ହବକକୂକ

ଅଧ୍ୟାୟ: 1 2 3


-Reset+

ଅଧ୍ୟାୟ 1

1 ଏହି ବାର୍ତ୍ତାଟି ଭବିଷ୍ଯଦ୍ବକ୍ତା ହବକ୍କୂକୁ ପ୍ରଦାନ କରାୟାଇଥିଲା। ହବକ୍କୂଙ୍କର ପରମେଶ୍ବରଙ୍କଠା ରେ ଅଭିଯୋଗ
2 ହେ ସଦାପ୍ରଭୁ, କେତକୋଳ ପର୍ୟ୍ଯନ୍ତ ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକିବି? କେତବେେଳେ ତୁମ୍ଭେ ମାରେ ଡାକ ଶୁଣିବ? ଏବି ଗୋଳମାଳ ବିଷଯ ରେ ମୁଁ ତୁମ୍ଭକୁ ଆହ୍ବାନ କଲି କିନ୍ତୁ ତୁମ୍ଭେ କିଛି କଲନାହିଁ।
3 ଲୋକମାନେ ଜିନିଷ ଧ୍ବଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସମାନେେ ୟୁକ୍ତି କରୁଛନ୍ତି ଓ ଲଢୁଛନ୍ତି। ଏହି ଅନ୍ଯାଯ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ଯ ମୁଁ କାହିଁକି ଦେଖିବି?
4 ଏଠା ରେ ବ୍ଯବସ୍ଥା ଅତି କୋହଳ ଏବଂ ନ୍ଯାଯ ବିଗ୍ଭର କରାୟାଏ ନାହିଁ। ମନ୍ ଦଲୋକମାନେ ଭଲ ଲୋକଙ୍କ ଉପ ରେ ଜଯଲାଭ କରୁଛନ୍ତି। ତେଣୁ ନ୍ଯାଯ ହେଉ ନାହିଁ।
5 ସଦାପ୍ରଭୁ ଉତ୍ତର ଦେଲେ, "ଅନ୍ୟ ଗୋଷ୍ଠୀଗୁଡିକୁ ଗ୍ଭହିଁ। ସମାନଙ୍କେୁ ଲକ୍ଷ୍ଯ କର ଏବଂ ତୁମ୍ଭେ ଆଶ୍ଚର୍ୟ୍ଯାନ୍ବିତ ହବେ। ତୁମ୍ଭର ଜୀବନ କାଳ ମଧିଅରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ୟ୍ଯାନ୍ବିତ କରିବ। ଯଦି କହେି ତୁମ୍ଭକୁ କ ହେ, କ'ଣ ହବୋକୁ ଯାଉଥିଲା, ତୁମ୍ଭେ କବେେ ବିଶ୍ବାସ କରି ନଥାନ୍ତ।
6 ଆମ୍ଭେ ବାବିଲୋନୀଯମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀ ରେ ପରିଣତ କରିବା। ସହେି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର। ଯୋଦ୍ଧା। ସମାନେେ ସମଗ୍ର ପୃଥିବୀ ରେ ମାଡିଯିବେ। ସମାନେେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡିକୁ ଅଧିକାର କରିବେ।
7 ବାବିଲୀଯମାନେ ଅନ୍ୟ ଲୋକମାନଙ୍କୁ ଭୟଭୀତ କରାଇବେ। ସମାନେେ ନିଜ ପାଇଁ ଆଇନ୍ ତିଆରି କରିବେ ଏବଂ ନିଜ ପାଇଁ ବ୍ଯବହାର କରିବେ।
8 ସମାନଙ୍କେର ଘୋଡାଗୁଡିକ ଚିତାବାଘଠାରୁ ଦ୍ରୁତଗାମୀ ହବେେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳ ରେ ହବେେ। ସମାନଙ୍କେର ସୈନ୍ଯମାନେ ଘୋଡା ଚଢି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପ ରେ ଝାମ୍ପ ମାରିଲା ପରି ସମାନେେ ଦ୍ରୁତ ବଗେ ରେ ଶତୃଙ୍କୁ ଆକ୍ରମଣ କରିବେ।
9 ସମାନେେ କବଳେ ୟୁଦ୍ଧ କରିବାକୁ ଗ୍ଭହାଁନ୍ତି। ସମାନଙ୍କେର ସୈନ୍ଯମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି।
10 "ବାବିଲ ସୈନ୍ଯମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସମାନଙ୍କେ ପାଇଁ ଉପହାସର ପାତ୍ର ହବେେ। ସମାନେେ ସୁଦୃଢ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସମାନେେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସହେିସବୁ ନଗରକୁ କରାଯତ କରିବେ।
11 ତା'ପ ରେ ସମାନେେ ପବନ ପରି ଗତି ରେ ଯିବେ। ସମାନେେ ଦୋଷୀ ଅଟନ୍ତି ଯେ, ସମାନେେ ତାଙ୍କର ନିଜର ଶକ୍ତିକୁ ପୂଜା କରନ୍ତି।"
12 ତା'ପ ରେ ହବକୂକ୍ କହିଲେ, " ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?
13 ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?
14 "ତୁମ୍ଭେ ସମୁଦ୍ରର ମାଛ ସଦୃଶ ଲୋକମାନଙ୍କୁ ତିଆରି କରିଛ ସମାନେେ ବିନା ନେତା ରେ ସମୁଦ୍ରର େଛାଟ ପ୍ରାଣୀ ସଦୃଶ।
15 ଶତୃ ଆଙ୍କୁଡି ଓ ଜାଲ ସାହାୟ୍ଯ ରେ ସମାନଙ୍କେୁ ଧ ରେ। ସମାନେେ ସମାନଙ୍କେୁ ଜାଲ ରେ ଧରି ଖୁସି ହୁଅନ୍ତି।
16 ତା'ର ଜାଲ ତାକୁ ଧନୀଲୋକ ପରି ଚଳିବା ରେ ସାହାୟ୍ଯ କରେ ଏବଂ ଉତ୍ତମ ଖାଦ୍ୟ ଯୋଗଏ। ତେଣୁ ଶତୃ ତା'ର ଜାଲକୁ ପୂଜା କରେ। ସେ ତା'ର ଜାଲକୁ ସମ୍ମାନ ଦବୋକୁ ବଳିଦାନ ଓ ଧୂପ ଦିଏ।
17 ଏ ନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ସେ କ'ଣ ରାଜ୍ଯକୁ ଦୟା ନ ଦଖାଇେ ଧ୍ବଂସ ସାଧନ କରି ଗ୍ଭଲିଥିବ?




ଅଧ୍ୟାୟ 2

1 ମୁଁ ଜଣେ ରକ୍ଷୀ ପରି ଛିଡା ହବେି। ମୁଁ ନଗର ପ୍ରାଚୀର ରେ ଜଗିବି। ସଦାପ୍ରଭୁ ମାେତେ କ'ଣ କହିବେ, ମୁଁ ତାହା ଦେଖିବାକୁ ଅପେକ୍ଷା କରିବି। ସେ ମାରେ ପ୍ରଶ୍ନର ଉତ୍ତର କିପରି କରୁଛନ୍ତି, ମୁଁ ତାହା ଶିକ୍ଷା କରିବାକୁ ଅପେକ୍ଷା କରିବି।"
2 ସଦାପ୍ରଭୁ ମାେତେ ଉତ୍ତର ଦେଲେ, "ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦଖାେଉଛୁ ତାହା ଗୋଟିଏ ଫଳକ ଉପ ରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜ ରେ ପଢି ପାରିବେ।
3 ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶଷେ ବାର୍ତ୍ତା ସମ୍ବନ୍ଧ ରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ଯା ହୁଏ ନାହିଁ। ଯେପରି ଜଣାୟିବ ଏହି ସମୟ କବେେ ଆସିବ ନାହିଁ। କିନ୍ତୁ ର୍ଧୈୟ୍ଯ ଧରି ଅପେକ୍ଷା କର, ସେ ସମୟ ନିଶ୍ଚଯ ଆସିବ। ଏହା ଅଧିକ ବିଳମ୍ବ ହବେନାହିଁ।
4 ଅହଂକାରୀ ବ୍ଯକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସପରେି ଅହଂକାରୀ ଲୋକ ଫୁତ୍କାର ରେ ଉଡିୟାଏ। କିନ୍ତୁ ଧାର୍ମିକଲୋକମାନେ ସମାନଙ୍କେର ବିଶ୍ବାସ ବଳ ରେ ହିଁ ବଞ୍ଚିବେ।"
5 ପରମେଶ୍ବର କହିଲେ, "ଧନ ଗୋଟିଏ ବଳବାନ୍ ବ୍ଯକ୍ତିକୁ ପ୍ରତାରଣା କରିପାରିବ। ସେ କବେେ ସଫଳ ହାଇପୋରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ଯୁ ପରି ସେ କବେେ ସନ୍ତୁଷ୍ଟ ହବେନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସହେି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।
6 କିନ୍ତୁ ଖୁବ୍ ଶୀଘ୍ର ସହେି ଲୋକମାନେ ତାକୁ ଉପହାସ କରିବେ। ସମାନେେ ତା'ର ପରାଜଯ ବିଷଯ ରେ ଗପ କରିବେ। ସମାନେେ ତାକୁ ପରିହାସ କରି କହିବେ, 'ତାକୁ ଧିକ୍, ୟିଏ ଅନ୍ୟ ଲୋକମାନଙ୍କର ଧନସମ୍ପତ୍ତିକୁ ନଇୟୋଏ। ଆଉ କେତଦେିନ ପର୍ୟ୍ଯନ୍ତ ସେ ଋଣ ସଂଗ୍ରହ ଦ୍ବାରା ଧନୀ ହବେ? ସର୍ବଶଷେ ରେ ତା'ର ସମ୍ପଦସବୁ ତା' ଉପ ରେ ବୋଝ ହବେ।'
7 ତୁମ୍ଭମାନଙ୍କର ଋଣକର୍ତ୍ତାମାନେ ହଠାତ୍ ତୁମ୍ଭ ବିରୁଦ୍ଧ ରେ ଛିଡା ହବେେ। ତା'ପ ରେ ସମାନେେ ତୁମ୍ଭଠାରୁ ଚୋରି କରିବେ। ତୁମ୍ଭେ ଅତି ଭୟଭୀତ ହାଇେ ପଡିବ।
8 ତୁମ୍ଭେ ବହୁ ଦେଶରୁ ଧନ ଅପହରଣ କରିଛ। ତେଣୁ ସହେି ଲୋକମାନେ ତୁମ୍ଭଠାରୁ ଅଧିକ ନଇେଯିବେ। ତୁମ୍ଭେ ବହୁ ଲୋକଙ୍କୁ ହତ୍ଯା କରିଛ। ବହୁଦେଶ ଓ ନଗର ଧ୍ବଂସ କରିଛ। ସବୁ ଲୋକଙ୍କୁ ସଠାେ ରେ ହତ୍ଯା କରିଛ।
9 ତାକୁ ଧିକ୍, ୟିଏ ଦୋଷ କରି ଧନୀ ହାଇେଛ। ସେ ଗୋଟିଏ ନିରାପଦ ସ୍ଥାନ ରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରିପାରିବ।
10 "ତୁମ୍ଭେ ବହୁତ ଲୋକଙ୍କୁ ଧ୍ବଂସ କରିଅଛ। କିନ୍ତୁ ତୁମ୍ଭେ ନିଜ ଘରକୁ ଲଜ୍ଜା ଆଣିଥିଲ। ତୁମ୍ଭେ ନିଜ ଜୀବନ ବିପକ୍ଷ ରେ ପାପ କରିଅଛ।
11 ତୁମ୍ଭ କାନ୍ଥ ରେ ଲାଗିଥିବା ପଥର ତୁମ୍ଭ ବିରୁଦ୍ଧ ରେ କଥା କହିବ। ଏପରିକି ତୁମ୍ଭ ଛାତ ରେ ଲାଗିଥିବା କାଠର ବର୍ଗାଗୁଡିକ ତୁମ୍ଭେ ଭୂଲ୍ ବୋଲି ରାଜି ହବେ।
12 "ଧିକ୍ ତୁମ୍ଭମାନଙ୍କୁ, ଯେଉଁମାନେ ଲୋକମାନଙ୍କୁ ମାରି ନଗର ନିର୍ମାଣ କରିଛ ଏବଂ ଦୁଷ୍ଟତା ରେ ସହର ପ୍ରତିଷ୍ଠା କରିଛ।
13 ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।
14 ତା'ପ ରେ ଲୋକମାନେ ସବୁଆଡେ ସଦାପ୍ରଭୁଙ୍କର ମହିମା ଜାଣିବେ। ସମୁଦ୍ର ରେ ଜଳ ବ୍ଯାପିଲା ପରି ଏହି ଖବର ଗ୍ଭରିଆଡେ ବ୍ଯାପିୟିବ।
15 ତୁମ୍ଭକୁ ଧିକ୍, ଯେଉଁମାନେ ପଡୋଳୀମାନଙ୍କୁ ଦ୍ରାକ୍ଷାରସ ପିଆଉଛ, ତାଙ୍କୁ ମାତାଲ କରିବା ପାଇଁ ସହେି ଦ୍ରାକ୍ଷାରସ ରେ କିଛି ବିଷାକ୍ତ ଉପାଦନ ମିଶାଉଛ, ଯାହା ପାଇଁ ତୁମ୍ଭେ ତାଙ୍କର ଉଲଗ୍ନତା ଦେଖିପାରିବ।
16 "କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡକୁ ଆସିବ। ତୁମ୍ଭେ ସମ୍ମାନ ବଦଳ ରେ ଅପମାନ ରେ ପରିପୂର୍ଣ୍ଣ ହବେ।
17 ତୁମ୍ଭେ ଲିବାନୋନ୍ ରେ କରିଥିବା ରକ୍ତପାତ ତୁମ୍ଭକୁ ଆଚ୍ଛାନ୍ନ କରିବ। ତୁମ୍ଭେ ସଠାରୁେ ବହୁ ପଶୁ ଗ୍ଭରେି କଲ। ତେଣୁ ସହେି ମୃତବ୍ଯକ୍ତିଙ୍କ ପାଇଁ ଏବଂ ସହେି ଦେଶ ରେ କରିଥିବା ରକ୍ତପାତ ପାଇଁ ଏବଂ ସଠାେ ରେ ବାସ କରୁଥିବା ପ୍ରେତ୍ୟକକ ପାଇଁ ତୁମ୍ଭେ ଭୟଭୀତ ହବେ।"
18 ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।
19 ସମାନଙ୍କେୁ ଧିକ୍, ଯେଉଁ ଲୋକ କାଠକୁ କୁ ହେ, ଜାଗ୍ରତ ହୁଅ! ମୂକ ପ୍ରସ୍ଥରକୁ କୁ ହେ "ଉଠ"! ଏହି ଭଣ୍ତ ଦବେତାମାନେ ନିର୍ଦ୍ଦେଶ ଦଇେ ପାରିବେ କି? ସହେି ମୂର୍ତ୍ତି ସୁନା ଓ ରୂପା ରେ ଆବୃତ ହାଇେ ପାରିବ, କିନ୍ତୁ ସେ ନିର୍ଜୀବ।
20 ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିର ରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହବେ ଓ ସଦାପ୍ରଭୁଙ୍କ ସମ୍ମାନ ଜଣାଇବ।




ଅଧ୍ୟାୟ 3

1 ଭବିଷ୍ଯଦ୍ବକ୍ତା ହବକୂକ୍ଙ୍କର ଶିଗିଯୋନତ୍ ପ୍ରାର୍ଥନା:
2 ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷଯ ରେ ଶୁଣିଛି ଏବଂ ମୁଁ ପରମେଶ୍ବରଙ୍କ ଭୟ ରେ ପରିପୂର୍ଣ୍ଣ ହାଇେଛି। ହେ ସଦାପ୍ରଭୁ, ଅତୀତ ରେ ଯେଉଁସବୁ ଶକ୍ତିଶାଳୀ କାର୍ୟ୍ଯ କରିଛ, ସେଥି ରେ ମୁଁ ଆଶ୍ଚର୍ୟ୍ଯାନ୍ବିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷଯ ରେ ଅନକେ ବଡ କାର୍ୟ୍ଯ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସହେି କୋରଧିତ ଅବସ୍ଥା ରେ ଆମ୍ଭପ୍ରତି ଦୟା କର।
3 ପରମେଶ୍ବର ତୈମନରୁ ଆସୁଛନ୍ତି। ସହେି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସଦାପ୍ରଭୁଙ୍କ ମହିମା ସ୍ବର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।
4 ଆଲୋକରଶ୍ମି ସଦାପ୍ରଭୁଙ୍କ ହସ୍ତରୁ ଆସି ଉଜ୍ଜ୍ବଳ ଆଲୋକ ପ୍ରଦାନ କରେ। ତାଙ୍କର ଶକ୍ତି ସଠାେ ରେ ଲୁଚିଅଛି।
5 ରୋଗଗୁଡିକ ତାଙ୍କ ଆଗେ ଆଗେ ଚାଲିଲେ ଏବଂ ଧ୍ବଂସକାରୀ ଶକ୍ତି ତାଙ୍କୁ ଅନୁସରଣ କଲେ।
6 ସଦାପ୍ରଭୁ ଦଣ୍ତାଯମାନ ହେଲେ ଓ ପୃଥିବୀର ବିଗ୍ଭର କଲେ। ସେ ଦୃଷ୍ଟିଜାତ କରି ଗୋଷ୍ଠୀଗଣଙ୍କୁ ଭିନ୍ନଭିନ୍ନ କରି ତଡି ଦେଲେ। ଯେଉଁ ପର୍ବତଗୁଡିକ ବହୁବର୍ଷ ପର୍ୟ୍ଯନ୍ତ ଛିଡା ହାଇେଥିଲେ ସଗେୁଡିକ ଧ୍ବଂସ ହେଲେ। ପୁରାତନ ପାହାଡଗୁଡିକର ମଧ୍ଯ ପତନ ହେଲା। କିନ୍ତୁ ପରମେଶ୍ବର ଅନନ୍ତକାଳସ୍ଥାଯୀ।
7 ମୁଁ ଦେଖିଲି କୂଶନର ନଗରଗୁଡିକ ଅସୁବିଧା ରେ ଥିଲେ। ମିଦିଯନର ଗୃହଗୁଡିକ ଭୟ ରେ ଥରିଲେ।
8 ହେ ସଦାପ୍ରଭୁ, ତୁମ୍ଭେ କ'ଣ ନଦୀ, ଝରଣା, ସମୁଦ୍ର ଉପ ରେ କୋରଧାନ୍ବିତ ହାଇେଥିଲ? ସେଥିପାଇଁ କ'ଣ ତୁମ୍ଭେ ତୁମ୍ଭର ଅଶ୍ବ ଏବଂ ରଥକୁ ଆରୋହଣ କଲ?
9 ତା'ପ ରେ ତୁମ୍ଭେ ଧନୁ କାଢିଲ। ଶପଥ ପୂର୍ବକ ତୀରଗୁଡିକୁ ନିକ୍ଷପେ କଲ। ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ବାରା ଭାଗ କଲ।
10 ପର୍ବତଗୁଡିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜ୍ଜନ କଲା, ଢେଉଗୁଡିକ ଉପରକୁ ଉଠିଲା।
11 ସୂର୍ୟ୍ଯ ଚନ୍ଦ୍ର ତାଙ୍କର କକ୍ଷ ରେ ଛିଡା ହେଲେ। ଯେତବେେଳେ ସମାନେେ ତୁମ୍ଭର ବିଦ୍ଯୁତ୍ର ଉଜ୍ଜ୍ବଳ ଦେଖିଲେ ସମାନେେ ଆଲୋକ ଦବୋ ବନ୍ଦ କଲେ। ସହେି ବିଦ୍ଯୁତ୍ ପବନ ରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।
12 କୋର୍ଧ ରେ ତୁମ୍ଭେ ପୃଥିବୀ ଉପ ରେ ଗ୍ଭଲିଲ ଏବଂ ଦେଶଗୁଡିକୁ ଦଣ୍ତ ଦଲେ।
13 ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହ ରେ ଥିବା ମୁଖ୍ଯଙ୍କୁ ହତ୍ଯା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।
14 ତୁମ୍ଭେ ତା'ର ନିଜ ବର୍ଚ୍ଛା ରେ ତା'ର ମୁଣ୍ତକୁ ଗଣ୍ତିରୁ ଅଲଗା କଲ। ସହେି ସୈନ୍ଯମାନେ ଶକ୍ତିଶାଳୀ ଝଡ ଭଳି ଆମ୍ଭ ବିରୁଦ୍ଧ ରେ ଲଢିବାକୁ ଆସିଥିଲେ। ଗୋଟିଏ ଗରିବ ଲୋକକୁ ଗୋପନ ରେ ଲୁଣ୍ଠନ କଲାପରି ସମାନେେ କଲେ।
15 କିନ୍ତୁ ତୁମ୍ଭେ ସହେି କାଦୁଅ ଓ ପ୍ରବଳ ଜଳଷୋର୍ତ ମଧ୍ଯଦଇେ ଘୋଡାକୁ ଝପଟାଇ ଦଲେ।
16 ମୁଁ ଯେତବେେଳେ ଏହି କଥା ଶୁଣିଲି ମାରେ ସମସ୍ତ ଶରୀର ଥରି ଉଠିଲା। ସହେି ଶଦ୍ଦ ରେ ମାେ ଓଷ୍ଠ ରେ କମ୍ପନ ହେଲା। ମାରେ ଅସ୍ଥିମଜ୍ଜା ରେ ମୁଁ ଦୁର୍ବଳ ହାଇେ ପଡିଲି। ମୁଁ ସହେି କମ୍ପନ ଅବସ୍ଥା ରେ ଥରିବାକୁ ଲାଗିଲି। ଯେତବେେଳେ ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସହେି ଆକ୍ରମଣ ଓ ଧ୍ବଂସର ଦିନଗୁଡିକ ଆସିବା ପାଇଁ ର୍ଧୈୟ୍ଯ ଧରି ଅପେକ୍ଷା କରିବି।
17 ଡିମିରି ଗଛ ରେ ଡିମିରି ଫଳ ନପା ରେ, ଦ୍ରାକ୍ଷାଲତା ରେ ଅଙ୍ଗୁର ଫଳି ନପା ରେ, ଅଲିଭ ଗଛ ରେ ଅଲିଭ୍ ଉତ୍ପନ୍ନ ନ ହାଇପୋ ରେ, କ୍ଷତେ ରେ ଖାଦ୍ୟଶସ୍ଯ ନ ହାଇପୋ ରେ, ମେଣ୍ତାଶାଳ ରେ ମେଣ୍ତା ନରହି ପାରନ୍ତି ଓ ଶସ୍ଯଖଳା ରେ ଗୋରୁପଲ ନଥାଇ ପାରନ୍ତି।
18 କିନ୍ତୁ ମିଁ ତଥାପି ସଦାପ୍ରଭୁଙ୍କଠା ରେ ଆନନ୍ଦ କରିବି ଏବଂ ପରମେଶ୍ବରଙ୍କୁ ମାରେତ୍ରାଣକର୍ତ୍ତା ଭାବି ଖୁସି ହବେି।
19 ସଦାପ୍ରଭୁ ମାରେ ପ୍ରଭୁ, ମାେତେ ଶକ୍ତି ଦିଅନ୍ତି, ମୁଁ ହରିଣ ପରି ଦ୍ରୁତଗତି ରେ ଦୌଡିବା ରେ ମାେତେ ସାହାୟ୍ଯ କରନ୍ତି। ସଙ୍ଗୀତ ନିର୍ଦ୍ଦେଶକ ପରି ମାରେସ୍ପନ୍ଦିତ ବାଦ୍ଯୟନ୍ତ୍ର ରେ ସେ ପର୍ବତ ଉପରକୁ ମାେତେ ନିରାପଦ ରେ ଆଗଇେ ନିଅନ୍ତି।