ନାହୂମ

ଅଧ୍ୟାୟ: 1 2 3


-Reset+

ଅଧ୍ୟାୟ 1

1 ଏହି ପୁସ୍ତକ ଇଲକୋଶୀଯ ନାହୂମଙ୍କର ଦର୍ଶନ ଅଟେ। ଏହା ନୀନିବୀ ନଗର ସମ୍ବନ୍ଧ ରେ ଏକ ଦୁଃଖବାର୍ତ୍ତା ଅଟେ।
2 ସଦାପ୍ରଭୁ ଇର୍ଷାପରାଯଣ ଏବଂ ପ୍ରତିଶାଧେ ପରାଯଣ। ସେ କୋରଧାନ୍ବିତ ହାଇେ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପ ରେ ସେ ପ୍ରତି ଶାଧେ ନିଅନ୍ତି। ସେ ତାଙ୍କର ଶତୃମାନଙ୍କ ଉପ ରେ ରାଗନ୍ତି।
3 ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନଦଇେ କବେେ ଛାଡିବେ ନାହିଁ। ସେ ଯେଉଁଠାକୁ ୟାଆନ୍ତି ସଠାେ ରେ ଘୂର୍ଣ୍ଣିବାତ୍ଯା ଓ ଝଡ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲା ବେଳେ ତାଙ୍କ ପାଦ ରେ ମେଘଗୁଡିକ ଧୂଳି ସ୍ବରୂପ ଉେଠ।
4 ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦବେେ ଏବଂ ସମୁଦ୍ର ଶୁଖିୟିବ। ସେ ନଦୀଗୁଡିକୁ ମଧ୍ଯ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡିବ। ଏବଂ ଲିବା ନୋନର ଫୁଲଗୁଡିକ ମଉଳି ଯିବେ।
5 ସଦାପ୍ରଭୁ ଆସିବେ ଏବଂ ପର୍ବତଗୁଡିକ ଭୟ ରେ ଥରିବେ ଏବଂ ପାହାଡଗୁଡିକ ତରଳି ଯିବେ। ସଦାପ୍ରଭୁଙ୍କ ଆଗମନ ରେ ପୃଥିବୀ ମଧ୍ଯ ଭୟ ରେ ଥରିବ। ବିଶ୍ବର ସମସ୍ତ ବ୍ଯକ୍ତି ଭୟ ରେ ଥରିବେ।
6 ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।
7 ସଦାପ୍ରଭୁ ସର୍ବମଙ୍ଗଳମଯ। ଦୁଃଖ ସମୟରେ ସେ ହେଉଛନ୍ତି ଏକମାତ୍ର ନିରାପଦ ସ୍ଥାନ। ୟିଏ ତାଙ୍କଠା ରେ ଆଶ୍ରଯ ନିଏ, ସେ ତା'ର ଯତ୍ନ ନିଅନ୍ତି।
8 କିନ୍ତୁ, ସେ ତାଙ୍କର ଶତୃମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ଯାଜଳ ପରି ସମାନେେ ଧୋଇ ହାଇଯେିବେ। ସେ ଅନ୍ଧକାର ରେ ଶତୃମାନଙ୍କୁ ଗୋଡ଼ାଇବେ।
9 ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧ ରେ କାହିଁକି ଷଡୟନ୍ତ୍ର କରୁଛ? ସେ ସମ୍ପୂର୍ଣ୍ଣ ରୂପେ ତୁମ୍ଭକୁ ଧ୍ବଂସ କରିବେ, ତେଣୁ ତୁମ୍ଭେ ପୁନର୍ବାର ଏହା କରିବ ନାହିଁ।
10 ତୁମ୍ଭମାନେେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇଯେିବ, ଏକ ଛନ୍ଦାଛନ୍ଦି ହାଇେଥିବା କଣ୍ଟାବୁଦା ପରି ଯାହା ଶୀଘ୍ର ପୋଡି଼ୟାଏ। ତୁମ୍ଭମାନେେ ମଦ୍ଯପମାନଙ୍କ ପରି ହବେ। ତୁମ୍ଭମାନେେ ଶୁଖିଲା କଟା ଘାସର ଖୁଣ୍ଟା ତୁଲ୍ଯ ଗ୍ରାସିତ ହବେ।
11 ଜଣେ ୟିଏ କି ସଦାପ୍ରଭୁଙ୍କ ବିରୁଦ୍ଧ ରେ ମନ୍ଦ ଯୋଜନା କରିବାକୁ ଉପଦେଶ ଦବେ, ସପରେି ଲୋକ ତୁମ୍ଭମାନଙ୍କ ମଧ୍ଯରୁ ବାହାରି ୟାଇଛି।
12 ସଦାପ୍ରଭୁ ଯିହୁଦାକୁ ଏହିସବୁ କଥା କହିଲେ, "ଅଶୂରୀଯର ଲୋକମାନେ ଅତି ବଳଶାଳୀ, ସମାନଙ୍କେର ବହୁ ସୈନ୍ଯ ଅଛନ୍ତି। କିନ୍ତୁ ସମାନେେ ସମସ୍ତେ ନିହତ ହାଇେ ଶଷେ ହବେେ। ହେ ମାରେ ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଦୁଃଖ ଦଲେୁ କିନ୍ତୁ ଆଉ ଅଧିକ ଦୁଃଖ ଦବୋନାହିଁ।
13 ଆମ୍ଭେ ତୁମ୍ଭମାନଙ୍କର ବକରେେ ଥିବା ଅଶୂରୀଯର ୟୁଆଳୀକୁ କାଢିନବୋ, ଏବଂ ଆମ୍ଭେ ତୁମ୍ଭର ଶିକୁଳିକୁ ଛିଣ୍ତାଇ ଦବୋ।"
14 ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷଯ ରେ ଏହି ଆଦେଶ ଦେଲେ। "ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କହେି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ୟ୍ଯ ପିତୁଳାଗୁଡିକ ଓ ଧାତୁର ମୂର୍ତ୍ତିଗୁଡିକ ଯାହା କି ତୁମ୍ଭ ଦବେତାଙ୍କ ମନ୍ଦିର ରେ ଅଛି ସହେି ସବୁକୁ ଆମ୍ଭେ ଧ୍ବଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭମାନେେ ଭ୍ରଷ୍ଟ ହାଇେଛ।
15 ହେ ଯିହୁଦା ଗ୍ଭହଁ! ପର୍ବତ ଆଡକୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ୟୁହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସହେି ମନ୍ଦ ଲୋକ ଆଉ ଆସିବେ ନାହିଁ। ସମାନେେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରିପାରିବେ ନାହିଁ। କାହିଁକି ସମାନେେ ଆକ୍ରମଣ କରିପାରିବେ ନାହିଁ? କାରଣ ସହେି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ପାଇଛନ୍ତି।




ଅଧ୍ୟାୟ 2

1 କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।
2 ସଦାପ୍ରଭୁ ଯାକୁବର ଶାେଭା ପୂର୍ଣ୍ଣ ପ୍ରତିଷ୍ଠା କରିଛନ୍ତି, ଯାହାକି ଇଶ୍ରାୟେଲର ଶାେଭା ସଦୃଶ। ଶତୃ ସମାନଙ୍କେୁ ଧ୍ବଂସ କଲେ ଓ ସମାନଙ୍କେର ଦ୍ରାକ୍ଷାଲତା ସବୁ ନଷ୍ଟ କଲେ।
3 ସହେି ସୈନ୍ଯମାନଙ୍କର ମାହେରଗୁଡିକ ଲାଲ। ସମାନଙ୍କେର ପୋଷାକ ଅତି ଲାଲ। ସମାନଙ୍କେର ରଥଗୁଡିକ ୟୁଦ୍ଧ ପାଇଁ ଧାଡି ରେ ପ୍ରସ୍ତୁତ ହାଇେ ରହିଛି, ସଗେୁଡିକ ଅଗ୍ନିଶିଖା ପରି ଉଜ୍ଜ୍ବଳ ଦଖାେ ଯାଉଛି। ସମାନଙ୍କେର ବର୍ଚ୍ଛାସବୁ ଉେତ୍ତାଳିତ।
4 ଅଶ୍ବଗ୍ଭଳିତ ରଥଗୁଡିକ ରାସ୍ତା ରେ ଧାଉଁଛନ୍ତି। ସମାନେେ ଖାେଲାଛକରେ ଏଣତେଣେେ ଭିଡ କରୁଛନ୍ତି। ସଗେୁଡିକ ମଶାଲପରି ଓ ବିଜୁଳି ପରି ଦଖାଯାେଉଛି।
5 ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତବେେଳେ ସମାନେେ ଆଗକୁ ଗତି କରନ୍ତି, ସମାନେେ ଝୁଣ୍ଟି ପଡନ୍ତି। ସମାନେେ କାନ୍ଥ ନିକଟକୁ ୟାଆନ୍ତି ଏବଂ ସମାନଙ୍କେର ଢାଲଗୁଡିକ ଠିକ୍ କରନ୍ତି।
6 ନଦୀର ଫାଟକଗୁଡିକ ଖାେଲା ଅଛି ଏବଂ ରାଜପ୍ରାସାଦ ଭାସି ଯାଉଛି,
7 ରାଣୀ ଶତୃମାନଙ୍କ ଦ୍ବାରା ଧରା ପଡିଛନ୍ତି ଓ ଦୂରକୁ ନିଆ ହାଇେଛନ୍ତି। ଏବଂ ତାଙ୍କର ଦାସୀମାନେ ଦୁଃଖ ରେ କପୋତ ପରି କ୍ରନ୍ଦନ କରୁଛନ୍ତି। ସମାନେେ ସମାନଙ୍କେର ଦୁଃଖ ଜଣାଇବାକୁ ଛାତିକୁ ପ୍ରହାର କରୁଛନ୍ତି।
8 ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, "ଦୌଡୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି!" କିନ୍ତୁ କହେି ମଧ୍ଯ ସମାନଙ୍କେର କ୍ରନ୍ଦନକୁ ଧ୍ଯାନ ଦେଉ ନାହାନ୍ତି।
9 ତାଙ୍କ ପାଖ ରେ ବହୁ ଧନସମ୍ପତ୍ତି ନବୋକୁ ଅଛି। ତାଙ୍କର ରୂପା ଓ ସୁନା ନିଅ।
10 ବର୍ତ୍ତମାନ ନୀନିବୀ ଶୂନ୍ଯ ହାଇେ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇେଛି। ଲୋକମାନେ ସମାନଙ୍କେର ସାହସ ହରାଇଛନ୍ତି। ସମାନଙ୍କେର ହୃଦଯ ଭୟ ରେ ବିଚଳିତ। ସମାନଙ୍କେର ଆଣ୍ଠୁ ଓ ଶରୀର ଥରୁଛି। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇୟୋଇଛି।
11 ସହେି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସଠାେ ରେ ବାସ କରୁଥିଲେ। ସମାନଙ୍କେର ସିଂହ ଶାବକଗୁଡିକୁ ସଠାେ ରେ ଖାଉଥିଲେ ଏବଂ ଭୟଭୀତ ନଥିଲେ।
12 ସିଂହ ନୀନିବୀର ରାଜା ତା'ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା'ର ନୀନିବୀ ଗୁମ୍ଫାକୁ ଶିକାର ରେ ପରିପୂର୍ଣ୍ଣ କଲା! ସେ ତା'ର ଗୁମ୍ଫାକୁ ମାଂସ ରେ ପୂର୍ଣ୍ଣ କଲା।
13 ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ବର କୁହନ୍ତି, "ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦବୋ ଓ ତୁମ୍ଭର 'ୟୁବକ ସିଂହମାନଙ୍କୁ' ଖଣ୍ତା ରେ ହତ୍ଯା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦବୋ। ଲୋକମାନେ ଆଉ କବେେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।"




ଅଧ୍ୟାୟ 3

1 ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ଯା ନଗରୀ, ଚୋରି ଓ ମୃତ୍ଯୁ ୟନ୍ତ୍ରଣା ରେ ପରିପୂର୍ଣ୍ଣ ଅଟେ।
2 ତୁମ୍ଭେ ଗ୍ଭବୁକ ପ୍ରହାରର ଶଦ୍ଦ, ଚକ୍ର ଘୂରିବା ଶଦ୍ଦ, ଘୋଡାର ଟାପୁ ଶଦ୍ଦ ଏବଂ ରଥର ଗ୍ଭଳନା ଶଦ୍ଦ ଶୁଣି ପାରିବ।
3 ସୈନ୍ଯମାନେ ଅଶ୍ବପୃଷ୍ଠ ରେ ଆକ୍ରମଣ କରୁଛନ୍ତି। ସମାନଙ୍କେର ଖଣ୍ତାଗୁଡିକ ଚକ୍ଚକ୍ କରୁଛି ଏବଂ ସମାନଙ୍କେର ବର୍ଚ୍ଛାଗୁଡିକ ଉଜ୍ଜ୍ବଳ ଦଖାେ ଯାଉଛି। ତେଣୁ ବହୁ ମୃତ ଶରୀର ରହିଛି ଯାହାକୁ ଗଣି ହବେ ନାହିଁ। ଲୋକମାନେ ସହେି ମୃତ ଶରୀର ଉପ ରେ ଝୁଣ୍ଟି ପଡୁଛନ୍ତି।
4 ନୀନିବୀ ରେ ଅତ୍ଯନ୍ତ ଗଣିକା କର୍ମ ପାଇଁ ଏସବୁ ଘଟିଲା। ସେ ଏକ କୁପଥର ଉତ୍ସ ୟିଏ କି ତା'ର ଗଣିକା କାର୍ୟ୍ଯ ପାଇଁ ରାଜ୍ଯକୁ କ୍ରୀତଦାସ କଲା। ସେ ତା'ର ୟାଦୁ ବଳ ରେ ଲୋକମାନଙ୍କୁ ତା'ର କ୍ରୀତଦାସ କରିଛନ୍ତି।
5 ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ବର କୁହନ୍ତି, " ହେ ନୀନିବୀ, ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଅଛୁ। ଆମ୍ଭେ ମୁଖମଣ୍ତଳରୁ ତୁମ୍ଭର ପୋଷାକ ଉେଠଇ ନବୋ। ସମସ୍ତ ଦେଶ ତୁମ୍ଭର ଉଲଗ୍ନ ଶରୀର ଦେଖିବେ। ସହେି ରାଜ୍ଯଗୁଡିକ ତୁମ୍ଭର ଲଜ୍ଜିତରୂପ ଦେଖିବେ।
6 ଆମ୍ଭେ କୁତ୍ସିତ ପଦାର୍ଥ ତୁମ୍ଭ ଉପରକୁ ପକାଇବା, ତୁମ୍ଭକୁ ଘୃଣାପୂର୍ଣ୍ଣ ଭାବେ ଆମ୍ଭେ ବ୍ଯବହାର କରିବା। ତୁମ୍ଭକୁ ଲୋକମାନେ ଦେଖି ଉପହାସ କରିବେ।
7 ଯେଉଁମାନେ ତୁମ୍ଭର ଅବସ୍ଥାକୁ ଦେଖିବେ, ସମସ୍ତେ ମର୍ମାହତ ହବେେ ଓ ତୁମ୍ଭଠାରୁ ଦୂ ରଇେ ଯିବେ। ସମାନେେ କହିବେ, 'ନୀନିବୀ ଧ୍ବଂସ ହେଉଛି। କିଏ ତା' ପାଇଁ କାନ୍ଦିବ?' ଆମ୍ଭେ ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଜଣଙ୍କୁ କେଉଁଠାରୁ ପାଇବା?"
8 ହେ ନୀନିବୀ, ତୁମ୍ଭେ କ'ଣ ନୀଳନଦୀ ଉପ ରେ ଅବସ୍ଥିତ ନୋ-ଆମାନେ ଠାରୁ ଭଲ ରେ ଅଛ? ନା, ତୁମ୍ଭେ ତା'ଠାରୁ ଭଲ ରେ ନାହିଁ। ନୋ-ଆମାନେ ଗ୍ଭରିପାଖ ରେ ଜଳ ଥିଲା। ନୋ-ଆମାନେ ନିଜକୁ ରକ୍ଷା କରିବାକୁ ସହେି ଜଳକୁ ବ୍ଯବହାର କରୁଥିଲା। ସେ ତାକୁ ପ୍ରାଚୀର ସଦୃଶ ବ୍ଯବହାର କରୁଥିଲା।
9 ଇଥିଓପିଆ ଓ ମିଶର ନୋ-ଆମାନେକୁ ବହୁ ଶକ୍ତି ଦେଉଥିଲେ। ପୂଟୀଯ ଓ ଲୂବୀଯ ତାକୁ ସମର୍ଥନ କରୁଥିଲେ।
10 କିନ୍ତୁ ନୋ-ଆମାନେ ପରାଜିତ ହେଲା। ତା'ର ଲୋକମାନେ ବନ୍ଦୀଭାବରେ ଗୋଟିଏ ବିଦେଶକୁ ନିଆଗେଲ। ସୈନ୍ଯମାନେ ରାସ୍ତାର ପ୍ରେତ୍ୟକକ କୋଣ ରେ ତା'ର େଛାଟ ପିଲାମାନଙ୍କୁ ପିଟି ପିଟି ମାରି ଦେଲେ। ଏବଂ ସମାନେେ ତାଙ୍କର ମାନ୍ଯ ପୁରୁଷମାନଙ୍କ ନିମନ୍ତେ ଗୁଳାବାଣ୍ଟ କଲେ, ତାଙ୍କର ବଡ ଲୋକ ସମସ୍ତେ ଶୃଙ୍ଖଳ ରେ ବନ୍ଧା ହେଲେ।
11 ହେ ନୀନିବୀ, ତୁମ୍ଭବେି ଜଣେ ମଦ୍ଯପ ପରି ମଧ୍ଯ ପଡି ରହିବ। ତୁମ୍ଭେ ଲୁଚିବାକୁ ଚେଷ୍ଟା କରିବ। ତୁମ୍ଭେ ଶତୃଠାରୁ ରକ୍ଷା ପାଇବାକୁ ଗୋଟିଏ ନିରାପଦ ସ୍ଥାନ ଖାଜେିବ।
12 କିନ୍ତୁ ନୀନିବୀ, ତୁମ୍ଭର ସମସ୍ତ ସୁଦୃଢ ସ୍ଥାନଗୁଡିକ ଡିମିରି ଗଛ ସଦୃଶ ହବେ। ନୂଆ ଡିମିରି ପାଚିବ। ଜଣେ ଲୋକ ଆସିବ ଏବଂ ଗଛକୁ ହଲାଇବ ଏବଂ ଡିମିରି ଫଳ ତା'ର ପାଟି ରେ ପଡିବ।
13 ନୀନିବୀ, ତୁମ୍ଭର ଲୋକମାନେ ସ୍ତ୍ରୀଲୋକ ସଦୃଶ। ତୁମ୍ଭ ଦେଶର ଫାଟକଗୁଡିକ ଶତୃସୈନ୍ଯ ପ୍ରବେଶ କରିବାକୁ ସମ୍ପୂର୍ଣ୍ଣ ଉନ୍ମୁକ୍ତ। ଫାଟକଗୁଡିକରେ ଲାଗିଥିବା କାଠର ଦଣ୍ତଗୁଡିକ ଅଗ୍ନି ପୋଡି଼ ଦଇେଛି।
14 ଅବରୋଧ ସମୟ ନିମନ୍ତେ ପାଣି କାଢି ଆଣ। ଇଟା ତିଆରି କରିବାକୁ ମାଟି ରଖ, ସେଥି ରେ ଚୂନ ମିଶାଅ, ଇଟା ତିଆରି ପାଇଁ ସହେି କାଦୁଅକୁ ନିଅ। ତୁମ୍ଭମାନଙ୍କର ଦୁର୍ଗଗୁଡିକ ଶକ୍ତିଶାଳୀ କର।
15 ତୁମ୍ଭେ ସହେି ସବୁ କାମ କରିପାରିବ। କିନ୍ତୁ ଅଗ୍ନି ତଥାପି ତୁମ୍ଭକୁ ସମ୍ପୂର୍ଣ୍ଣଭାବେ ଧ୍ବଂସ କରିବ। ଖଣ୍ତା ତୁମ୍ଭକୁ ହତ୍ଯା କରିବ, ତୁମ୍ଭର ଜମି ରେ ଦଳେ ପଙ୍ଗପାଳ ସଦୃଶ ଦଖାେଯିବେ ୟିଏକି ଆସିବ ଏବଂ ସବୁ ଖାଇ ଦବେେ।
16 ତୁମ୍ଭର ବହୁ ବ୍ଯବସାଯୀ ଅଛନ୍ତି। ସମାନେେ ଆକାଶ ତାରା ସଦୃଶ ଅଗଣିତ ଏବଂ ସମାନେେ ପଙ୍ଗପାଳ ସଦୃଶ। ସମାନେେ ସବୁ ଶଷେ ହବୋ ପର୍ୟ୍ଯନ୍ତ ଖାଆନ୍ତି ଏବଂ ପ ରେ ସମାନେେ ସହେି ସ୍ଥାନ ଛାଡନ୍ତି।
17 ତୁମ୍ଭର ସରକାରୀ କର୍ମଗ୍ଭରୀମାନେ ମଧ୍ଯ ପଙ୍ଗପାଳ ସଦୃଶ। ତୁମ୍ଭମାନଙ୍କର ରାଜପୁତ୍ରମାନେ ଝିଣ୍ଟିକା ପରି। ସମାନେେ ଶୀତଦିନ ରେ କାନ୍ଥ ରେ ବାସ କରନ୍ତି। କିନ୍ତୁ ଯେତବେେଳେ ସୂର୍ୟ୍ଯ ଉପରକୁ ଉଠନ୍ତି ଏବଂ ପଥର ଉଷ୍ମ ହୁଏ, ସହେି ପଙ୍ଗପାଳମାନେ ଉଡି ପଳାନ୍ତି। ଏବଂ କହେି ଜାଣନ୍ତି ନାହିଁ ସମାନେେ କେଉଁ ଆଡକୁ ୟାଇଛନ୍ତି।
18 ହେ ଅଶୂରର ରାଜା, ତୁମ୍ଭର ମଷେପାଳକମାନେ ଶାଇେ ପଡିଲେ। ସହେି ଶକ୍ତିଶାଳୀ ଲୋକମାନେ ଶାଇେଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପ ରେ ବିଛଇେ ହାଇେ ୟାଇଛନ୍ତି। ସଠାେ ରେ ସମାନଙ୍କେୁ ଫରୋଇ ଆଣିବାକୁ କହେି ଲୋକ ନାହାଁନ୍ତି।
19 ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହାଇେଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରିପାରିବ ନାହିଁ। ଯେ କହେି ତୁମ୍ଭ ବିଷଯ ରେ ସଂବାଦ ଶୁଣେ ସମାନେେ ତାଳି ମାରନ୍ତି। ସମାନେେ ସମସ୍ତେ ଖୁସି ହୁଅନ୍ତି କାରଣ ସମାନେେ ସମସ୍ତେ ତୁମ୍ଭମାନଙ୍କର ଭୂଲ ଯୋଗୁ ସର୍ବଦା ପିଡୀତ ହେଉଛନ୍ତି।