ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍

ଅଧ୍ୟାୟ: 1 2 3


-Reset+

ଅଧ୍ୟାୟ 1

1 ପାଉଲ, ସିଲ୍ବାନ୍ ଓ ତୀମଥିଙ୍କଠାରୁ ଥସେଲନୀକୀୟ ମଣ୍ଡଳୀ ନିକଟକୁ ଏହି ପତ୍ର। ତୁମ୍ଭମାନେେ ସମସ୍ତେ ପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ରହିଛ।
2 ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠା ରେ ରହିଥାଉ।
3 ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।
4 ତୁମ୍ଭମାନଙ୍କଠା ରେ ପରସ୍ପର ପ୍ରତି ଥିବା ପ୍ ରମେ ଭାବ ମଧ୍ଯ ବୃଦ୍ଧି ପାଉଛି। ଅତଏବ, ପରମେଶ୍ବରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠା ରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକା ରେ ତୁମ୍ଭମାନେେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ବାସ ରହିଛି, ଆମ୍ଭେ ଏହା ବିଷୟ ରେ ପରମେଶ୍ବରଙ୍କ ଅନ୍ୟ ମଣ୍ଡଳୀଗୁଡ଼ିକରେ କହୁ। ତୁମ୍ଭମାନେେ ଦୁଃଖ କଷ୍ଟ ଓ ଅନକେ ଅସୁବିଧାର ସମ୍ମୁଖୀନ ହେଉଛ ; କିନ୍ତୁ ତୁମ୍ଭମାନେେ ନିଜର ଦୃଢ଼ତା ଓ ବିଶ୍ବାସ ଆଦୌ ନ ହରାଇ ଆଗଇେ ଚାଲିଛ।
5 ପରମେଶ୍ବର ତାହାଙ୍କର ବିଚାର ରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ବର ଚାହାଁନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ଯ ରେ ପ୍ରବେଶ ପାଇଁ ଯୋଗ୍ଯ ହୁଅ, ଯେଉଁଥିପାଇଁ ତୁମ୍ଭମାନେେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ।
6 ଯାହା ଠିକ୍ ପରମେଶ୍ବର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ବର ସମାନଙ୍କେୁ କଷ୍ଟ ଦବେେ।
7 ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।
8 ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ।
9 ସହେି ଲୋକମାନେ ଅନନ୍ତ ବିନାଶ ଦ୍ବାରା ଦଣ୍ଡିତ ହବେେ। ସମାନଙ୍କେୁ ପ୍ରଭୁଙ୍କ ସହିତ ରହିବାକୁ ଦିଆୟିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସମାନଙ୍କେୁ ଦୂର ରେ ରଖାୟିବ।
10 ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣ ରେ ମହିମା ମଣ୍ଡିତ ହବୋ ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ବାସ କରିଛନ୍ତି, ସମାନେେ ଯୀଶୁଙ୍କୁ ଦେଖି ବିସ୍ମିତ ହବେେ। ଯେ ହତେୁ ତୁମ୍ଭମାନେେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ବାସ କରିଛ, ସେଥିପାଇଁ ସହେି ବିଶ୍ବାସୀ ମଣ୍ଡଳୀ ରେ ତୁମ୍ଭମାନେେ ମଧ୍ଯ ଥିବ।
11 ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ବାନର ଯୋଗ୍ଯ ବୋଲି ଭାବିବେ, ସଭେଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାୟ୍ଯ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠା ରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ ପରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠା ରେ ଥିବା ବିଶ୍ବାସ ଦ୍ବାରା ତୁମ୍ଭମାନେେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ବର ନିଜ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତୁ ବୋଲି ଆମ୍ଭେ ପ୍ରାଥର୍ନା କରୁ।
12 ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ଯମ ରେ ମହିମାବାନ୍ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭମାନେେ ମଧ୍ଯ ତାହାଙ୍କଠା ରେ ମହିମାବାନ ହାଇପୋରିବ। ଆମ୍ଭ ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାରୁ ସହେି ମହିମା ପ୍ରାପ୍ତ ହୁଏ।




ଅଧ୍ୟାୟ 2

1 ଭାଇ ଓ ଭଉଣୀମାନେ ! ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆସିବା ବିଷୟ ରେ ଆମ୍ଭର କିଛି କହିବାକୁ ଅଛି। ଯେତବେେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭଟେିବା, ସହେି ସମୟ ବିଷୟ ରେ ଆମ୍ଭେ ତୁମ୍ଭକୁ କହିବାକୁ ଚାହୁଁ।
2 ଯଦି ତୁମ୍ଭମାନେେ ଶୁଣ ଯେ, ପ୍ରଭୁଙ୍କର ସହେି ଦିନଟି ଆସିଗଲାଣି, ତୁମ୍ଭମାନେେ ଚିନ୍ତା ରେ ସହଜ ରେ ବିବ୍ରତ ହାଇେ ଯାଅ ନାହିଁ କି ଭୟ କର ନାହିଁ। କେତଜେଣ ଏହାକୁ କୌଣସି ଭବିଷ୍ଯତ୍ ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତକେ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରିପାରନ୍ତି ଯେ, ଆମ୍ଭମାନଙ୍କ ଦ୍ବାରା ଏହି ପତ୍ର ଲଖାଯାେଇଅଛି।
3 ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକା ରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ବରଙ୍କ ବିରୁଦ୍ଧ ରେ ବିଦ୍ରୋହ ସଂଘଟିତ ନ ହେଲା ପର୍ୟ୍ଯନ୍ତ ପ୍ରଭୁଙ୍କର ସହେି ଦିନଟି ଆସିବ ନାହିଁ। ମନ୍ଦ ବ୍ଯକ୍ତିର ଦଖାେ ନ ଦବୋ ପର୍ୟ୍ଯନ୍ତ ସହେି ଦିନଟି ଆସିବ ନାହିଁ। ସହେି ମନ୍ଦ ବ୍ଯକ୍ତି ନରକର ଅଟେ।
4 ସହେି ମନ୍ଦ ବ୍ଯକ୍ତି, ପରମେଶ୍ବରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ବାରା ଉପାସିତ, ଏହିପରି ପ୍ରେତ୍ୟକକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରେତ୍ୟକକଠାରୁ ଉଚ୍ଚ ବୋଲି ଦଖାେଏ, ଈଶ୍ବରଙ୍କ ନାମ ରେ ଖ୍ଯାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବି ରୋଧ କରେ। ସେ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ଯାଇ, ସିଂହାସନ ରେ ବସି ନିଜକୁ ପରମେଶ୍ବର ବୋଲି ଘାଷେଣା କରେ।
5 ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ।
6 ମନେ ଅଛି କି ? ଏବେ ମନ୍ଦବ୍ଯକ୍ତିକୁ କିଏ ଅଟକାଇ ରଖିଛି, ଏହା ତୁମ୍ଭମାନେେ ଜାଣିଛ। ଯେତବେେଳେ ଉଚିତ ସମୟ ଆସିବ, ସେ ନିଜକୁ ପ୍ରକାଶ କରିବ ବୋଲି ତାହାକୁ ବର୍ତ୍ତମାନ ଅଟକାଇ ରଖାଯାଇଛି।
7 ସଂସାର ରେ ଏବେ ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ୟିଏ, ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ଯପଟରୁ ଦୂ ରଇେ ନ ୟିବା ପର୍ୟ୍ଯନ୍ତ ସହେି ଶକ୍ତିକୁ ପ୍ରତିରୋଧ କରୁଥିବେ,
8 ତା'ପରେ ଯାଇ ମନ୍ଦ ବ୍ଯକ୍ତି ପ୍ରକାଶିତ ହବେ। ପ୍ରଭୁଯୀଶୁ ସହେି ମନ୍ଦ ବ୍ଯକ୍ତିକୁ, ତାହାଙ୍କର ମୁହଁରୁ ନିର୍ଗତ ହେଉଥିବା ନିଶ୍ବାସ ଦ୍ବାରା ନଷ୍ଟ କରି ଦବେେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ବାରା ତାହାକୁ ବିନଷ୍ଟ କରି ଦବେେ। ମନ୍ଦ ବ୍ଯକ୍ତି ଶୟତାନର ଶକ୍ତି ନଇେ ଆସିବ।
9 ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।
10 ଯେଉଁ ଲୋକମାନେ ହଜିଯାଇଛନ୍ତି, ସମାନଙ୍କେୁ ଠକିବାକୁ ଏହି ମନ୍ଦବ୍ଯକ୍ତି ପ୍ରେତ୍ୟକକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସମାନେେ ସତ୍ଯକୁ ଭଲ ପାଇବା ପାଇଁ ଅସ୍ବୀକାର କଲେ, ଯାହା ଦ୍ବାର ସମାନେେ ଉଦ୍ଧାର ପାଇଥାନ୍ତେ।
11 ସତ୍ଯକୁ ଭଲ ପାଇବା ପାଇଁ ସମାନେେ ମନା କରିବାରୁ, ପରମେଶ୍ବର ମଧ୍ଯ ସମାନଙ୍କେ ପାଖକୁ ସତ୍ଯ ଠାରୁ ଦୂ ରଇେ ନଇେ ୟିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ଯକୁ ବିଶ୍ବାସ କରିବା ଲାଗି ପରମେଶ୍ବର ସମାନଙ୍କେ ପାଖକୁ ସହେି ଶକ୍ତି ପଠାନ୍ତି।
12 ଅତଏବ ଯେଉଁମାନେ ସତ୍ଯକୁ ବିଶ୍ବାସ କରୁ ନାହାଁନ୍ତି, ସମାନେେ ଦୋଷୀ ବୋଲି ବିଚାରିତ ହବେେ। ସମାନେେ ସତ୍ଯକୁ ମାନି ନାହାଁନ୍ତି ଓ ମନ୍ଦ କର୍ମ କରିବା ରେ ଆନନ୍ଦ ପାଇଛନ୍ତି।
13 ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।
14 ପରମେଶ୍ବର ସହେି ମୁକ୍ତି ଦବୋ ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ବାରା ପ୍ରଚାରିତ ସୁସମାଚାର ମାଧ୍ଯମ ରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମହିମା ରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ।
15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ବାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ବାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ଯମ ରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।
16 ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ବର ଆମ୍ଭକୁ ପ୍ ରମେ କରନ୍ତି। ନିଜ ଅନୁଗ୍ରହ ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତକାଳସ୍ଥାଯୀ ଉତ୍ସାହ ଓ ଉତ୍ତମ ଭରସା ଦଇେଛନ୍ତି।
17




ଅଧ୍ୟାୟ 3

1 ଭାଇ ଓ ଭଉଣୀମାନେ ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହବେ। ପ୍ରାର୍ଥନା କର, ତୁମ୍ଭମାନେେ ଯେଉଁଭଳି ସହେି ଶିକ୍ଷାକୁ ସମ୍ମାନ ଦଲେ, ଠିକ୍ ସହେିଭଳି ଲୋକେ ସହେି ଶିକ୍ଷାକୁ ସମ୍ମାନ ଦବେେ।
2 ଆହୁରି ମଧ୍ଯ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠା ରେ ବିଶ୍ବାସ ନ ଥାଏ।)
3 ପରମେଶ୍ବର ହେଉଛନ୍ତି ବିଶ୍ବସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସହେି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ।
4 ତୁମ୍ଭମାନଙ୍କୁ କୁହାୟାଇଥିବା କାମସବୁ ତୁମ୍ଭମାନେେ କରୁଛ ବୋଲି ପରମେଶ୍ବର ଆମ୍ଭକୁ ନିଶ୍ଚିତ ଭାବେ ଉପଲବଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭମାନେେ ଏହି କାମ ସବୁ କରି ଚାଲିଥିବ।
5 ଖ୍ରୀଷ୍ଟଙ୍କର ର୍ଧୈୟ୍ଯ ଓ ପରମେଶ୍ବରଙ୍କ ପ୍ ରମେ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହବୋ ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଚାଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
6 ଭାଇ ଓ ଭଉଣୀମାନେ ! ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳ ରେ, କାମ କରିବାକୁ ମନା କରୁଥିବା ବିଶ୍ବାସୀ ଭାଇମାନଙ୍କଠାରୁ ଦୂର ରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଚାହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାଁନ୍ତି।
7 ତୁମ୍ଭମାନେେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭମାନେେ ରହିବା ଉଚିତ। ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ କବେେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ।
8 ମୂଲ୍ଯ ନ ଦଇେ ଆମ୍ଭେ କାହାରି ଘ ରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭମାନେେ କାହାରି ଉପରେ ଭାର ସ୍ବରୂପ ନ ହବେୁ ବୋଲି ସର୍ବଦା କର୍ମରତ ରହୁଥିଲୁ।
9 ଆମ୍ଭେ ଦିନ ରାତି କାମ କରୁଥିଲୁ। ତୁମ୍ଭମାନଙ୍କୁ ସାହାୟ୍ଯ ମାଗିବା ନିମନ୍ତେ ଆମ୍ଭର ଅଧିକାର ଥିଲା। କିନ୍ତୁ ଆମ୍ଭେ ନିଜର ଯତ୍ନ ନିଜେ ନବୋ ପାଇଁ କାମ କରୁଥିଲୁ। ତୁମ୍ଭମାନଙ୍କ ସମ୍ମୁଖ ରେ ଗୋଟିଏ ଆଦର୍ଶ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ଆମ୍ଭେ ଏପରି କରିଥିଲୁ।
10 ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ ତୁମ୍ଭମାନଙ୍କୁ ଗୋଟିଏ ନିୟମ ଶିଖାଇଥିଲୁ : "ଯଦି ଜଣେ କାମ ନ କରିବ, ତା' ହେଲେ ସେ ଖାଇବ ନାହିଁ।"
11 ତୁମ୍ଭମାନଙ୍କ ଦଳ ରେ କେତେ ଜଣ କାମ କରିବା ପାଇଁ ମନା କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ସମାନେେ କିଛି କରୁ ନାହାଁନ୍ତି। ସମାନେେ ଅନ୍ୟମାନଙ୍କ ଜୀବନ ରେ ହସ୍ତକ୍ଷପେ କରିବା ରେ ସମୟ ଅତିବାହିତ କରନ୍ତି।
12 ଆମ୍ଭେ ସମାନଙ୍କେୁ ଆଦେଶ ଦେଉଛୁ ଯେ, ସମାନେେ ଅନ୍ୟମାନଙ୍କ ବିଷୟ ରେ ଚିନ୍ତା କରିବା ଛାଡ଼ି ଦିଅନ୍ତୁ। ସମାନେେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଆମ୍ଭେ ଅନୁ ରୋଧ କରୁଛୁ ଯେ, ସମାନେେ ଏପରି କରନ୍ତୁ।
13 ଭାଇ ଓ ଭଉଣୀମାନେ ! ଭଲ କାମ କରିବା ପାଇଁ କବେେ ହେଲେ କ୍ଲାନ୍ତ ହୁଅ ନାହିଁ।
14 ଆମ୍ଭେ ଏହି ପତ୍ର ରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା' ହେଲେ ସହେି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହବେ।
15 କିନ୍ତୁ ତାକୁ ଶତୃ ଭଳି ବ୍ଯବହାର ନ କରି, ଭାଇ ଭଳି ଚତଇେେ ଦିଅ।
16 ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
17 ମୁଁ (ପାଉଲ), ସେ ନିଜ ହାତ ରେ ଲେଖିଥିବା ଏହି ପତ୍ର ମାେ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମାରେ ବୋଲି ଜଣାଇ ଦବୋ ପାଇଁ ମୁଁ ମାରେ ସମସ୍ତ ପତ୍ର ରେ ଦସ୍ତଖତ କରିଛି। ମାେ ଲେଖିବାର ଢ଼ଙ୍ଗ ଏହିପରି।
18 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।