, "ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ବରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।"
7 ତା'ପ ରେ ନାବିକମାନେ ପରସ୍ପର କୁହାକୁହି ହେଲେ, "ଆମ୍ଭମାନେେ ଗୁଳାବାଣ୍ଟ ଫିଙ୍ଗି ଜାଣିବା, କାହିଁକି ଏ ଦୁଃଖ ଆମ୍ଭମାନଙ୍କ ଉପ ରେ ଘଟୁଛି।"
8 ତା'ପ ରେ ଲୋକମାନେ ୟୂନସକୁ କହିଲେ, "ଏହା ହେଉଛି ତୁମ୍ଭର ଦୋଷ, ଯାହା ଯୋଗୁଁ ଆମ୍ଭମାନଙ୍କର ଏହି ଭୟଙ୍କର ଦୁଃଖ ଘଟୁଛି। ତେଣୁ ତୁମ୍ଭେ କ'ଣ କରିଛ ଆମ୍ଭମାନଙ୍କୁ କୁହ। ତୁମ୍ଭର କାମ କ'ଣ? ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭର ଘର କେଉଁଠି? ତୁମ୍ଭର ଲୋକ କିଏ?"
9 ୟୂନସ ସହେି ନାବିକମାନଙ୍କୁ କହିଲେ, "ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ୟିଏକି ସ୍ବର୍ଗର ପରମେଶ୍ବର। ସହେି ହେଉଛନ୍ତି ପରମେଶ୍ବର ୟିଏକି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।"
10 ୟୂନସ ସଦାପ୍ରଭୁଙ୍କଠାରୁ ଦୂ ରଇେ ଯାଉଥିଲା ବୋଲି ସହେି ନାବିକମାନଙ୍କୁ କହିଲା। ଯେତବେେଳେ ସମାନେେ ଏକଥା ଜାଣିଲେ, ସମାନେେ ଭୟଭୀତ ହାଇେ ପଡିଲେ। ସମାନେେ ୟୂନସକୁ ପଚାରିଲେ, "ତୁମ୍ଭେ କି ଭୟଙ୍କର କାର୍ୟ୍ଯ ପରମେଶ୍ବରଙ୍କ ବିରୁଦ୍ଧ ରେ କଲ?"
11 ପବନ ଓ ଢେଉ ସମୁଦ୍ର ରେ ଅଧିକ ଶକ୍ତିଶାଳୀ ହାଇେ ବଢିବାକୁ ଲାଗିଲା। ତେଣୁ ଲୋକମାନେ ୟୂନସକୁ କହିଲେ, "ଆମ୍ଭମାନେେ ଆମ୍ଭମାନଙ୍କୁ ରକ୍ଷା କରିବାକୁ କ'ଣ କରିବୁ? ତୁମ୍ଭ ପ୍ରତି କ'ଣ କଲେ ସମୁଦ୍ର ଶାନ୍ତ ହବେ?"
12 ୟୂନସ ସହେି ନାବିକମାନଙ୍କୁ କହିଲେ, "ମୁଁ ଜାଣେ, ମୁଁ ଭୂଲ୍ କରିଛି, ସେଥିପାଇଁ ସମୁଦ୍ର ରେ ଝଡ ଆସିଲା। ତେଣୁ ତୁମ୍ଭମାନେେ ମାେତେ ସମୁଦ୍ରକୁ ଫିଙ୍ଗି ଦିଅ, ତହିଁରେ ସମୁଦ୍ର ଶାନ୍ତ ହାଇଯେିବ।"
13 କିନ୍ତୁ ସହେି ନାବିକମାନେ ୟୂନସକୁ ସମୁଦ୍ରକୁ ଫିଙ୍ଗିବାକୁ ଇଚ୍ଛା କରି ନଥିଲେ। ସମାନେେ ଜାହାଜକୁ କୂଳକୁ ନବୋକୁ ବହୁ ଚେଷ୍ଟା କଲେ, କିନ୍ତୁ କୂଳକୁ ନବୋକୁ ସକ୍ଷମ ହେଲେ ନାହିଁ। ପବନ ଓ ତରଙ୍ଗ ଅଧିକ ଶକ୍ତିଶାଳୀ ହାଇେ ସମାନଙ୍କେ ବିରୁଦ୍ଧ ରେ ବହିବାକୁ ଲାଗିଲା।
14 ତେଣୁ ସହେି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, " ହେ ପ୍ରଭୁ, ଆମ୍ଭମାନେେ ୟୂନସକୁ ସମୁଦ୍ର ମଧ୍ଯକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ୟ୍ଯ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ଯକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ଯକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପ ରେ ବର୍ତ୍ତାଅ ନାହିଁ। ଆମ୍ଭମାନେେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦଯ ହୁଅ।"
15 ତେଣୁ ସହେି ନାବିକମାନେ ୟୂନସକୁ ସମୁଦ୍ର ରେ ଫିଙ୍ଗି ଦେଲେ। ଝଡ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା।
16 ଯେତବେେଳେ ଲୋକମାନେ ଏହା ଦେଖିଲେ ସମାନେେ ଭୟଭୀତ ହାଇେ ପଡିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସମାନେେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ।
17 ଯେତବେେଳେ ୟୂନସ ସମୁଦ୍ର ରେ ପଡିଲା, ସେତବେେଳେ ସଦାପ୍ରଭୁ ଏକ ବିରାଟ ମାଛ ୟୂନସକୁ ଗିଲିବାକୁ ପଠାଇଲେ। ୟୂନସ ସହେି ମାଛ ଗର୍ଭ ରେ ତିନିଦିନ ଓ ତିନିରାତି ରହିଲା।




ଅଧ୍ୟାୟ 2

1 ଯେତବେେଳେ ୟୂନସ ମାଛର ପାକସ୍ଥଳୀ ରେ ଥିଲା, ସେ ସେତବେେଳେ ତାଙ୍କର ସଦାପ୍ରଭୁଙ୍କୁ ପ୍ରାର୍ଥନା କରି ଡାକିଲା।
2 ୟୂନସ କହିଲେ, "ମୁଁ ଅତି ଦୁଖ ରେ ଥିଲି। ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ଭିକ୍ଷା ପାଇଁ ଡାକିଲି ଏବଂ ସେ ମାେତେ ଉତ୍ତର ଦେଲେ। ମୁଁ କବରର ବହୁ ଗଭୀରତମ ସ୍ଥାନ ରେ ଥାଇ ସଦାପ୍ରଭୁଙ୍କୁ ଡାକିଲି ଏବଂ ପ୍ରଭୁ ମାରେ ସ୍ବର ଶୁଣିଲେ।
3 "ତୁମ୍ଭେ ମାେତେ ସମୁଦ୍ର ରେ ଫିଙ୍ଗି ଦଇେ ଏବଂ ମାେ ଉପ ରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା। ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଚାଲିଗଲି ଏବଂ ମାରେ ଚତୁର୍ଦ୍ଦିଗ ରେ କବଳେ ପାଣି ରହିଲା।
4 ତା'ପ ରେ ମୁଁ ଭାବିଲି, 'ବର୍ତ୍ତମାନ ନିଶ୍ଚଯ ମାେତେ ତୁମ୍ଭ ଦୃଷ୍ଟିପାତରୁ ଦୂ ରଇେ ଦିଆୟାଇଛି।' କିନ୍ତୁ ମୁଁ ପୁଣିଥରେ ତୁମ୍ଭର ପବିତ୍ର ମନ୍ଦିର ଦେଖିବାକୁ ଗ୍ଭ ହେଁ।
5 "ସମୁଦ୍ର ଜଳ ମାେ ଉପର ଦଇେ ପ୍ରବାହିତ ହେଲା। ସମୁଦ୍ର ପାଣି ମାରେ ପାଟି ଉପର ଦଇେ ପ୍ରବାହିତ ହେଲା ଯାହା ଫଳ ରେ ମୁଁ ନିଃଶ୍ବାସ ନଇେ ପାରୁନଥିଲି। ମୁଁ ସମୁଦ୍ରର ଗଭୀରତମ ସ୍ଥାନକୁ ଗଲି, ସମୁଦ୍ର ପାଣି ମାେତେ ଆବୃତ କଲା। ସମୁଦ୍ର ତଳେ ଥିବା ଉଦ୍ଭିଦ ମାରେ ମୁଣ୍ତ ଗ୍ଭରିପଟେ ଆବୃତ ହେଲା।
6 ମୁଁ ସମୁଦ୍ରର ତଳ ଦେଶ ରେ ଥିଲି ଯେଉଁଠାରୁ ପର୍ବତ ଆରମ୍ଭ ହାଇେଛି। ମୁଁ ଭାବିଲି ମୁଁ ଚିରଦିନ ପାଇଁ ସହେି ବନ୍ଦୀଶାଳା ରେ ତାଲା ପଡି ରହିଲି। କିନ୍ତୁ ମାରେ ସଦାପ୍ରଭୁ ମାେତେ କବରରୁ ବାହାର କରି ଆଣିଲେ। ହେ ପରମେଶ୍ବର, ତୁମ୍ଭେ ମାେତେ ପୁନର୍ବାର ଜୀବନ ଦଲେ।
7 "ମୁଁ ଜୀବନର ସବୁ ଆଶା ଛାଡିଥିଲି କିନ୍ତୁ ତା'ପ ରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିର ରେ ମାରେ ପ୍ରାର୍ଥନା ଶୁଣିଲ।
8 " କେତକେ ଲୋକ ମୂଲ୍ଯହୀନ ପିତୁଳା ପୂଜା କରନ୍ତି କିନ୍ତୁ ସହେି ପିତୁଳା ସମାନଙ୍କେୁ କବେେ ସାହାୟ୍ଯ କରନ୍ତି ନାହିଁ।
9 ପରିତ୍ରାଣ କବଳେ ସଦାପ୍ରଭୁଙ୍କ ନିକଟରୁ ଆ ସେ। " ହେ ସଦାପ୍ରଭୁ, ମୁଁ ବଳିଦାନ ଦବୋକୁ ପ୍ରସ୍ତୁତ ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ଯବାଦ ଜଣାଇବି। ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।"
10 ତା'ପ ରେ ସଦାପ୍ରଭୁ ସେ ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ୟୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡିଲା।




ଅଧ୍ୟାୟ 3

1 ତା'ପ ରେ ସଦାପ୍ରଭୁ ୟୂନସଙ୍କୁ ପୁନର୍ବାର କହିଲେ।
2 ପ୍ରଭୁ କହିଲେ, "ବୃହତ୍ ନଗର ନୀନିବୀକୁ ୟାଅ ଏବଂ ଆମ୍ଭେ ଯାହା କହିଛୁ ତାକୁ ଲୋକମାନଙ୍କ ମଧିଅରେ ପ୍ରଗ୍ଭର କର।"
3 ୟୂନସ ସଦାପ୍ରଭୁଙ୍କ ବାକ୍ଯକୁ ପାଳନ କରି ନୀନିବୀକୁ ଗଲା। ଏହା ଏକ ବିରାଟ ନଗର ଥିଲା। ଜଣେ ଲୋକକୁ ସମଗ୍ର ସହର ରେ ବୁଲି ଆସିବାକୁ ତିନିଦିନ ସମୟ ଲାଗୁଥିଲା।
4 ୟୂନସ ନଗରର କନ୍େଦ୍ରସ୍ଥଳୀକୁ ୟାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧିଅରେ ଆରମ୍ଭ କଲା। ୟୂନସ କହିଲା, "ଗ୍ଭଳିଶ ଦିନ ନୀନିବୀ ଧ୍ବଂସ ହବେ।"
5 ନୀନିବୀର ଲୋକମାନେ ପରମେଶ୍ବରଙ୍କର ଏହି ବାର୍ତ୍ତାକୁ ବିଶ୍ବାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସମାନେେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ ସମସ୍ତ ଲୋକେ ଏହି କାର୍ୟ୍ଯ କଲେ।
6 ନୀନିବୀର ରାଜା ଏ ବିଷଯ ରେ ଶୁଣିଲେ ଏବଂ ସେ ମଧ୍ଯ ମନ୍ଦ କାର୍ୟ୍ଯ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ୟାଇ ରାଜକୀଯ ପୋଷାକ ପରିତ୍ଯାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପ ରେ ବସି ପଡିଲେ।
7 ରାଜା ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖି ନଗରକୁ ପଠାଇଲେ।
8 କିନ୍ତୁ ସମସ୍ତ ମନୁଷ୍ଯ ଓ ପ୍ରାଣୀ ମାଟେ ବସ୍ତ୍ର ପରିଧାନ କରିବେ ଏବଂ ସମାନେେ ଦୁଃଖ ପ୍ରକାଶ କରିବେ। ସମାନେେ ଉଚ୍ଚ ସ୍ବର ରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବେ। ପ୍ରେତ୍ୟକକ ବ୍ଯକ୍ତି ସମାନଙ୍କେର ଜୀବନଧାରା ବଦଳାଇବେ ଓ ମନ୍ଦକାର୍ୟ୍ଯ କରିବା ବନ୍ଦ କରିବେ।
9 ତାହା ହେଲେ ପରମେଶ୍ବର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ୟ୍ଯ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କୋରଧ ହବେ ନାହିଁ। ତା'ପ ରେ ସେ ହୁଏତ ଦଣ୍ତ ଦବେେ ନାହିଁ।
10 ଲୋକମାନେ ଯାହା କଲେ ପରମେଶ୍ବର ସବୁ ଦେଖିଲେ। ସମାନେେ ମନ୍ଦ କାର୍ୟ୍ଯ ବନ୍ଦ କରିବା ପରମେଶ୍ବର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ।




ଅଧ୍ୟାୟ 4

1 ପରମେଶ୍ବର ସେ ନଗରକୁ ରକ୍ଷା କରିବାରୁ ୟୂନସ ଖୁସି ହେଲେ ନାହିଁ। ସେ ଏଥି ରେ କୋରଧାନ୍ବିତ ହେଲେ।
2 ୟୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲା, "ମୁଁ ଜାଣିଥିଲି ଏହାହିଁ ଘଟିବ। ମୁଁ ମାେ ନିଜ ଦେଶ ରେ ଥିଲା ବେଳେ ତୁମ୍ଭେ ମାେତେ ସଠାେକୁ ଡାକିଥିଲା। ସେତବେେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସହେି କୁନଗରୀର ଲୋକମାନଙ୍କୁ କ୍ଷମା ଦବେ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ୟିବାକୁ ସ୍ଥିର କଲି। ମିଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦଖାଇେ ଲୋକମାନଙ୍କୁ ଦଣ୍ତ ଦବେ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟା ରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତବେେ ତୁମ୍ଭେ ଧ୍ବଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।
3 ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, " ହେ ସଦାପ୍ରଭୁ, ମାେତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମାରେମରିବା ଭଲ ହବେ।"
4 ତା'ପ ରେ ସଦାପ୍ରଭୁ କହିଲେ, "ତୁମ୍ଭେ କ'ଣ ଭାବୁଛ, ତୁମ୍ଭେ ରାଗି ଠିକ୍ କରୁଛ, କାରଣ ଆମ୍ଭେ ସମାନଙ୍କେୁ ବିନାଶ କଲୁ ନାହିଁ?"
5 ତଥାପି ୟୂନସ ଏ ବିଷଯ ରେ କୋର୍ଧାନ୍ବିତ ଥିଲା। ତେଣୁ ସେ ନଗର ବାହାରକୁ ଗ୍ଭଲିଗଲା। ନଗର ନିକଟରେ ଥିବା ପୂର୍ବ ଦିଗ ରେ ଏକ ସ୍ଥାନକୁ ସେ ଗଲା। ସେ ସଠାେ ରେ ଏକ କୁଟୀର ନିର୍ମାଣ କରି ତାରି ଛାଯା ରେ ବସି ରହିଲା। ନଗର ରେ କ'ଣ ଘଟିବ ଦେଖିବାକୁ ଅପେକ୍ଷା କରି ରହିଲା।
6 ସଦାପ୍ରଭୁ ଗୋଟିଏ ଲାଉଗଛ ସୃଷ୍ଟି କଲେ ଯାହା ୟୂନସ ଉପ ରେ ଶୀଘ୍ର ମାଡିୟାଇ ତା'ର ବସିବା ସ୍ଥାନ ରେ ଛାଯା ଓ ଶୀତଳତା ପ୍ରଦାନ କଲା। ତାହା ୟୂନସକୁ ଆରାମ ଦବୋ ରେ ଏତେ ସାହାୟ୍ଯ କଲା ଯେ ୟୂନସ ଗଛ ପାଇଁ ଭାରି ଖୁସି ହେଲେ।
7 ପରଦିନ ପ୍ରଭାତ ରେ ପରମେଶ୍ବର ସହେି ଗଛକୁ ଖାଇଦବୋକୁ ଗୋଟିଏ କୀଟ ପଠାଇଲେ। ସହେି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା।
8 ସୂର୍ୟ୍ଯ ମୁଣ୍ତ ଉପରକୁ ଆସିଲା ପ ରପରେମେଶ୍ବର ଉତ୍ତପ୍ତ ପୁନଇେ ପବନ ବହିବାକୁ ନିର୍ଦ୍ଦେଶ ଦେଲେ। ସୂର୍ୟ୍ଯଙ୍କର ପ୍ରଖର କିରଣ ୟୂନସର ମୁଣ୍ତ ଉପ ରେ ପଡି ୟୂନସକୁ ଅତି ଦୁର୍ବଳ କରି ଦଲୋ। ୟୂନସ ପରମେଶ୍ବରଙ୍କୁ ପ୍ରାର୍ଥନା କରି କହିଲେ, " ହେ ପ୍ରଭୁ, ମାରେ ବଞ୍ଚିବା ଅପେକ୍ଷା ବରଂ ମରିବା ଭଲ।"
9 କିନ୍ତୁ ପରମେଶ୍ବର ୟୂନସକୁ କହିଲେ, "ତୁମ୍ଭେ କ'ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?"
10 ସଦାପ୍ରଭୁ କହିଲେ, "ତୁମ୍ଭେ ସେ ଗଛ ପାଇଁ କିଛି କରି ନଥିଲ। ସେ ଗଛ ବଢିବା ପାଇଁ ତୁମ୍ଭେ କିଛି କରି ନଥିଲା। ଏହା ରାତ୍ରି ରେ ବଢିଲା ଓ ପରଦିନ ମଲା। କିନ୍ତୁ ତୁମ୍ଭେ ସେ ଗଛ ପାଇଁ ଦୁଃଖିତ।
11 ତୁମ୍ଭେ ଯଦି ସାମାନ୍ଯ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହବେି ନାହିଁ କି? ସହେି ନଗରୀ ରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସହେି ନଗର ରେ 1,20,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୂଲ୍ କରୁଛନ୍ତି ବୋଲି ଜାଣି ନଥିଲେ।" କ'ଣ ଆମ୍ଭେ ତାଙ୍କ ପ୍ରତି ଦୟା ନକରିବା।