ସିଫନିୟ

ଅଧ୍ୟାୟ: 1 2 3


-Reset+

ଅଧ୍ୟାୟ 1

1 ଏହି ବାର୍ତ୍ତା ସଦାପ୍ରଭୁ ସିଫନିଯଙ୍କୁ ପ୍ରଦାନ କରିଥିଲେ। ଯିହୁଦାର ରାଜା ଆମାନଙ୍କେ ପୁତ୍ର ଯୋଶିୟଙ୍କ ସମୟରେ ସେ ଏହି ବାର୍ତ୍ତା ଗ୍ରହଣ କଲେ। ସିଫନିଯ କୂଶିଙ୍କ ପୁତ୍ର, କୂଶି ଗଦଲିଯଙ୍କ ପୁତ୍ର, ଗଦଲିଯ ଅମରିଯଙ୍କ ପୁତ୍ର ଓ ଅମରିଯ ହିଜକିଯଙ୍କ ପୁତ୍ର ଥିଲେ।
2 ସଦାପ୍ରଭୁ କହନ୍ତି, "ପୃଥିବୀର ସମସ୍ତ ଜିନିଷ ଆମ୍ଭେ ଧ୍ବଂସ କରିବା।"
3 ଆମ୍ଭେ ସମସ୍ତ ପ୍ରାଣୀ ଓ ସମସ୍ତ ମାନବମାନଙ୍କୁ ବିନଷ୍ଟ କରିବା। ଆକାଶର ପକ୍ଷୀ ଓ ସମୁଦ୍ରର ମାଛଗୁଡିକୁ ବିନାଶ କରିବା। ସମସ୍ତ ମନ୍ଦ ଲୋକ ଓ ସମସ୍ତ ଜିନିଷ ଯେଉଁଗୁଡିକ ସମାନଙ୍କେୁ ପାପ କରାଉଛି ସହେି ସବୁକୁ ଧ୍ବଂସ କରିବା। ସବୁ ଲୋକଙ୍କୁ ପୃଥିବୀରୁ ବିତାଡିତ କରିବା।" ଏହିସବୁ କଥା ସଦାପ୍ରଭୁ କହିଲେ।
4 ସଦାପ୍ରଭୁ କହିଲେ, "ଆମ୍ଭେ ଯିହୁଦା ଓ ୟିରୁଶାଲମ ବାସିନ୍ଦାଙ୍କୁ ଦଣ୍ତ ଦବୋ। ଆମ୍ଭେ ସହେି ସ୍ଥାନରୁ ମୂର୍ତ୍ତି ପୂଜକ ଯାଜକଙ୍କୁ ହଟାଇଦବୋ। ଆମ୍ଭେ ବାଲର ଶଷେ ସଙ୍କତକେୁ ହଟାଇ ଦବୋ। ସମସ୍ତ ଲୋକ
5 ଯେଉଁମାନେ କି ଛାତ ଉପରକୁ ୟାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡି ଦବୋ। କତଜେଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ଯାପ୍ରଭୁ ମାଲିକମାନଙ୍କୁ ମଧ୍ଯ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସହେି ଲୋକମାନଙ୍କୁ ସହେି ସ୍ଥାନରୁ ତଡିଦବୋ।
6 କେତକେ ଲୋକ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କଲେ। ସମାନେେ ସଦାପ୍ରଭୁଙ୍କ ପ୍ରାର୍ଥନା କରିବା ବନ୍ଦ କରି ଦେଲେ। ତେଣୁ ସେ ଲୋକମାନଙ୍କୁ ସହେି ସ୍ଥାନରୁ ତଡି ଦବୋ।"
7 ତୁମ୍ଭେ ସଦାପ୍ରଭୁ ମାରେ ପ୍ରଭୁଙ୍କ ସମ୍ମୁଖ ରେ ନୀରବ ହୁଅ କାରଣ ଲୋକମାନଙ୍କୁ ଶାସ୍ତି ଦବୋପାଇଁ ସଦାପ୍ରଭୁଙ୍କ ବିଶଷଦେିନ ଶୀଘ୍ର ଆସୁଅଛି। ସଦାପ୍ରଭୁ ତାଙ୍କର ବଳିଦାନ ପ୍ରସ୍ତୁତ କରି ସାରିଛନ୍ତି ଏବଂ ତାଙ୍କର ନିମନ୍ତ୍ରିତ ଅତିଥିମାନଙ୍କୁ ଅଲଗା କରିଛନ୍ତି।
8 ସଦାପ୍ରଭୁ କହିଲେ, "ସଦାପ୍ରଭୁଙ୍କର ଉତ୍ସର୍ଗ ଦିନ ରେ, ଆମ୍ଭେ ରାଜାର ପୁତ୍ରମାନଙ୍କୁ ଓ ଅନ୍ୟ ନେତାମାନଙ୍କୁ ଦଣ୍ତ ଦବୋ। ବିଦେଶୀ ବସ୍ତ୍ର ପରିଧାନ କରିଥିବା ସମସ୍ତ ଲୋକଙ୍କୁ ଆମ୍ଭେ ଦଣ୍ତ ଦବୋ।
9 ସହେି ସମୟରେ ପ୍ରବେଶଦ୍ବାରକୁ ଡଇେଁ ୟାଇଥିବା ଲୋକମାନଙ୍କୁ ଆମ୍ଭେ ଦଣ୍ତ ଦବୋ। ଯେଉଁମାନେ ତାଙ୍କ ମିଥ୍ଯା ପ୍ରଭୁଙ୍କର ଗୃହକୁ ମିଥ୍ଯା ଓ ହିଂସା ରେ ପୂର୍ଣ୍ଣ କରିଛନ୍ତି ସମାନଙ୍କେୁ ମଧ୍ଯ ଦଣ୍ତ ଦବୋ।"
10 ସଦାପ୍ରଭୁ ମଧ୍ଯ କହିଲେ, " ସହେି ସମୟରେ ୟିରୁଶାଲମର ମତ୍ସ୍ଯ ଦ୍ବାରଠା ରେ ସାହାୟ୍ଯ ପାଇଁ ଡାକୁଥିବେ। ଲୋକମାନେ ସହରର ଅନ୍ୟ ପାଶର୍‌ବ ରେ ମଧ୍ଯ ସାହାୟ୍ଯ ପାଇଁ ଚିତ୍କାର କରୁଥିବେ। ସମାନେେ ମଧ୍ଯ ପାହାଡମାନଙ୍କରୁ ଖୁବ୍ ଜୋର୍ ରେ ଶଦ୍ଦ ଶୁଣିବେ।
11 ସହରର ନିମ୍ନ ଅଂଶ ରେ ବାସ କରୁଥିବା ତୁମ୍ଭ ଲୋକମାନେ ଚିତ୍କାର କରିବେ। କାରଣ ସମସ୍ତ ବ୍ଯବସାଯୀ ଓ ଧନୀ ବଣିକମାନେ ଧ୍ବଂସ ହାଇଯେିବେ।
12 " ସହେିଦିନ ଆମ୍ଭେ ଗୋଟିଏ ପ୍ରଦୀପ ନଇେ ୟିରୁଶାଲମ ମଧିଅରେ ଖାଜେିବା। ଓ ସହେି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସମାନଙ୍କେ ଶୈଳୀ ରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସହେି ଲୋକମାନେ କୁହନ୍ତୁ, 'ସଦାପ୍ରଭୁ କହାରିକୁ ସାହାୟ୍ଯ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।' ଆମ୍ଭେ ସମାନଙ୍କେୁ ଖାଜେି ବାହାର କରିବା ଓ ଦଣ୍ତ ଦବୋ।
13 ତା'ପ ରେ ଅନ୍ୟ ଲୋକମାନେ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିବେ ଓ ସମାନଙ୍କେର ଘରଗୁଡିକୁ ଧ୍ବଂସ କରିବେ। ସହେି ସମୟରେ ସମାନେେ ନିର୍ମାଣ କରିଥିବା ଘ ରେ ଲୋକମାନେ ରହିବେ ନାହିଁ ଏବଂ ସମାନେେ ବଢାଇଥିବା ଅଙ୍ଗୁରରୁ ପ୍ରସ୍ତୁତ ଦ୍ରାକ୍ଷାରସ ପିଇବେ ନାହିଁ।"
14 ସଦାପ୍ରଭୁଙ୍କର ସହେି ବିଶଷେ ଦିବସ ଖୁବ୍ ଶୀଘ୍ର ଆସୁଛି। ସହେିଦିନ ଅତି ସନ୍ନିକଟ। ବିଗ୍ଭରର ସହେି ବିଶଷେ ଦିବସ ରେ ଲୋକମାନେ ଏକ ଅତି ଦୁଃଖପୂର୍ଣ୍ଣ ଶଦ୍ଦ ଶୁଣିବେ। ଏପରିକି ଶକ୍ତିଶାଳୀ ସୈନ୍ଯମାନେ ଚିତ୍କାର କରି ଉଠିବେ।
15 ସହେି ଦିନ ପରମେଶ୍ବର ତାଙ୍କର କୋର୍ଧ ଦଖାଇବେେ। ଏହା ଅତି ଭୟଙ୍କର ଦୁଃଖ ଓ ଧ୍ବଂସର ସମୟ ଦବେ। ଏହା ଏକ ଧ୍ବଂସ ବିଧ୍ବଂସ୍ତର ଦିନ ହବେ। ଏହା ଏକ ଅନ୍ଧକାର ଓ ଖଦରେ ଦିନ ହବେ। ଏହି ଦିନଟି ମେଘ ଓ ଅନ୍ଧକାରର ଦିନ ହବେ।
16 ଏହା ୟୁଦ୍ଧ ସମୟ ପରି ଏକ ସମୟ ହବେ, ଯେତବେେଳେ ଲୋକମାନେ ପ୍ରତିରକ୍ଷା ଦୁର୍ଗ ଓ ସୁରକ୍ଷିତ ନଗରୀ ରେ ତୂରୀର ଓ ୟୁଦ୍ଧର କାନ୍ଦଣା ଶୁଣିବେ।
17 ସଦାପ୍ରଭୁ କହିଲେ, " ସହେି ସମୟରେ ଆମ୍ଭେ ଲୋକମାନଙ୍କୁ ସମସ୍ଯା ଘଟାଇବା। ଲୋକମାନେ ଅନ୍ଧଭଳି ଗ୍ଭଲିବେ, ଏହା କାହିଁକି ଘଟିବ? କାରଣ ସହେି ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଛନ୍ତି। ସମାନଙ୍କେର ମୃତ ଶରୀର ଭୂମି ଉପ ରେ ଗୋବର ପରି ପଡି ରହିବ।
18 ସମାନଙ୍କେର ସୁନାରୂପା ସମାନଙ୍କେୁ ରକ୍ଷା କରିପାରିବ ନାହିଁ। ସହେି ସମୟରେ ସଦାପ୍ରଭୁ ଅତ୍ଯନ୍ତ ବିବ୍ରତ ଓ କ୍ରୋଧୀ ହାଇେ ପଡିବେ। ସଦାପ୍ରଭୁ ସମଗ୍ର ବିଶ୍ବକୁ ଧ୍ବଂସ କରିବେ। ସଦାପ୍ରଭୁ ସମ୍ପୂର୍ଣ୍ଣ ଭାବରେ ବିଶ୍ବ ରେ ସମସ୍ତଙ୍କୁ ବିନାଶ କରିବେ।"




ଅଧ୍ୟାୟ 2

1 ହେ ନିଲର୍‌ଲଜ ଲୋକମାନେ, ତୁମ୍ଭମାନେେ ଏକତ୍ରୀତ ହୁଅ।
2 ତୁମ୍ଭ ଉପ ରେ ବିଗ୍ଭର ଆସିବା ପୂର୍ବରୁ, ତୁଷ ପରି ସୁଯୋଗ ହରାଇବା ପୂର୍ବରୁ, ସଦାପ୍ରଭୁଙ୍କର କୋରଧ ତୁମ୍ଭ ଉପ ରେ ଆସିବା ପୂର୍ବରୁ, ସଦାପ୍ରବୁଙ୍କର ଭୟଙ୍କର କୋର୍ଧର ଶଷଦେିନ ଆସିବା ପୂର୍ବରୁ, ତୁମ୍ଭମାନେେ ଏକତ୍ରୀତ ହୁଅ।
3 ସବୁ ବିନଯୀ ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଆସ! ତାଙ୍କ ବ୍ଯବସ୍ଥାକୁ ମାନ। ଧର୍ମର ଅନ୍ବଷେଣ କର, ନମ୍ରତାର ଅନ୍ବଷେଣ କର, ହୁଏତ ସଦାପ୍ରଭୁ ତାଙ୍କର କୋରଧ ଦଖାଇେଲା ବେଳେ ତୁମ୍ଭମାନେେ ନିରାପଦ ହବେ।
4 ଘସା ରେ କାହାରିକୁ ଛଡାୟିବ ନାହିଁ। ଅସ୍କିଲୋନ ଧ୍ବଂସ ହବେ, ମଧ୍ଯାହ୍ନ ସୁଦ୍ଧା ଲୋକମାଙ୍କୁ ଅସଦୋଦ୍ ଛାଡିବାକୁ ବାଧ୍ଯ କରାୟିବ। ଇକ୍ରୋଣ ଶୂନ୍ଯ ହାଇଯେିବ।
5 ତୁମ୍ଭେ କରେଥୀଯର ଲୋକମାନେ, ତୁମ୍ଭମାନେେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷଯ ରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭମାନେେ ସମସ୍ତେ ଧ୍ବଂସ ହବେ। ତୁମ୍ଭମାନଙ୍କ ମଧ୍ଯରୁ କହେି ବଞ୍ଚିବେ ନାହିଁ।
6 ସମୁଦ୍ର ନିକଟରେ ଥିବା ଭୂମି ମଷେପାଳକ ଓ ସମାନଙ୍କେର ମଷେମାନଙ୍କ ପାଇଁ ଶୂନ୍ଯ ହାଇଯେିବ।
7 ତା'ପ ରେ ସହେି ରାଜ୍ଯ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସହେି ଲୋକମାନଙ୍କୁ ସ୍ମରଣ କରିବେ। ସହେି ଲୋକମାନେ ବିଦେଶ ରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସମାନଙ୍କେୁ ଫରୋଇ ଆଣିବେ। ତା'ପ ରେ ଯିହୁଦାର ଲୋକମାନେ ସମାନଙ୍କେର ମଷଗେୁଡିକୁ ସହେି ପଡିଆ ରେ ଚରିବାକୁ ଦବେେ। ସନ୍ଧ୍ଯା ବେଳେ ଅସ୍କିଲୋନର ଶୂନ୍ଯ ଗୃହ ରେ ସମାନେେ ପଡି ରହିବେ।
8 ସଦାପ୍ରଭୁ କୁହନ୍ତି, "ଆମ୍ଭେ ଶୁଣିଛୁ ମାଯାେବ ଓ ଅମ୍ମାନରେ ଲୋକମାନେ କ'ଣ କହିଲେ। ସହେି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସମାନେେ ନିଜର ରାଜ୍ଯକୁ ବଢାଇବା ପାଇଁ ସମାନଙ୍କେର ଜମି ସବୁ ଅକ୍ତିଆର କଲେ।
9 ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମାୟୋବ ଓ ଅମ୍ମାନରେ ଲୋକମାନେ ସଦୋମ ଓ ହ ମାରୋ ପରି ଧ୍ବଂସ ହବେେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସମାନଙ୍କେର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହବେ। ସମାନଙ୍କେର ଭୂମିରେ ଅନାବନା ଗଛ ବ୍ଯାପିୟିବ। ମରୁସାଗର ପରି ସମାନଙ୍କେର ଭୁମି ଲବଣାକ୍ତ ହବେ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫରେିପାଇବେ।"
10 ମାୟୋବ ଓ ଅମ୍ମାନରେ ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହାଇେଥିଲେ ଏବଂ ସମାନଙ୍କେୁ ଅପମାନିତ କରିଥିଲେ।
11 ସହେି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ବଂସ କରିବେ। ତା'ପ ରେ ସବୁ ଦେଶ ରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।
12 ଏପରିକି ଇଥିଓପିଆର ଲୋକମାନଙ୍କୁ ମଧ୍ଯ ସଦାପ୍ରଭୁଙ୍କର ଖଡ୍ଗ ବିନାଶ କରିବ।
13 ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦବେେ। ନୀନିବୀ ଗୋଟିଏ ଶୂନ୍ଯ ଶୁଷ୍କ ମରୁଭୂମିରେ ପରିଣତ ହବେ।
14 ତା'ପ ରେ କବଳେ ମଷେମାନେ ଓ ହିଂସ୍ର ପଶୁ ସହେି ଧ୍ବଂସ ନଗରୀ ରେ ବାସ କରିବେ। ପଚୋ ଓ କାଉମାନେ ପରିତ୍ଯକ୍ତ ସ୍ତମ୍ଭମାନଙ୍କ ରେ ବସିବେ। ସମାନଙ୍କେର ରାବ ଝରକା ବାଟେ ଶୁଣାୟିବ। କାଉଗୁଡିକ ଦ୍ବାର ପାହାଚ ଉପ ରେ ବସିବେ। ପ୍ରବେଶପଥ ଧ୍ବଂସ ଏବଂ ନିର୍ଜ୍ଜନ ହବେ। ଏରସ କଡିକାଠ ଖାଲିେ ଦିଆୟିବ।
15 ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସମାନେେ ଭାବନ୍ତି ନୀନିବୀ ପୃଥିବୀ ରେ ସବୁଠାରୁ ମହାନ୍ ସ୍ଥାନ। କିନ୍ତୁ ସହେି ନଗରୀ ମଧ୍ଯ ଧ୍ବଂସ ହବେ। ଏହା ଏକ ଶୂନ୍ଯସ୍ଥାନ ହବେ ଯେଉଁଠା ରେ କବଳେ ବନ୍ଯପ୍ରାଣୀମାନେ ବିଶ୍ରାମ କରିବେ। ସହେି ବାଟ ଦଇେ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତବେେଳେ ସମାନେେ ସହେି ନଗରୀଟିକୁ ଅତି ଶୋଚନୀଯ ଭାବରେ ଧ୍ବଂସ ହବୋର ଦେଖିବେ।




ଅଧ୍ୟାୟ 3

1 ହେ ୟିରୁଶାଲମ, ତୁମ୍ଭ ଲୋକମାନେ ପରମେଶ୍ବରଙ୍କ ବିରୁଦ୍ଧ ରେ ସଂଗ୍ରାମ କଲେ। ସମାନେେ ଅନ୍ୟମାନଙ୍କୁ ଆଘାତ କଲେ ଏବଂ ସମାନେେ ପାପ ରେ କଳୁଷିତ ହାଇଗେଲେ।
2 ତୁମ୍ଭର ଲୋକମାନେ ଆମ୍ଭକୁ ମାନିଲେ ନାହିଁ। ସମାନେେ ଆମ୍ଭ ଶିକ୍ଷା ଗ୍ରହଣ କଲେ ନାହିଁ। ୟିରୁଶାଲମ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖିଲା ନାହିଁ। ସମାନେେ ତାଙ୍କ ପରମେଶ୍ବରଙ୍କ ସନ୍ନିକଟକୁ ଗଲେ ନାହିଁ।
3 ୟିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସମାନେେ ସକାଳକୁ କିଛି ରଖନ୍ତି ନାହିଁ।
4 ସମାନଙ୍କେର ଭବିଷ୍ଯଦ୍-ବକ୍ତାମାନେ ନଗଣ୍ଯ ଓ ସମାନେେ ବିଶ୍ବାସଘାତକ ଅଟନ୍ତି। ସମାନଙ୍କେର ଯାଜକମାନେ ପବିତ୍ର ବସ୍ତୁକୁ ଅପବିତ୍ର କରନ୍ତି। ସମାନେେ ପରମେଶ୍ବରଙ୍କ ଶିକ୍ଷା ବିରୁଦ୍ଧ ରେ କାର୍ୟ୍ଯ କରିଛନ୍ତି।
5 ତଥାପି ପରମେଶ୍ବର ସହେି ନଗର ପ୍ରତି ଧାର୍ମିକ ଅଟନ୍ତି। ସେ କୌଣସି ଭୂଲ୍ କରନ୍ତି ନାହିଁ। ସକାଳ ପ ରେ ସକାଳ, ସେ ତାଙ୍କ ନ୍ଯାଯ ବିଗ୍ଭର କରନ୍ତି। ପ୍ରାତଃକାଳ ରେ ସେ ତାହା ନିଶ୍ଚଯ କରନ୍ତି। କିନ୍ତୁ ସହେି ମନ୍ଦ ପ୍ରକୃତିର ଲୋକମାନେ ନିଜର କରିଥିବା ମନ୍ଦ କାର୍ୟ୍ଯ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।
6 ପରମେଶ୍ବର କହନ୍ତି, "ଆମ୍ଭେ ସମଗ୍ର ଜାତିକୁ ଧ୍ବଂସ କରିଅଛୁ। ଆମ୍ଭେ ସମାନଙ୍କେର ପ୍ରତିରକ୍ଷା ପ୍ରାଚୀରକୁ ଧ୍ବଂସ କଲୁ। ସମାନଙ୍କେର ରାସ୍ତାକୁ ଏପରି ଧ୍ବଂସ କଲୁ ଯେ ଆଉ କହେି ସଠାେକୁ ଏଣିକି ୟାଇପାରିବେ ନାହିଁ। ଆମ୍ଭେ ସମାନଙ୍କେର ନଗରଗୁଡିକ ଶୂନ୍ଯ କରି ଦଲେୁ, ତେଣୁ ସଠାେ ରେ ଆଉ କହେି ବାସ କରିପାରିବେ ନାହିଁ।
7 ଆମ୍ଭେ କହିଲୁ, ତୁମ୍ଭେ ନିଶ୍ଚଯ ଆମ୍ଭକୁ ଭୟ କରିବ ଏବଂ ଆମ୍ଭ ନିଯମ ଶିଖିବ। ତୁମ୍ଭେ ଯଦି ଏହା କରିବ, ତବେେ ତୁମ୍ଭର ଘର କବେେ ବିନଷ୍ଟ ହବେନାହିଁ। ତୁମ୍ଭେ ଯଦି ଏହା କରିବ, ତବେେ ଆମ୍ଭର ଯୋଜନା ଅନୁସାରେ ଆମ୍ଭେ ତୁମ୍ଭକୁ ଦଣ୍ତ ଦବୋ ନାହିଁ।" କିନ୍ତୁ ସହେି ମନ୍ଦ ଲୋକମାନେ ଶୀଘ୍ର ଉଠି ତାଙ୍କର ଦୁଷ୍ଟକର୍ମ କଲେ।
8 ସଦାପ୍ରଭୁ କହିଲେ, "ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ୟ୍ଯନ୍ତ ତୁମ୍ଭମାନେ ଆମ୍ଭର ଅପେକ୍ଷା ରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ଯଗଣକୁ ଏକତ୍ରୀତ କରିବା। ଆମ୍ଭେ ଆପଣା ହବୋ କୋର୍ଧ ସମାନଙ୍କେ ଉପ ରେ ଢାଳି ଦବୋ। ଆମ୍ଭେ ଆପଣା ପ୍ରଚଣ୍ତ କୋରଧ ଦଖାଇବୋ। ଆମ୍ଭର କୋରଧ ରେ ସମଗ୍ର ପୃଥିବୀ ଧ୍ବଂସ ହବେ।
9 ତା'ପ ରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସମାନେେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସମାନେେ ସମସ୍ତେ ଏକତ୍ରୀତ ହାଇେ ଆମ୍ଭକୁ ଉପାସନା କରିବେ।
10 ଇଥିଓପିଆରୁ ନଦୀ ପାର ହାଇେ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସମାନେେ ଉପହାର ନଇେ ଆମ୍ଭ ନିକଟକୁ ଆସିବେ।
11 ତା'ପ ରେ ହେ ୟିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧ ରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହବେେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ୟିରୁଶାଲମରୁ ତଡି ଦଇେଛୁ। ଆମ୍ଭର ପବିତ୍ର ପର୍ବତ ରେ ଆଉ କୌଣସି ଦାମ୍ଭିକ ଲୋକ କବେେ ହେଲେ ରହିବେ ନାହିଁ।
12 ଆମ୍ଭେ କବଳେ ନମ୍ର ଓ ଦରିଦ୍ର ଲୋକମାନଙ୍କୁ ୟିରୁଶାଲମ ରେ ରହିବାକୁ ଦବୋ। ସମାନେେ ସଦାପ୍ରଭୁଙ୍କଠା ରେ ଆଶ୍ରଯ ପାଇବେ।
13 ଇଶ୍ରାୟେଲର ବଞ୍ଚି ରହିଥିବା ଲୋକମାନେ ଖରାପ କାର୍ୟ୍ଯ କରିବେ ନାହିଁ। ସମାନେେ ମିଥ୍ଯା କହିବେ ନାହିଁ। ସମାନଙ୍କେ ମଧିଅରେ କୌଣସି ମିଥ୍ଯାବାଦୀ ରହିବେ ନାହିଁ। ସମାନେେ ମେଣ୍ତାମାନଙ୍କ ପରି ଖାଇବେ ପିଇବେ ଓ ଶାନ୍ତି ରେ ଶାଇେବେ। କହେି ସମାନଙ୍କେୁ ବ୍ଯସ୍ତ କରିବେ ନାହିଁ।"
14 ହେ ୟିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇଶ୍ରାୟେଲ ମଧ୍ଯ ଆନନ୍ଦ କରିବ। ୟିରୁଶାଲମ ମଧ୍ଯ ସୁଖୀ ହବେ।
15 କାହିଁକି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତୃମାନଙ୍କୁ ବିନାଶ କଲେ। ଇଶ୍ରାୟେଲର ରାଜା, ସ୍ବଯଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷଯ ପାଇଁ ଆଉ ଭୟଭୀତ ହବେ ନାହିଁ।
16 ସେତବେେଳେ ୟିରୁଶାଲମକୁ କୁହାୟିବ, "ଭୟ କରନାହିଁ, ତୁମ୍ଭର ହସ୍ତ ଦୁର୍ବଳ ହବେନାହିଁ।
17 ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦଖାଇବେେ। ଆଉ ମଧ୍ଯ ସେ ଦଖାଇେ ଦବେେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହବେେ, ଭୋଜି ରେ ଆନନ୍ଦ କଲାପରି ହବେେ।"
18 ସଦାପ୍ରଭୁ କହିଲେ, "ମୁଁ ତୁମ୍ଭମାନଙ୍କର ଲଜ୍ଜା ଅପମାନ ନଇୟିବେ। ସହେି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ।
19 ସେତବେେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦବୋ, ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା। ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା। ସମାନଙ୍କେୁ ଆମ୍ଭେ ଏପରି ବିଖ୍ଯାତ କରାଇବା ସବୁଲୋକ ସମାନଙ୍କେୁ ପ୍ରଶଂସା କରିବେ।
20 ସେତବେେଳେ ଆମ୍ଭେ ତୁମ୍ଭ ସମସ୍ତଙ୍କୁ ଏକତ୍ର ଫରୋଇ ଆଣିବା। ଆମ୍ଭେ ତୁମ୍ଭମାନଙ୍କୁ ଏପରି ସୁନାମଶାଳୀ କରାଇବା ଯାହା ଫଳ ରେ ସବୁଲୋକ ତୁମ୍ଭମାନଙ୍କର ପ୍ରଶଂସା କରିବେ। ତାହା ଘଟିବ ଯେତବେେଳେ ଆମ୍ଭେ ସମସ୍ତ ବନ୍ଦୀମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣି ମୁକ୍ତ କରିବା," ସଦାପ୍ରଭୁ ଏହି ସମସ୍ତ କହିଥିଲେ।