କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର

ଅଧ୍ୟାୟ: 1 2 3 4 5 6 7 8 9 10 11 12 13


-Reset+

ଅଧ୍ୟାୟ 1

1 ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ ରରେିତ ପାଉଲଙ୍କର ନମସ୍କାର। ପରମେଶ୍ବରଙ୍କ ଇଚ୍ଛା ରେ ମୁଁ ଜଣେ ପ୍ ରରେିତ ହାଇେଛି। ଆମ୍ଭ ଭାଇ ତୀମଥି ମଧ୍ଯ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି। କରିନ୍ଥୀଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ ଓ ସମଗ୍ର ଆଖାଯା ପ୍ରଦେଶର ପରମେଶ୍ବରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।
2 ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।
3 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣା ରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟ ରେ ସାନ୍ତ୍ବନାଦାତା ପରମେଶ୍ବର।
4 ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।
5 ଖ୍ରୀଷ୍ଟଙ୍କର ଅନକେ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସହେିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଯେଉଁ ସାନ୍ତ୍ବନା ଆମ୍ଭକୁ ମିଳେ ତାହାର ସୀମା ନାହିଁ।
6 ଯଦି ଆମ୍ଭେ କଷ୍ଟ ରେ ରହିଛୁ, ସଗେୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ବନା ଓ ପରିତ୍ରାଣ ନିମନ୍ତେ ଉଦ୍ଦିଷ୍ଟ। ଯଦି ଆମ୍ଭେ ସାନ୍ତ୍ବନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭମାନେେ ଯେଉଁ ଯାତନା ସହୁ, ସହେି ଯାତନା ର୍ଧୈୟ୍ଯ ପୂର୍ବକ ସହିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତି।
7 ତୁମ୍ଭମାନଙ୍କଠା ରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭମାନେେ ଆମ୍ଭ ଯାତନା ରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସହେିଭିଳ ଆମ୍ଭମାନଙ୍କର ସାନ୍ତ୍ବନା ରେ ମଧ୍ଯ ତୁମ୍ଭର ଅଂଶ ଅଛି।
8 ଭାଇ ଓ ଭଉଣୀମାନେ ! ଏସିଆ ଦେଶ ରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଚାହୁଁ ଯେପରି ସହେି ବିଷୟ ରେ ତୁମ୍ଭମାନେେ ମଧ୍ଯ ଜାଣ। ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭମାନେେ ଜୀବନର ସମସ୍ତ ଆଶା ହରାଇଥିଲୁ। ସହେି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।
9 ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିୟିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ଯୁରୁ ଉଥିତ କରନ୍ତି ସହେି ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖିବା ଉଚିତ୍।
10 ପରମେଶ୍ବର ଆମ୍ଭମାନଙ୍କୁ ମୃତ୍ଯୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ବର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।
11 ତୁମ୍ଭମାନେେ ନିଜ ପ୍ରାର୍ଥନା ଦ୍ବାରା ଆମ୍ଭକୁ ସାହାୟ୍ଯ କରିପାର। ଅନକେେ ଆମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦବେେ, ଯେ ହତେୁ ସମାନଙ୍କେର ପ୍ରାର୍ଥନା ଦ୍ବାରା ପରମେଶ୍ବର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।
12 ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।
13 ତୁମ୍ଭମାନେେ ଯେଉଁ କଥାଗୁଡ଼ିକ ପଢ଼ି ପାରିବ ଓ ବୁଝି ପାରିବ, କବଳେ ସହେି କଥାଗୁଡ଼ିକ ଆମ୍ଭେ ତୁମ୍ଭମାନଙ୍କୁ ଲେଖିଛୁ।
14 ଯେପରିକି ତୁମ୍ଭମାନେେ ଆମ୍ଭ ବିଷୟ ରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭମାନେେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭମାନେେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସପରେି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।
15 ମାହେର ଏହି ବିଶ୍ବାସ ଥିବାରୁ ମୁଁ ପ୍ରଥମ ରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ବାରା ତୁମ୍ଭମାନେେ ଦୁଇଥର ଆଶୀର୍ବାଦ ଲାଭ କରିବ।
16 ମାକିଦନିଆ ୟିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫରେିଲା ବେଳେ ମଧ୍ଯ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାୟ୍ଯ ରେ ଯିହୁଦା ଦେଶକୁ ପ୍ରସ୍ଥାନ କରିବି।
17 ତୁମ୍ଭମାନେେ କ'ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲା ବେଳେ ମୁଁ ପ୍ରକୃତ ରେ ଚିନ୍ତା କରି ନ ଥିଲି ? ବା ଜାଗତିକ ଜ୍ଞାନ ରେ କରିଥିଲି, ଯେ ଏକା ସମୟରେ "ହଁ, ହଁ" କହୁଥିବା ଓ "ନା, ନା" ମଧ୍ଯ କହୁଥିବି।
18 କିନ୍ତୁ ଯଦି ତୁମ୍ଭମାନେେ ପରମେଶ୍ବରଙ୍କୁ ବିଶ୍ବାସ କରୁଛ, ତାହାହେଲେ ତୁମ୍ଭମାନେେ ବିଶ୍ବାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର "ହଁ" ଓ "ନା" ଉଭୟ ହାଇେ ପାରିବ ନାହିଁ।
19 ମୁଁ ଏବଂ ସିଲ୍ବାନ୍ ଓ ତୀମଥିଙ୍କ ଦ୍ବାରା ପ୍ରଚାରିତ ପରମେଶ୍ବରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟ ଉଭୟ "ହଁ' ଓ "ନା' ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠା ରେ ସର୍ବଦା "ହଁ" କଥା "ହଁ" ହୁଏ।
20 କାରଣ ପରମେଶ୍ବର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠା ରେ ସେ ସବୁଗଡ଼ିକ "ହଁ" ହାଇେଛି। ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମ ରେ "ଆମେନ୍" ବୋଲି କହିଥାଉ।
21 କବଳେ ପରମେଶ୍ବର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠା ରେ ଦୃଢ଼ କରି ପାରନ୍ତି। ପରମେଶ୍ବର ତାହାଙ୍କର ବିଶଷେ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି।
22 ସେ ଆମ୍ଭଠା ରେ ନିଜ ଅଧିକାରର ମାହେର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟ ରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦବେେ।
23 ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦବୋକୁ ଇଚ୍ଛା କରୁ ନ ଥିଲି।
24 ପରମେଶ୍ବର ଏଥିର ସାକ୍ଷୀ। ମାେ କହିବା ଉଦ୍ଦେଶ୍ଯ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ବାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭମାନେେ ବିଶ୍ବାସ ରେ ଦୃଢ଼ କିନ୍ତୁ ଆମ୍ଭମାନେେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।




ଅଧ୍ୟାୟ 2

1 ସେଥିପାଇଁ ମୁଁ ଠିକ୍ କରିଥିଲି, ଏହିଥର ଗଲେ ମୁଁ ତୁମ୍ଭମାନଙ୍କୁ ଯେପରି କଷ୍ଟ ନ ଦିଏ।
2 ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତବେେ କିଏ ମାେତେ ସୁଖୀ କରିବ। କବଳେ ତୁମ୍ଭମାନେେ ମାେତେ ସୁଖ ଦଇପୋରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦଇେଛି।
3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେ ହତେୁ ମୁଁ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କ ଠାରୁ ମାେତେ ଆନନ୍ଦ ମିଳିବା କଥା, ସମାନଙ୍କେ ଠାରୁ ମାେତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠା ରେ ମାରେ ବିଶ୍ବାସ ଅଛି ଯେ, ତୁମ୍ଭମାନେେ ମାରେ ସହିତ ଆନନ୍ଦ କରିବ।
4 ପୂର୍ବରୁ ମୁଁ ଯେତବେେଳେ ତୁମ୍ଭକୁ ଲେଖିଥିଲି, ସେତବେେଳେ ମାେ ହୃଦୟ ରେ ଅଧିକ ବଦନୋ ଓ ଦୁଃଖ ଥିଲା। ମୁଁ ଆଖି ରେ ଲୁହ ଗଡ଼ାଇ ଲେଖିଥିଲି। ତୁମ୍ଭମାନଙ୍କୁ ଦୁଃଖ ଦବୋ ମାରେ ଉଦ୍ଦେଶ୍ଯ ନ ଥିଲା। ତୁମ୍ଭମାନଙ୍କ ପାଇଁ ମାରେ ପ୍ ରମରେ ମାତ୍ରା କେତେ ଅଧିକ, ଏହା ଯେପରି ତୁମ୍ଭମାନେେ ଜାଣିପାରିବ ଏଥିପାଇଁ ଏହା ଲେଖିଲି।
5 ଯଦି ତୁମ୍ଭମାନଙ୍କ ଭିତରୁ କିଏ ଜଣେ ମାେତେ ଦୁଃଖିତ କରିଛି, ସେ କବଳେ ମାେତେ ଦୁଃଖିତ କରି ନାହିଁ, ବରଂ କିଛି ନା କିଛି ମାତ୍ରା ରେ ତୁମ୍ଭମାନଙ୍କୁ ମଧ୍ଯ କରିଛି।
6 ଏହି ଲୋକକୁ ତୁମ୍ଭମାନେେ ମିଶି ଯାହା ଦଣ୍ଡ ଦଇେଛ, ତାହା ୟଥେଷ୍ଟ ହେଲାଣି।
7 କିନ୍ତୁ ଏବେ ତୁମ୍ଭମାନେେ ତାହାକୁ କ୍ଷମା ଦବୋ ଉଚିତ୍ ଓ ତାହାକୁ ସାନ୍ତ୍ବନା ପ୍ରଦାନ କରିବା ଉଚିତ। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖ ରେ ଭାଙ୍ଗି ପଡ଼ିବ ନାହିଁ।
8 ସେଥିପାଇଁ ମାରେ ଅନୁ ରୋଧ ଯେ, ତୁମ୍ଭମାନେେ ତା'ପ୍ରତି ପୁନର୍ବାର ତୁମ୍ଭମାନଙ୍କର ପ୍ ରମେଭାବ ଦଖାେଅ।
9 ତୁମ୍ଭମାନେେ ମାରେ ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି।
10 ତୁମ୍ଭମାନେେ ଯଦି କାହାକୁ କ୍ଷମା କର, ମୁଁ ମଧ୍ଯ ତାହାକୁ କ୍ଷମା କରି ଥାଏ, ତାହା ମୁଁ ତୁମ୍ଭମାନଙ୍କ ପାଇଁ ଯୀଶୁ ଖ୍ରୀଷ୍ଟଙ୍କ ଉପସ୍ଥିତି ରେ କ୍ଷମା କରିଛି।
11 ଏପରି କରିବା ଉଦ୍ଦେଶ୍ଯ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟ ରେ ଅତି ଭଲ ଭାବରେ ଜାଣୁ।
12 ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚାର ପ୍ରଚାର କରିବା ପାଇଁ ତ୍ରୋଯା ନଗରକୁ ଯାଇଥିଲି। ପ୍ରଭୁ ସଠାେରେ ମାେତେ ଭଲ ସୁଯୋଗଟିଏ ଦେଲେ।
13 ସଠାେରେ ମାେ ଭାଇ ତିତସକୁ ନ ପାଇ ମୁଁ ମାେ ମନ ରେ ଶାନ୍ତି ହରାଇଲି। ସେଥିପାଇଁ ସମାନଙ୍କେଠାରୁ ବିଦାୟ ନଇେ ମୁଁ ମାକିଦନିଆକୁ ଗଲି।
14 ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।
15 ଆମ୍ଭର ଉତ୍ସର୍ଗ ବଳି ପରମେଶ୍ବରଙ୍କ ପାଇଁ ହେଉଛି ଏହା : ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାଁନ୍ତି, ସମାନଙ୍କେ ପାଇଁ ଆମ୍ଭମାନେେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।
16 ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି ଆମ୍ଭମାନେେ ମୃତ୍ଯୁର ଦୁର୍ଗନ୍ଧ ସ୍ବରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସମାନଙ୍କେ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ ?
17 ଅନକେ ଯେପରି କରନ୍ତି, ସପରେି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ବରଙ୍କ ବାକ୍ଯ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ସାକ୍ଷାତ ରେ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯ କହୁ। ପରମେଶ୍ବରଙ୍କ ପ୍ ରରେିତ ଲୋକ ଭଳି କଥା କହୁ।




ଅଧ୍ୟାୟ 3

1 ଆମ୍ଭେ କ'ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ ? ଆମ୍ଭେ କ'ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନବୋ ଦରକାର କି ? କେତକେ ଲୋକ ଏପରି କରନ୍ତି।
2 ତୁମ୍ଭମାନେେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟ ରେ ଲେଖି ହାଇେ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ।
3 ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।
4 ଯୀଶୁ ଖ୍ରୀଷ୍ଟଙ୍କ ହତେୁ ପରମେଶ୍ବରଙ୍କ ଠା ରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।
5 ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।
6 ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
7 ମୃତ୍ଯୁଦାୟକ ସବୋର ବ୍ଯବସ୍ଥା ଶିଳା ଲଖାେ ହାଇେ ଥିଲା। ଏହା ପରମେଶ୍ବରଙ୍କ ମହିମା ରେ ପୂର୍ଣ୍ଣ ଥିଲା। ତଦ୍ଦ୍ବାରା ମାଶାଙ୍କେ ଚେ ହରୋ ଏତେ ତଜେସ୍ବୀ ହେଲା ଯେ, ଇଶ୍ରାୟେଲର ଲୋକେ ତାହାଙ୍କ ଚେ ହରୋକୁ ଦେଖି ମଧ୍ଯ ପାରିଲେ ନାହିଁ। ଏହି ତଜେ ପରେ ଲୋପ ପାଇଗଲା।
8 ତା ହେଲେ ଆତ୍ମାଙ୍କର ଜୀବନଦାୟକ ସବୋ କେତେ ଅଧିକ ମହିମାୟୁକ୍ତ ନ ହବେ ?
9 ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସଭେଳି ସବୋ ରେ ଯଦି ପ୍ରଭୁଙ୍କ ମହିମା ଅଛି ; ତା' ହେଲେ ଯେଉଁ ସବୋ ଲୋକମାନଙ୍କୁ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହବେ।
10 ପୁରାତନ ସବୋ ରେ ମହିମା ଥିଲା, କିନ୍ତୁ ଅଧିକ ମହିମାୟୁକ୍ତ ନୂତନ ସବୋ ସହିତ ତୁଳନା କଲେ, ସହେି ପ୍ରଥମ ମହିମା କିଛି ନୁହେଁ।
11 ଯେଉଁ ସବୋ ଅଦୃଶ୍ଯ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା' ହେଲେ ଏହି ଅନନ୍ତ କାଳସ୍ଥାଯୀ ସବୋ ଅତ୍ଯଧିକ ମହିମାମୟ ହବୋ ସ୍ବାଭାବିକ।
12 ଆମ୍ଭମାନଙ୍କଠା ରେ ଏହି ପ୍ରକାରର ଭରସା ରଖିଥିବା ହତେୁ ଆମ୍ଭେ ଅତି ସାହସୀ।
13 ଆମ୍ଭେ ମାଶାଙ୍କେ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇଶ୍ରାୟେଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମାଶାେ ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସବୋର ଅନ୍ତ ଦେଖନ୍ତୁ, ମାଶାେ ଏହା ଇଚ୍ଛା କରୁ ନ ଥିଲେ।
14 କିନ୍ତୁ ସମାନଙ୍କେର ମନଗୁଡ଼ିକ ଅବରୁଦ୍ଧ ହାଇେ ଯାଇଥିଲା। ଏପରିକି ଆଜି ମଧ୍ଯ ସମାନେେ ଯେତବେେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସହେି ଆବରଣଟି ଅର୍ଥକୁ ଲୁଚାଇ ରେଖ। ସେ ଆବରଣ କଢ଼ା ଯାଇ ନାହିଁ। କବଳେ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।
15 କିନ୍ତୁ ଏପରି କି ଆଜି ଯେତବେେଳେ ଏହି ଲୋକମାନେ ମାଶାଙ୍କେ ନିୟମକୁ ପଢ଼ନ୍ତି, ସହେି ଆବରଣ ହତେୁ ସମାନେେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ।
16 କିନ୍ତୁ ଜଣେ ଲୋକ ଯେତବେେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସହେି ଆବରଣଟି ବାହାର କରିଦିଆ ଯାଏ।
17 ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠା ରେ ପ୍ରଭୁଙ୍କର ଆତ୍ମା ବିଦ୍ଯମାନ, ସହେିଠା ରେ ସ୍ବାଧୀନତା ଅଛି।
18 ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।




ଅଧ୍ୟାୟ 4

1 ପରମେଶ୍ବର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସବୋ କାର୍ୟ୍ଯ ଦଇେଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।
2 ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।
3 ସୁସମାଚାର ଯଦି ଆଚ୍ଛାଦିତ ହାଇେଥାଏ, ତବେେ ସହେି ଆଚ୍ଛାଦନ କବଳେ ସହେିମାନଙ୍କ ପାଇଁ ଯେଉଁମାନେ ବିନାଶ ମାର୍ଗ ରେ ରହିଛନ୍ତି।
4 ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
5 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ବରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଚାର କରୁ ନାହୁଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଚାର କରୁଛୁ। ନିଜ ବିଷୟ ରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସବେକ।
6 ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।"
7 ଆମ୍ଭେ ପରମେଶ୍ବରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କବଳେ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ୟ୍ଯ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ବରଙ୍କର ଅଟେ।
8 ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ଯା ଆମକୁ ଚାପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନକେ ସମୟରେ କ'ଣ କରିବାକୁ ହବେ ତାହା ଆମ୍ଭେ ଜାଣି ପାରୁନାହୁଁ।
9 ଆମ୍ଭେ ନିର୍ୟାତିତ ହେଉଛୁ, କିନ୍ତୁ ପରମେଶ୍ବର ଆମ୍ଭକୁ ଛାଡ଼ି ଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହାଇେ ନାହୁଁ।
10 ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ଯୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ଯ ଆମ୍ଭ ଭିତ ରେ ପ୍ରକାଶିତ ହବେ।
11 ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହତେୁ ଆମ୍ଭେ ସର୍ବଦା ମୃତ୍ଯୁ ସଙ୍କଟର ସମ୍ମୁଖୀନ ହେଉଛୁ। ୟଦ୍ଦ୍ବାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧିଅରେ ସ୍ପଷ୍ଟ ଭାବରେ ଦେଖି ପାରିବା।
12 ଅତଏବ ଆମ୍ଭ ଭିତ ରେ ମୃତ୍ଯୁ ଓ ତୁମ୍ଭମାନଙ୍କ ଭିତ ରେ ଜୀବନ ସକ୍ରିୟ ଅଟେ।
13 ଶାସ୍ତ୍ର ରେ ଲଖାେଅଛି : "ମୁଁ ବିଶ୍ବାସ କଲି, ଏଣୁ ସ୍ପଷ୍ଟ କହିଲି।" ଆମ୍ଭର ବିଶ୍ବାସ ମଧ୍ଯ ସହେିଭଳି ଅଟେ। ଆମ୍ଭେ ବିଶ୍ବାସ କରୁ, ସେଥିପାଇଁ ଆମ୍ଭେ କହୁ।
14 କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ପୁନରୁତ୍ଥିତ କଲେ, ସେ ଆମ୍ଭକୁ ମଧ୍ଯ ଯୀଶୁଙ୍କ ସହ ପୁନରୁତ୍ଥିତ କରିବେ।
15 ସେ ଆମ୍ଭକୁ ମଧ୍ଯ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖ ରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହାଦ୍ବାରା ଅନକେ ଲୋକ ଯେପରି ପରମେଶ୍ବରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ବରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ଯବାଦ ଅର୍ପଣ କରାୟିବ।
16 ସେଥିପାଇଁ ଆମ୍ଭେ କବେେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ଯିକ ଶରୀର କ୍ଷୀଣ ହାଇେ ଯାଉଛି, କିନ୍ତୁ ଆମ୍ଭର ଅନ୍ତଃରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହାଇେ ଯାଉଅଛି।
17 ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।
18 ଆମ୍ଭର ଆଖି ଦୃଶ୍ଯ ବିଷୟଗୁଡ଼ିକ ଉପରେ ନ ରହି, ଅଦୃଶ୍ଯ ବିଷୟ ଉପରେ କନ୍େଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦଖାେ ଯାଉଛି, ତାହା ଅସ୍ଥାଯୀ, ଓ ଯାହା ଅଦୃଶ୍ଯ, ତାହା ସମ୍ପୂର୍ଣ୍ଣ ଚିରସ୍ଥାଯୀ।




ଅଧ୍ୟାୟ 5

1 ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
2 ଏହା ସ୍ବର୍ଗ ରେ ସ୍ଥାପିତ ଚିରସ୍ଥାଯୀ ଗୃହ ଅଟେ। ଆମ୍ଭେ ଏହି ପୃଥିବୀର ଘରଟି ରେ ରହି ଥକି ଯାଇଛୁ। ଆମ୍ଭେ ଇଚ୍ଛା କରୁ ଯେ, ପରମେଶ୍ବର ଆମ୍ଭକୁ ଆମ୍ଭର ସ୍ବର୍ଗୀୟ ଘରଟି ଦିଅନ୍ତୁ।
3 ଏହି ଘରଟି ପାଇଲା ପରେ, ଏହା ଆମ୍ଭକୁ ଆବୃତ କରିବ, ଓ ଆମ୍ଭେ ଉଲଗ୍ନ ଦଖାେ ୟିବୁ ନାହିଁ।
4 ଏହି ଶରୀରରୂପ ତମ୍ବୁ ରେ ରହିଲା ବେଳେ ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ଅଭି ଯୋଗ କରୁ। ମାରେ କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦବୋ ପାଇଁ ଚାହୁଁ। କିନ୍ତୁ ଆମ୍ଭେ ସ୍ବର୍ଗୀୟ ଘର ଦ୍ବାରା ଆଚ୍ଛାଦିତ ହବୋକୁ ଇଚ୍ଛା କରୁ। ତା' ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ବାରା ଘାଡ଼ୋଇ ହାଇେ ପାରିବ।
5 ପରମେଶ୍ବର ଆମ୍ଭକୁ ଏଥିପାଇଁ ପ୍ରସ୍ତୁତ କରିଛନ୍ତି, ଓ ସେ ଯାହା ପ୍ରତିଜ୍ଞା କରିଥିଲେ ତାହା ଆମ୍ଭକୁ ପ୍ରଦାନ କରିବେ ବୋଲି ଆତ୍ମା ଏଥିର ସାକ୍ଷ୍ଯ ଦିଏ।
6 ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ୟ୍ଯନ୍ତ ଆମ୍ଭେ ଏହି ଦହେ ରେ ଅଛୁ ସପେର୍ୟ୍ଯନ୍ତ ଆମ୍ଭେ ପ୍ରଭୁଙ୍କ ଠାରୁ ଦୂର ରେ ଅଛୁ।
7 ଆମ୍ଭେ ଯାହା ଦେଖୁ, ତା' ସାହାୟ୍ଯ ରେ ନୁହେଁ, ମାତ୍ର ବିଶ୍ବାସ ଦ୍ବାରା ପରିଚାଳିତ ହେଉ, ସେଥିପାଇଁ ମୁଁ କୁ ହେ ଯେ, ଆମ୍ଭମାନଙ୍କର ଆଶା ଅଛି।
8 ଆମ୍ଭମାନେେ ଏହି ଶରୀରରୁ ଦୂରକୁ ୟିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହବୋକୁ ଅଧିକ ପସନ୍ଦ କରୁ।
9 ଆମର ଏକମାତ୍ର ଉଦ୍ଦେଶ୍ଯ ପରମେଶ୍ବରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠା ରେ ବାହ୍ଯିକ ଶରୀର ଧାରଣ କରି ରହୁ ବା ସଠାେରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଚାହୁଁ।
10 ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।
11 ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ'ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ଯ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉଁ। ପରମେଶ୍ବର ଜାଣନ୍ତି ଯେ, ଆମ୍ଭେ ପ୍ରକୃତ ରେ କ'ଣ ଓ ମୁଁ ଆଶା କରେ, ତୁମ୍ଭେ ମଧ୍ଯ ଆମ୍ଭର ପ୍ରକୃତ ପରିଚୟ ପାଇପାରିବ।
12 ଆମ୍ଭେ ତୁମ୍ଭମାନଙ୍କ ଆଗ ରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭମାନେେ ଗର୍ବ ଅନୁଭବ କରି ପାରିବ। ତା' ହେଲେ ପ୍ରତ୍ଯକ୍ଷ ଦିଶୁଥିବା ବିଷୟଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭମାନେେ ଉତ୍ତର ଦଇେ ପାରିବ। ସେ ଲୋକମାନେ ଜଣକର ହୃଦୟ ରେ କ'ଣ ଅଛି, ତହିଁ ପାଇଁ ସମାନେେ ମନୋୟୋଗ କରନ୍ତି ନାହିଁ।
13 ଆମ୍ଭେ ଯଦି ପାଗଳ, ତାହା ପରମେଶ୍ବରଙ୍କ ପାଇଁ।
14 ଯଦି ଆମ୍ଭେ ଠିକ୍ ମନ ରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ ରମେ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।
15 ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ଯ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସମାନେେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ୟିଏ ମରି ଯାଇଥିଲେ ଓ ପୁନର୍ବାର ସମାନଙ୍କେ ପାଇଁ ଉଥିତ ହେଲେ, ସହେି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।
16 ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।
17 ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।
18 ଏହି ସବୁ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ବରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାଯିତ୍ବ ଆମ୍ଭମାନଙ୍କୁ ଦଇେଛନ୍ତି।
19 ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।
20 ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,
21 ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।




ଅଧ୍ୟାୟ 6

1 ଆମ୍ଭମାନେେ ପରମେଶ୍ବରଙ୍କ ସହିତ କାମ କରୁଥିବା ହତେୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ବରଙ୍କ ଠାରୁ ଯେଉଁ ଅନୁଗ୍ରହ ତୁମ୍ଭମାନେେ ପାଇଛ, ତାହା ଯେପରି ବ୍ଯର୍ଥ ନ ଯାଏ।
2 ପରମେଶ୍ବର କହିଛନ୍ତି :
3 ଆମ୍ଭ କାମ ରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଚା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ଯା ସୃଷ୍ଟି କରିବ।
4 ବରଂ ପରମେଶ୍ବରଙ୍କ ସବେକ ରୂପରେ ଆମ୍ଭମାନେେ ପ୍ରେତ୍ୟକକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ଯା ମଧିଅରେ ଅନକେ କଠାେର ତଥା ର୍ଧୈୟ୍ଯପୂର୍ବକ ସହୁ।
5 ଆମ୍ଭକୁ ମାଡ଼ ଦିଆଯାଏ, କାରାଗାର ରେ ରଖାଯାଏ। ଲୋକେ ଆମ୍ଭ ବିରୁଦ୍ଧ ରେ ଉଠନ୍ତି। ଆମ୍ଭେ କଠାେର ପରିଶ୍ରମ କରୁ, େ ବେଳବେଳେ ଆମ୍ଭେ ଅନିଦ୍ରା ରହୁ, ଓ ଭୋକଉପାସ ରେ ରହୁ।
6 ଆମ୍ଭର ଜ୍ଞାନ, ର୍ଧୈୟ୍ଯ, ଦୟା, ପବିତ୍ରା ଆତ୍ମା ଓ ପବିତ୍ର ଜୀବନ ଧାରଣ ଦ୍ବାରା ଆମ୍ଭେ ପରମେଶ୍ବରଙ୍କ ସବେକ ବୋଲି ପ୍ରମାଣିତ କରୁ। ଆମ୍ଭେ ପବିତ୍ର ଆତ୍ମାଙ୍କ ପୂର୍ଣ୍ଣତା ରେ, ପ୍ରକୃତ ପ୍ ରମେ ପ୍ରକାଶିବା ଦ୍ବାରା, ପୁଣି ସତ୍ଯ କଥା କହି ଓ ପରମେଶ୍ବରଙ୍କ ଶକ୍ତିର କାର୍ୟ୍ଯ କରି ଏହାର ପରିଚୟ ଦଇେଥାଉ।
7 ପ୍ରେତ୍ୟକକ କଥା ରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷାଢ଼ାଲ ଭାବରେ ବ୍ଯବହାର କରୁ।
8 କେତକେ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟ ରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ଯାବାଦୀ ଓ ତଥାପି ଆମ୍ଭେ ସତ୍ଯ କହୁ।
9 ଆମ୍ଭେ ଜନପ୍ରିୟ ହାଇେ ଥିଲେ ମଧ୍ଯ କେତକଙ୍କେ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ଯ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।
10 ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନକଙ୍କେୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁ କିଛି ଅଛି।
11 ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖାେଲା ମନ ରେ ତୁମ୍ଭମାନଙ୍କ ସହିତ କଥା ହାଇେଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖାଲିେ ଦଇେଛୁ।
12 ତୁମ୍ଭମାନଙ୍କ ପ୍ରତି ଆମ୍ଭର ପ୍ ରମେ ପ୍ରଦର୍ଶନ ଆମ୍ଭେ ବନ୍ଦ କରି ନାହୁଁ। କିନ୍ତୁ ତୁମ୍ଭମାନେେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶନ ବନ୍ଦ କରି ଦଇେଛ।
13 ମାେ ନିଜର ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ମୁଁ କହୁଛି ଯେ, ଉଚିତ୍ ପ୍ରତିଦାନ ସ୍ବରୂପେ ତୁମ୍ଭମାନେେ ମଧ୍ଯ ନିଜର ହୃଦୟ ଆମ୍ଭ ପାଇଁ ସୂର୍ଣ୍ଣ ଭାବରେ ଖାେଲା ରଖିବା ଉଚିତ୍।
14 ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ତୁମ୍ଭମାନେେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସମାନଙ୍କେ ସହିତ ୟୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧିଅରେ କି ସହଭାଗିତା ଅଛି ?
15 ଯୀଶୁ ଖ୍ରୀଷ୍ଟ ଓ ବିଲିଯାର୍ ଭିତ ରେ ଚୁକ୍ତି ହାଇପୋ ରେ କି ? ଜଣେ ବିଶ୍ବାସୀ ଓ ଜଣେ ଅବିଶ୍ବାସୀଙ୍କ ଭିତ ରେ କ'ଣ କିଛି ମଳେ ହାଇପୋ ରେ ?
16 ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :
17 " ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସମାନଙ୍କେଠାରୁ ନିଜକୁ ଅଲଗା କରି ରଖ, ଯାହା ଅରୁଦ୍ଧ, ତାହାକୁ ଛୁଅଁ ନାହିଁ, ତା' ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।" ୟିଶାଇୟ 52 :11
18 "ମୁଁ ତୁମ୍ଭମାନଙ୍କର ପିତା ହବେି ଓ ତୁମ୍ଭମାନେେ ମାେ ପୁଅ ଓ ଝିଅ ହବେ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।" ଦ୍ବିତୀୟ ଶାମୁଯଲେ 7:14, 7:8




ଅଧ୍ୟାୟ 7

1 ଅତଏବ, ଆସ ପରମମେଶ୍ବରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନ ଯାପନ ପ୍ରଣାଳୀ ରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରେତ୍ୟକକ ବିଷୟକୁ ଦୂର କରିବା।
2 ନିଜ ହୃଦୟ ରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ କରି ନାହୁଁ। ଆମ୍ଭେ କାହାରି ବିଶ୍ବାସ ରେ ଆଞ୍ଚ ଆଣି ନାହୁଁ, କାହାକୁ ଘାଷେଣା କରି ନାହୁଁ।
3 ତୁମ୍ଭମାନଙ୍କୁ ନିନ୍ଦା ଦବୋ ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ଯ ପ୍ରସ୍ତୁତ।
4 ତୁମ୍ଭମାନଙ୍କ ବିଷୟ ରେ ମାରେ ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭମାନେେ ମାେତେ ଅଧିକ ଉତ୍ସାହ ଦଇେଥାଅ। ସେଥିପାଇଁ ସମସ୍ତ ଯାତନା ଭିତ ରେ ମଧ୍ଯ ମାରେ ଆନନ୍ଦ କହିଲେ ନ ସ ରେ।
5 ଯେତବେେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତବେେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଚାରି ପଟେ ଅସୁବିଧାମାନ ଘରେି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧିଅରେ ଆମ୍ଭେ ଥିଲୁ।
6 କିନ୍ତୁ ଯେଉଁ ପରମେଶ୍ବର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ବନା ଦିଅନ୍ତି, ସେ ତିତସଙ୍କର ଆଗମନ ଦ୍ବାରା ଆମ୍ଭମାନଙ୍କୁ ମଧ୍ଯ ସାନ୍ତ୍ବନା ପ୍ରଦାନ କଲେ।
7 ସେ ଆସିବା ଦ୍ବାରା ଆମ୍ଭେ ସାନ୍ତ୍ବନା ପାଇଲୁ। କିନ୍ତୁ ତୁମ୍ଭମାନେେ ଦଇେଥିବା ସୁଖ ଦ୍ବାରା ଆମ୍ଭେ ଅଧିକ ଉତ୍ସାହ ଲାଭ କଲୁ। ତିତସ କହିଲେ ଯେ ତୁମ୍ଭମାନେେ ମାେତେ ଦେଖିବା ପାଇଁ ବ୍ଯାକୁଳ। ତୁମ୍ଭମାନେେ ପୂର୍ବରୁ କରିଥିବା ବିଷୟ ପାଇଁ ଦୁଃଖିତ ଏବଂ ତୁମ୍ଭମାନେେ ମାେତେ ଅତି ମାତ୍ରା ରେ ଚାହୁଁଛ। ଏହା ଶୁଣିଲା ପରେ ମୁଁ ଅଧିକ ପ୍ରସନ୍ନ ହଲିେ।
8 ଯଦିଓ ପତ୍ର ଲେଖି ମୁଁ ତୁମ୍ଭମାନଙ୍କ ମନ ରେ ଦୁଃଖ ଦଲେି, କିନ୍ତୁ ମୁଁ ଏହା ଲେଖିଲି ବୋଲି ମୁଁ ଦୁଃଖିତ ନୁହେଁ। ମୁଁ ଜାଣେ ଯେ ସହେି ପତ୍ର ତୁମ୍ଭମାନଙ୍କୁ ଦୁଃଖ ଦଲୋ ସେଥିପାଇଁ ମୁଁ ଦୁଃଖିତ। କିନ୍ତୁ ତାହା ତୁମ୍ଭମାନଙ୍କୁ ଅଳ୍ପ ସମୟ ପାଇଁ ଦୁଃଖ ଦଲୋ।
9 ଏବେ ମୁଁ ଖୁସୀ ଅଛି। ତୁମ୍ଭମାନେେ ଦୁଃଖୀ ହାଇେଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସି। ପରମେଶ୍ବରଙ୍କ ଇଚ୍ଛା ଅନୁଯାଯୀ ତୁମ୍ଭମାନେେ ଦୁଃଖି ହେଲ। ଅତଏବ ତୁମ୍ଭମାନେେ ଆମ୍ଭ ଦ୍ବାରା କୌଣସି ପ୍ରକା ରେ ଆଘାତ ପାଇ ନାହଁ।
10 କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।
11 ଦେଖ, ଈଶ୍ବରଙ୍କ ଇଚ୍ଛାନୁସା ରେ ତୁମ୍ଭମାନେେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍ ଯୋଗୀ କରିଛି। ତୁମ୍ଭମାନେେ ଭୁଲ ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କୋର୍ଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତ ରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ଯାୟ ପ୍ରଦାନ କରିଛି। ତୁମ୍ଭମାନେେ ପ୍ରେତ୍ୟକକ କଥା ରେ ପ୍ରମାଣିତ କରି ଦଇେଛି ଯେ, ତୁମ୍ଭମାନେେ ସହେି ସମସ୍ଯାର କୌଣସି ଅଂଶ ପାଇଁ ମଧ୍ଯ ଦୋଷୀ ନ ଥିଲ।
12 ମୁଁ ଅପରାଧୀ ଲୋକ ପାଇଁ, ବା ଯାହା ପ୍ରତି ଅପରାଧ ହାଇେଥିଲା, ତାହା ପାଇଁ ଲେଖି ନ ଥିଲି, ବରଂ ପରମେଶ୍ବରଙ୍କ ଆଗ ରେ ତୁମ୍ଭମାନଙ୍କର ଆମ୍ଭ ପାଇଁ କେତେ ଚିନ୍ତା ଅଛି, ଏହା ତୁମ୍ଭମାନେେ ଯେପରି ଦେଖିପାର, ସେଥିପାଇଁ ଲେଖିଥିଲି।
13 ଏହି କାରଣରୁ ଆମ୍ଭେ ଆଶ୍ବସ୍ତ ଥିଲୁ।
14 ତୁମ୍ଭମାନଙ୍କ ବିଷୟ ରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରେତ୍ୟକକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ଯ ବୋଲି ତୁମ୍ଭମାନେେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ତିତସଙ୍କଠା ରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ଯ ସତ୍ଯ।
15 ତୁମ୍ଭମାନେେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭମାନେେ ସମସ୍ତେ ସମ୍ମାନ ଓ ଭୟ ସହକା ରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ଯଗ୍ର ଥିଲ ଓ କିପରି ତାହାଙ୍କୁ ପା େଛାଟି ନଇେଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ ରମେ ଅଧିକ ହେଲା।
16 ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ।




ଅଧ୍ୟାୟ 8

1 ଭାଇ ଓ ଭଉଣୀମାନେ! ପରମେଶ୍ବର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସହେି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।
2 ସହେି ବିଶ୍ବାସୀମାନେ ମହାକ୍ଲେଶ ଦୁଃଖ ଦ୍ବାରା ପରୀକ୍ଷିତ ହେଲେ। ଏବଂ ସମାନେେ ଅତି ଗରୀବ। କିନ୍ତୁ ସମାନଙ୍କେ ମହାନନ୍ଦ ହତେୁ ସମାନେେ ପ୍ରଚୁର ଉଦାରତାର ଦାନ ଦଇେଥିଲେ।
3 ମୁଁ କହିପା ରେ ଯେ, ସମାନେେ ଯେତେ ଦଇେ ପାରିବା କଥା ତାହ ଦଇେଛନ୍ତି। ଏତିକି ନୁହେଁ, ସମାନେେ ସ୍ବେଚ୍ଛା ରେ ନିଜ ସାମର୍ଥ୍ଯ ଅପେକ୍ଷା ଅଧିକ ଦଇେଛନ୍ତି। କହେି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ।
4 କିନ୍ତୁ ସମାନେେ ଆଗ୍ରହ ପୂର୍ବକ, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ସାହାୟ୍ଯ କରିବା ନିମନ୍ତେ ଏହି ସବୋ କାର୍ୟ୍ଯ ରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ।
5 ସମାନେେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କବେେ ଭାବି ନ ଥିଲୁ। ସମାନେେ ତାହାଙ୍କର ଅର୍ତ ଦବୋ ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠା ରେ ଓ ଆମ୍ଭଠା ରେ ସମର୍ପଣ କଲେ।
6 ପରମେଶ୍ବର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ୟ୍ଯକୁ ଯେପରି ଆରମ୍ଭ କରିଥିଲେ, ସହେିପରି ଏହି ବିଶଷେ ଅନୁଗ୍ରହର କାର୍ୟ୍ଯକୁ ସମାପ୍ତ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ ମଧ୍ଯ କରନ୍ତୁ।
7 ତୁମ୍ଭମାନେେ ବିଶ୍ବାସ, ବାକ୍ଯପ୍ରଚାର, ଜ୍ଞାନ, ଉପକାର କରିବାର ଉତ୍ସାହ, ଆମ୍ଭଠାରୁ ତୁମ୍ଭମାନେେ ଶିଖିଥିବା ପ୍ ରମେ, ଆଜି ସବୁ ଗୁଡ଼ିକରେ ଧନୀ ଅଟ। ସେଥିପାଇଁ ଆମ୍ଭେ ଇଚ୍ଛା କରୁ ଯେ, ଏହି ଦାନ ଦବୋ ସବୋ ରେ ତୁମ୍ଭମାନେେ ଧନୀ ହୁଅ।
8 ମୁଁ ତୁମ୍ଭମାନଙ୍କୁ ଦାନ ଦବୋପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତ ରେ ତୁମ୍ଭମାନଙ୍କ ପ୍ ରମେ ସତ୍ଯ ଅଟେ। ଅନ୍ୟ ଲୋକମାନେ ସାହାୟ୍ଯ କରିବା ପାଇଁ ଦଖାେଉଥିବା ଉତ୍ସାହ ବିଷୟ ରେ କହି ଏହା ମୁଁ ଦଖାଇେ ଦବୋକୁ ଚା ହେଁ।
9 ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।
10 ଏହି ବିଷୟ ରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ ରେଷ୍ଠ। ଗତ ବର୍ଷ ତୁମ୍ଭମାନେେ ପ୍ରଥମେ ଦାନ ଦବୋପାଇଁ ଇଚ୍ଛା କରିଥିଲ ଓ ପ୍ରକୃତ ରେ ପ୍ରଥମେ ଦାନ ମଧ୍ଯ ଦଇେଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭମାନେେ ଆରମ୍ଭ କରିଥିଲ ତାହାକୁ ଶଷେ କର।
11 ତା' ହେଲେ ଯାଇ ତୁମ୍ଭମାନଙ୍କର "କରିବା" ତୁମ୍ଭମାନଙ୍କର "ଇଚ୍ଛା କରିବା" ସହିତ ସମାନ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ତହିଁରୁ ଦାନ କର।
12 ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।
13 ଅନ୍ୟମାନେ ଆରାମ ରେ ରହୁଥିବା ବେଳେ ତୁମ୍ଭମାନେେ ଦୁର୍ଦ୍ଦଶା ରେ ରୁହ, ଏକ କଥା ଆମ୍ଭେ ଇଚ୍ଛା କରୁ ନାହୁଁ ; ବରଂ ଆମ୍ଭେ ସବୁ ବିଷୟ ରେ ସମାନତା ଇଚ୍ଛା କରୁ।
14 ବର୍ତ୍ତମାନ ତୁମ୍ଭମାନଙ୍କ ପାଖ ରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ଯକ ପୂରଣ ହବେ। ତା'ପରେ ଯେତବେେଳେ ସମାନଙ୍କେର ବୁଦ୍ଧି ହବେ, ସମାନେେ ତୁମ୍ଭମାନଙ୍କର ଆବଶ୍ଯକତା ରେ ସାହାୟ୍ଯ କରିବେ।
15 ଶାସ୍ତ୍ର ରେ ମଧ୍ଯ ଲଖାେଅଚି :
16 ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।
17 ଆମ୍ଭର ଅନୁ ରୋଧକୁ ତିତସ ଗ୍ରହଣ କରିଛନ୍ତି। ସେ ମଧ୍ଯ ତୁମ୍ଭମାନଙ୍କ ପାଖକୁ ୟିବାକୁ ବ୍ଯଗ୍ର ଥିଲେ, ଓ ସ୍ବଇଚ୍ଛା ରେ ତୁମ୍ଭମାନଙ୍କ ପାଖକୁ ୟିବା ନିମନ୍ତେ ଏଠାରୁ ଯାଉଛନ୍ତି।
18 ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଚାର ପ୍ରଚାର କାର୍ୟ୍ଯ ରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ଯ ପଠାଉଛୁ।
19 ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନଇେ ୟିବା କାର୍ୟ୍ଯ ରେ ମଣ୍ଡଳୀ ସମୂହ ତାହାଙ୍କୁ ନିୟୁକ୍ତ କରିଛନତି। ଏହି ସବୋ ଦ୍ବାରା ପ୍ରଭୁଙ୍କ ମହିମା ହବେ ଓ ଆମ୍ଭେ ଯେ ପ୍ରକୃତ ରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।
20 ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।
21 ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହା ସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।
22 ସମାନଙ୍କେ ସହିତ ସର୍ବଦା ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନକେ ଘଟଣା ରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନ ରେ ଅସୀମ ବିଶ୍ବାସ ଥିବାରୁ, ସେ ଅଧିକ ସାହାୟ୍ଯ କରିବା ପାଇଁ ଉତ୍ସାହିତ ଅଛନ୍ତି।
23 ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ। ତୁମ୍ଭମାନଙ୍କ ଭିତ ରେ ଯେ ପ୍ରକୃତ ରେ ପ୍ ରମେ ଅଛି ଏହା ଦଖାେଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସମାନଙ୍କେୁ ପ୍ରମାଣ କରି ଦଖାେଅ। ତା' ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।
24




ଅଧ୍ୟାୟ 9

1 ପରମେଶ୍ବରଙ୍କ ଲୋକମାନଙ୍କ ପାଇଁ ଏହି ସବୋ ବିଷୟ ରେ ଏପରି ଲେଖିବା ମାେ ପାଇଁ ପ୍ରକୃତ ରେ ଆବଶ୍ଯକ ନୁହେଁ।
2 ମୁଁ ଜାଣେ ଯେ, ତୁମ୍ଭମାନେେ ସାହାୟ୍ଯ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗ ରେ ଗର୍ବ ସହିତ ମୁଁ କୁ ହେ ଯେ, ଆଖାଯାର ଲୋକେ ଗତ ବର୍ଷ ଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହାଇେ ଦାନ ଦବୋ ପାଇଁ ପ୍ରସ୍ତୁତ ଅଛନ୍ତି।
3 କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ଯ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟ ରେ ଆମ୍ଭର ଯେଉଁ ଗର୍ବ ତାହା ବ୍ଯର୍ଥ ନ ହେଉ।
4 ଯେପରି ମୁଁ ସମାନଙ୍କେୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଚା ହେଁ ତୁମ୍ଭମାନେେ ମଧ୍ଯ ପ୍ରସ୍ତୁତ ରୁହ। ଯଦି କେତକେ ଲୋକ ମାକିଦନିଆରୁ ମାେ ସହିତ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠା ରେ ଆମ୍ଭର ବିଶ୍ବାସ ଥିବା ହତେୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭମାନେେ ମଧ୍ଯ ଲଜ୍ଜିତ ହବେ।
5 ସେଥିପାଇଁ ମୁଁ ଭାବିଲି ଯେ, ତୁମ୍ଭମାନେେ ଆସିବା ପୂର୍ବରୁ ମୁଁ ସହେି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ୟିବାପାଇଁ କହିବି। ତାହାହେଲେ ତୁମ୍ଭମାନେେ ଯେଉଁ ଦାନ ଦବୋପାଇଁ ପ୍ରତିଶ୍ରୁତି ଦଇେଥିଲ, ତାହା ସମାନେେ ପ୍ରସ୍ତୁତ କରି ରଖିବେ। ଆମ୍ଭେ ଆସିଲା ବେଳେ ସହେି ଦାନଗୁଡ଼ିକ ପ୍ରସ୍ତୁତ ଥିବ। ତୁମ୍ଭମାନଙ୍କ ଏହି ଦାନ ସ୍ବେଚ୍ଛାକୃତ ହେଉ, କୃପଣମୂଳକ ନ ହେଉ।
6 ଏହି କଥାଟି ମନେ ରଖ ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।
7 ପ୍ରେତ୍ୟକକ ଲୋକ ଆପଣା ହୃଦୟ ରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନ ରେ କୌଣସି ଦୁଃଖ ରଖି ବା ବାଧ୍ଯବାଧକତା ରେ ଦାନ ନ ଦେଉ, ଆନନ୍ଦିତ ମନ ରେ ଦାନ କରିଥିବା ଲୋକକୁ ପରମେଶ୍ବର ଭଲ ପାଆନ୍ତି।
8 ପରମେଶ୍ବର ତୁମ୍ଭମାନଙ୍କର ଆବଶ୍ଯକତା ଠାରୁ ଅଧିକ ଆଶୀର୍ବାଦ ଦଇେ ପାରିବେ। ତହିଁରେ ତୁମ୍ଭମାନେେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରେତ୍ୟକକ ଭଲ କାମ କରିବା ପାଇଁ ଦାନ ଦବୋକୁ ତୁମ୍ଭମାନଙ୍କ ପାଖ ରେ ପ୍ରଚୁର ଥିବ।
9 ଶାସ୍ତ୍ର ରେ ଏହା ଲଖାେ ଅଛି :
10 ପରମେଶ୍ବର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହବୋକୁ ଦବେେ।
11 ପରମେଶ୍ବର ତୁମ୍ଭମାନଙ୍କୁ ପ୍ରେତ୍ୟକକ ବିଷୟ ରେ ଧନୀ କରିବେ, ଫଳ ସ୍ବରୂପ ତୁମ୍ଭମାନେେ ସବୁବେଳେ ଉଦାର ମନ ରେ ଦାନ ଦଇେ ପାରିବ। ଆମ୍ଭ ମାଧ୍ଯମ ରେ ତୁମ୍ଭମାନଙ୍କର ଦାନ ପାଇଁ ପରମେଶ୍ବରଙ୍କୁ ଲୋକେ ଧନ୍ଯବାଦ ଦବେେ।
12 ଏହି ସବୋ ଯେଉଁଥି ରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ବାରା କବଳେ ଯେ ସାଧୁ ମାନଙ୍କର ଆବଶ୍ଯକତା ପୂରଣ ହୁଏ, ତା' ନୁହେଁ ବରଂ ପରମେଶ୍ବରଙ୍କ ପ୍ରତି ହୃଦୟ ଧନ୍ଯବାଦ ରେ ଉଚ୍ଛୁଳି ଉେଠ।
13 ତୁମ୍ଭମାନଙ୍କର ଏହି ସବୋ ତୁମ୍ଭମାନଙ୍କର ବିଶ୍ବାସର ପ୍ରମାଣ ଅଟେ। ଏହା ଦ୍ବାରା ଲୋକେ ପରମେଶ୍ବରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭମାନେେ ଯେ କବଳେ ବିଶ୍ବାସକୁ ସ୍ବୀକାର କରୁଛ ତା ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ଯବହାରିକ ସୁସମାଚାରକୁ ଅନୁସରଣ କରୁଛ। ତୁମ୍ଭମାନେେ ସମାନଙ୍କେ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ବରଙ୍କ ପ୍ରଶଂସା କରିବେ।
14 ଯେତବେେଳେ ସମାନେେ ପ୍ରାର୍ଥନା କରିବେ, ସେତବେେଳେ ସମାନେେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ବରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହତେୁରୁ ସମାନେେ ଏପରି ଅନୁଭବ କରିବେ।
15 ଆଶ୍ଚର୍ୟ୍ଯଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉ।




ଅଧ୍ୟାୟ 10

1 ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।
2 ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତବେେଳେ ସଭେଳି ସାହସିକତା ଦଖାଇବୋକୁ ମାେ ଉପରେ ଚାପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସମାନଙ୍କେ ପ୍ରତି ସାହସୀ ହବେି।
3 ଆମ୍ଭେ ମଧ୍ଯ ଜଗତ ରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ।
4 ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।
5 ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ। ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ।
6 ଯେଉଁ ଲୋକ ପୂର୍ଣ୍ଣ ଭାବରେ ଯୀଶୁଙ୍କୁ ମନେ ନାହିଁ ଆମ୍ଭେ ତାହାଙ୍କୁ ଦଣ୍ଡ ଦବୋ ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ପ୍ରଥମ ରେ ଆମ୍ଭେ ଇଚ୍ଛା କରୁ ଯେ ତୁମ୍ଭମାନେେ ପୂର୍ଣ୍ଣଭାବରେ ତାହାଙ୍କୁ ମାନ।
7 ତୁମ୍ଭମାନଙ୍କ ଆଗ ରେ ଥିବା ତଥ୍ଯ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ଯ ଜାଣି ରଖିବା ଉଚିତ ଯେ ଆମ୍ଭେ ମଧ୍ଯ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।
8 ଏହା ସତ୍ଯ ଯେ ମୁଁ ପ୍ରଭୁଙ୍କ ଦ୍ବାରା ପ୍ରଦତ୍ତ ଅଧିକାର ବିଷୟ ରେ ଅତ୍ଯଧିକ ଗର୍ବର କଥା କ ହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି।
9 ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମାେ ପତ୍ରଗୁଡ଼ିକ ମାଧ୍ଯମ ରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭମାନେେ ଭାବ ନାହିଁ
10 କେତକେ ଲୋକ କୁହନ୍ତି "ପାଉଲଙ୍କ ପତ୍ରଗୁଡ଼ିକ ଶକ୍ତିସମ୍ପନ୍ନ ଓ ମହତ୍ବପୂର୍ଣ୍ଣ କିନ୍ତୁ ଯେତବେେଳେ ସେ ଆମ୍ଭ ସହିତ ଥାଆନ୍ତି ସେ ଦୁର୍ବଳ ଓ ତାଙ୍କର କଥା ଗୁଡ଼ିକ ଏତେ ପ୍ରଭାବଶାଳୀ ହୁଏ ନାହିଁ।"
11 ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ : ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ର ରେ ଲେଖିଛୁ। କିନ୍ତୁ ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ୟିବୁ ଆମ୍ଭେ ଦଖାଇେ ଦବେୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସହେି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।
12 ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସହେି ଲୋକମାନଙ୍କ ସହିତ ସମାନ ସ୍ତର ରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସମାନେେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ଯବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଚାର କରନ୍ତି, ଏତଦ୍ଦ୍ବାରା ସମାନେେ ଯେ କେତେ ମୂର୍ଖ, ଜଣାପଡ଼େ।
13 ଆମ୍ଭକୁ ଯେଉଁ କାର୍ୟ୍ଯ ଦିଆଯାଇଛି, ତହିଁର ସୀମାଲଙ୍ଘନ କରି କଦାପି ଗର୍ବର କଥା କହିବୁ ନାହିଁ। ପରମେଶ୍ବରଙ୍କ ପ୍ରଦତ୍ତ କାମ ପାଇଁ ଆମ୍ଭେ ନିଜେ ଗର୍ବ ଅନୁଭବ କରିବୁ। ଏହି କାମ ତୁମ୍ଭମାନଙ୍କ ସହିତ ଆମ୍ଭର କାମକୁ ମଧ୍ଯ ଅନ୍ତଭୁର୍କ୍ତ କରେ।
14 ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟା ରେ ଅତ୍ଯଧିକ ପ୍ରଶଂସା ନଇେଥାନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭମାନେେ ଖ୍ରୀଷ୍ଟଙ୍କର ସୁସମାଚାର ସହିତ ତୁମ୍ଭମାନଙ୍କ ପାଖ ରେ ପହଁଚିଛୁ।
15 ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।
16 ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କ ରେ ମଧ୍ଯ ଆମ୍ଭେ ସୁସମାଚାର ପ୍ରଚାର କରି ପାରିବୁ। ଅନ୍ୟ କୌଣସି ସ୍ଥାନ ରେ ଆଉ କାହା ଦ୍ବାରା ଯେଉଁ କାମ ହାଇେ ସାରିଛି, ସହେି କାମ ରେ ଆମ୍ଭେ ଗର୍ବ କରୁ ନାହୁଁ।
17 ଯେପରି ଶାସ୍ତ୍ର କୁ ହେ : "ଯଦି କିଏ ଗର୍ବ କରିବାକୁ ଇଚ୍ଛା କରେ, ସେ କବଳେ ପ୍ରଭୁଙ୍କଠା ରେ ଗର୍ବ କରିବା ଉଚିତ୍।"
18 କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ବାରା ଭଲ ବୋଲି ଗୃହୀତ ହୁଏ, ସହେି ଲୋକ ଭଲ ବୋଲି ସ୍ବୀକୃତ ହୁଏ, କିନ୍ତୁ ୟିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ବୀକୃତ ହୁଏ ନାହିଁ।




ଅଧ୍ୟାୟ 11

1 ତୁମ୍ଭମାନେେ ମାହେର ଟକିଏ ମୂର୍ଖତା ସହି ନଇେଥିଲେ ଭଲ ହାଇେଥାନ୍ତା। କିନ୍ତୁ ତୁମ୍ଭେ ସତ ରେ ମାେ ପ୍ରତି ସହିଷ୍ଣୁ ଅଛ।
2 ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।
3 ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।
4 କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଚାର କରିଛୁ, ତାହାଠାରୁ ଭିନ୍ନ କଥା କହେି ଯୀଶୁଙ୍କର ବିଷୟ ରେ ପ୍ରଚାର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ର ଆତ୍ମା ବା ସୁସମାଚାର ବିଷୟ ରେ ତୁମ୍ଭମାନେେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଚାର ବିଷୟ ରେ ଯେତବେେଳେ ସମାନେେ କୁହନ୍ତି, ସେତବେେଳେ ତୁମ୍ଭମାନେେ ର୍ଧୈୟ୍ଯ ପୂର୍ବକ ସମାନଙ୍କେ ଠାରୁ ଶୁଣୁଛ।
5 ମୁଁ ଭାବୁ ନାହିଁ ଯେ, ସହେି "ମହାନ ପ୍ ରରେିତମାନେ" ମାେ ଠାରୁ କୌଣସି ଗୁଣ ରେ ଅଧିକ।
6 ଏହା ସତ୍ଯ ଯେ ମୁଁ ପ୍ରଶିକ୍ଷିତ ବକ୍ତା ନୁହେଁ, କିନ୍ତୁ ମାରେ ଜ୍ଞାନ ଅଛି। ଆମ୍ଭେ ଏହି କଥାଟିକୁ ତୁମ୍ଭମାନଙ୍କୁ ସବୁ ପ୍ରକାର ରେ ସୂକ୍ଷ୍ମ ଭାବରେ ଦଖାଇେ ଦଇେଛୁ।
7 ମୁଁ ତୁମ୍ଭମାନଙ୍କୁ ବିନା ମୂଲ୍ଯ ରେ ପରମେଶ୍ବରଙ୍କ ସୁସମାଚାର ଦଇେଛି। ତୁମ୍ଭମାନଙ୍କୁ ମହତପୂର୍ଣ୍ଣ କରିବା ପାଇଁ ମୁଁ ନମ୍ର ହାଇେ ଯାଇଥିଲି। ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଭୁଲ କରିଥିଲି ?
8 ମୁଁ ତୁମ୍ଭମାନଙ୍କ ସବୋକାର୍ୟ୍ଯ ପାଇଁ ଅନ୍ୟ ମଣ୍ଡଳୀମାନଙ୍କ ଠାରୁ ଅର୍ଥ (ବା ସମାନେେ ଦରିଦ୍ର ହେଲେ ମଧ୍ଯ ସମାନଙ୍କେଠାରୁ ଅର୍ଥ ଗ୍ରହଣ କରିବା) ଗ୍ରହଣ କରିଛି।
9 ତୁମ୍ଭମାନଙ୍କ ସହିତ ଥିବା ବେଳେ, ମାରେ ଆବଶ୍ଯକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସମାନେେ ମାରେ ସମସ୍ତ ଆବଶ୍ଯକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହାଇେ ନାହିଁ ଓ ଭବିଷ୍ଯତ ରେ ମଧ୍ଯ କଦାପି ହବେି ନାହିଁ।
10 ମୁଁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯକହୁଛି, ସହେି ବିଷୟ ରେ ଗର୍ବ ପୂର୍ବକ କହିବା ପାଇଁ ମାେତେ ସମଗ୍ର ଆଖାଯା ରେ କହେି ଅଟକାଇ ପାରିବ ନାହିଁ।
11 ମୁଁ କାହିଁକି ତୁମ୍ଭମାନଙ୍କ ପାଇଁ ବୋଝ ହେଉ ନାହିଁ ? ଏହା କ'ଣ ଏଥିପାଇଁ ଯେ ମୁଁ ତୁମ୍ଭମାନଙ୍କୁ ଭଲ ପାଏ ନାହିଁ ? ନା, ପରମେଶ୍ବର ଜାଣନ୍ତି ଯେ, ମୁଁ ତୁମ୍ଭମାନଙ୍କୁ ଭଲ ପାଏ।
12 ମୁଁ ଯାହା କରୁଛି, ତାହା କରି ଚାଲି ଥିବି। ସହେି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଚାଲିଥିବି।
13 ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।
14 ଏହା ଆମ୍ଭକୁ ଆଶ୍ଚର୍ୟ୍ଯ ଲାଗୁ ନାହିଁ। କାରଣ ଏପରି କି ଶୟତାନ ନିଜେ ମଧ୍ଯ ତଜେସ୍ବୀ ସ୍ବର୍ଗଦୂତର ରୂପ ଧାରଣ କରେ।
15 ଅତଏବ, ତା'ର ସବେକମାନେ ଯଦି ଧାର୍ମିକତାର ସବେକରୂପ ଧାରଣ କରନ୍ତି, ଏହା କ'ଣ ଆଶ୍ଚର୍ୟ୍ଯର କଥା ? କିନ୍ତୁ ଶଷେ ରେ ସମାନେେ ତାଙ୍କ କର୍ମ ପାଇଁ ଅବଶ୍ଯ ଦଣ୍ଡ ପାଇବେ।
16 ମୁଁ ପୁନର୍ବାର କହୁଛି, କହେି ମାେତେ ମୂର୍ଖ ବୋଲି ଭାବିବା ଉଚିତ ନୁହେଁ। କିନ୍ତୁ ଯଦି ତୁମ୍ଭମାନେେ ମାେତେ ମୂର୍ଖ ବୋଲି ଭାବ, ତା ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମାେତେ ଗ୍ରହଣ କର।
17 ତା ହେଲେ ମୁଁ ମଧ୍ଯ ସାମାନ୍ଯ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥାନ୍ତେ, ଯେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।
18 ଅନକେ ଲୋକ ତାହାଙ୍କର ସାଂସାରିକ ଜୀବନ ପାଇଁ ଗର୍ବ କରନ୍ତି, ସହେି ଭଳି ମୁଁ ମଧ୍ଯ ଗର୍ବ କରୁଛି।
19 ତୁମ୍ଭମାନେେ ଜ୍ଞାନୀ ହାଇେଥିବାରୁ ଖୁସି ରେ ମୂର୍ଖମାନଙ୍କ ପ୍ରତି ସହନଶୀଳ ହୁଅ।
20 କାରଣ ତୁମ୍ଭମାନେେ ତୁମ୍ଭକୁ ଦାସ ଭଳି ବ୍ଯବହାର କରୁଥିବା, ଫାନ୍ଦ ରେ ପକାଇ ଧରୁଥିବା, ନିଜକୁ ତୁମ୍ଭମାନଙ୍କଠାରୁ ବଡ଼ ବୋଲି କହୁଥିବା ଓ ତୁମ୍ଭମାନଙ୍କ ଗାଲ ରେ ଚାପୁଡ଼ା ମାରୁଥିବା ଲୋକମାନଙ୍କ ପ୍ରତି ସହନଶୀଳ ହାଇେଛ।
21 ଏହା କହିବା ମାେ ପାଇଁ ଲଜ୍ଜାଜନକ। କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏପରି କରିବା ଦୃଷ୍ଟିରୁ ଆମ୍ଭମାନେେ ଅତି "ଦୁର୍ବଳ" ହାଇଯୋଇଛୁ।
22 ସମାନେେ କବଳେ କ'ଣ ଏବ୍ରୀ ? ମୁଁ ମଧ୍ଯ।
23 ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।
24 ମୁଁ ୟିହୁଦୀମାନଙ୍କ ଠାରୁ ପାଞ୍ଚ ଥର ରେ ଅଣଚାଳିଶି ଥର ଚାବୁକ ମାଡ଼ ଖାଇଛି।
25 ମୁଁ ତିନିଥର ବତେ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନି ଥର ଜାହାଜ ଭାଙ୍ଗିବା ବେଳେ ସେଥି ରେ ଥିଲି, ତା'ମଧ୍ଯରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ର ରେ ପଡ଼ି ରହିଥିଲି।
26 ମୁଁ ଅନକେ ଥର ଯାତ୍ରା କରିଛି। ଏହି ଯାତ୍ରା ମାନଙ୍କ ରେ ନଦୀ ରେ ଲୁଣ୍ଠନକାରୀମାନଙ୍କଠାରୁ ମାରେନିଜ ଲୋକମାନଙ୍କଠାରୁ, ଅଣଯିହୂଦୀ ମାନଙ୍କଠାରୁ ମୁଁ ବିପଦ ରେ ଥିଲି। ନଗର ମାନଙ୍କ ରେ, ନିର୍ଜନ ସ୍ଥାନ ଗୁଡ଼ିକରେ, ଏବଂ ସମୁଦ୍ର ରେ, ମଧ୍ଯ ମୁଁ ବିପଦ ରେ ପଡ଼ିଥିଲି। ଯେଉଁଲୋକମାନେ ମିଛ ରେ ଭାଇ ବୋଲାଉ ଥିଲେ ସମାନଙ୍କେ ପାଇଁ ମୁଁ ବିପଦ ରେ ପଡ଼ିଥିଲି।
27 ମୁଁ କଠାେର ପରିଶ୍ରମ କରି କ୍ଲାନ୍ତିପୂର୍ଣ୍ଣ ଜୀବନ ଯାପନ କରିଛି। ଅନକେ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ଯ ଦଇେ ଗତି କରିଛି। ଅନକେ ଥର ମାେ ପାଖ ରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡା ରେ ମୁଁ ରହିଛି।
28 ଆହୁରି ମଧ୍ଯ ଅନକେ ଗୁଡ଼ିଏ ସମସ୍ଯା ଦଇେ ମୁଁ ଗତି କରିଛି। ତହିଁ ମଧ୍ଯରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସହେି ଚିନ୍ତା ରେ ମୁଁ ରହୁଛି।
29 ଯଦି ଜଣେ କହେି ଦୁର୍ବଳ, ମୁଁ ମଧ୍ଯ ଦୁର୍ବଳ। ଯଦି କୌଣସି ଲୋକ ପାପରେ ଚାଲିବା ନିମନ୍ତେ ପ୍ରବୃତ୍ତ ହୁଏ, ତବେେ ମୁଁ ଅନ୍ତର ମଧ୍ଯରୁ ୟନ୍ତ୍ରଣା ଅନୁଭବ କରେ।
30 ଯଦି ମାରେ ଦର୍ପ (ଗର୍ବ) କରିବା କଥା, ତା' ହେଲେ ମୁଁ ମାେ ନିଜର ଦୁର୍ବଳତା ଗୁଡ଼ିକ ପାଇଁ ଗର୍ବ କରିବି।
31 ପରମେଶ୍ବର ଜାଣନ୍ତି ଯେ, ମୁଁ ମିଥ୍ଯା କହୁ ନାହିଁ। ସେ ହେଉଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା।
32 ସେ ସର୍ବଦା ପ୍ରଶଂସିତ ହବୋ କଥା। ମୁଁ ଯେତବେେଳେ ଦମ୍ମସକଠାେ ରେ ଥିଲି, ଅରିତ଼ସ୍ ରାଜାଙ୍କ ରାଜ୍ଯପାଳ ନଗରର ଚାରି ପଟେ ପ୍ରହରୀମାନଙ୍କୁ ରଖି ମାେତେ ବନ୍ଦୀ କରିବା ପାଇଁ ଚେଷ୍ଟା କରିଥିଲେ।
33 କିନ୍ତୁ ସହର ପାଚରେୀ ରେ ଥିବା ଗୋଟିଏ ଝରକା ବାଟ ଦଇେ, ଗୋଟିଏ ବାକ୍ସ ରେ ବସାଇ ମାେତେ କେତକେ ବନ୍ଧୁମାନଙ୍କ ଦ୍ବାରା ବାହାରକୁ ଓହ୍ଲାଇ ନିଆ ୟିବାରୁ ମୁଁ ରାଜ୍ଯପାଳଙ୍କ ହାତରୁ ରକ୍ଷା ପାଇ ଗଲି।




ଅଧ୍ୟାୟ 12

1 ମୁଁ ଗର୍ବ କରି ଚାଲି ଥିବି। ଏହା ଦ୍ବାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ 'ଦର୍ଶନ' ଓ 'ପ୍ରତ୍ଯାଦେଶ' ବିଷୟ ରେ କହିବି।
2 ମୁଁ ଚଉଦ ବର୍ଷ ପୂର୍ବରୁ ଘଟି ଥିବା ଗୋଟିଏ ଘଟଣା କହୁଛି। ଜଣେ ଖ୍ରୀଷ୍ଟ ରେ ଥିବା ଲୋକକୁ ମୁଁ ଜାଣେ (ସ୍ବଦହେ ରେ କି ଦହରହେିତ ହାଇେ, ତାହା ମୁଁ ଜାଣେ ନାହିଁ, ପରମେଶ୍ବର ଜାଣନ୍ତି) ଯାହାଙ୍କୁ ତୃତୀୟ ସ୍ବର୍ଗକୁ ନିଆଗଲା।
3 ମୁଁ ଜାଣେ ତାହାଙ୍କୁ ପାରଦୀଶକୁ ନିଆଗଲା। (ସ୍ବଦହେ ରେ କି ଦହରହେିତ ହାଇେ, ତାହା ମୁଁ ଜାଣେ ନାହିଁ, ପରମେଶ୍ବର ଜାଣନ୍ତି)।
4 ସେ ଏପରି ଶୁଣିବାକୁ ପାଇଲେ ୟହା ସେ ବୁଝଇେ ପାରିଲେ ନାହିଁ। ସେ କିଛି ବିଷୟ ଶୁଣିଲେ,
5 ଯାହା କୌଣସି ବ୍ଯକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମାହେର ଦୁର୍ବଳତା ରେ ରଦର୍ପ କରିବି।
6 ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଚାହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ଯକଥା କ ହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମାେ ବିଷୟ ରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା ଠାରୁ ଅଧିକ ବୋଲି ମାେତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।
7 ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।
8 ମୁଁ ପ୍ରଭୁଙ୍କୁ ତିନି ଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମାେ ଠାରୁ ଦୂ ରଇେ ଦିଅନ୍ତୁ।
9 କିନ୍ତୁ ପ୍ରଭୁ ମାେତେ କହିଲେ, "ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ।" ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
10 ଅତଏବ ମାେ ଠା ରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କବଳେ ଖ୍ରୀଷ୍ଟଙ୍କ ସକାେଶ ଯେତବେେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦଇେ ଗତି କରେ, ଯେତବେେଳେ ମାରେ କଷ୍ଟ ଥାଏ ବା ଯେତବେେଳେ ମାରେ ସମସ୍ଯା ଥାଏ, ସେତବେେଳେ ମୁଁ ଆନନ୍ଦ କରେ। ଯେତବେେଳେ ମୁଁ ଦୁର୍ବଳ, ସେତବେେଳେ ମୁଁ ପ୍ରକୃତ ରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।
11 ମୁଁ ମୂର୍ଖଙ୍କ ଭଳି କହିଚାଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭମାନେେ ମାେତେ ବାଧ୍ଯ କରିଥିଲ। ତୁମ୍ଭମାନେେ ହେଉଛ ସହେିଲୋକ, ଯେଉଁମାନେ ମାେ ସପକ୍ଷ ରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସହେି "ମହାନ୍ ପ୍ ରରେିତ" ମାନେ ମାେ ଠାରୁ ଅଧିକ ମଧ୍ଯ ନୁହଁନ୍ତି।
12 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ ରରେିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି - ମୁଁ ନାନାଦି ଚିହ୍ନ, ଅଦ୍ଭୂତ ଓ ଆଶ୍ଚର୍ୟ୍ଯଜନକ କାମ ଦଖାଇେଥିଲି। ଏ ସବୁ ମୁଁ ଅନକେ ର୍ଧୈୟ୍ଯର ସହିତ କରିଥିଲି।
13 ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭମାନେେ ମଧ୍ଯ ପାଇଛ। କବଳେ ଗୋଟିଏ କଥା ତନ୍ମଧ୍ଯରୁ ଅଲଗା : ମୁଁ ତୁମ୍ଭମାନଙ୍କ ଉପରେ କବେେ ହେଲେ ଭାରସ୍ବରୂପ ନ ଥିଲି। ଏଥିପାଇଁ ମାେତେ କ୍ଷମା କରି ଦିଅ।
14 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ୟିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ବରୂପ ହବେି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତି ବଦଳ ରେ ମୁଁ ତୁମ୍ଭମାନଙ୍କୁ ଚା ହେଁ। ସନ୍ତାନମାନଙ୍କର ନିଜ ମାତାପିତା ଲାଗି କୌଣସି ସଞ୍ଚୟର ଆବଶ୍ଯକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।
15 ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ ?
16 ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ବରୂପ ହବୋକୁ ଚା ହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ଯା କହି ତୁମ୍ଭମାନଙ୍କୁ ଜାଲ ରେ ପକାଇବା ପାଇଁ ଚେଷ୍ଟା କରିବି।
17 ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ଯରୁ କାହାରି ମାଧ୍ଯମ ରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି ? ନା, ତୁମ୍ଭମାନେେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ।
18 ମୁଁ ତିତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତିତସ କ'ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି ? ନା! ତୁମ୍ଭମାନେେ ଜାଣ ଯେ ତିତସ ଓ ମୁଁ ଦୁ ହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହ ରେ କାମ କରିଛୁ। ସହେି ପବିତ୍ରଆତ୍ମାର ପ୍ ରରଣୋ ରେ ଆମ୍ଭେ ଦୁ ହେଁ କାମ କରିଥିଲୁ।
19 ତୁମ୍ଭମାନେେ କ'ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷ ରେ ୟୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବ ରେ ପରମେଶ୍ବରଙ୍କ ଆଗ ରେ କହିଥିଲୁ। ତୁମ୍ଭମାନେେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହା କିଛି କହୁଛୁ ତାହା ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ ହବେ ବୋଲି କହୁଛୁ।
20 ଏଭଳି କହିବାର ଉଦ୍ଦେଶ୍ଯ ଯେ, ମାରେଭୟ ହେଉଛି : ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି ସେତବେେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସହେି ରୂପରେ ନ ପାଇ ପା ରେ ଓ ତୁମ୍ଭମାନେେ ମଧ୍ଯ ମାେତେ ଯାହା ଭାବିଛ ଠିକ୍ ସହେି ରୂପରେ ପାଇ ନ ପାର। ମାରେଭୟ ଯେ, କାଳେ ତୁମ୍ଭମାନଙ୍କ ମଧିଅରେ କଳହ, ଇର୍ଷା, କୋର୍ଧ, ସ୍ବାର୍ଥପରତା, ପରଚର୍ଚ୍ଚା, କାନ କୁହାକୋହି, ଗର୍ବ ଓ ଦ୍ବନ୍ଦ ଦେଖିବାକୁ ମିଳିବ।
21 ମୁଁ ଭୟ କରୁଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ସେତବେେଳେ ତୁମ୍ଭମାନଙ୍କ ଆଗ ରେ ମାରେ ପରମେଶ୍ବର ମାେତେ ଲଜ୍ଜା ନ ଦିଅନ୍ତୁ। ଯେ ହତେୁ ତୁମ୍ଭମାନଙ୍କ ଭିତରୁ ଅନକେେ ପାପ କରିଥିବାରୁ, ମୁଁ ଦୁଃଖିତ ହବେି। କାରଣ ସହେି ଲୋକମାନେ ସମାନଙ୍କେର ପାପର ଜୀବନ ନିମନ୍ତେ ଦୁଃଖିତ ହାଇେ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସମାନଙ୍କେର ୟୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ୟ୍ଯ କରୁ ଥିବାରୁ, ମାେତେ ଶାେକ କରିବାକୁ ପଡ଼ିବ।




ଅଧ୍ୟାୟ 13

1 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେ ରଖ : "ପ୍ରେତ୍ୟକକ ଅଭିଯୋଗ ପାଇଁ ଚାଲିବା ତିନି ଜଣ ସାକ୍ଷୀ ଦବୋ ଦରମାର ଯେ ସମାନେେ ତାହାର ସତ୍ଯତା ବିଷୟ ରେ ଜାଣିଛନ୍ତି।"
2 ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଦ୍ବିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦଇେଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂର ରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦବେି।
3 ମାେ ଦ୍ବାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭମାନେେ ପ୍ରମାଣ ଚାହୁଁଛ। ମାରେ ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବା ରେ ଦୁର୍ବଳ ନୁହଁନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧିଅରେ ଶକ୍ତିଶାଳୀ ଅଟନ୍ତି।
4 ଏହା ସତ୍ଯ ଯେ, ଯେତବେେଳେ ଖ୍ରୀଷ୍ଟ କୃଶ ଉପରେ ଚଢି଼ଲେ ସେତବେେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ବରଙ୍କ ମହାଶକ୍ତି ରେ ସେ ଜୀବିତ। ଆମ୍ଭେ ମଧ୍ଯ ଖ୍ରୀଷ୍ଟଙ୍କଠା ରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ବରଙ୍କ ଶକ୍ତି ରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ଯ ଜୀବିତ ହାଇେ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।
5 ତୁମ୍ଭମାନେେ ବିଶ୍ବାସ ରେ ଜୀବନ କାଟୁଛ କି ନାହିଁ ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭମାନେେ ଜାର ଯେ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭମାନେେ ପରୀକ୍ଷା ରେ ବିଫଳ ହୁଅ, ତାହା ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ରହୁ ନାହାଁନ୍ତି ତାହା ଜାଣ।
6 ମୁଁ ଆଶା କରେ ଆମ୍ଭମାନେେ ପରୀକ୍ଷା ରେ ବିଫଳ ହାଇେ ନାହୁଁ ବୋଲି ତୁମ୍ଭମାନେେ ଦେଖବି।
7 ଆମ୍ଭେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ କିଛି ଭୁଲ କାମ କରିବ ନାହିଁ। ଆମ୍ଭେ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହାଇେଛୁ, ଏ କଥା ଲୋକମାନେ ଦେଖିବା ରେ କିଛି ଲାଭ ନାହିଁ। ପରୀକ୍ଷା ରେ ଆମ୍ଭମାନେେ ବିଫଳ ହାଇେଛୁ ବୋଲି ଯଦି ଲୋକଙ୍କୁ ଦଖାଯାେଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷ ରେ ଅଧିକ ଗୁରୁତ୍ବପୂର୍ଣ୍ଣ।
8 ଆମ୍ଭେ ସତ୍ଯର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କବଳେ ସତ୍ଯ ପାଇଁ କିଛି କରି ପାରିବା।
9 ଯଦି ତୁମ୍ଭମାନେେ ବଳବାନ ଆମ୍ଭେ ଦୁର୍ବଳ ହବୋ ରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ ଅଧିକରୁ ଅଧିକ ଶକ୍ତିଶାଳୀ ହାଇେ ଯାଅ।
10 ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତବେେଳେ ମୁଁ ଆ ସେ, ସେତବେେଳେ ଦଣ୍ଡ ଦବୋ ପାଇଁ ମାେତେ ମାେ ଶକ୍ତିର ବ୍ଯବହାର କରିବାକୁ ନ ପଡ଼ୁ। ପରମେଶ୍ବର ମାେତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
11 ଭାଇ ଓ ଭଉଣୀମାନେ ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହବୋକୁ ଚେଷ୍ଟା କର। ମୁଁ ଯେପରି କହିଛି ସହେିପରି କାମ କରୁଥାଅ। ସମସ୍ତେ ଏକ ମନ ରେ ଓ ଶାନ୍ତି ରେ ରୁହ। କବେେ ଶାନ୍ତି ଓ ପ୍ ରମରେ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
12 ପବିତ୍ର ଚୁମ୍ବନ ଦ୍ବାରା ପରସ୍ପରକୁ ସ୍ବାଗତ ଜଣାଅ।
13 ପରମେଶ୍ବରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
14 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ବରଙ୍କ ପ୍ ରମେ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।
14