ମଲାଖୀ

ଅଧ୍ୟାୟ: 1 2 3 4


-Reset+

ଅଧ୍ୟାୟ 1

1 ଇଶ୍ରାୟେଲ ପ୍ରତି ସଦାପ୍ରଭୁଙ୍କର ଏହି ବାର୍ତ୍ତା ଥିଲା। ଏହି ବାର୍ତ୍ତା ପ୍ରଗ୍ଭର କରିବାକୁ ପରମେଶ୍ବର ମଲାଖିକୁ ନିୟୁକ୍ତ କରିଥିଲେ।
2 ସଦାପ୍ରଭୁ କହିଲେ, "ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ ରମେ କରିଅଛୁ।"
3 ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡିକୁ ଧ୍ବଂସ କଲୁ। ଏଷୌର ମାତୃଭୂମି ଧ୍ବଂସ ପାଇଲା ଏବଂ ସଠାେ ରେ କବଳେ ଶୃଗାଳ ବାସ କରିଲେ।"
4 ଇଦୋମର ଲୋକମାନେ କହିବେ, "ଆମ୍ଭମାନେେ ନିପାତିତ ହାଇେଥିଲୁ ମାତ୍ର ଆମ୍ଭମାନେେ ଆମ୍ଭର ବିଧ୍ବସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।"
5 ତୁମ୍ଭମାନେେ ଏହିସବୁ ଦେଖିବ ଓ କହିବ, "ସଦାପ୍ରଭୁ ଇଶ୍ରାୟେଲର ବାହା ରେ ମଧ୍ଯ ମହିମାନ୍ବିତ ହୁଅନ୍ତୁ।"
6 ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, "ପିଲାମାନେ ସମାନଙ୍କେର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସମାନଙ୍କେର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହିଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁନାହିଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ଯ ମନୋଭାବ ଦଖାେଉଛ।"
7 ସଦାପ୍ରଭୁ କହିଲେ, "ତୁମ୍ଭମାନେେ ଆମ୍ଭର ୟଜ୍ଞବଦେୀ ଉପ ରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ।"
8 ତୁମ୍ଭମାନେେ ୟଜ୍ଞବଦେୀ ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ'ଣ ଭୂଲ୍ ନୁହେଁ? ତୁମ୍ଭମାନେେ ଯେଉଁ େଛାଟ ଓ ରୋଗୀ ପଶୁଗୁଡିକୁ ଉତ୍ସର୍ଗ କରୁଛ ତାହା ମଧ୍ଯ ଭୁଲ୍ ନୁହେଁ କି? ତୁମ୍ଭମାନେେ ଯଦି ସହେି ଭଟେି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ'ଣ ସନ୍ତୁଷ୍ଟ ହବେେ? ନା, ସେ କବେେ ହେଲେ ସେ ଭଟେି ଗ୍ରହଣ କରିବେ ନାହିଁ।" ସର୍ବଶକ୍ତିମାନ ସଦାପ୍ରଭୁ ଏହି ସବୁ କହିଥିଲେ।
9 " ହେ ଯାଜକଗଣ, ସଦାପ୍ରଭୁଙ୍କୁ ପ୍ରାର୍ଥନା କର ଯେପରି ଆମ ପ୍ରତି ଦୟାଳୁ ହବେେ। ଏହା ତୁମ୍ଭର ଭୂଲ୍ ଯୋଗୁଁ ହାଇେଛି। ସେ କାହିଁକି ତୁମ୍ଭମାନଙ୍କ ମଧ୍ଯରୁ କାହାକୁ ଗ୍ରହଣ କରିବେ?" ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଥିଲେ।
10 "ଆମ୍ଭେ ଇଛାକରୁ, ତୁମ୍ଭର କହେି ଯାଜକ ଦ୍ବାରା ବନ୍ଦ କରିଦିଅନ୍ତୁ। ତା' ହେଲେ ତୁମ୍ଭେ ମାରେ ବଦେୀ ରେ ଅନୁପୟୋଗୀ ଅଗ୍ନି ଜଳାଇ ପିରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠା ରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନବୈେଦ୍ଯ ଗ୍ରହଣ କରିବୁ ନାହିଁ।" ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।
11 ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ।" ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।
12 "ମାତ୍ର, ତୁମ୍ଭମାନେେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭମାନେେ କହୁଛ ସଦାପ୍ରଭୁଙ୍କର ୟଜ୍ଞବଦେୀ ଅପବିତ୍ର।
13 ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।
14 କେତକେ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦବୋ ପାଇଁ, କିନ୍ତୁ ଶଷେ ରେ ସମାନେେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସମାନେେ ଅଭିଶପ୍ତ ହବେେ। ଆମ୍ଭେ ଜଣେ ମହାନ୍ ରାଜା ଅଟୁ। ଆମ୍ଭକୁ ତୁମ୍ଭମାନେେ ସମ୍ମାନ କରିବା ଉଚିତ ଓ ସମଗ୍ର ବିଶ୍ବ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।" ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।




ଅଧ୍ୟାୟ 2

1 " ହେ ଯାଜକଗଣ, ଏହି ବିଧି ତୁମ୍ଭମାନଙ୍କ ପାଇଁ।
2 ଯଦି ତୁମ୍ଭମାନେେ ଧ୍ଯାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦବୋ ପାଇଁ, ଗୁରୁତ୍ବ ନ ଦିଅ ତବେେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡିକ ଅଭିଶାପ ରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭମାନେେ ଆମ୍ଭର ନାମକୁ ଗୌରବ ଦବୋ ବିଷଯ ରେ ଗମ୍ଭୀର ନୁହଁ।" ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।
3 " ଦେଖ, ଆମ୍ଭେ ତୁମ୍ଭମାନଙ୍କର ବଂଶଧରମାନଙ୍କୁ ଦଣ୍ତ ଦବୋ। ଛୁଟିଦିନମାନଙ୍କ ରେ ତୁମ୍ଭମାନଙ୍କର ଯାଜକଗଣ ଆମ୍ଭକୁ ବିଳିଦାନ ଅର୍ପଣ କରିବେ। ମାତ୍ର ତୁମ୍ଭମାନେେ ମୃତ ପ୍ରାଣୀମାନଙ୍କର ଯେଉଁ ଗୋବର ବାହାରକୁ ଫିଙ୍ଗି ଦିଅ, ଆମ୍ଭେ ସହେି ଗୋବରକୁ ନଇେ ତୁମ୍ଭମାନଙ୍କ ମୁହଁ ରେ ପକାଇବା ଓ ତୁମ୍ଭମାନଙ୍କୁ ସହେି ଗୋବର ସହିତ ଫିଙ୍ଗି ଦବୋ।
4 ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ବରା ଲବେୀମାନଙ୍କ ସହିତ ଆମ୍ଭର ନିଯମ ଗ୍ଭଲୁ ରହିବ।" ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।
5 "ଆମ୍ଭେ ଲବେୀ ସହିତ ଚୁକ୍ତି କରିଥିଲୁ ତାକୁ ଜୀବନ ଓ ଶାନ୍ତି ଦବୋପାଇଁ ଏବଂ ଆମ୍ଭେ ଆପଣା ଶପଥ ରଖିଥିଲୁ। ସେ ଆମ୍ଭକୁ ସମ୍ମାନ ଓ ଭୟ କରୁଥିଲା ଏବଂ ଆମ୍ଭ ନାମକୁ ଭକ୍ତି କରୁଥିଲା।
6 ଲବେୀ ସତ୍ଯବାଣୀ ପ୍ରଗ୍ଭର କରୁଥିଲା ଏବଂ ସେ ମିଥ୍ଯା ଶିକ୍ଷା ଦେଉନଥିଲା। ସେ ଧାର୍ମିକ ଏବଂ ବିଶ୍ବସ୍ତତାର ସମ୍ବନ୍ଧ ଆମ୍ଭ ସହିତ ରଖୁଥିଲା। ସେ ବହୁତ ଲୋକମାନଙ୍କୁ ସମାନଙ୍କେ ଜୀବନର ପାପପୂର୍ଣ୍ଣ ପଥରୁ ବିମୂଖ କରୁଥିଲା।
7 ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।"
8 "ମାତ୍ର ତୁମ୍ଭେ ଯାଜକଗଣ ଆମ୍ଭ ପଥରୁ ବିମୁଖ ହାଇେଛ ଏବଂ ତୁମ୍ଭମାନେେ ବହୁତ ଲୋକମାନଙ୍କୁ ଭୂଲ୍ ପଥରେ ୟିବା ପାଇଁ ଶିଖାଇଲ। ତୁମ୍ଭମାନେେ ଲବେୀଙ୍କ ସହିତ ହାଇେଥିବା ଚୁକ୍ତିକୁ ଲଙ୍ଘନ କଲ।" ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଥିଲେ।
9 "ତୁମ୍ଭମାନେେ ଆମ୍ଭର ପଥ ଅନୁସରଣ କରିନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ବାରା ପକ୍ଷପାତିତା ଦଖାଇେଛ। ତେଣୁ ସମସ୍ତ ଲୋକମାନଙ୍କ ଆଗ ରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।"
10 ପରମେଶ୍ବର ଆମ୍ଭ ସମସ୍ତଙ୍କର ପିତା ଓ ଆମ୍ଭ ସମସ୍ତଙ୍କର ସୃଷ୍ଟିକର୍ତ୍ତା। ତେଣୁ କାହିଁକି ଆମ ମଧ୍ଯରୁ କହେି ଜଣେ ଅନ୍ୟ ଜଣକୁ ପ୍ରତାରଣା କରୁଛି? କାହିଁକି ଆମ୍ଭମାନେେ ଜଣେ ଅନ୍ୟ ଜଣ ପ୍ରତି ଅବିଶ୍ବସ୍ତ? କାହିଁକି ପରମେଶ୍ବର ଯେଉଁ ଚୁକ୍ତି ଆମ୍ଭ ପୂର୍ବପୁରୁଷଙ୍କ ସହିତ କରିଥିଲେ, ଆମ୍ଭମାନେ ତାହା ଭାଙ୍ଗୁଛୁ?
11 ଯିହୁଦାର ଲୋକମାନେ ଅବିଶ୍ବସ୍ତ ଥିଲେ। ୟିରୁଶାଲମ ଓ ଇଶ୍ରାୟେଲର ଲୋକମାନେ ବହୁତ ଘୃଣିତ କାର୍ୟ୍ଯ କରିଛନ୍ତି। ପରମେଶ୍ବର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସମାନେେ ବିଦେଶୀ ଦବେତାର କନ୍ଯାକୁ ବିବାହ କଲେ।
12 ସଦାପ୍ରଭୁ ଯାକୁବ ପରିବାରରୁ ସହେି ଲୋକମାନଙ୍କୁ ବିତାଡିତ କରିବେ। ସହେି ଲୋକମାନେ ଯଦିଓ ସଦାପ୍ରଭୁଙ୍କୁ ଭଟେି ଅର୍ପଣ କରନ୍ତି, ତାହା କିଛି ଫଳ ହବେନାହିଁ ଏବଂ ସଦାପ୍ରଭୁ କବେେ ହେଲେ ସନ୍ତୁଷ୍ଟ ହବେେ ନାହିଁ।
13 ଏପରିକି ଯଦି ତୁମ୍ଭମାନେେ ପୁଣି ୟଜ୍ଞବଦେୀ ତୁମ୍ଭ ଲୁହ ରେ ବୁଡାଇ ଦବୋକୁ ଚେଷ୍ଟାକର, ସେ ତୁମ୍ଭମାନଙ୍କର ଉପହାର ଗ୍ରହଣ କରିବେ ନାହିଁ। ତୁମ୍ଭେ ଆଣିଥିବା ଜିନିଷ ରେ ସେ ଖୁସି ହବେେ ନାହିଁ।
14 ତୁମ୍ଭମାନେେ ପଗ୍ଭରିବ, "କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ?" କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।
15 ପରମେଶ୍ବର ଉଭୟ ସ୍ବାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସମାନଙ୍କେୁ ଶରୀର ଓ ଆତ୍ମା ରେ ଏକ ହବୋ ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ବର ଧର୍ମପରାଯଣ ସନ୍ତାନ ସନ୍ତତି ଗ୍ଭହାଁନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ବସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ୟୁବାବସ୍ଥା ରେ ବିବାହ କରିଛ।
16 ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କୁହନ୍ତି! "ଆମ୍ଭେ ଛାଡପତ୍ରକୁ ଘୃଣା କରୁ। ଏବଂ ଆମ୍ଭେ ମଧ୍ଯ ଲୋକମାନେ କରୁଥିବା ନିଷ୍ଠୁର କାର୍ୟ୍ଯକୁ ଘୃଣା କରୁ। ତେଣୁ ତୁମ୍ଭେ ଜାଗ୍ରତ ହୁଅ ଓ ଅବିଶ୍ବସ୍ତ ହୁଅ ନାହିଁ।"
17 ତୁମ୍ଭମାନେେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭମାନେେ ଶିକ୍ଷା ଦଲେ ଯେ ମନ୍ଦକାର୍ୟ୍ଯ କରୁଥିବା ବ୍ଯକ୍ତିଙ୍କୁ ପରମେଶ୍ବର ଆଦର କରନ୍ତି। ଆଉ ମଧ୍ଯ କହିଲ ପରମେଶ୍ବର ସହେି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବଚେନା କରନ୍ତି। ଆଉମଧ୍ଯ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ବରଙ୍କର ନ୍ଯାଯ କେଉଁଠା ରେ ଅଛି।




ଅଧ୍ୟାୟ 3

1 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, "ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।
2 "ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।
3 ଅଗ୍ନି ରେ ରୂପା ବିଶୁଦ୍ଧ ହେଲାପରି ସେ ଲବେୀୟମାନଙ୍କୁ ପବିତ୍ର କରିବ। ସେ ସୁବର୍ଣ୍ଣ ଓ ରେ ୗପ୍ୟ ସଦୃଶ ସମାନଙ୍କେୁ ଶୁଦ୍ଧ କରିବ। ତା'ପ ରେ ସମାନେେ ସଦାପ୍ରଭୁଙ୍କ ପାଇଁ ଉପୟୁକ୍ତ ନବୈେଦ୍ଯ ଆଣିବେ।
4 ତା'ପ ରେ ସଦାପ୍ରଭୁ ୟିରୁଶାଲମ ଓ ଯିହୁଦା ନିକଟରୁ ଭଟେି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳ ରେ କରିଥିଲେ।
5 ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।" ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
6 "ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହବୋ ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହାଇନୋହିଁ।
7 ମାତ୍ର ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କଲନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ଯ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କେ ନିକଟକୁ ଫରେିୟିବା," ସଦାପ୍ରଭୁ ଏହିକଥା କହିଥିଲେ।
8 ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,"ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ।
9 ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମାରେ ଦ୍ରବ୍ଯ ଚୋରି କରିଛ। ତୁମ୍ଭମାନେେ ସଂପୂର୍ଣ୍ଣ ଅଭିଶପ୍ତ।"
10 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ ଏହି କାର୍ୟ୍ଯ କର, ଆମ୍ଭେ ଆକାଶର ଝରକାସବୁ ଖାଲିଦେବୋ ଏବଂ ତୁମ୍ଭେ ଉପ ରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରେତ୍ୟକକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭମାନେେ ଲାଭ କରିବ।
11 ଆମ୍ଭେ ତୁମ୍ଭର ଶସ୍ଯକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ।" ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।
12 "ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମ ନୋହର ହବେ।" ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।
13 ସଦାପ୍ରଭୁ କୁହନ୍ତି, "ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।"
14 ତୁମ୍ଭମାନେେ କହିଲ, "ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।
15 ଆମ୍ଭମାନେେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ୟ୍ଯ ହୁଅନ୍ତି। ସମାନେେ ପରମେଶ୍ବରଙ୍କ ର୍ଧୌୟ୍ଯ ପରୀକ୍ଷା କରିବାକୁ ମନ୍ଦ କାର୍ୟ୍ଯ କରି ଗ୍ଭଲନ୍ତି ଏବଂ ସମାନେେ କିଛି ଦଣ୍ତ ପାଆନ୍ତି ନାହିଁ।"
16 ଯେଉଁମାନେ ପରମେଶ୍ବରଙ୍କୁ ଭୟ କରନ୍ତି ନିଜନିଜ ମଧିଅରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସମାନଙ୍କେ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସହେିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସହେି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।
17 ସଦାପ୍ରଭୁ କହିଲେ, " ସମାନେେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ୟ୍ଯ କରିବାକୁ ସ୍ଥିର କରିଥାଏ ନ୍ଯାଯ ଦବୋ ପାଇଁ। ମୁଁ ମାେ ଅନ୍ବଷେଣକାରୀମାନଙ୍କୁ ସ୍ନହେ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧିନ ପୁତ୍ରକୁ ସ୍ନହେ କରେ।
18 ତେଣୁ ତୁମ୍ଭମାନେେ ମାେ ନିକଟକୁ ଫରେିଆସିବ ଏବଂ ତୁମ୍ଭମାନେେ ଉତ୍ତମ ବ୍ଯକ୍ତି ଓ ମନ୍ଦ ବ୍ଯକ୍ତି ମଧିଅରେ ପ୍ରଭଦେ ଜାଣି ପାରିବ। ପରମେଶ୍ବରଙ୍କ ଅନୁସରଣକାରୀ ଓ ପରମେଶ୍ବରଙ୍କ ଅନୁସରଣ କରୁନଥିବା ବ୍ଯକ୍ତିମାନଙ୍କୁ ତୁମ୍ଭମାନେେ ବାରି ପାରିବ।




ଅଧ୍ୟାୟ 4

1 " ସହେିଦିନ ଆସୁଅଛି ୟାହିକି ଉହ୍ନଇେ ପରି ଜଳିବ। ସହେି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦ କାର୍ୟ୍ଯ କରୁଥିବା ଲୋକମାନେ ନଡାପରି ଜଳିଯିବେ। ସହେି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ଯ ଛାଡିବ ନାହିଁ।" ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।
2 "ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।
3 ତା'ପ ରେ ତୁମ୍ଭମାନେେ ସହେି ଦୁଷ୍ଟାଗ୍ଭରୀଙ୍କ ଉପ ରେ ବିଚରଣ କରିବ। ସମାନେେ ତୁମ୍ଭ ପାଦତଳେ ଭସ୍ମ ସଦୃଶ ହବେେ। ଏହିସବୁ ସହେିଦିନ ଘଟିବ ଯେଉଁଦିନ ଆମ୍ଭେ ସୃଷ୍ଟି କରିଛୁ।" ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।
4 "ମାଶାଙ୍କେର ବ୍ଯବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହାରବେ ପର୍ବତ ରେ ଏହି ବ୍ଯବସ୍ଥା ଓ ନିଯମମାନ ତାଙ୍କୁ ଦଇେଥିଲୁ। ସହେି ବ୍ଯବସ୍ଥା ଇଶ୍ରାୟେଲର ସମସ୍ତ ଲୋକଙ୍କ ପାଇଁ ଥିଲା।"
5 ସଦାପ୍ରଭୁ କହିଲେ, " ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।
6 ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସମାନଙ୍କେର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ବର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ବଂସ କରିବା।"