ଯିଖରିୟ

ଅଧ୍ୟାୟ: 1 2 3 4 5 6 7 8 9 10 11 12 13 14


-Reset+

ଅଧ୍ୟାୟ 1

1 ସଦାପ୍ରଭୁ ବରେିଖିଯଙ୍କ ପୁତ୍ର ଭବିଷ୍ଯଦ୍ବକ୍ତା ୟିଖରିଯଙ୍କୁ ଏହି ବାର୍ତ୍ତା ପଠାଇଲେ। ପାରସ୍ଯର ରାଜା ଦାରିଯାବସଙ୍କ ଦ୍ବିତୀୟ ବର୍ଷର ଅଷ୍ଟମ ମାସ ରେ ଏହା ଘଟିଥିଲା। ୟିଖରିଯ ବରେିଖିଯଙ୍କ ପୁତ୍ର ଥିଲେ। ବରେିଖିଯ ଇଦ୍ଦୋଙ୍କ ପୁତ୍ର ଥିଲେ।
2 ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଙ୍କ ଉପ ରେ ଅତ୍ଯନ୍ତ କୋରଧାନ୍ବିତ ହାଇେଥିଲେ।
3 ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, "ତୁମ୍ଭମାନେେ ମାେ ନିକଟକୁ ଫରେିଆସ ଏବଂ ମୁଁ ତୁମ୍ଭ ନିକଟକୁ ଫରେିୟିବି।" ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ।
4 ସଦାପ୍ରଭୁ ପୁଣି କହିଲେ, "ତୁମ୍ଭମାନେେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ଯବହାର କର ନାହିଁ। ପୂର୍ବ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେୁ କହିଛନ୍ତି, 'ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭମାନେେ ଡୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।' କିନ୍ତୁ ତୁମ୍ଭର ସହେି ପୂର୍ବପୁରୁଷଗଣ ଆମ୍ଭେ ବାକ୍ଯ ଶୁଣିଲେ ନାହିଁ।" ସଦାପ୍ରଭୁ ଏହିସବୁ କହନ୍ତି।
5 ପରମେଶ୍ବର କହିଲେ, " ତେଣୁ, ତୁମ୍ଭର ସହେି ପୂର୍ବପୁରୁଷଗଣ ବର୍ତ୍ତମାନ କାହାନ୍ତି? ସହେି ଭବିଷ୍ଯଦ୍ବକ୍ତାଗଣ କଣ ଏପର୍ୟ୍ଯନ୍ତ ବଞ୍ଚିଛନ୍ତି?
6 ଆମ୍ଭେ ଆପଣା ଭବିଷ୍ଯଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷଯ ରେ ପ୍ରଗ୍ଭର କରିବାକୁ ଆଦେଶ ଦଇେଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶଷେ ରେ ଦଣ୍ତ ଦିଆୟାଇଥିଲା, କ'ଣ ସମାନଙ୍କେୁ ଦିଆୟାଇନଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, 'ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦଇେଥିଲେ।' ତେଣୁ ସମାନେେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ।"
7 ଦାରିଯାବସଙ୍କ ଶାସନର ଦ୍ବିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ଯଦ୍ବକ୍ତା ୟିଖରିଯଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ଯଦ୍ବକ୍ତା ୟିଖରିଯ ବରେିଖିଯଙ୍କ ପୁତ୍ର ଥିଲେ, ବରେିଖିଯ ଇଦ୍ଦୋଙ୍କ ପୁତ୍ର ଥିଲେ।
8 ରାତି ରେ ମୁଁ ଲାଲ୍ ଅଶ୍ବ ଉପ ରେ ଏକ ବ୍ଯକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେ ହନ୍ଦେି ବୁଦା ମଝି ରେ ଛିଡା ହାଇେଥିଲା। ତାଙ୍କ ପଛ ରେ ଲାଲ୍, ଧୂସର ଏବଂ ଧଳା ଅଶ୍ବଗୁଡିକ ଥିଲେ।
9 ମୁଁ ପଗ୍ଭରିଲି, " ହେ ମାରେ ସଦାପ୍ରଭୁ ଏଗୁଡିକ କ'ଣ ପାଇଁ?"
10 ତା'ପ ରେ ମେ ହନ୍ଦେି ବୁଦା ମଧିଅରେ ଛିଡା ହାଇେଥିବା ବ୍ଯକ୍ତି ଜଣଙ୍କୁ କହିଲେ, "ପୃଥିବୀ ରେ ଏଣେ ତଣେେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ବଗୁଡିକୁ ପ୍ ରରଣେ କରିଛନ୍ତି।"
11 ତା'ପ ରେ ସହେି ଅଶ୍ବଗୁଡିକ ମେ ହନ୍ଦେି ବୁଦା ମଧିଅରେ ଛିଡା ହାଇେଥିବା ସଦାପ୍ରଭୁଙ୍କ ସ୍ବର୍ଗଦୂତକୁ କହିଲେ, " ଦେଖ ଆମ୍ଭମାନେେ ସାରା ପୃଥିବୀ ରେ ଭ୍ରମଣ କରିଛୁ ଏବଂ ସମଗ୍ର ପୃଥିବୀ ସୁସ୍ଥିର ଓ ଶାନ୍ତ ଅଛି।"
12 ତା'ପ ରେ ସଦାପ୍ରଭୁଙ୍କ ସ୍ବର୍ଗଦୂତ କହିଲେ, " ହେ ସର୍ବଶକ୍ତିମାନ ସଦାପ୍ରଭୁ କେତକୋଳ ତୁମ୍ଭେ ତୁମ୍ଭର ଦୟାରୁ ୟିରୁଶାଲମ ଏବଂ ଯିହୁଦା ନଗରକୁ ଦୂ ରଇେ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡିକ ଉପ ରେ ତୁମ୍ଭର କୋରଧ ପ୍ରକାଶ କରିଛ।"
13 ମାେ ସହିତ କଥା ହେଉଥିବା ସ୍ବର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ବନାମୂଳକ କଥା କହିଲେ।
14 ତା'ପ ରେ ସ୍ବର୍ଗଦୂତ ୟିଏ ମାେ ସଙ୍ଗ ରେ କଥା କହୁଥିଲେ, କହିଲେ, ମାରେ ଏହି ବାକ୍ଯ ଘାଷେଣା କର।
15 ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ଯନ୍ତ କ୍ଷୁବ୍ଧ ଥିଲୁ। କାରଣ ସମାନେେ ବିପର୍ୟ୍ଯଯକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।"
16 ତେଣୁ ସଦାପ୍ରଭୁ ପରମେଶ୍ବର କୁହନ୍ତି, "ଆମ୍ଭେ ପୁଣି ୟିରୁଶାଲମ ଫରେି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦଖାଇବୋ।" ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, "ଆମ୍ଭର ଘର ସହେି ସ୍ଥାନ ରେ ନିର୍ମିତ ହବେ ଏବଂ ସମଗ୍ର ୟିରୁଶାଲମ ରେ ପୁନଃନିର୍ମାଣର ଲକ୍ଷଣ ଦଖାୟିବେ।"
17 ସହେି ସ୍ବର୍ଗଦୂତ ମଧ୍ଯ କହିଲେ, "ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, 'ଆମ୍ଭର ନଗରଗୁଡିକ ଉତ୍ତମ ସାମଗ୍ରୀ ରେ ଉଛୁଳିବ। ଆମ୍ଭର ସିୟୋନ ପ୍ରତି ଦୟା ରହିବ। ଆମ୍ଭେ ପୁନର୍ବାର ୟିରୁଶାଲମକୁ ଆପଣା ବିଶଷେ ନଗର ରୂପେ ମନୋନୀତ କରିବା।"'
18 ଏହାପ ରେ ମୁଁ ଉର୍ଦ୍ଧ୍ବକୁ ଗ୍ଭହିଁଲି ଏବଂ ଗ୍ଭରିଟି ଶିଙ୍ଗ ଦେଖିଲି।
19 ତା'ପ ରେ ମୁଁ ଯେଉଁ ସ୍ବର୍ଗଦୂତ ସହ କଥାବାର୍ତ୍ତା ହେଉଥିଲି ତାଙ୍କୁ ପଗ୍ଭରିଲି, "ଏହି ଶିଙ୍ଗଗୁଡିକ କ'ଣ?"
20 ସଦାପ୍ରଭୁ ମାେତେ ଗ୍ଭରିଜଣ କର୍ମୀଙ୍କୁ ଦଖାଇେଲେ।
21 ମୁଁ ପଗ୍ଭରିଲି, "ଏହି ଗ୍ଭରିଜଣ ବଢଇେ କ'ଣ କରିବାକୁ ଆସିଛନ୍ତି?"




ଅଧ୍ୟାୟ 2

1 ତା'ପ ରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତ ରେ ପରିମାପକ ରଜ୍ଜୁ ଧରିବାକୁ ଏକ ବ୍ଯକ୍ତିଙ୍କୁ ଦେଖିଲି।
2 ମୁଁ ତାଙ୍କୁ ପଗ୍ଭରିଲି, "ତୁମ୍ଭେ କେଉଁଆଡେ ଯାଉଅଛ?"
3 ତା'ପ ରେ ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତ ବାହାରି ଆସିଲେ ଏବଂ ଅନ୍ୟ ଜଣେ ସ୍ବର୍ଗଦୂତ ବାହାରି ତାଙ୍କ ସହିତ କଥା ହେଲେ।
4 ସେ ତାଙ୍କୁ କହିଲେ, " ଦୌଡିକରି ୟାଅ ଏବଂ ସହେି ୟୁବକଙ୍କୁ କୁହ!
5 ସଦାପ୍ରଭୁ କୁହନ୍ତି, 'ଆମ୍ଭେ ତା'ର ଚତୁର୍ଦ୍ଦିଗ ରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ଯ ହବୋ। ଆମ୍ଭେ ତାକୁ ଆମ୍ଭର ମହିମା ରେ ପୂର୍ଣ୍ଣ କରିବା।"'
6 ସଦାପ୍ରଭୁ କୁହନ୍ତି, "ଉତ୍ତର ଦେଶରୁ ପଳାଯନ କର। ହଁ, ଏହା ସତ୍ଯ ଯେ, ଆମ୍ଭେ ତୁମ୍ଭର ଲୋକମାନଙ୍କୁ ଆକାଶର ଚତୁର୍ଦ୍ଦିଗ ବାଯୁ ତୁଲ୍ଯ ବିସ୍ତୃତ କରିଅଛୁ।
7 ବର୍ତ୍ତମାନ ବାବିଲ ରେ ବାସ କରୁଥିବା, ତୁମ୍ଭେ ସିୟୋନର ଲୋକମାନେ, ତୁମ୍ଭମାନଙ୍କର ମୁକ୍ତି ପାଇଁ ଦୌଡ଼ନ୍ତି। ସହେି ନଗରୀରୁ ଶୀଘ୍ର ଦୂରକୁ ଗ୍ଭଲିୟାଅ।" ସର୍ବଶକ୍ତିମାନ ସଦାପ୍ରଭୁ ଏହାହିଁ କୁହନ୍ତି।
8 " ସେ ଆମ୍ଭକୁ ସହେି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫରୋଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭମାନେେ ତାଙ୍କର ଗୌରବ।
9 ବାବିଲର ଲୋକମାନେ ଆମ୍ଭ ଲୋକମାନଙ୍କୁ କ୍ରୀତଦାସ କଲେ। କିନ୍ତୁ ଆମ୍ଭେ ଆମ୍ଭର ହସ୍ତ ସମାନଙ୍କେ ବିରୁଦ୍ଧ ରେ ଉଠାଇବା ଏବଂ ସହେି ଲୋକମାନେ ଆମ୍ଭ ଲୋକମାନଙ୍କ ଦ୍ବାରା ଲୁଟିତ ହବେେ। ତା'ପ ରେ ତୁମ୍ଭେ ଜାଣିବ ସଦାପ୍ରଭୁ ସର୍ବଶକ୍ତିମାନ ମାେତେ ପଠାଇଥିଲେ।"
10 ସଦାପ୍ରଭୁ କୁହନ୍ତି, " ହେ ସିୟୋନର କନ୍ଯା ଆନନ୍ଦ ରେ ଚିତ୍କାର କର ଏବଂ ଖୁସି ହୁଅ। କାରଣ ତୁମ୍ଭ ସହିତ ନଗର ରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।
11 ସହେି ଦିନ ରେ, ଅନକେ ଦେଶର ଲୋକମାନେ ପରମେଶ୍ବରଙ୍କ ନିକଟକୁ ଆସିବେ। ସମାନେେ ଆମ୍ଭର ଲୋକ ହବେେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ବାସ କରିବା।" ସେତବେେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମାେତେ ତୁମ୍ଭ ନିକଟକୁ ପ୍ ରରଣେ କରିଛନ୍ତି।
12 ସହେି ପବିତ୍ର ଭୂମିରେ ଯିହୁଦା ପରମେଶ୍ବରଙ୍କର ଅଂଶ ହବେ। ସଦାପ୍ରଭୁ ପୁନର୍ବାର ୟିରୁଶାଲମକୁ ତାଙ୍କର ସ୍ବତନ୍ତ୍ର ନଗରରୂପେ ବାଛିବେ।
13 ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।




ଅଧ୍ୟାୟ 3

1 ସଦାପ୍ରଭୁ ସ୍ବର୍ଗଦୂତ ମହାୟାଜକ ଯିହାଶୂେୟଙ୍କୁ ମାେତେ ଦଖାଇେଲେ। ଯିହାଶୂେୟ ସଦାପ୍ରଭୁଙ୍କ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଓ ଶଇତାନ ଯିହାଶୂେୟଙ୍କ ଦକ୍ଷିଣ ପାଶର୍‌ବ ରେ ଛିଡା ହାଇେଥିଲେ। ତାଙ୍କୁ ଦୋଷ ଦବୋକୁ ଶଯତାନ ସଠାେ ରେ ଉପସ୍ଥିତ ଥିଲେ।
2 ତା'ପ ରେ ସଦାପ୍ରଭୁ କହିଲେ, "ସଦାପ୍ରଭୁ ତୁମ୍ଭକୁ ଭର୍ତ୍ସନା କରିବେ, ହେ ଶଇତାନ, ସେ ତୁମ୍ଭକୁ ସମାଲୋଚନା କରି ଗ୍ଭଲିଥିବେ। ସଦାପ୍ରଭୁ ୟିରୁଶାଲମକୁ ତାଙ୍କ ସ୍ବତନ୍ତ୍ର ନଗରରୂପେ ମନୋନୀତ କରିଛନ୍ତି। ଗୋଟିଏ ଜଳନ୍ତା କାଠଗଣ୍ତି ନିଆଁରୁ ଟାଣି ଆଣିବାପରି, ସେ ସହେି ନଗରକୁ ରକ୍ଷା କରିଥିଲେ।"
3 ଯିହାଶୂେୟ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଛିଡା ହାଇେଥିଲେ ଏବଂ ସେ ଏକ ମଇଳା ବସ୍ତ୍ର ପରିଧାନ କରିଥିଲେ।
4 ତା'ପ ରେ ସହେି ସ୍ବର୍ଗଦୂତ ତାଙ୍କ ନିକଟରେ ଛିଡା ହାଇେଥିବା ଅନ୍ୟ ସ୍ବର୍ଗଦୂତକୁ କହିଲେ, "ୟିହୋଶୂଯଙ୍କ ଶରୀରରୁ ସହେି ମଇଳା ବସ୍ତ୍ର ଗୁଡିକୁ କାଢିନିଅ।" ତା'ପ ରେ ସ୍ବର୍ଗଦୂତ ଯିହାଶୂେୟଙ୍କୁ କହିଲେ, "ବର୍ତ୍ତମାନ, ମୁଁ ତୁମ୍ଭର ଅପରାଧ କାଢିନଇେଛି ଏବଂ ମୁଁ ତୁମ୍ଭଙ୍କୁ ନୂଆ ମୂଲ୍ଯବାନ ବସ୍ତ୍ର ରେ ଆଚ୍ଛାଦିତ କରୁଛି।"
5 ତା'ପ ରେ ମୁଁ କହିଲି, "ତା'ର ମସ୍ତକରେ ଏକ ନିର୍ମଳ ପଗଡି ବାନ୍ଧି ଦିଅନ୍ତୁ।" ତେଣୁ ସମାନେେ ତାଙ୍କର ମସ୍ତକରେ ନିର୍ମଳ ପଗଡି ବାନ୍ଧି ଦେଲେ। ସମାନେେ ତାଙ୍କୁ ପୁଣି ବସ୍ତ୍ର ପିନ୍ଧାଇଲା ବେଳେ ସଦାପ୍ରଭୁଙ୍କର ଦୂତ ପାଖ ରେ ଠିଆ ହାଇେଥିଲେ।
6 ତା'ପ ରେ ସଦାପ୍ରଭୁଙ୍କ ଦୂତ ଯିହାଶୂେୟଙ୍କୁ ଏହା କହି ସତର୍କ କରାଇଲେ:
7 ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, "ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ ତୁମ୍ଭେ ସପରେି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକା ରେ କର ଯାହା ଆମ୍ଭେ ଗ୍ଭହୁଁ। ତବେେ ତୁମ୍ଭେ ଆମ୍ଭର ଗୃହ ରେ ବିଗ୍ଭର କରିବ ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହବେ। ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସହେିମାନଙ୍କ ମଧିଅରେ, ଯେଉଁମାନେ କି ଏଠା ରେ ଛିଡା ହେଉଛନ୍ତି।
8 ହେ! ମହାୟାଜକ ଯିହାଶୂେୟ ଓ ତୁମ୍ଭ ସମ୍ମୁଖ ରେ ବସିଥିବା ସହ ଯାଜକ ଆମ୍ଭ କଥା ଶୁଣ। ଯେତବେେଳେ ଆମ୍ଭେ ଆପଣା ସ୍ବତନ୍ତ୍ର ଅନୁଚର ଆଣିବା ସେତବେେଳେ ଏହି ଲୋକମାନେ ୟିଏ କି କ'ଣ ଘଟିବ ବୋଲି ଦଖାଇବେେ ଉଦାହରଣ ହବେେ। ଯେଉଁ ଅନୁଚରକୁ ଆମ୍ଭେ ଆଣିବା ତାଙ୍କୁ ଶାଖା କୁହାୟିବ।
9 ଯିହାଶୂେୟଙ୍କ ସମ୍ମୁଖ ରେ ଆମ୍ଭେ ଯେଉଁ ସ୍ବତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସହେି ପ୍ରସ୍ତର ରେ ସାତଟି ଚକ୍ଷୁ ଅଛି। ସହେି ସ୍ବତନ୍ତ୍ର ପ୍ରସ୍ତର ଉପ ରେ ଆମ୍ଭେ ବାର୍ତ୍ତା ଖାଦେନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦଖାଇବେ।"
10 ସଦାପ୍ରଭୁ ସର୍ବଶକ୍ତିମାନ କୁହନ୍ତି, " ସେତବେେଳେ ଲୋକମାନେ ଏକତ୍ର ବସିବେ ଓ ସମାନଙ୍କେର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସମାନେେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।"




ଅଧ୍ୟାୟ 4

1 ତା'ପ ରେ ମାେ ସହିତ ଆଳାପ କରୁଥିବା ସହେି ସ୍ବର୍ଗଦୂତ ମାେ ନିକଟକୁ ଫରେିଆସିଲେ ଓ ମାେତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି।
2 ତାହାପ ରେ ସହେି ସ୍ବର୍ଗଦୂତ ମାେତେ ପଚାରିଲେ, "ତୁମ୍ଭେ କ'ଣ ଦେଖୁଛ?"
3 ସହେି ପାତ୍ରର ଦକ୍ଷିଣ ଓ ବାମ ପାଶର୍‌ବ ରେ ଗୋଟିଏ ଗୋଟିଏ ଅଲିଭ ବୃକ୍ଷ ଅଛି।"
4 ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତଙ୍କୁ ମୁଁ ପଗ୍ଭରିଲି, " ମାରେ ମହାଶୟ, ଏଗୁଡିକ ସବୁ କଣ?"
5 ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତ ଉତ୍ତର କଲେ, "ତୁମ୍ଭେ କ'ଣ ଜାଣ ନାହିଁ ଏଗୁଡିକ ସବୁ କ'ଣ?"
6 ସେ କହିଲେ, "ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।
7 ହେ ମହାନ୍ ପର୍ବତ! ତୁମ୍ଭେ କଣ? ୟିରୁଦ୍ଦାବିଲ ସମ୍ମୁଖ ରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। 'ପରମେଶ୍ବରଙ୍କର ଏହା ଉପ ରେ କୃପା ହେଉ! ଧ୍ବନି ମଧିଅରେ ସେ କଣର ପ୍ରସ୍ତର ଆଣିବ।"'
8 ସଦାପ୍ରଭୁ ଏହି ବାର୍ତ୍ତା ମାେତେ ପଠାଇଲେ।
9 "ୟିରୁଦ୍ଦାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ୟ୍ଯ ଶଷେ କରିବ। ତା'ପ ରେ ତୁମ୍ଭମାନେେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।
10 ଯେଉଁମାନେ କି େଛାଟ ଜିନିଷଗୁଡିକୁ ଘୃଣା କରନ୍ତି, ସମାନେେ ଆନନ୍ଦ କରିବେ, ଯେତବେେଳେ ସମାନେେ ୟିରୁଦ୍ଦାବିଲଙ୍କ ହାତ ରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତଟି ପାଶର୍‌ବ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।"
11 ତା'ପ ରେ ମୁଁ ତାଙ୍କୁ କହିଲି, "ଦ୍ବୀପରୂଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ'ଣ?"
12 ମୁଁ ମଧ୍ଯ ତାଙ୍କୁ ପଗ୍ଭରିଲି, "ମୁଁ ଏହି ଯେଉଁ ଦୁଇ ଅଲିଭ୍ ଶାଖାଗୁଡିକରୁ ଅଲିଭ୍ ତୈଳ ସୁବର୍ଣ୍ଣ ନଳ ଦୁଇଟିକୁ ଢାଳୁଥିବାର ଦେଖୁଛି, ଏହାର ଅର୍ଥ କ'ଣ?"
13 ତା'ପ ରେ ସହେି ସ୍ବର୍ଗଦୂତ ଉତ୍ତର କଲେ, "ତୁମ୍ଭେ ଏଗୁଡିକର ଅର୍ଥ କ'ଣ ଜାଣ ନାହିଁ?"
14 ତେଣୁ ସେ ଉତ୍ତର ଦେଲେ, "ଏହି ଅଭିଷିକ୍ତ ଦୁଇଜଣ ୟିଏ ଠିଆ ହୁଅନ୍ତି ସମଗ୍ର ପୃଥିବୀ ପାଇଁ ସଦାପ୍ରଭୁଙ୍କର ପ୍ରତିନିଧି ଅଟନ୍ତି।"




ଅଧ୍ୟାୟ 5

1 ମୁଁ ପୁଣି ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଓ ଏକ ଉଡନ୍ତା ନଳାକାର ପୁସ୍ତକ ଦେଖିଲି।
2 ସହେି ସ୍ବର୍ଗଦୂତ ମାେତେ ପ୍ରଶ୍ନ କଲେ, "ତୁମ୍ଭେ କ'ଣ ଦେଖୁଛ?"
3 ତା'ପ ରେ ସହେି ସ୍ବର୍ଗଦୂତ କହିଲେ, "ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧ ରେ ଯାଉଛି। ଏହା ଚୋର ଏବଂ ମିଥ୍ଯାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହାଇେ ଖସି ୟାଇଛନ୍ତି।
4 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ମୁଁ ସହେି ନଳାକାର ପୁସ୍ତକକୁ ଗ୍ଭରମାନଙ୍କେର ଗୃହକୁ ପଠାଇବି ଏବଂ ସହେିମାନଙ୍କ ଘରକୁ, ଯେଉଁମାନେ ମାରେ ନାମ ବ୍ଯବହାର କରି ମିଥ୍ଯା ଶପଥ ନଇେଛନ୍ତି। ସହେି ନଳାକାର ପୁସ୍ତକ ପ୍ରେତ୍ୟକକ ଗୃହ ରେ ରହିବ ଏବଂ ଧ୍ବଂସକାରୀ, କଡିକାଠ ତଳେ ଓ ପ୍ରସ୍ତର ତଳେ ରହିବ। ଏପରିକି ପ୍ରସ୍ତର ତଥା କାଷ୍ଠର ସ୍ତମ୍ଭଗୁଡିକ ମଧ୍ଯ ବିନଷ୍ଟ ହବେ।"
5 ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତ ବାହାରକୁ ଆସିଲେ। ମାେତେ କହିଲେ, " ଦେଖ, କ'ଣ ଆସୁଥିବାର ଦେଖୁଛ?"
6 ମୁଁ ଉତ୍ତର କଲି, "ଏହା କ'ଣ?" ସେ କହିଲେ, "ତାହା ଏକ ମାପ କରିବା ଟୋକଇେ" ଏବଂ "ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।"
7 ଗୋଟିଏ ସୀମାର ନିର୍ମିତ ଘୋଡଣୀ ଟୋକଇରେୁ କଢାଗଲା। ସହେି ମାପିବାର ଟୋକଇେ ମଧିଅରେ ଗୋଟିଏ ସ୍ତ୍ରୀଲୋକ ଥିଲା।
8 ସ୍ବର୍ଗଦୂତ କହିଲେ, "ଏହି ନାରୀ ଦୁଷ୍ଟପଣିଆର ପ୍ରତିନିଧି ସ୍ବରୂପ।" ତା'ପ ରେ ସେ ସ୍ବର୍ଗଦୂତ ସହେି ନାରୀକୁ ମାପ ଟୋକଇେ ଭିତରକୁ ଠଲେିଦଇେ ତାହାର ସୀମା ଘୋଡଣୀ ବନ୍ଦ କରି ଦେଲେ।
9 ତା'ପ ରେ ମୁଁ ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସମାନେେ ଉଡି ଆସିଲେ ଏବଂ ସମାନଙ୍କେ ପକ୍ଷ ରେ ପବନ ଥିଲା। ସମାନେେ ସେ ମାପିବାର ଟୋକଇକେୁ ଉଠାଇଲେ ପୃଥିବୀ ଓ ସ୍ବର୍ଗ ମଧିଅରେ ବୋହି ନେଲେ।
10 ତା'ପ ରେ ମୁଁ ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତକୁ ପଗ୍ଭରିଲି, " ସମାନେେ ସହେି ମାପିବାର ଟୋକଇଟେିକୁ କେଉଁଠାକୁ ନେଉଛନ୍ତି।"
11 ସ୍ବର୍ଗଦୂତ ମାେତେ ଉତ୍ତର କଲେ, " ସମାନେେ ଶିନିଅର ଦେଶ ରେ ଗୋଟିଏ ଗୃହ ନିର୍ମାଣ କରିବାକୁ ଯାଉଛନ୍ତି। ଗୃହ ପ୍ରସ୍ତୁତ ହେଲାପ ରେ ଏହା ଯଥା ସ୍ଥାନ ରେ ସ୍ଥାପିତ ହବେ।"




ଅଧ୍ୟାୟ 6

1 ତା'ପ ରେ ମୁଁ ପୁନର୍ବାର ଅନାଇଲି ଓ ଦେଖିଲି, ଦୁଇଟି ତମ୍ବା ପର୍ବତ ମଧ୍ଯରୁ ଗ୍ଭରି ଗୋଟି ରଥ ନିର୍ଗତ ହେଲା।
2 ରକ୍ତବର୍ଣ୍ଣର ଅଶ୍ବଗୁଡିକ ପ୍ରଥମ ରଥକୁ ଟାଣୁଥିଲା ବେଳେ କଳାରଙ୍ଗର ଅଶ୍ବଗଣ ଦ୍ବିତୀୟ ରଥକୁ ଟାଣୁଥିଲେ।
3 ଧଳା ଅଶ୍ବଗୁଡିକ ତୃତୀୟ ରଥକୁ ଓ ଚିତ୍ରବିଚିତ୍ର ଅଶ୍ବଗୁଡିକ ଚତୁର୍ଥ ରଥକୁ ଟାଣୁଥିଲେ। ସଗେୁଡିକ ଶକ୍ତିଶାଳୀ ଅଶ୍ବ ଥିଲେ।
4 ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତକୁ ମୁଁ ପଗ୍ଭରିଲି, " ମାରେମହାଶୟ, ଏଗୁଡିକର ଅର୍ଥ କ'ଣ?"
5 ସହେି ସ୍ବର୍ଗଦୂତ ଉତ୍ତର ଦେଲେ, "ଏଗୁଡିକ ସ୍ବର୍ଗର ଗ୍ଭରି ବାଯୁ। ସମାନେେ ସଦାପ୍ରଭୁଙ୍କର ନିକଟରୁ ବାହାରି ସମଗ୍ର ପୃଥିବୀକୁ ୟାଆନ୍ତି।
6 କୃଷ୍ଣବର୍ଣ୍ଣ ଅଶ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡକୁ ଯିବେ, ଲାଲ ଅଶ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡେ, ଧଳା ଘୋଡାଗୁଡିକ ଦ୍ବାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡେ ଓ ପାଣ୍ତୁର ଅସ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡେ ଯିବେ।"
7 ସହେି ଶକ୍ତିଶାଳୀ ଅଶ୍ବଗୁଡିକ ପୃଥିବୀର ଏଣତେଣେେ ବିଚରଣ କରିବାକୁ ଆଗ୍ରହ ପ୍ରକାଶ କଲେ। ତେଣୁ ସହେି ସ୍ବର୍ଗଦୂତ ସମାନଙ୍କେୁ କହିଲେ, "ୟାଅ ପୃଥିବୀର ଗ୍ଭରିଆଡେ ବିଚରଣ କର।" ତେଣୁ ସମାନେେ ଗଲେ।
8 ତା'ପ ରେ ସଦାପ୍ରଭୁ ପାଟିକରି ମାେତେ କହିଲେ, " ଦେଖ, ସହେି ଅଶ୍ବଗୁଡିକ ଯେଉଁମାନେ ଉତ୍ତର ଦେଶଆଡକୁ ୟାଇଛନ୍ତି ଆମ୍ଭ ଆତ୍ମାକୁ ସମାନେେ ଉତ୍ତର ଦେଶ ରେ ସୁସ୍ଥିର କରିଅଛନ୍ତି।"
9 ତା'ପ ରେ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ,
10 "ହିଲ୍ଦଯ, ଟୋବିୟ ଓ ୟିଦାଯ ବାବିଲରୁ ଆସିଥିବା ସହେି ନିର୍ବାସିତଙ୍କ ମଧ୍ଯରୁ ଅଟନ୍ତି। ସୁନା ଓ ରୂପା ସମାନଙ୍କେଠାରୁ ନିଅ ଏବଂ ସିଫନିଯର ପୁତ୍ର ଯୋଶିୟଯର ଗୃହକୁ ୟାଅ।
11 ସହେି ରେ ୗପ୍ୟ ଓ ସୁବର୍ଣ୍ଣ ରେ ମୁକୁଟ ନିର୍ମାଣ କର ଓ ସହେି ମୁକୁଟକୁ ମହାୟାଜକ ୟିହୋଷାଦଙ୍କ ପୁତ୍ର ଯିହାଶୂେୟ ମସ୍ତକରେ ରଖ। ଯିହାଶୂେୟ ଜଣେ ମହାୟାଜକ ଓ ସେ ୟିହୋଷାଦକଙ୍କ ପୁତ୍ର ଥିଲେ। ତା'ପ ରେ ଏହିସବୁ ତାଙ୍କୁ କୁହ:
12 ତା'ପ ରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'ଜଣେ ବ୍ଯକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହବେେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।
13 ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହବେେ। ସେ ମଧ୍ଯ ଆପଣା ସିଂହାସନ ରେ ବସିବେ ଓ ରାଜତ୍ବ କରିବେ। ଆଉ ମଧ୍ଯ ଜଣେ ଯାଜକ ତାଙ୍କ ସିଂହାସନ ରେ ବସି ଯାଜକ ହବେେ। ସହେି ଦୁଇଜଣ ମଧିଅରେ ଶାନ୍ତିର ନତେୃତ୍ବ ହବେ।'
14 " ସହେି ମୁକୁଟଗୁଡିକ ସଦାପ୍ରଭୁଙ୍କର ମନ୍ଦିର ରେ ସ୍ମାରକପତ୍ର ସ୍ବରୂପ ହିଲ୍ଦଯ, ଟୋବିୟ ୟିଦାଯ ଏବଂ ସିଫନିଯରଙ୍କ ପୁତ୍ର ଯୋଶିୟଯଙ୍କ ସ୍ମରଣାର୍ଥେ ରହିବ।
15 ଯେଉଁମାନେ ଦୂର ରେ ଅଛନ୍ତି ଆସିବେ ଏବଂ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। ତା'ପ ରେ ତୁମ୍ଭମାନେେ ଜାଣିବ ଯେ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପ୍ ରରଣେ କରିଛନ୍ତି। ଏହିସବୁ ଘଟିବ ଯଦି ତୁମ୍ଭେ ମନ ଯୋଗ ସହକା ରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ଆଜ୍ଞା ପାଳନ କରିବ।"
15




ଅଧ୍ୟାୟ 7

1 ରାଜା ଦାରିଯାବସଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ସଦାପ୍ରଭୁ ଏହି ବାର୍ତ୍ତା ୟିଖରିଯଙ୍କୁ ପଠାଇଲେ। ଏହା ତାଙ୍କ ରାଜତ୍ବର ଚତୁର୍ଥ ବର୍ଷର କିଷ୍ଲବେ ନାମକ ନବମ ମାସର ଚତୁର୍ଥ ଦିବସ ଥିଲା।
2 ବୈଥଲେସ୍ଥ ଲୋକମାନେ ଶ ରେତ୍ସର, ରଗେମ୍ମଲକେ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ ରରଣେ କଲେ।
3 ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ଯଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସମାନେେ ପଠାଇଲେ, "ଆମ୍ଭେ କ'ଣ ପଞ୍ଚମ ମାସ ରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନକେ ବର୍ଷ ଧରି କରିଆସିଅଛ? ପଞ୍ଚମ ମାସ ରେ ଆମ୍ଭମାନେେ ବିଶଷେ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ୟ୍ଯ ଗ୍ଭଲୁ ରଖିବା ଉଚିତ୍ କି?"
4 ସର୍ବଶକ୍ତିମାନ୍ ସଦାପ୍ରଭୁ ତାଙ୍କର ବାର୍ତ୍ତା ମାେତେ ପଠାଇଲେ,
5 "ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେ ଯେତବେେଳେ ପଞ୍ଚମ ଓ ସପ୍ତମ ମାସ ରେ ଉପବାସ ଓ ବିଳାପ କଲ, ସହେି ସତୁରି ବର୍ଷ ରେ ସତ ରେ କ'ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ?
6 ଏବଂ ତୁମ୍ଭେ ସମସ୍ତେ ଯେତବେେଳେ ଖାଅ ଓ ପିଅ, ତୁମ୍ଭେ କ'ଣ ନିଜ ପାଇଁ ଖାଅ ଓ ପିଅ ନାହିଁ?
7 ଏହିଗୁଡିକ କ'ଣ ସହେି ବାକ୍ଯଗୁଡିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ଯତ୍ବକ୍ତାମାନଙ୍କ ମାଧ୍ଯମ ରେ କହିଥିଲେ? ସେ ଏକଥା କହିଥିଲେ ଯେତବେେଳେ ୟିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡିକ ନଗେଭେ ଏବଂ ସିଫଲୋ ବସତି ବହୁଳ ଥିଲା।"
8 ଏହାପ ରେ ସଦାପ୍ରଭୁ ତାଙ୍କ ବାର୍ତ୍ତା ୟିଖରିଯଙ୍କ ନିକଟକୁ ପଠାଇଲେ।
9 ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ, "ଯଥାର୍ଥ ନ୍ଯାଯ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା ଓ କରୁଣା ପ୍ରକାଶ କର।
10 ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କରନାହିଁ। ତୁମ୍ଭ ଭାଇ ବିରୁଦ୍ଧ ରେ ନିଜ ହୃଦଯ ରେ ଷଡୟନ୍ତ୍ର କରନାହିଁ।"
11 କିନ୍ତୁ ସହେି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସମାନେେ ଜିଦ୍ଖୋର ହାଇେ ତାଙ୍କ ମୁହଁ ଫରୋଇଲେ ଏବଂ ତାଙ୍କ କାନ ଘୋଡାଇ ପକାଇଲେ।
12 ସମାନେେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶଷେ କୋର୍ଧ୍ବାନିତ ହେଲେ।
13 ଯେତବେଳେ ସମାନଙ୍କେୁ ସେ ଡାକିଲେ, " ସମାନେେ ଶୁଣିଲେ ନାହିଁ। ସେଥିପାଇଁ ସମାନେେ ଯେତବେେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ଯ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି।
14 ସେଥିପାଇଁ ସମାନଙ୍କେୁ ସମଗ୍ର ଦେଶମାନଙ୍କ ରେ ଛିନ୍ନଭିନ୍ନ କଲି, ଯେଉଁଠାକୁ ସମାନେେ କବେେ ୟାଇ ନାହାନ୍ତି। ସହେି ଦେଶ ବିନା କାର୍ୟ୍ଯକଳାପ ରେ ଏକ ଉଚ୍ଛିନ୍ନ ଦେଶ ରେ ପରିଣତ ହେଲା। ସମାନେେ ଏକ ଆକାଂକ୍ଷିତ ଦେଶକୁ ଏକ ଉଚ୍ଛିନ୍ନ ଦେଶ ରେ ପରିଣତ କଲେ।"




ଅଧ୍ୟାୟ 8

1 ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ।
2 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, "ଆମ୍ଭେ ସିୟୋନ ପାଇଁ ଅତ୍ଯାସକ୍ତ ଏବଂ ପ୍ରଗାଢ ଅନୁରାଗ ସହିତ ଆମ୍ଭେ ତା' ପାଇଁ କୋରଧାନ୍ବିତ।"
3 ସଦାପ୍ରଭୁ ପୁଣି କୁହନ୍ତି, "ଆମ୍ଭେ ସିୟୋନକୁ ଫରେି ଆସିଛୁ ଏବଂ ୟିରୁଶାଲମ ମଧିଅରେ ବାସ କରିବା। ୟିରୁଶାଲମ 'ସତ୍ଯର ନଗରୀ' ବୋଲି କୁହାୟିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାୟିବ।"
4 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ୟିରୁଶାଲମର ଖାେଲା ସ୍ଥାନ ରେ ବସ। ପ୍ରେତ୍ୟକକଙ୍କ ହାତ ରେ ଏକ ଆଶାବାଡି ରହିବ କାରଣ ସମାନଙ୍କେର ବୃଦ୍ଧାବସ୍ଥା ପାଇଁ।
5 ଆଉ ମଧ୍ଯ ନଗରର ଖାେଲାସ୍ଥାନ କ୍ରୀଡାରତ ପୁଅ ଓ ଝିଅଙ୍କ ଦ୍ବାରା ପରିପୂର୍ଣ୍ଣ ହବେ।
6 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଯଦିଓ ଏହି ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ କଷ୍ଟ କର ଡଣାପଡେ, ଏହା ସମାନଙ୍କେ ପ୍ରତି ମଧ୍ଯ ବିସ୍ମଯଜନକ ହବେ।"
7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, " ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।
8 ଆମ୍ଭେ ସମାନଙ୍କେୁ ଏଠାକୁ ଫରୋଇ ଆଣିବା ଏବଂ ସମାନେେ ୟିରୁଶାଲମ ମଧିଅରେ ବାସ କରିବେ। ସମାନେେ ଆମ୍ଭର ଲୋକ ହବେେ ଏବଂ ଆମ୍ଭେ ସମାନଙ୍କେର ବିଶ୍ବସ୍ଥ ଏବଂ ନ୍ଯାଯବାନ୍ ପରମେଶ୍ବର ହବୋ।"
9 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ଯ ଏହି ଦିନଗୁଡିକରେ ସହେି ବାକ୍ଯଗୁଡିକ ଭବିଷ୍ଯତ୍ବକ୍ତାମାଙ୍କଠାରୁ ଶୁଣୁଅଛ। ଯେତବେେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହାଇେଥିଲା, ୟାବାପାଇଁ ମନ୍ଦିର ନିର୍ମାଣ ହାଇେ ପାରିଥିଲା।
10 ସହେିଦିନ ପୂର୍ବରୁ ମନୁଷ୍ଯ ପାଇଁ ବତନେ ନଥିଲା, ପଶୁ ପାଇଁ ଆଯ ନଥିଲା, ବାହାରକୁ ୟିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତୃମାନଙ୍କଠାରୁ କୌଣସି ନିରାପତ୍ତା ନଥିଲା, କାରଣ ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ।
11 ଆମ୍ଭେ ପୁର୍ବରୁ ଯେପରି କରୁଥିଲୁ ସହେି ଅବଶିଷ୍ଟାଂଶଙ୍କ ସହିତ ସପରେି ବ୍ଯବହାର କରିବା ନାହିଁ।" ଏହା ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି।
12 "ଏହି ଲୋକମାନେ ଶାନ୍ତି ରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ଯ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷଯ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭମାନେେ ଦେଶସବୁ ସମ୍ମୁଖ ରେ ଅଭିଶପ୍ତ ଥିଲ।
13 ହେ ଯିହୁଦା ଓ ଇଶ୍ରାୟେଲ, ଠିକ୍ ଯେପରି ତୁମ୍ଭମାନେେ ଦେଶ ମଧିଅରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।"
14 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କୋରଧାନ୍ବିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦବୋକୁ ନିଷ୍ପତ୍ତି ନଇେଥିଲୁ।" ଏହା ସର୍ବଶକ୍ତିମାନ ମଦାପ୍ରଭୁ କହିଲେ।
15 "କିନ୍ତୁ ଏହି ଦିନଗୁଡିକରେ, ଆମ୍ଭେ ଆପଣା ମନକୁ ପରିବର୍ତ୍ତନ କରିଅଛୁ। ଆମ୍ଭେ ସ୍ଥିର କରିଛୁ ୟିରୁଶାଲମ ଓ ୟିଦୁଦାର ଲୋକଙ୍କର ମଙ୍ଗଳ କରିବା। ସେଥିପାଇଁ ଭୟ କର ନାହିଁ।
16 ତୁମ୍ଭମାନେେ ଏହିସବୁ ନିଶ୍ଚଯ କରିବ, "ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ଯ କୁହ। ତୁମ୍ଭମାନେେ ତୁମ୍ଭମାନଙ୍କର ନଗରମାନଙ୍କ ରେ ସତ୍ଯତା ଏବଂ ନ୍ଯାଯପୂର୍ଣ୍ଣ ବିଗ୍ଭର କର।
17 ତୁମ୍ଭର ପ୍ରତିବେଶୀର କ୍ଷତି କରିବାକୁ ତୁମ୍ଭ ହୃଦଯ ରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ଯା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସହେି ସବୁକୁ ଘୃଣା କରୁ।" ସଦାପ୍ରଭୁ ଏହିସବୁ କହିଲେ।
18 ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି ବାର୍ତ୍ତା ମାେ ନିକଟକୁ ପଠାଇଲେ।
19 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମଯ ଦିନ ହବେ। ତାହା ବିଜଯ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହବେ। ସେଥିପାଇଁ ତୁମ୍ଭମାନେେ ନିଶ୍ଚଯ ସତ୍ଯ ଓ ଶାନ୍ତିକୁ ପ୍ ରମେ କରିବ।"
20 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ଭବିଷ୍ଯତ ରେ ଅନକେ ସହର ରେ ବାସ କରୁଥିବା ଲୋକମାନେ ଆସିବେ।
21 ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, 'ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।' ଆସ ୟିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। 'ମୁଁ ନିଜେ ମଧ୍ଯ ଯାଉଛି।"'
22 ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ୟିରୁଶାଲମକୁ ଆସିବେ।
23 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, " ସହେି ଦିନମାନଙ୍କ ରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ଯରୁ ଦଶଜଣ ଲୋକ, ଜଣେ ୟିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, 'ତୁମ୍ଭ ସହିତ ଆମ୍ଭେ ୟିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି।"'




ଅଧ୍ୟାୟ 9

1 ଏକ ସ୍ବର୍ଗୀଯବାଣୀ, ସଦାପ୍ରଭୁଙ୍କର ବାର୍ତ୍ତା, ହଦ୍ରକ ଦେଶ ଏବଂ ଏହାର ରାଜଧାନୀ ଦମ୍ମେଶକ ବିଷଯ ରେ। ସମସ୍ତ ଲୋକ ପରମେଶ୍ବରଙ୍କୁ ଅନାଉଅଛନ୍ତି, " ଯେପରି ଇଶ୍ରାୟେଲ ଗୋଟିଏ ପରିବାରବର୍ଗ।
2 ଏହା ମଧ୍ଯ ସତ୍ଯ ଯେ, ହମାତ୍, ସୋର ଓ ସୀଦୋନ ସୀମା ରେ ଅବସ୍ଥିତ ଅଟେ। କାରଣ ସମାନେେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୂର୍ଗ ନିର୍ମାଣ କଲା।
3 ସୋର ନିଜ ପାଇଁ ଗମ୍ବୁଜ ନିର୍ମାଣ କଲା। ସେ ରୂପାକୁ ଧୀଳିପରି ଓ ସୁନାକୁ କାଦୁଅପରି ରାସ୍ତା ରେ ଗଦା କଲା।
4 ମାତ୍ର ସଦାପ୍ରଭୁ ଏହାକୁ ନଇେଯିବେ। ସେ ତା'ର ଧନ ସମୁଦ୍ର ରେ ଫୋପାଡି ଦବେେ ଏବଂ ନଗରଟି ନିଆଁ ରେ ଜଳିୟିବ।
5 "ଅସ୍କିଲୋନ ତାହା ଦେଖି ଭୟଭୀତ ହବେ ଓ ଘାସର ଲୋକମାନେ ଭୟ ରେ ଥରିବେ। ଇକୋର୍ଣ ଲୋକମାନେ ସମସ୍ତ ଭରସା ହରାଇବେ। ଘସା ରେ ଆଉ ରାଜା ରହିବେ ନାହିଁ। ଆଉ ମଧ୍ଯ ଅସ୍କିଲୋନ ଜନଶୂନ୍ଯ ହବେ।
6 ପୁଣି ଅସ୍ଦୋଦକୁ ଏକ ଜାରଜ ଶାସନ କରିବ। ମୁଁ ସମ୍ପୂର୍ଣ୍ଣ ଭାବରେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବି।
7 ସମାନେେ ଆଉ ରକ୍ତ ସହିତ ମାଂସ ଭୋଜନ କରିବେ ନାହିଁ ଅଥବା ଅନ୍ୟ ଘୃଣ୍ଯ ଖାଦ୍ୟ ଖାଇବେ ନାହିଁ। ଯେଉଁ ପଲେଷ୍ଟୀୟମାନେ ବଞ୍ଚିବେ ସମାନେେ ମଧ୍ଯ ମାେ ଲୋକମାନଙ୍କର ଅଂଶ ହବେେ, ଏହା ଯିହୁଦାର ଏକ ବଂଶ ହବେ। ଇକ୍ରୋଣର ଲୋକମାନେ ମାେ ଲୋକମାନଙ୍କର ଅଂଶୀଦାର ହବେେ, ଯେପରି ୟିବୁଷିଯମାନେ କରିଥିଲେ।
8 ଆମ୍ଭେ ନିଜ ଦେଶ ରେ ଛାଉଣୀ ସ୍ଥାପନ କରିବା, ପ୍ରହରୀ ହବୋ ଶତୃମାନଙ୍କ ବିରୁଦ୍ଧ ରେ। କୌଣସି ଅତ୍ଯାଗ୍ଭର ପୂନର୍ବାର ତାଙ୍କୁ ଦଳିତ କରିବ ନାହିଁ, କାରଣ ବର୍ତ୍ତମାନ ମୁଁ ମାରେ ସ୍ବଚକ୍ଷୁ ରେ ଦେଖୁଛି। ମାେ ସ୍ବଚକ୍ଷୁ ରେ ମାରେ ଲୋକମାନଙ୍କର ୟନ୍ତ୍ରଣା ଦେଖୁଅଛି।"
9 ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।
10 "ଆମ୍ଭେ ଇଫ୍ରଯିମଠାରୁ ରଥକୁ କାଢି ନବୋ, ୟିରୁଶାଲମଠାରୁ ଅଶ୍ବ ୟୁଦ୍ଧ ରେ ବ୍ଯବହୃତ ଧନୁ କାଢି ନିଆୟିବ।" ସହେି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ। ତାଙ୍କର ରାଜ୍ଯ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ୟ୍ଯନ୍ତ ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୁତ ହବେ।
11 ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।
12 ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫରେିୟାଅ। ବର୍ତ୍ତମାନ ତୁମ୍ଭର ଭରସା ଅଛି। ଆଜି ଆମ୍ଭେ ଘାଷେଣା କରୁଛୁ ଯେ, ଆମ୍ଭେ ତୁମ୍ଭଙ୍କୁ ଦ୍ବିଗୁଣ ଫରୋଇ ଦବୋ।
13 ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ଯବହାର କରିବା। ଇଫ୍ରଯିମକୁ ଆମ୍ଭର ଶର ରୂପେ ବ୍ଯବହାର କରିବା। ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧ ରେ ଉତ୍ତଜେିତ କରିବା ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦବୋ।
14 ସଦାପ୍ରଭୁ ତାଙ୍କ ସମ୍ମୁଖ ରେ ଉପସ୍ଥିତ ହବେେ। ବିଦ୍ଯୁତ ସଦୃଶ ତାଙ୍କର ଶର ୟିବ। ସଦାପ୍ରଭୁ ପରମେଶ୍ବର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡୁ ଝଡପରି ଅଗ୍ରସର ହବେେ।
15 ସର୍ବଶକ୍ତିମାନ୍ ସଦାପ୍ରଭୁ ସମାନଙ୍କେୁ ସୁରକ୍ଷା ଦବେେ। ସମାନେେ ଧ୍ବଂସ ହବେେ, ସମାନେେ ସମାନଙ୍କେର ଶତୃମାନଙ୍କୁ ବାଟୁଳି ଦ୍ବାରା ପରାସ୍ତ କରିବେ। ସମାନେେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହବେେ, ସମାନେେ ୟଜ୍ଞବଦେୀର କଣ ରେ ଥିବା ପାତ୍ର ଯେପରି ସହେିପରି ପୂର୍ଣ୍ଣ ହବେେ।
16 ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେୁ ରକ୍ଷା କରିବେ, ସହେିଦିନ ତାଙ୍କର ଲୋକମାନେ ମଷେପରି ହବେେ। ସମାନେେ ତାଙ୍କ ଦେଶ ରେ ମୁକୁଟର ରତ୍ନ ସ୍ବରୂପ ଝକ୍ମକ କରିବେ।
17 ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।




ଅଧ୍ୟାୟ 10

1 ବସନ୍ତ ଋତୁ ରେ ବର୍ଷା ହବୋପାଇଁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରେ। ସଦାପ୍ରଭୁ ହିଁ କବଳେ ବିଦ୍ଯୁତ୍ ପ୍ ରରଣେ କରନ୍ତି ଏବଂ ବର୍ଷା ଢାଳନ୍ତି ଓ ପ୍ରେତ୍ୟକକଙ୍କୁ କ୍ଷତରେ ଘାସ ପ୍ରଦାନ କରନ୍ତି।
2 କାରଣ ମୂର୍ତ୍ତିଗୁଡିକ ପ୍ରବଞ୍ଚନା ପୂର୍ଣ୍ଣ ବାକ୍ଯ କହିଥିଲେ ଏବଂ ଭବିଷ୍ଯଦ୍ବକ୍ତାମାନେ ମିଥ୍ଯା ଦର୍ଶନ ଦେଖିଥିଲେ। ସମାନେେ ମୂଲ୍ଯହୀନ ସ୍ବପ୍ନ ଏବଂ ସମାନେେ ମିଥ୍ଯା ସାନ୍ତ୍ବନା ଦେଲେ। ସେଥିପାଇଁ ସମାନେେ ମଷେ ତୁଲ୍ଯ ବୁଲିବେ, ଆଉ କଷ୍ଟ ଭୋଗିବେ କାରଣ ସମାନଙ୍କେର କୌଣସି ମଷେପାଳକ ନାହାନ୍ତି।
3 "ଆମ୍ଭେ ବିଶଷେଭାବରେ ପାଳକମାନଙ୍କ ଉପ ରେ କୋରଧାନ୍ବିତ। ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବା ଯେଉଁମାନେ ମଷେପଲର ଯତ୍ନ ନିଅନ୍ତି।" କାରଣ ସର୍ବଶକ୍ତିମାନ ସଦାପ୍ରଭୁ ପ୍ରକୃତ ରେ ତାଙ୍କ ପଲର ଯତ୍ନ ନିଅନ୍ତି, ଯିହୁଦାର ଘର। ସେ ସମାନଙ୍କେୁ ଏକ ଯୋଦ୍ଧା ଅଶ୍ବ ପରି ତିଆରି କରିବେ।
4 "କଣ ପ୍ରସ୍ତର, ତାଙ୍କଠାରୁ ତମ୍ବୁର କିଳା, ୟୁଦ୍ଧର ଧନୁ ଏବଂ ସମସ୍ତ ସୈନ୍ଯାଧିପତି, ଏକତ୍ର ଯିହୁଦାରୁ ଆସିବେ।
5 ସମାନେେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦବେେ। ସମାନେେ ୟୁଦ୍ଧ କରି ଶତୃପକ୍ଷର ଅଶ୍ବାରୋହୀମାନଙ୍କୁ ମଧ୍ଯ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି।
6 ଆମ୍ଭେ ଯିହୁଦାର ଗୃହକୁ ଶକ୍ତିଶାଳୀ କରାଇବା ଆଉ ମଧ୍ଯ ଆମ୍ଭେ ଯୋଷଫେର ଗୃହକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ପୁନଃସ୍ଥାପନ କରିବା କାରଣ ସମାନଙ୍କେ ପ୍ରତି ଆମ୍ଭର ଦୟା ଅଛି। ଏହା ଏପରି ହବେ ଯେପରିକି ଆମ୍ଭେ ସମାନଙ୍କେୁ କବେେ ପ୍ରତ୍ଯାଖ୍ଯାନ କରିନାହୁଁ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଏବଂ ଆମ୍ଭେ ସମାନଙ୍କେର ପାର୍ଥନା ଶୁଣିବା।
7 ଇଫ୍ରଯିମର ଲୋକମାନେ ଦ୍ରାକ୍ଷାରସ ପାନ କରିଥିବା ସୈନ୍ଯଟି ପରି ଖୁସି ହବେେ। ସମାନଙ୍କେର ପିଲାମାନେ ଦେଖିବେ ଓ ଆନନ୍ଦ କରିବେ। ସମାନଙ୍କେର ହୃଦଯ ସଦାପ୍ରଭୁଙ୍କଠା ରେ ଉଲ୍ଲସିତ ହବେ।
8 "ଆମ୍ଭେ ତୂରି ବଜାଇବା ଏବଂ ସମାନଙ୍କେୁ ଏକତ୍ରୀତ କରାଇବା। ଆମ୍ଭେ ସମାନଙ୍କେୁ ଦାସତ୍ବରୁ ମୁକ୍ତ କରିଅଛୁ ଓ ସମାନେେ ଯେପରି ବହୁ ସଂଖ୍ଯା ରେ ଥିଲେ ସହେିପରି ବହୁ ସଂଖ୍ଯା ରେ ପୂର୍ଣ୍ଣ ହବେେ।
9 ଯଦିଓ ଆମ୍ଭେ ଦେଶଗୁଡିକ ମଧିଅରେ ସମାନଙ୍କେୁ ବିଛାଡି ଦଇେଛୁ, ସମାନେେ ସହେି ଦୂର ସ୍ଥାନ ରେ ଆମ୍ଭକୁ ମନେ ପକାଇବେ। ସମାନେେ ସନ୍ତାନଗଣଙ୍କୁ ପାଳନ କରିବେ ଏବଂ ସମାନେେ ଫରେିବେ।
10 ଆମ୍ଭେ ସମାନଙ୍କେୁ ମିଶରରୁ ଫରୋଇ ଆଣିବା ଏବଂ ଅଶୂରରୁ ଏକତ୍ରୀତ କରିବା। ଆମ୍ଭେ ସମାନଙ୍କେୁ ଗିଲିଯଦରୁ ଏବଂ ଲିବାନୋନ୍ରୁ ଫରୋଇ ଆଣିବା ଏବଂ ସମାନଙ୍କେ ପାଇଁ ୟଥେଷ୍ଟ ସ୍ଥାନ ନଥିବ।"
11 ସମାନେେ ଦାରୁଣ ବ୍ଯଥାର ସମୁଦ୍ର ମଧ୍ଯଦଇେ ପାର ହବେେ ଏବଂ ସମୁଦ୍ରର ଢେଉକୁ ଆଘାତ କରିବେ। ନୀଳ ନଦୀର ଗଭୀରତାର ପାଣି ସବୁ ଶୁଖିୟିବ। ଅଶୂରର ଗର୍ବ ନତ ହବେ ଏବଂ ମିଶରର ରାଜଦଣ୍ତ ଗ୍ଭଲିୟିବ।
12 ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।




ଅଧ୍ୟାୟ 11

1 ହେ ଲିବାନୋନ୍, ତୁମ୍ଭେ ତୁମ୍ଭର ସମସ୍ତ ଦ୍ବାର ଖାଲିଦେିଅ ଯେପରି ଅଗ୍ନି ତୁମ୍ଭର ସମସ୍ତ ଦବଦୋରୁ ବୃକ୍ଷଗୁଡିକୁ ପୋଡି଼ ପକାଇବେ।
2 ତୁମ୍ଭେ ଦବଦୋରୁ ଜୀତୀଯ ବୃକ୍ଷ ଶୋକ କର କାରଣ ଦବଦୋରୁ ପଡିୟାଇଛି। ଶକ୍ତିଶାଳୀମାନେ ଧ୍ବଂସ ହାଇେଛନ୍ତି। ଶୋକ କର, ହେ ବାଶନର ଆଲୋନ୍ ବୃକ୍ଷ ସହେି ଦୁର୍ଗମ ବନ କଟାଗଲା।
3 ମଷେପାଳକମାନଙ୍କର ବିଳାପ ଶୁଣ। କାରଣ ସମାନଙ୍କେର ଶକ୍ତିଶାଳୀ ନେତାମାନେ ଧ୍ବଂସ ହେଲେ। ୟୁବା ସିଂହମାନଙ୍କର ରବ ଶୁଣ। କାରଣ ଯିହୁଦାର ଗର୍ବ ଧ୍ବଂସ ହାଇେଛି।
4 ସଦାପ୍ରଭୁ ମାରେ ପରମେଶ୍ବର କହନ୍ତି, "ଏହି ବଧ ହବୋକୁ ଥିବା ମଷେପଲର ଯତ୍ନ ନିଅ।
5 ଯେଉଁମାନେ ସଗେୁଡିକୁ କିଣନ୍ତି ସମାନେେ ସଗେୁଡିକୁ ହତ୍ଯା କଲେ, ଆଉ ସମାନେେ ଦୋଷୀ ସାବ୍ଯସ୍ତ ହବେେ ନାହିଁ। ଯେଉଁମାନେ ସଗେୁଡିକୁ ବିକ୍ରୀ କରନ୍ତି, କହିବେ, 'ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ମୁଁ ଧନୀ ହାଇେଅଛି।' ଏବଂ ସମାନଙ୍କେର ମଷେପାଳକମାନଙ୍କର ସମାନଙ୍କେର ମଷେ ଦଳର ଉପ ରେ ଦୟା ନଥିବ।
6 ସଦାପ୍ରଭୁ ଏହିକଥା କହିଲେ, ଏହି ଦେଶ ନିବାସୀ ପାଇଁ ଆମ୍ଭେ ପୂନର୍ବାର ଦୟା ଦଖାଇବୋ ନାହିଁ।" "ମାତ୍ର ଦେଖ, ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ତାଙ୍କର ପ୍ରତିବେଶୀ ଓ ତାଙ୍କ ରାଜାଙ୍କ ହସ୍ତ ରେ ହସ୍ତାନ୍ତର କରିବା। ସମାନେେ ତାଙ୍କର ଦେଶକୁ ଧ୍ବଂସ କରିବେ। ଆମ୍ଭେ ସମାନଙ୍କେୁ ସମାନଙ୍କେ ଶକ୍ତିରୁ ରକ୍ଷା କରିବା ନାହିଁ।"
7 ତେଣୁ ବଧର ଯୋଗ୍ଯ ସହେି ମଷେପଲର ଆମ୍ଭେ ଯତ୍ନ ନଲେୁ, ଯେଉଁ ନିରୀହ ମଷେ ମରା ହବୋକୁ ଯାଉଥିଲେ, ଆମ୍ଭେ ଦୁଇଟି ୟଷ୍ଟି ନଲେୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦଲେୁ। ଏହିପରି ଆମ୍ଭେ ମଷେପଲର ଯତ୍ନ ନଲେୁ।
8 ଆମ୍ଭେ ଏକମାସ ମଧିଅରେ ତିନିଜଣ ମଷେପାଳକଙ୍କୁ ଧ୍ବଂସ କଲୁ। ଆମ୍ଭେ ସମାନଙ୍କେ ଉପ ରେ ଅର୍ଧୈୟ୍ଯ ଥିଲୁ ଏବଂ ସମାନେେ ଆମ୍ଭକୁ ଘୃଣା କଲେ।
9 ତା'ପ ରେ ଆମ୍ଭେ କହିଲୁ, "ଆମ୍ଭେ ତୁମ୍ଭର ମଷେପାଳକ ହବୋ ନାହିଁ। ଯେଉଁମାନଙ୍କର ମରିବାର ଅଛି ସମାନେେ ମରନ୍ତୁ ଓ ଯେଉଁମାନଙ୍କର ଉଚ୍ଛନ୍ନ ହବୋର ଅଛି ସମାନେେ ଉଚ୍ଛନ୍ନ ହୁଅନ୍ତୁ। ଯେଉଁ ଅବଶିଷ୍ଟ ରହିବେ ସମାନେେ ପରସ୍ପରକୁ ଧ୍ବସ୍ତ ବିଧ୍ବସ୍ତ କରନ୍ତୁ।"
10 ତା'ପ ରେ ଆମ୍ଭେ ଶାେଭା ନାମକ ୟଷ୍ଟିକୁ ନଲେୁ ଏବଂ ତାକୁ ଭାଙ୍ଗି ଦଲେୁ। ଆମ୍ଭେ ଏହା କଲୁ, ଆମ୍ଭର ଚୁକ୍ତିକୁ ଧ୍ବଂସ କରିବା ପାଇଁ ଯାହା ଏହି ଲୋକମାନଙ୍କ ସହିତ କରିଥିଲୁ।
11 ସହେିଦିନ ସହେି ଚୁକ୍ତି ଭଗ୍ନ ହେଲା। ତା'ପ ରେ ସହେି ନୀରିହ ମଷଗେୁଡିକ ଯେଉଁମାନେ ଆମ୍ଭଙ୍କୁ ଦେଖୁଥିଲେ, ଜାଣିଲେ ଯେ ଏହା ସଦାପ୍ରଭୁଙ୍କର ବାକ୍ଯ ଥିଲା।
12 ତା'ପ ରେ ମୁଁ କହିଲି, "ଯଦି ତୁମ୍ଭମାନେେ ମାେତେ ମାରେ ବତନେ ଦବୋକୁ ଇଚ୍ଛା କରୁଛ ତବେେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ।" ତେଣୁ ସମାନେେ ମାରେ ମଜୁରି ତିରିଶ ରେ ୗପ୍ୟ ମୁଦ୍ରା ଦେଲେ।
13 ତା'ପ ରେ ସଦାପ୍ରଭୁ ମାେତେ କହିଲେ, " ସହେି ମହତ ମୂଲ୍ଯକୁ ଫୋପାଡି ଦିଅ, କାରଣ ସମାନେେ ଆମ୍ଭର ମୂଲ୍ଯ ରାଜକୋଷ ମଧ୍ଯରୁ ନିରୁପଣ କଲେ।" ତେଣୁ ମୁଁ ସହେି ତିରିଶଟି ରେ ୗପ୍ୟ ମୁଦ୍ରା ନଇେ ସଦାପ୍ରଭୁଙ୍କ ମନ୍ଦିରର କଷୋଗାର ରେ ପକାଇ ଦଲେି।
14 ତା'ପ ରେ ମୁଁ ବନ୍ଧନୀ ନାମକ ୟଷ୍ଟିକୁ ଦୁଇଖଣ୍ତ କଲି। ଏହା କଲି, ଯିହୁଦା ଓ ଇଶ୍ରାୟେଲର ଏକତା ନଷ୍ଟ କରିବା ପାଇଁ।
15 ତା'ପ ରେ ସଦାପ୍ରଭୁ ମାେତେ କହିଲେ, "ପୁନର୍ବାର ସହେି ନିର୍ ବୋଧ ମଷେପାଳକର ସାଜ ଦିଅ।
16 କାରଣ ଏହି ଦେଶ ରେ ଆମ୍ଭେ ଏକ ମଷେପାଳକ ଉତ୍ଥାପିତ କରୁଛୁ। ସେ ହଜିୟାଇଥିବା ମଷଗେୁଡିକ ନିମନ୍ତେ ଯତ୍ନ ନବେ ନାହିଁ। ବିପଥଗାମୀମାନଙ୍କୁ ସେ ଖାଜେିବ ନାହିଁ। ସେ କ୍ଷତିଗ୍ରସ୍ଥ ଲୋକଙ୍କୁ ସୁସ୍ଥ କରିବ ନାହିଁ। ଯେଉଁମାନେ ଜୀବନ୍ତ ଅଛନ୍ତି, ସମାନଙ୍କେୁ ସେ ଖୁଆଇବ ନାହିଁ। ସେ ସଗେୁଡିକର ଖୁରାକୁ ଛିଣ୍ତାଇ ହୃଷ୍ଟପୃଷ୍ଟ ମଷେମାନଙ୍କୁ ଭକ୍ଷଣ କରିବ।"
17 ଯେ ଅ ଯୋଗ୍ଯ ମଷେପାଳକ, ସେ ପଲକୁ ତ୍ଯାଗ କରେ। ତାକୁ ଧ୍କ୍! ଖଡ୍ଗ ତା'ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚଯ ଶୁଷ୍କ ହବେ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚଯ ଅନ୍ଧ ହାଇଯେିବ।




ଅଧ୍ୟାୟ 12

1 ଏକ ସ୍ବର୍ଗୀଯ ବାଣୀ, ଇଶ୍ରାୟେଲ ବିଷଯ ରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ୟିଏକି ସ୍ବର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ୟିଏକି ମନୁଷ୍ଯମାନଙ୍କ ମଧିଅରେ ନିଶ୍ବାସ ପ୍ରଶ୍ବାସ ସ୍ଥାପନ କରିଅଛନ୍ତି।
2 " ଦେଖ, ଦେଶସମୂହ ପ୍ରତି ୟିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ୟିରୁଶାଲମ ଅବରୋଧ ହାଇେ ରହିବ।
3 କିନ୍ତୁ ଆମ୍ଭେ ୟିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସମାନେେ ଆଘାତପ୍ରାପ୍ତ ହବେେ। ସହେି ଲୋକମାନେ ପ୍ରକୃତ ରେ କ୍ଷତବିକ୍ଷତ ହବେେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ୟିରୁଶାଲମ ବିରୁଦ୍ଧ ରେ ଏକତ୍ରୀତ ହବେେ।
4 ସଦାପ୍ରଭୁ କୁହନ୍ତି, ସଦେିନ ଆମ୍ଭେ ପ୍ରେତ୍ୟକକ ଅଶ୍ବକୁ ଭୟଭୀତ କରାଇବା ଏବଂ ଅଶ୍ବାରୋହୀର ମତିଭ୍ରମ ହବେ। ଆମ୍ଭେ ଦେଶମାନଙ୍କର ସମସ୍ତ ଅଶ୍ବକୁ ଅନ୍ଧ କରିଦବୋ, ମାତ୍ର ମାରେ ଚକ୍ଷୁ ଖାେଲା ରହିବ ଏବଂ ଯିହୁଦା ଉପ ରେ ମାରେ ସତର୍କ ଦୃଷ୍ଟି ରହିବା
5 ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସମାନେେ କହିବେ, 'ୟିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ଆସ୍ଥା ରଖନ୍ତି।'
6 ସହେିଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧିଅରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହାଇେଥିବା ନୂତନ ଶସ୍ଯ ମଧିଅରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସମାନେେ ତାଙ୍କ ବାମ ଓ ଦକ୍ଷିଣ ରେ ଥିବା ଲୋକମାନଙ୍କୁ ଧ୍ବଂସ କରିବେ କିନ୍ତୁ ୟିରୁଶାଲମ ତା'ର ସ୍ଥାନ ରେ ଅକ୍ଷତ ରହିବ।"
7 ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡିକୁ ରକ୍ଷା କରିବେ। ସେ ଏପରି କରିବେ ୟଦ୍ବାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ୟିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହବେ ନାହିଁ।
8 ସହେିଦିନ ସଦାପ୍ରଭୁ ପୁନର୍ବାର ୟିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦବେେ। ଏପରିକି ସବୁଠାରୁ ଦୁର୍ବଳ ବ୍ଯକ୍ତି ମଧ୍ଯ ସହେିଦିନ ଦାଉଦଙ୍କ ପରି ହବେ। ସହେିଦିନ ଆଉ ମଧ୍ଯ ଦାଉଦଙ୍କ ପରିବାର ଲୋକ ଦବେତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖ ରେ ହବେେ।
9 ସଦାପ୍ରଭୁ କୁହନ୍ତି, " ସହେିଦିନ ଯେଉଁ ଦେଶ ୟିରୁଶାଲମ ବୁରୁଦ୍ଧ ରେ ଆସିବ ଆମ୍ଭେ ତାକୁ ଧ୍ବଂସ କରିବା।
10 ଆମ୍ଭେ ଦାଉଦ ପରିବାର ଓ ୟିରୁଶାଲମ ନିବାସୀଙ୍କ ଉପ ରେ ଦୟା ଓ ବିନତୀର ଆତ୍ମା ବୃଷ୍ଟି କରିବା। ସମାନେେ ଆମ୍ଭକୁ ଦେଖିବେ, ଯାହାକୁ ସମାନେେ ବିନ୍ଧି କଲେ। ଏବଂ ସମାନେେ ଶାେକ କରିବେ। ସମାନେେ ଏପରି ଶାେକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ଯୁ ରେ ଜଣେ ଯେପରି ଶାେକ କରେ। ସମାନେେ ବ୍ଯାକୁଳ ହାଇେ କାନ୍ଦିବେ, ଯେପରି ଜଣେ ଜେଷ୍ଠପୁତ୍ରର ମୃତ୍ଯୁ ରେ କାନ୍ଦନ୍ତି।
11 ସହେିଦିନ, ୟିରୁଶାଲମ ରେ ଶାେକ ହବେ, ଏପରି ମହାନ୍ ଶାେକ ଯେପରିକି ହଦଦ୍-ରିମ୍ମୋଶ ମଗିଦ୍ଦୋନର ଉପତ୍ୟକା ରେ ହାଇେଥିଲା।
12 ସମଗ୍ର ଦେଶ ଶାେକ କରିବ, ପ୍ରେତ୍ୟକକ ପରିବାର ନିଜେ ନିଜେ ଶାେକ କରିବେ। ଦାଉଦ ପରିବାରର ଲୋକମାନେ ନିଜେ ନିଜେ, ଏବଂ ସମାନଙ୍କେର ସ୍ତ୍ରୀମାନେ ନିଜେ ନିଜେ, ନାଥନ୍ ବଂଶର ଲୋକମାନେ ନିଜେ ନିଜେ ଏବଂ ସମାନଙ୍କେର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।
13 ଲବେୀ ପରିବାରର ନିଜେ ନିଜେ ଏବଂ ସମାନଙ୍କେର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିଯିର ପରିବାରମାନେ ନିଜେ ନିଜେ ଶାେକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।
14 ଏବଂ ଅନ୍ୟ ସମସ୍ତ ବଞ୍ଚିତ ପରିବାର ନିଜେ ନିଜେ, ପ୍ରେତ୍ୟକକ ପରିବାରବର୍ଗ ଏକା ଏବଂ ସମାନଙ୍କେର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।"




ଅଧ୍ୟାୟ 13

1 ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।
2 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।
3 ଯଦି କହେି ଭବିଷ୍ଯତ୍ବାଣୀ କରୁଛି ତା'ର ପିତାମାତା ତାକୁ କହିବେ, 'ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ମିଥ୍ଯା ବାକ୍ଯ କହିଛ।' ତା'ର ପିତା ଏବଂ ମାତା ୟିଏ ତାକୁ ଧାରଣ କରିଛନ୍ତି ସେ ଯେତବେେଳେ ଭବିଷ୍ଯବାଣୀ କରିବ ତାକୁ ଖଡ୍ଗ ରେ ବିନାଶ କରିବେ।
4 ସଦେିନ ପ୍ରେତ୍ୟକକ ଭବିଷ୍ଯତ-ବକ୍ତା ନିଜର କଳ୍ପିତ ଦର୍ଶନ ପାଇଁ ଲଜ୍ଜିତ ହବେେ। ସମାନେେ ଭବିଷ୍ଯତ୍ବକ୍ତାପରି ପ୍ରତାରିତ କରିବା ପାଇଁ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।
5 ସହେି ଲୋକମାନେ କହିବେ, 'ମୁଁ ଜଣେ ଭବିଷ୍ଯଦ୍ବକ୍ତା ନୁହେଁ, ମୁଁ ଜଣେ କୃଷକ। ଏହି ଭୂମି ମାରେ ବାଲ୍ଯକାଳରୁ ମାରେ ଅଧିକାର ରେ ଅଛି।'
6 କିନ୍ତୁ ଅନ୍ଯଲୋକମାନେ କହିବେ, 'ତୁମ୍ଭର ହାତ ରେ ଏହି କ୍ଷତଗୁଡିକ କ'ଣ? ସେ ଉତ୍ତର ଦବେେ, 'ମୁଁ ମାେ ବନ୍ଧୁମାନଙ୍କ ଗୃହ ରେ କ୍ଷତ ବିକ୍ଷତ ହାଇେଥିଲି।"'
7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, " ହେ ଖଡ୍ଗ, ୟାଅ! ଏବଂ ମଷେପାଳକ ଆମ୍ଭର ଘନିଷ୍ଠ ବନ୍ଧୁଙ୍କୁ ଆଘାତ କର। ମଷେପାଳକଙ୍କୁ ଆଘାତ କର, ଯେପରି ମଷେପଲ ପଳାଯନ କରିବେ। ଆମ୍ଭେ ଆପଣା ହସ୍ତ ସହେି କ୍ଷୁଦ୍ରମାନଙ୍କ ବିରୁଦ୍ଧ ରେ ଉଠାଇବା।"
8 ଦେଶର ଦୁଇ ତୃତୀଯାଂଶ ଲୋକ ଚ୍ଛଦନେ ହବେେ ଓ ମୃତ୍ଯୁବରଣ କରିବେ। ମାତ୍ର ଏକ ତୃତୀଯାଂଶ ଜୀବିତ ରହିବେ।
9 ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।"'




ଅଧ୍ୟାୟ 14

1 ଦେଖ, ସଦାପ୍ରଭୁଙ୍କର ପାଇଁ ଏକ ବିଶଷଦେିନ ଆସୁଛି। ତୁମ୍ଭମାନେେ ଯେଉଁ ସମ୍ପତ୍ତି ନଇେଛ ତାହା ତୁମ୍ଭମାନଙ୍କ ମଧିଅରେ ଭାଗ କରାୟିବ।
2 ଆମ୍ଭେ ସମସ୍ତ ଗୋଷ୍ଠୀକୁ ୟିରୁଶାଲମ ବିରୁଦ୍ଧ ରେ ଲଢିବାକୁ ଏକତ୍ରୀତ କରିବା। ନଗରଟି ପରାଜିତ ହବେ ଓ ଗୃହଗୁଡିକ ଲୁଣ୍ଠିତ ହବେ। ସ୍ତ୍ରୀମାନେ ଧର୍ଷିତ ହବେେ ଏବଂ ଦେଶର ଅର୍ଦ୍ଦକେ ଲୋକ ନିର୍ବାସିତ ହବେେ। ଅବଶିଷ୍ଟ ଲୋକମାନେ ନଗରୀରୁ ନିଆଯିବେ ନାହିଁ।
3 ସେତବେେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।
4 ସେତବେେଳେ ସଦାପ୍ରଭୁଙ୍କର ଦୁଇ ପଦ ୟିରୁଶାଲମର ପୂର୍ବ ଦିଗ ରେ ଥିବା ଅଲିଭ ପର୍ବତ ଉପ ରେ ଠିଆ ହବେ। ସହେି ଅଲିଭ୍ ପର୍ବତ ବିଦୀର୍ଣ୍ଣ ହବେ ଓ ଏହାର ଗୋଟିଏ ଅଂଶ ଉତ୍ତର ଦିଗକୁ ଓ ଅନ୍ୟ ଅଂଶଟି ଦକ୍ଷିଣ ଦିଗକୁ ଗତି କରିବ। ଗୋଟିଏ ଗଭୀର ଉପତ୍ୟକା ପୂର୍ବ ପଶ୍ଚିମ ହାଇେ ବିସ୍ତୃତ ହବେ।
5 ସହେି ପାର୍ବତ୍ଯ ଉପତ୍ୟକା ଯେତବେେଳେ ତୁମ୍ଭମାନଙ୍କର ନିକଟତର ହବେ ତୁମ୍ଭମାନେେ ଖସିୟିବାକୁ ଚେଷ୍ଟା କରିବ। ଯିହୁଦାର ରାଜା ଉଷିୟଙ୍କ ସମୟରେ ହାଇେଥିବା ଭୂମିକମ୍ପ ବେଳେ ଯେଉଁପରି ଭାବରେ ଲୋକମାନେ ପଳାଯନ କରୁଥିଲେ ସହେିପରି ତୁମ୍ଭମାନେେ ଦୌଡିବ। ମାତ୍ର ସଦାପ୍ରଭୁ ମାରେ ପରମେଶ୍ବର ଆସିବେ ଏବଂ ତୁମ୍ଭ ସହିତ ସମସ୍ତ ପବିତ୍ର ପ୍ରାଣୀ ଥିବେ।
6 ସହେିଦିନ ଆଲୋକ ରହିବ ନାହିଁ, ଶୀତଳତା କି ତୁଷାର ହବେ ନାହିଁ। ଗୋଟିଏ ବିଶଷଦେିନ କବଳେ ସଦାପ୍ରଭୁଙ୍କୁ ଜଣା କୌଣସି ଦିନ ବା ରାତ୍ରି ହବେ ନାହିଁ। ସନ୍ଧ୍ଯା ସମୟରେ ଆଲୋକ ଥିବ।
7
8 ସଦେିନ, ୟିରୁଶାଲମରୁ ସ୍ବଚ୍ଛ ଜଳ ପ୍ରବାହିତ ହବେ। ସେ ଅଧା ପ୍ରବାହିତ ହବେ ସମୁଦ୍ର ଆଡକୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡକୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳ ରେ ହବେ।
9 ସହେିଦିନ ସଦାପ୍ରଭୁ ସମଗ୍ର ପୃଥିବୀ ଉପ ରେ ରାଜା ହବେେ। କବଳେ ସଠାେ ରେ ଜଣେ ସଦାପ୍ରଭୁ ଓ ତାଙ୍କର ଗୋଟିଏ ମାତ୍ର ନାମ ରହିବ।
10 ଆଉ ମଧ୍ଯ ସହେି ସମୟରେ, ସମସ୍ତ ଦେଶ ୟିରୁଶାଲମର ଦକ୍ଷିଣ ଗବୋଠାରୁ ରିେମ୍ମାନ ପର୍ୟ୍ଯନ୍ତ ଭୂମି ସମତଳ ଭୂମିରେ ପରିଣତ ହବେ। କିନ୍ତୁ ୟିରୁଶାଲମ ତା' ସ୍ଥାନରୁ ଉଚ୍ଚ ରେ ଠିଆ ହବେ। ଏହା ବିନ୍ଯାମୀନ ଫାଟକଠାରୁ ପ୍ରଥମ ଫାଟକ ପର୍ୟ୍ଯନ୍ତ ହନ୍ନଲରେ କଣ ଫାଟକଠାରୁ ରାଜାଙ୍କର ଦ୍ରାକ୍ଷାକ୍ଷେତ୍ର ପର୍ୟ୍ଯନ୍ତ ବିସ୍ତୁତ ହବେ।
11 ଲୋକମାନେ ଯିବେ ଓ ସଠାେ ରେ ବାସ କରିବେ। ପୁନର୍ବାର ୟିରୁଶାଲମ ସମ୍ପୁର୍ଣ୍ଣ ଧ୍ବଂସ ହବେ ନାହିଁ। ୟିରୁମାଲମ ନିରାପଦ ହବେ।
12 ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସହେିମାନଙ୍କ ବିରୁଦ୍ଧ ରେ ଯେଉଁମାନେ ୟିରୁଶାଲମ ବିରୁଦ୍ଧ ରେ ଲଢୁଥିଲେ। ଲୋକମାନେ ଛିଡା ହାଇେ ଥିବା ବେଳେ ସମାନଙ୍କେର ଚର୍ମ ପଚିୟିବ। ସମାନଙ୍କେର ଚକ୍ଷୁ କୋଟର ମଧିଅରେ ପଶିୟିବ ଓ ଜିହ୍ବା ପାଟି ମଧିଅରେ ପଶିୟିବ।
13 ସହେି ଭୟଙ୍କର ବ୍ଯାଧି ସହେି ଶିବିର ରେ ରହିବ। ଆଉ ମଧ୍ଯ ସମାନଙ୍କେର ଅଶ୍ବ, ଖଚର, ଓଟ ଓ ଗର୍ଦ୍ଦଭ ସହେି ଭୟଙ୍କର ବ୍ଯାଧି ରେ ଆକ୍ରାନ୍ତି ହବେେ।
14
15
16 ପ୍ରେତ୍ୟକକ ବ୍ଯକ୍ତି ୟିଏ ଦେଶ ଛାଡି ୟିରୁଶାଲମ ବିରୁଦ୍ଧ ରେ ଆସିଛନ୍ତି, ପ୍ରେତ୍ୟକକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତିବର୍ଷ ସମାନଙ୍କେର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ।
17 ଯଦି କୌଣସି ଦେଶର ପରିବାର ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଆସିବେ ନାହିଁ, ବର୍ଷା ସମାନଙ୍କେ ଉପ ରେ ପଡିବ ନାହିଁ।
18 ଯଦି ମିଶରର ପରିବାର ନ ଆସିନ୍ତି, ବର୍ଷା ସମାନଙ୍କେ ଉପ ରେ ଆସିବ ନାହିଁ। ତା' ବଦଳ ରେ ସଦାପ୍ରଭୁ ମହାମାରୀ ପଠାଇବେ ଯାହା ସେ ଦେଶସବୁ ବିରୁଦ୍ଧ ରେ ପଠାଇଥିଲେ ଏବଂ ଯେଉଁମାନେ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ୟାଇ ନଥିଲେ।
19 ତାହା ମିଶରର ପାପ ହବେ ଏବଂ ପ୍ରେତ୍ୟକକ ଦେଶର ପାପ ଯେଉଁମାନେ ୟାଆନ୍ତି ନାହିଁ ଓ ପତ୍ରକୂଟୀର ପର୍ବ ପାଳନ କରନ୍ତି ନାହିଁ।
20 ସହେିଦିନ 'ସଦାପ୍ରଭୁଙ୍କ ପବିତ୍ର' ଏପରିକି ଅଶ୍ବଗଣର ଘଣ୍ଟି ରେ ମଧ୍ଯ ଲଖାୟିବେ। ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ସମସ୍ତ ପାତ୍ର ୟଜ୍ଞବଦେୀର ଜଳପାତ୍ର ତୁଲ୍ଯ ହବେ।
21 ସମସ୍ତ ଜଳପାତ୍ର ୟିରୁଶାଲମ ଓ ଯିହୁଦା ରେ "ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହବେ।" ନବୈେଦ୍ଯ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସମାନଙ୍କେଠାରୁ ଜଳପାତ୍ର ନବେେ ଏବଂ ବଳିଦାନର ମାଂସ ରନ୍ଧନ କରିବେ।