କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍

ଅଧ୍ୟାୟ: 1 2 3 4


-Reset+

ଅଧ୍ୟାୟ 1

1 ଈଶ୍ବରଙ୍କ ଇଚ୍ଛା ରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ ରରେିତ ମୁଁ ପାଉଲ ଓ ଆମ୍ଭ ଭାଇ ତୀମଥିଙ୍କଠାରୁ
2 କଲସୀ ରେ ରହୁଥିବା ଖ୍ରୀଷ୍ଟଙ୍କଠା ରେ ପବିତ୍ର ଓ ବିଶ୍ବସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି : ଆମର ପିତା ପରମେଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।
3 ଆମ୍ଭ ପ୍ରାର୍ଥନା ରେ ଆମ୍ଭେ ସବୁବେଳେ ତୁମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛୁ।
4 ପରମେଶ୍ବର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠା ରେ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠା ରେ ଥିବା ପ୍ ରମେ ବିଷୟ ରେ ଶୁଣି ଆମ୍ଭେ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛୁ।
5 ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।
6 ବିଶ୍ବ ରେ ସର୍ବତ୍ର ସୁସମାଚାର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭମାନେେ ସୁସମାଚାର ଶୁଣିଲ ଓ ପରମେଶ୍ବରଙ୍କ ଅନୁଗ୍ରହର ସତ୍ଯ ବୁଝିଲ, ସହେି ଦିନଠାରୁ ତୁମ୍ଭମାନେେ ମଧ୍ଯ ଆଶୀର୍ବାଦ ଲାଭ କରୁଛ।
7 ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।
8 ଏପାଫ୍ରା, ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଆମ୍ଭକୁ କହିଛନ୍ତି।
9 ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :
10 ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;
11 ଯେପରି ପରମେଶ୍ବର ତାହାଙ୍କ ମହାନ୍ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ ; ଯେ ତୁମ୍ଭମାନେେ ର୍ଧୈୟ୍ଯବାନ ହବେ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।
12 ତା ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହବେ ଓ ପିତାଙ୍କୁ ଧନ୍ଯବାଦ ଦବେ। ସେ ଯେଉଁ ବିଷୟଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସଗେୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପୟୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅ ରେ ବାସ କରନ୍ତି, ସମାନଙ୍କେ ଲାଗି ସେ ଏହି ବିଷୟଗୁଡ଼ିକ ସୃଷ୍ଟି କରିଛନ୍ତି
13 ଅନ୍ଧକାରର ଶକ୍ତିରୁ ପରମେଶ୍ବର ଆମ୍ଭକୁ ସ୍ବାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ଯ ମଧ୍ଯକୁ ଆଣିଛନ୍ତି।
14 ସହେି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ଯ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ବାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।
15 କୌଣସି ଲୋକ ପରମେଶ୍ବରଙ୍କୁ ଦେଖି ପା ରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ ପରମେଶ୍ବରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟଗୁଡ଼ିକର ଶାସକ ଅଟନ୍ତି।
16 ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
17 ସବୁ ବିଷୟଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହବୋ ପୂର୍ବରୁ ଖ୍ରୀଷ୍ଟ ଥିଲେ। ସମସ୍ତ ବିଷୟର ଆସ୍ତିତ୍ବ, ତାହାଙ୍କ ହତେୁ ରହିଛି।
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।
19 ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ବାସ କରିବାକୁ ପସନ୍ଦ କଲେ।
20 ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ବର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ବାରା ପରମେଶ୍ବର ଶାନ୍ତି ଆଣିଲେ।
21 ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ବରଙ୍କ ବିରୋଧୀ ଥିଲ। ତୁମ୍ଭମାନେେ ମନ ରେ ପରମେଶ୍ବରଙ୍କ ଶତୃ ଥିଲ। ସେଥିପାଇଁ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଉଥିଲ।
22 କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ମିତ୍ର କରି ଦଇେଛନ୍ତି। ତାଙ୍କ ମାଂସମୟ ଶରୀର ରେ, ନିଜ ମୃତ୍ଯୁ ଦ୍ବାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ।
23 ତୁମ୍ଭମାନେେ ଶୁଣିଥିବା ସୁସମାଚାର ଉପରେ ବିଶ୍ବାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଚାଲିବେ। ତୁମ୍ଭମାନେେ ନିଜ ବିଶ୍ବାସ ରେ ଦୃଢତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଚାର ତୁମ୍ଭମାନଙ୍କୁ ଯେଉଁ ଭରସା ଦଇେଛି ସେଥିରୁ ବିଚଳିତ ହବେ ନାହିଁ। ସହେି ସମାନ ସୁସମାଚାର ସମଗ୍ର ବିଶ୍ବ ରେ ସମସ୍ତଙ୍କୁ କୁହାୟାଇଛି। ମୁଁ ପାଉଲ, ସହେି ସୁସମାଚାର କହିବା ରେ ସାହାୟ୍ଯ କରିଛି।
24 ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।
25 ପରମେଶ୍ବର ମାେତେ ମଣ୍ଡଳୀର ଜଣେ ସବେକ ହବୋ ପାଇଁ ଏକ ବିଶଷେ କାମ ଦଇେଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାୟ୍ଯ କରୁଛି। ମାେ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ ଶିକ୍ଷା ପ୍ରଦାନ କରିବା।
26 ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ଯଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସହେି ଗୁପ୍ତ ସତ୍ଯ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।
27 ଏହି ମହାନ୍ ସତ୍ଯଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ବର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ଯକୁ ନିଜ ଲୋକଙ୍କୁ ଜଣାଇ ଦବୋ ପାଇଁ ସ୍ଥିର କଲେ। ଏହି ସତ୍ଯ ସ୍ବଯଂ ତୁମ୍ଭମାନଙ୍କ ଭିତ ରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ବରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।
28 ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
29 ଖ୍ରୀଷ୍ଟ ମାେତେ ଦଇେଥିବା ମହାନ୍ ଶକ୍ତି ବଳ ରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମାେ ଜୀବନ ରେ କାମ କରୁଛି।




ଅଧ୍ୟାୟ 2

1 ମୁଁ ଚା ହେଁ ତୁମ୍ଭମାନେେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦକୀଆ ରେ ଥିବା ଲୋକମାନଙ୍କୁ ଓ ମାେତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ମୁଁ ସାହାୟ୍ଯ କରିବାକୁ ଚେଷ୍ଟା କରୁଛି।
2 ମୁଁ ଇଚ୍ଛା କରେ ଯେ ସମାନେେ ପ୍ ରମେ ରେ ବାନ୍ଧି ହାଇେ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ଯ ଇଚ୍ଛା କରେ ଯେ ସମାନେେ ବୋଧଶକ୍ତି ଦ୍ବାରା ପ୍ରାପ୍ତ ଦୃଢ଼ ବିଶ୍ବାସ ରେ ଧନୀ ହୁଅନ୍ତୁ। ମାରଇେଚ୍ଛା ଯେ ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ବାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ଯ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।
3 ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।
4 ମାରେ ଏପରି କହିବା ଉଦ୍ଦେଶ୍ଯ ଯେ ତୁମ୍ଭମାନଙ୍କୁ ଯେପରି କହେି ଭଲ ବୋଲି ଜଣା ପଡ଼ୁଥିବା ଅସତ୍ଯ ଶିକ୍ଷା ଦ୍ବାରା ବିଭ୍ରାନ୍ତ କରି ନ ଦେଉ।
5 ମୁଁ ମାେ ଶରୀର ରେ ତୁମ୍ଭ ସହିତ ସଠାେରେ ନାହିଁ, କିନ୍ତୁ ମାରେଆତ୍ମା ସଠାେରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠା ରେ ବଳିଷ୍ଠ ବିଶ୍ବାସ ଦେଖି ପ୍ରସନ୍ନ ଅଟେ।
6 ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହାଇେ ତାହାଙ୍କୁ ଅନୁସରଣ କରିଚାଲ।
7 ତୁମ୍ଭେ କବଳେ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆ ସେ। ତୁମ୍ଭକୁ ସତ୍ଯର ଶିକ୍ଷା ଦିଆ ଯାଇଛି। ସହେି ସତ୍ଯ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ବରଙ୍କୁ ସବୁବେଳେ ଧନ୍ଯବାଦ ଦେଉଥାଅ।
8 ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।
9 ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।
10 ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
11 ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।
12 ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
13 ତୁମ୍ଭେ ନିଜର ପାପ ହତେୁରୁ ଏବଂ ତୁମ୍ଭର ପାପ ସ୍ବଭାବ ହତେୁ ସ୍ବାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ବର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ବର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ଯ କଲେ।
14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ବାରା, ଆମ୍ଭ ବିରୁଦ୍ଧ ରେ ଲଖାେ ଯାଇଥିବା ଚିଠାଟିକୁ ପରମେଶ୍ବର ବ୍ଯର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସହେି ଚିଠାକୁ ପରମେଶ୍ବର ନଇଗେଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ।
15 ପରମେଶ୍ବର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ବାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜଯୀ ହେଲେ। ପରମେଶ୍ବର ସଂସାରକୁ ଦଖାଇେ ଦେଲେ ଯେ ସମାନେେ ଶକ୍ତିହୀନ ଅଟନ୍ତି।
16 ତେଣୁ ୟିହୁଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ)289 ବିଷୟ ରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।
17 ପୂର୍ବ କାଳ ରେ ଏଗୁଡ଼ିକ ଭବିଷ୍ଯତ ରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାଯା ମାତ୍ର ଥିଲା। କିନ୍ତୁ ଯାହା ସବୁ ଘଟିବାକୁ ଥିଲା, ସଗେୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ।
18 କେତକେ ଲୋକ, ନିଜକୁ ନମ୍ର ବୋଲି ଦଖାେନ୍ତି ଓ ସ୍ବର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସମାନେେ ସବୁବେଳେ ଦେଖିଥିବା ଦର୍ଶନ ବିଷୟ ରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, "ତୁମ୍ଭମାନେେ ଦର୍ଶନ କରୁ ନାହଁ, ସ୍ବର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍ ।" ଏହି ଲୋକ ପ୍ରକୃତ ରେ କବଳେ ମନୁଷ୍ଯମାନଙ୍କ ବିଚାର ରେ ବୁଡ଼ି ରହିଥିବାରୁ ଓ ପରମେଶ୍ବରଙ୍କ କଥା ବିଚାର ନ କରୁଥିବାରୁ ବୃଥା ରେ ଗର୍ବ କରନ୍ତି।
19 ସମାନେେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନ ରେ ରଖନ୍ତି ନାହିଁ। ସଂମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ଯ ପରସ୍ପରକୁ ସାହାୟ୍ଯ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରେଖ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଶରୀର ବୃଦ୍ଧି ପାଏ।
20 ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ଯ ଏପରି ବ୍ଯବହାର କରୁଛ ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ'ଣ ପାଇଁ ପାଳନ କରୁଛ :
21 "ଏହା ଖାଅ ନାହିଁ।", "ତାହା ଚାଖ ନାହିଁ।", " ସେ ଜିନିଷକୁ ଛୁଅଁ ନାହିଁ।"
22 ଏହି ଜାଗତିକ ନିୟମଗୁଡ଼ିକ ସହେିସବୁ ବିଷୟ ରେ ଅଟେ, ଯାହା କି ବ୍ଯବହାର ହବୋ ପରେ ନଷ୍ଟ ହାଇଯୋଆନ୍ତି। ସହେି ଆଦେଶ ଓ ଶିକ୍ଷାଗୁଡ଼ିକ ମନୁଷ୍ଯମାନଙ୍କଠାରୁ, ପରମେଶ୍ବରଙ୍କଠାରୁ ନୁହେଁ।
23 ଏହି ବ୍ଯବସ୍ଥାଗୁଡ଼ିକ ଜ୍ଞାନପୂର୍ଣ୍ଣ ଜଣା ପଡ଼ୁଥିଲେ ମଧ୍ଯ ମନୁଷ୍ଯ ଦ୍ବାରା ଗଠନ କରାଯାଇଥିବା ଧର୍ମର ଗୋଟିଏ- ଗୋଟିଏ ଅଂଶ, ଯାହା ଦ୍ବାରା ଲୋକେ ନମ୍ର ବୋଲି ଛଳନା କରନ୍ତି ଓ ନିଜର ଶରୀରକୁ ତାଡ଼ନା କରନ୍ତି। କିନ୍ତୁ ଏହି ନିୟମଗୁଡ଼ିକ ସମାନଙ୍କେୁ ସମାନଙ୍କେର ପାପ ସ୍ବଭାବ ଓ ମନ୍ଦ କାର୍ୟ୍ଯରୁ ଦୂର ରେ ରହିବା ପାଇଁ ସାହାୟ୍ଯ କରେ ନାହିଁ।




ଅଧ୍ୟାୟ 3

1 ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।
2 ସବୁବେଳେ ସହେି ସ୍ବର୍ଗର ବିଷୟଗୁଡ଼ିକ ଅନ୍ବଷେଣ କର, ମର୍ତ୍ତ୍ଯର ବିଷୟଗୁଡ଼ିକ ପାଇଁ ନୁହେଁ।
3 ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।
4 ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତବେେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମା ରେ ତୁମ୍ଭମାନେେ ଅଂଶ ପାଇବ।
5 ଅତଏବ, ୟୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହବୋ, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହାଇେ ରହିବା, ଯାହା ଏକ ମିଥ୍ଯା ଦବେତାକୁ ପୂଜା କରିବା ସଦୃଶ, ସଭେିଳ ବିଷୟଗୁଡ଼ିକୁ ନିଜ ଜୀବନଠାରୁ ଦୂର ରେ ରଖ। ଏହିଭଳି ଇଚ୍ଛାଗୁଡ଼ଇକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ଯା ଦବେତାର ସବୋ କରୁଛି।
6 ଏହି ବିଷୟଗୁଡ଼ିକ ପରମେଶ୍ବରଙ୍କୁ କୋରଧିତ କରେ।
7 ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନ ରେ ମଧ୍ଯ ତୁମ୍ଭମାନେେ ଏହି କାମଗୁଡ଼ିକ କରିଥିଲ।
8 କିନ୍ତୁ ଏବେ, ଏହି ସମସ୍ତ ବିଷୟ ନିଜ ଜୀବନରୁ ବାହାର କରିଦିଅ : କୋରଧ, ଉତ୍ତଜେନା, ଅନ୍ୟ କାହାକୁ ବାଧିଲା ଭଳି କାର୍ୟ୍ଯ କରିବା ବା କଥା କହିବା, କହିଲା ବେଳେ ଅପଶବ୍ଦ ବ୍ଯବହାର କରିବା।
9 ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭମାନେେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦଇେଛ।
10 ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।
11 ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।
12 ପରମେଶ୍ବର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ଅତଏବ ତୁମ୍ଭମାନେେ ସର୍ବଦା ନିମ୍ନୋକ୍ତ କାର୍ୟ୍ଯମାନ କର : ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ର୍ଧୈୟ୍ଯବାନ ହୁଅ।
13 ପରସ୍ପର ପ୍ରତି କୋର୍ଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭମାନେେ ମଧ୍ଯ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ।
14 ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ଯ ବିଷୟ ହେଲା, ପରସ୍ପରକୁ ପ୍ ରମେ କରିବା। ପ୍ ରମେ ତୁମ୍ଭମାନଙ୍କୁ ଏକତା ରେ ଏକାଠି ବାନ୍ଧି ରେଖ।
15 ଖ୍ରୀଷ୍ଟଙ୍କ ଦ୍ବାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଚାରକୁ ସଂୟମ କରିବ। ତୁମ୍ଭମାନେେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀର ରେ ଡକା ହାଇେଛ। ସବୁବେଳେ ଧନ୍ଯବାଦୀ ରୁହ।
16 ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।
17 ତୁମ୍ଭମାନେେ ଯାହା କହୁଛ, ଯାହା କିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ୟ୍ଯ ମଧିଅରେ ପରମପିତା ପରମେଶ୍ବରଙ୍କୁ ଯୀଶୁଙ୍କ ମାଧ୍ଯମ ରେ ଧନ୍ଯବାଦ ଜଣାଅ।
18 ପତ୍ନୀଗଣ ! ତୁମ୍ଭର ପତିଙ୍କ ପ୍ରତି ବଶୀଭୂତା ରୁହ। ପ୍ରଭୁଙ୍କ ଅନୁଗାମୀମାନଙ୍କ ଭଳି ଏହା କରିବା ଉଚିତ ଅଟେ।
19 ପତିଗଣ ! ତୁମ୍ଭମାନଙ୍କ ପତ୍ନୀଙ୍କୁ ପ୍ ରମେ କର। ସମାନଙ୍କେ ପ୍ରତି ଭଦ୍ର ବ୍ଯବହାର କର।
20 ସନ୍ତାନଗଣ ! ପ୍ରେତ୍ୟକକ କଥା ରେ ମାତା-ପିତାଙ୍କ ଆଜ୍ଞା ପାଳନ କର। ଏହା ପ୍ରଭୁଙ୍କୁ ପ୍ରସନ୍ନ କରେ।
21 ପିତାଗଣ ! ତୁମ୍ଭମାନଙ୍କ ସନ୍ତାନମାନଙ୍କୁ ବିରକ୍ତ କର ନାହିଁ। ଯଦି ତୁମ୍ଭେ ଅଧିକ ଆଶା କର, ତା' ହେଲେ ସମାନେେ ହତାଶ ହାଇଯେିବେ।
22 ସବେକଗଣ ! ଏହି ପୃଥିବୀ ରେ ପ୍ରେତ୍ୟକକ କଥା ରେ ନିଜର ମାଲିକମାନଙ୍କ ଆଜ୍ଞା ପାଳନ କର। ଯେତବେେଳେ ମାଲିକ ଦେଖୁ ନାହାଁନ୍ତି, ସେତବେେଳେ ମଧ୍ଯ ଓ ସର୍ବଦା ତାହାଙ୍କ ଆଜ୍ଞା ପାଳନ କର। ଏପରି କରିବା ଦ୍ବାରା ତୁମ୍ଭମାନେେ ପ୍ରକୃତ ରେ ମନୁଷ୍ଯକୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁ ନାହଁ, ବରଂ ପ୍ରଭୁଙ୍କୁ ସମ୍ମାନ ଦେଉଥିବାରୁ, ତୁମ୍ଭମାନେେ ନିଷ୍ଠାପର ସହିତ ଆଜ୍ଞା ପାଳନ କର।
23 ସମସ୍ତ କାମଗୁଡ଼ିକ କଲା ବେଳେ ସବୁଠାରୁ ଭଲ କରିବ ପାଇଁ ଚେଷ୍ଟା କର। ପ୍ରଭୁଙ୍କର ସବୋ କରୁଛ, ଲୋକମାନଙ୍କର ନୁହେଁ ବୋଲି ଭାବି କାମ କର।
24 ମନରେଖ ! ତୁମ୍ଭମାନେେ ତୁମ୍ଭମାନଙ୍କର ପୁରସ୍କାର ପ୍ରଭୁଙ୍କଠାରୁ ପାଇବ। ସେ ତାଙ୍କ ଲୋକଙ୍କୁ ଯାହା ପ୍ରତିଶୃତି ଦଇେଛନ୍ତି, ତାହା ତୁମ୍ଭମାନଙ୍କୁ ଦବେେ। ତୁମ୍ଭମାନେେ ପ୍ରଭୁ ଖ୍ରୀଷ୍ଟଙ୍କ ସବୋ କରୁଛ।
25 ମନରେଖ ! ଭୁଲ କର୍ମ ପାଇଁ, ପ୍ରେତ୍ୟକକ ଲୋକ ଦଣ୍ଡ ପାଇବ। ପ୍ରଭୁ ପ୍ରେତ୍ୟକକ ଲୋକକୁ ସମାନ ଭାବରେ ଦେଖନ୍ତି।




ଅଧ୍ୟାୟ 4

1 ମାଲିକମାନେ ! ଯାହା ସୁନ୍ଦର ଓ ଯଥାର୍ଥ ତାହା ତୁମ୍ଭ ସବେକମାନଙ୍କୁ ଦିଅ। ମନରେଖ ଯେ ସ୍ବର୍ଗ ରେ ତୁମ୍ଭମାନଙ୍କର ମଧ୍ଯ ଜଣେ ମାଲିକ ଅଛନ୍ତି।
2 ସବୁବେଳେ ପ୍ରାର୍ଥନା କରୁଥାଅ। ପ୍ରାର୍ଥନା କଲା ବେଳେ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ।
3 ଆମ୍ଭ ପାଇଁ ମଧ୍ଯ ପ୍ରାର୍ଥନା କର। ପରମେଶ୍ବରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ବରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟ ରେ ପରମେଶ୍ବର ଯେଉଁ ଗୁପ୍ତ ସତ୍ଯ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଚାର କରିପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ଯ ପ୍ରଚାର କରୁଛି ବୋଲି ମୁଁ କାରାଗାର ରେ ବନ୍ଦୀ।
4 ମୁଁ ଯେପରି ଏହି ସତ୍ଯ ଲୋକମାନଙ୍କ ଆଗ ରେ ସ୍ପଷ୍ଟ କରିପାରିବି, ସେଥିପାଇଁ ପ୍ରାର୍ଥନା କର। ମୁଁ ତାହା କରିବା ଉଚିତ୍।
5 ଅବିଶ୍ବାସୀ ଲୋକମାନଙ୍କ ସହିତ ବ୍ଯବହାର କଲା ବେଳେ ବୁଦ୍ଧି ସହ ବ୍ଯବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପୟୋଗ କର।
6 କଥାବାର୍ତ୍ତା କଲା ବେଳେ, ସବୁବେଳେ ଦୟାଭାବ ରଖ ଓ ବିବକେୀ ହୁଅ। ତବେେ ତୁମ୍ଭମାନେେ ସମସ୍ତଙ୍କୁ ଉଚିତ ଉତ୍ତର ଦବୋକୁ ସକ୍ଷମ ହବେ।
7 ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମାରେ ପ୍ରିୟ ଭାଇ ତୁଖିକ, ଜଣେ ବିଶ୍ବାସୀ ସବେକ ଓ ମାେ ସହିତ ପ୍ରଭୁଙ୍କର ଜଣେ ସବେକ ଅଟନ୍ତି। ମାେ ସହିତ ଏଠା ରେ ଯାହା କିଛି ଘଟୁଛି, ସହେି ସମସ୍ତ କଥା ସେ ତୁମ୍ଭମାନଙ୍କୁ କହିବେ।
8 ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ମୁଁ ଇଚ୍ଛା କରେ ଯେ, ଆମ୍ଭମାନେେ କିପରି ଅଛୁ, ତାହା ତୁମ୍ଭମାନେେ ଜାଣ।
9 ସେ ତୁମ୍ଭମାନଙ୍କୁ ଉତ୍ସାହିତ କରିବେ। ମୁଁ ଅନୀସିମଙ୍କ ସହିତ ତାଙ୍କୁ ପଠାଉଛି। ଅନୀସିମ ଖ୍ରୀଷ୍ଟଙ୍କଠା ରେ ଥିବା ଜଣେ ବିଶ୍ବାସୀ ଓ ପ୍ରିୟ ଭାଇ ଅଟନ୍ତି। ସେ ତୁମ୍ଭମାନଙ୍କ ଦଳର ଅଟନ୍ତି। ତୁଖିକ ଓ ଅନୀସିମ, ଏଠା ରେ ଘଟିଥିବା ସମସ୍ତ ବିଷୟ ତୁମ୍ଭମାନଙ୍କୁ କହିବେ।
10 ଅରିସ୍ତାର୍ଖଙ୍କ ନମସ୍କାର ଜଣାଉଛି। ସେ ମାେ ସହିତ ଜଣେ ସହବନ୍ଦୀ। ବର୍ଣ୍ଣବାଙ୍କ କୁଟୁମ୍ବୀୟ ଭାଇ ମାର୍କ ନମସ୍କାର କରୁଛନ୍ତି। (ମୁଁ ଆଗରୁ ତାହାଙ୍କ ବିଷୟ ରେ କହି ସାରିଛି। ସେ ଯଦି ଆସନ୍ତି, ତାହାଙ୍କୁ ସ୍ବାଗତ କରିବ)।
11 ୟୁସ୍ତ ନାମ ରେ ମଧ୍ଯ ଖ୍ଯାତ, (ଯୀଶୁ) ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ୟିହୁଦୀ ବିଶ୍ବାସୀମାନଙ୍କ ମଧିଅରେ କବଳେ ଏମାନେ ପରମେଶ୍ବରଙ୍କ ରାଜ୍ଯ ପାଇଁ ମାେ ସହିତ କାମ କରନ୍ତି। ସମାନେେ ଏପର୍ୟ୍ଯନ୍ତ ମାରେସାନ୍ତ୍ବନାର କାରଣ ହାଇେଛନ୍ତି।
12 ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସବେକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ପରିପକ୍ବ ହୁଅ, ଓ ପରମେଶ୍ବର ଯାହା କିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।
13 ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ।
14 ଦୀମା ଓ ଆମ୍ଭର ପ୍ରିୟ ବୈଦ୍ଯ ଲୂକ ନମସ୍କାର କରୁଛନ୍ତି।
15 ଲାଅଦିକୀଆର ଭାଇ ଓ ଭଉଣୀମାନଙ୍କୁ ନମସ୍କାର ଜଣାଅ। ନୁମ୍ଫା ଓ ତାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀକୁ ନମସ୍କାର ଜଣାଅ।
16 ଏହି ପତ୍ରଟି ତୁମ୍ଭ ପାଖ ରେ ପଢ଼ା ଯାଇ ସାରିଲା ପରେ, ଲାଅଦିକୀଆର ମଣ୍ଡଳୀକୁ ଏହି ପତ୍ରଟି ପଢ଼ିବାକୁ ଦିଅ। ଲାଅଦିକୀଆକୁ ଯେଉଁ ପତ୍ର ମୁଁ ଲେଖୁଛି, ତାକୁ ମଧ୍ଯ ତୁମ୍ଭମାନେେ ପଢ଼।
17 ଆର୍ଖିପ୍ପଙ୍କୁ କୁହ : "ପ୍ରଭୁ ଯେଉଁ କାମ ତୁମ୍ଭକୁ ଦଇେଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହାଇେ କର।"
18 ମୁଁ ପାଉଲ, ନିଜ ହସ୍ତାକ୍ଷର ରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମାରେ ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କର ଅନୁଗ୍ରହ ରହୁ। ଆମେନ୍।