ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର

ଅଧ୍ୟାୟ: 1 2 3 4 5 6


-Reset+

ଅଧ୍ୟାୟ 1

1 ଖ୍ରୀଷ୍ଟ ଯୀଶୁଙ୍କ ପ୍ ରରେିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ବରଙ୍କ ଆଦେଶ ଦ୍ବାରା ପ୍ ରରେିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।
2 ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ବାସ କରୁଥିବାରୁ ମାରେ ପ୍ରକୃତ ପୁତ୍ର ଅଟ।
3 ମୁଁ ଚା ହେଁ ଯେ ତୁମ୍ଭେ ଏଫିସଠା ରେ ରୁହ। ମାକିଦନିଆ ୟିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁ ରୋଧ କରି କହିଥିଲି। ଏଫିସଠା ରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠା ରେ ରହି ତୁମ୍ଭେ ସମାନଙ୍କେୁ ଭ୍ରାନ୍ତ ଶିକ୍ଷା ନ ଦବୋ ପାଇଁ ଆଦେଶ ଦଇେ ପାରିବ।
4 ସମାନଙ୍କେୁ କୁହ ଯେ, ସମାନେେ ଅସତ୍ଯ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦଇେ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସଗେୁଡ଼ିକ ଦ୍ବାରା କବଳେ ତର୍କବିତର୍କ ହୁଏ। ସଗେୁଡ଼ିକ ପରମେଶ୍ବରଙ୍କ କାମ ପାଇଁ ସାହାୟ୍ଯ କରେ ନାହିଁ।
5 ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।
6 କେତେ ଲୋକ ଏହି ବିଷୟଗୁଡ଼ିକ ପ୍ରତି ଧ୍ଯାନ ନ ଦଇେ, ପଥଭ୍ରଷ୍ଟ ହାଇେଛନ୍ତି। ସମାନେେ ଏବେ ମୂଲ୍ଯହୀନ କଥାଗୁଡ଼ିକ କୁହନ୍ତି।
7 ସହେି ଲୋକମାନେ ବ୍ଯବସ୍ଥାର292 ଶିକ୍ଷାଦାତା ହବୋକୁ ଚାହାଁନ୍ତି। କିନ୍ତୁ ସମାନେେ କ'ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସମାନେେ ଯେଉଁ ବିଷୟଗୁଡ଼ିକୁ ନିଶ୍ଚତ ଭାବେ ଜାଣିବା ଭଳି ଜାରେ ଦଇେ କହୁଛନ୍ତି, ସହେି ଶିକ୍ଷାଗୁଡ଼ିକୁ ସମାନେେ ନିଜେ ମଧ୍ଯ ବୁଝି ନ ଥାନ୍ତି।
8 ଆମ୍ଭେ ଜାଣୁ ଯେ, ବ୍ଯବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ଯବହାର କରନ୍ତି।
9 ଆମ୍ଭେ ଏହା ମଧ୍ଯ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ଯବସ୍ଥାର ଆବଶ୍ଯକତା ନାହିଁ। ଯେଉଁ ଲୋକମାନେ ବ୍ଯବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହଁନ୍ତି, ସହେିମାନଙ୍କ ଲାଗି ବ୍ଯବସ୍ଥା ନିର୍ମିତ ହାଇେଛି। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ମାତାପିତାଙ୍କ ହତ୍ଯାକାରୀ ତଥା ନରହତ୍ଯାକାରୀ,
10 ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।
11 ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।
12 ମାେ ପ୍ରତି ଭରସା ରଖି ଏହି ସବୋ କାର୍ୟ୍ଯ ରେ ନିୟୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ଯବାଦ ଦିଏ। ସେ ମାେତେ ଶକ୍ତି ପ୍ରଦାନ କରନ୍ତି।
13 ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।
14 କିନ୍ତୁ ପ୍ରଭୁଙ୍କର ଅନଗ୍ରହ ମାେତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସହେି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ବିଶ୍ବାସ ଓ ପ୍ ରମେ ମଧ୍ଯ ମାେତେ ମିଳିଲା।
15 ମୁଁ ଯାହା କହୁଛି ତାହା ସତ୍ଯ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସମାନଙ୍କେ ମଧିଅରେ ସବୁଠାରୁ ଜଘନ୍ଯ ପାପୀ।
16 କିନ୍ତୁ ମାେତ ଅନୁଗ୍ରହ ମିଳିଲା। ମାେତେ ଅନୁଗ୍ରହ ଦିଆଗଲା, ଯାହା ଦ୍ବାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମାେ ପ୍ରତି ଅସୀମ ର୍ଧୈୟ୍ଯ ଦଖାଇେଛନ୍ତି। ମାେ ଭଳି ବଡ଼ ପାପୀ ପ୍ରତି ସେ ର୍ଧୈୟ୍ଯଶୀଳତା ଦଖାଇେଲେ। ଯେଉଁମାନେ ତାହାଙ୍କୁ ବିଶ୍ବାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସମାନଙ୍କେ ପାଇଁ ମୁଁ ଯେପରି ଆଦର୍ଶ ସ୍ବରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଚାହିଁଲେ।
17 ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।
18 ତୀମଥି ! ତୁମ୍ଭେ ମାେ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତ ରେ ତୁମ୍ଭ ବିଷୟ ରେ ଯାହା ସବୁ ଭବିଷ୍ଯଦ୍ ବାଣୀ କୁହା ଯାଇଥିଲା, ତା'ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସହେି ଭବିଷ୍ଯଦ୍ ବାଣୀର ଅନୁସରଣ କରିବ ଓ ବିଶ୍ବାସର ଉତ୍ତମ ଲଢ଼ଇେ ଲଢ଼ି ପାରିବ।
19 ବିଶ୍ବାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାଁନ୍ତି। ତେଣୁ ସମାନଙ୍କେର ବିଶ୍ବାସ ନଷ୍ଟ ହାଇେଛି।
20 ହୁମନାୟ ଓ ଆଲେକ୍ଜାଣ୍ଡର ସମାନଙ୍କେ ମଧ୍ଯରୁ କେତକେ ଅଟନ୍ତି। ମୁଁ ସମାନଙ୍କେୁ ଶୟତାନ ହାତ ରେ ଦଇେଛି, ଯାହା ଫଳ ରେ ସମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।




ଅଧ୍ୟାୟ 2

1 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ବରଙ୍କୁ କୁହ। ଲୋକମାନଙ୍କର ଆବଶ୍ଯକତା ପାଇଁ ତାହାଙ୍କୁ କୁହ ଓ ଧନ୍ଯବାଦ ଦିଅ।
2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ। ତବେେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ବରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତଇେ ପାରିବା।
3 ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ।
4 ପରମେଶ୍ବର ଚାହାଁନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ଯକୁ ଜାଣନ୍ତୁ।
5 କବଳେ ଜଣେ ମାତ୍ର ପରମେଶ୍ବର ଅଛନ୍ତି। ମଣିଷ ପାଇଁ ପରମେଶ୍ବରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ଯସ୍ଥ ଅଛନ୍ତି। ସହେି ମଧ୍ଯସ୍ଥ ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।
6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରି ଦଇେଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ବର ସମସ୍ତ ଲୋକଙ୍କର ଉଦ୍ଧାର ଚାହାଁନ୍ତି।
7 ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଚାର କହିବା ପାଇଁ ମୁଁ ମନୋନୀତ ହାଇେଥିଲି। ମୁଁ ପ୍ ରରେିତ ରୂପେ ମଧ୍ଯ ସେଥିପାଇଁ ମନୋନୀତ ହାଇେଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ଯ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହବୋ ପାଇଁ ମନୋନୀତ ହାଇେଥିଲି। ବିଶ୍ବାସ କରିବା ଓ ସତ୍ଯକୁ ଜାଣିବା ପାଇଁ ମୁଁ ସମାନଙ୍କେୁ ଶିକ୍ଷା ଦିଏ।
8 ମୁଁ ଚା ହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉେଠଇବେ, ସମାନେେ ପବିତ୍ର ହାଇେଥିବା ଆବଶ୍ଯକ। ସମାନେେ ରାଗି ୟିବା ଉଚିତ୍ ନୁହେଁ ଓ ୟୁକ୍ତିତର୍କ ରେ ପ୍ରବୃତ୍ତ ହବୋ ଉଚିତ ନୁହେଁ।
9 ମୁଁ ଏହା ମଧ୍ଯ ଚା ହେଁ ଯେ ସ୍ତ୍ରୀ ଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସମାନଙ୍କେ ପାଇଁ ଉପୟୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦଖାଇବୋ ଲାଗି ବେଶୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ଯବହାର କରନ୍ତୁ ନାହିଁ।
10 ଭଲ କାମ କରିବା ଦ୍ବାରା ନିଜକୁ ସୁନ୍ଦର ଭାବେ ସୁଶାେଭିତ କରନ୍ତୁ। ପରମେଶ୍ବରଙ୍କ ଉପାସନା କରୁଛୁ ବୋଲି କହୁଥିବା ସ୍ତ୍ରୀଲୋକେ ନିଜକୁ ଏହି ରୂପରେ ସୁନ୍ଦର ଭାବେ ସଜାଇବା ଆବଶ୍ଯକ।
11 ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ଯ ହେଉ।
12 ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦବୋ ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କତ୍ତୃର୍ତ୍ବ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଲୋକ ନୀରବ ହାଇେ ରହିବା ଦରକାର।
13 କାରଣ ଆଦମ ପ୍ରଥମ ରେ ସୃଷ୍ଟି ହେଲେ। ହବା ପରେ ସୃଷ୍ଟି ହେଲେ।
14 ଆହୁରି ଶୟତାନ ପ୍ରଥମେ ଆଦମକୁ ପ୍ରତାରଣା କରି ନ ଥିଲା। ହବା ପ୍ରତାରିତ ହାଇେଥିଲା। ଏବଂ ସେ ଜଣେ ପାପିନୀ ହାଇେଥିଲା।
15 କିନ୍ତୁ ସ୍ତ୍ରୀମାନେ ସନ୍ତନା ପ୍ରସବ କରିବା ଦ୍ବାରା ପରିତ୍ରାଣ ପାଇବେ। ସମାନେେ ନିରନ୍ତର ବିଶ୍ବାସ, ପ୍ ରମେ, ପବିତ୍ରତା ଓ ଆତ୍ମସଂୟମ ସହିତ ଜୀବନଯାପନ କଲେ, ମୁକ୍ତି ପାଇବେ।




ଅଧ୍ୟାୟ 3

1 ମୁଁ ଯାହା କହୁଛି ତାହା ସତ୍ଯ : ଯଦି କହେି ଅଧ୍ଯକ୍ଷ293 ହବୋ ପାଇଁ ଚେଷ୍ଟା କରେ, ତବେେ ସେ ଭଲ କାର୍ୟ୍ଯ ଚାହୁଁଛନ୍ତି।
2 ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।
3 ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।
4 ସେ ଧନ ଲୋଭୀ ହାଇେ ନ ଥିବେ, ସେ ନିଜ ପରିବାରକୁ ଉପୟୁକ୍ତ ଭାବରେ ନତେୃତ୍ବ ଦଇପୋରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ଯ ହେଉଥିବେ।
5 (ଯଦି ଜଣେ ପରିବାରର ନତେୃତ୍ବ ଦଇେ ଜାଣି ନାହିଁ, ସେ ପରମେଶ୍ବରଙ୍କ ମଣ୍ଡଳୀର ଯତ୍ନ ନଇେ ପାରିବ ନାହିଁ।)
6 କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।
7 ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।
8 ସହେିପରି ମଣ୍ଡଳୀ ରେ ନିୟୁକ୍ତି ପାଇଥିବା ସ୍ବତନ୍ତ୍ର ସବେକଗଣ ଏଭଳି ଲୋକ ହାଇେଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସମାନେେ ଯାହା କହନ୍ତି, ତାହା ବିଶ୍ବାସ ଯୋଗ୍ଯ ହବୋ ଉଚିତ। ଅଧିକ ଦ୍ରାକ୍ଷାରସ ପିଇବା ରେ ନିଜ ସମୟ କାଟିବା ଉଚିତ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହବୋକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସମାନେେ ହାଇେ ନ ଥିବେ।
9 ସମାନେେ ପରମେଶ୍ବରଙ୍କ ଦ୍ବାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ଯର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।
10 ତୁମ୍ଭମାନେେ ପ୍ରଥମେ ସମାନଙ୍କେୁ ପରୀକ୍ଷା କରିବ। ଯଦି ସମାନଙ୍କେ ଭିତ ରେ କୌଣସି ଦୁଗୁର୍ଣ ନାହିଁ, ତା ହେଲେ ସମାନେେ ବିଶଷେ ସବେକ ଭାବେ ସବୋ କରି ପାରିବେ।
11 ସହେିପରି ବିଶଷେ ସବେିକା ହବୋ ପାଇଁ ନିୟୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସମାନେେ ଅନ୍ୟମାନଙ୍କ ବିଷୟ ରେ ମନ୍ଦ କଥା ଆଦୌ କହୁ ନ ଥିବେ। ସମାନଙ୍କେର ଆତ୍ମା ସଂୟମ ଥିବା ପ୍ରୟୋଜନ ଓ ପ୍ରେତ୍ୟକକ କଥା ରେ ଯେପରି ସମାନଙ୍କେୁ ବିଶ୍ବାସ କରାଯାଇ ପାରୁଥିବ।
12 ଯେଉଁମାନେ ବିଶଷେ ସବେକ ହବେେ, ସମାନଙ୍କେର କବଳେ ଗୋଟିଏ ପତ୍ନୀ ଥିବ। ସମାନେେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନତେୃତ୍ବ ଦଇପୋରୁଥିବେ।
13 ଯେଉଁ ଲୋକମାନେ ଭଲ ଭାବରେ ସବୋ କରନ୍ତି, ସମାନେେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସମାନେେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ବିଶ୍ବାସ ସଂପର୍କ ରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।
14 ମୁଁ ତୁମ୍ଭ ପାଖକୁ ଶୀଘ୍ର ୟିବି ବୋଲି ଆଶା କରେ।
15 କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।
16 ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,




ଅଧ୍ୟାୟ 4

1 ପବିତ୍ର ଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ପରିତ୍ଯାଗ କରିବେ। ସମାନେେ ସମାନଙ୍କେୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।
2 ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସହେି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ଯାବାଦୀ ଲୋକମାନଙ୍କ ଦ୍ବାରା ଆ ସେ। ସମାନେେ କ'ଣ ଭଲ ଓ କ'ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହାଇଯୋଇଥାଏ।
3 ସମାନେେ ଲୋକମାନଙ୍କୁ ବିବାହ କରିବା ଅନୁଚିତ ବୋଲି କହନ୍ତି। ସମାନେେ ଲୋକମାନଙ୍କୁ ଏ କଥା ମଧ୍ଯ କୁହନ୍ତି ଯେ କେତକେ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ବର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ବାସୀ ଏବଂ ସତ୍ଯକୁ ଜାଣନ୍ତି, ସମାନେେ ପରମେଶ୍ବରଙ୍କୁ ଧନ୍ଯବାଦ ଦଇେ ସହେି ଖାଦ୍ୟ ଖାଇ ପାରିବେ।
4 ପରମେଶ୍ବର ଯାହା ସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ବରଙ୍କୁ ଧନ୍ଯବାଦ ଦଲୋ ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ ନୁହେଁ।
5 ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ପ୍ରେତ୍ୟକକ ବିଷୟ ପରମେଶ୍ବର କହିଥିବା କଥା ଦ୍ବାରା ଓ ପ୍ରାର୍ଥନା ଦ୍ବାରା ପବିତ୍ର ହାଇେଥାଏ।
6 ସଠାେରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ବାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସବେକ ବୋଲି ପ୍ରମାଣିତ ହବେ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ବାସର ଶିକ୍ଷାଗୁଡ଼ିକ ଦ୍ବାରା ଶକ୍ତିଶାଳୀ ହାଇେଛ।
7 ପରମେଶ୍ବରଙ୍କ ସତ୍ଯ ସହିତ ମଳେ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ବରଙ୍କୁ ସବୋ କରିବା ଲାଗି ନିଜକୁ ଶିକ୍ଷିତ କର।
8 ନିଜ ଶରୀର ସାଧନା ଅନକୋଂଶ ରେ ତୁମ୍ଭକୁ ସାହାୟ୍ଯ କରେ। କିନ୍ତୁ ପରମେଶ୍ବରଙ୍କ ଉପାସନା କରିବା ଦ୍ବାରା ତାହା ସମସ୍ତ ବିଷୟ ରେ ତୁମ୍ଭକୁ ସାହାୟ୍ଯ କରେ। ଏହା ବର୍ତ୍ତମାନର ଜୀବନ ରେ ଓ ଭବିଷ୍ଯତ ରେ ଜୀବନ ରେ ମଧ୍ଯ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।
9 ମୁଁ ଯାହା କହୁଛି ତାହା ସତ୍ଯ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ।
10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ ; ଆମ୍ଭେ ଜୀବିତ ପରମେଶ୍ବରଙ୍କଠା ରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶଷେ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କରନ୍ତି ସମାନଙ୍କେର ତ୍ରାଣକର୍ତ୍ତା।
11 ଏହି କଥାଗୁଡ଼ିକ ଶିକ୍ଷା ଦିଅ।
12 ତୁମ୍ଭେ ୟୁବକ, କିନ୍ତୁ କହେି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ଯବହାର ନ କରେ। ବିଶ୍ବାସୀମାନଙ୍କ ପାଇଁ, ସମାନେେ କିପରି ରହିବା କଥା ତାହା ଦଖାଇବୋକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ ରମେ, ବିଶ୍ବାସ, ପବିତ୍ର ଜୀବନ ଦ୍ବାରା ତୁମ୍ଭେ ସମାନଙ୍କେୁ ତାହା ଦଖାଇେ ଦିଅ।
13 ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସମାନଙ୍କେୁ ସାହାୟ୍ଯ କର। ସମାନଙ୍କେୁ ଉପଦେଶ ଦବୋ କାର୍ୟ୍ଯ ଜାରି ରଖ ଏବଂ ମୁଁ ଆସିବା ପର୍ୟ୍ଯନ୍ତ ଏପରି କରୁଥାଅ।
14 ତୁମ୍ଭ ଭିତ ରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ଯବହାର କରିବା ରେ ଅବ ହଳୋ କର ନାହିଁ। ଭବିଷ୍ଯଦ୍ ବାଣୀ ମାଧ୍ଯମ ରେ ଯେତବେେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତବେେଳେ ସହେି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।
15 ସଗେୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ୍ କାମ ରେ ଉନ୍ନତି ହେଉଛି ଓ ଚାଲିଛି।
16 ତୁମ୍ଭ ନିଜ ଜୀବନ ସମ୍ବନ୍ଧ ରେ ଓ ତୁମ୍ଭ ବିଷୟ ରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରିପାରିବ।




ଅଧ୍ୟାୟ 5

1 ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।
2 ବୟସ୍କା ସ୍ତ୍ରୀଲୋକମାନଙ୍କୁ ମାଁ ଭଳି ଓ ୟୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସମାନଙ୍କେ ପ୍ରତି ପବିତ୍ରତାର ସହିତ ଆଚରଣ କର।
3 ପ୍ରକୃତ ରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ।
4 କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।
5 ଯଦି ଜଣେ ବିଧବା ପ୍ରକୃତ ରେ ଏକୁଟିଆ ଓ ନିରାଶା ରେ ରହିଥାଏ, ତା' ହେଲେ ସେ ତା' ପ୍ରତି ପରମେଶ୍ବରଙ୍କର ସାହାୟ୍ଯ ଉପରେ ଭରସା କରେ। ସହେି ବିଧବାଟି ରାତିଦିନ ପରମେଶ୍ବରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାୟ୍ଯ ପାଇଁ ଅନୁ ରୋଧ କରେ।
6 କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ଯ କବଳେ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ଯ ପ୍ରକୃତ ରେ ମୃତ।
7 ସଠାେରେ ଥିବା ସମସ୍ତ ବିଶ୍ବାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା' ହେଲେ କହେି କହିବେ ନାହିଁ ଯେ ସମାନେେ ଭୁଲ୍ କରୁଛନ୍ତି।
8 ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।
9 ବିଧବା ତାଲିକା ( ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।
10 ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।
11 କିନ୍ତୁ ୟୁବତୀ ବିଧବାମାନଙ୍କୁ ସହେି ତାଲିକାଭୁକ୍ତ କର ନାହିଁ। ସମାନେେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହବୋ ପରେ ମଧ୍ଯ ନିଜର ପ୍ରବଳ କାମାଭିଳାଷ ୟୋଗୁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହାଇେ ପାରନ୍ତି। ତା'ପରେ ସମାନେେ ପୁଣିଥରେ ବିବାହ କରିବାକୁ ଇଚ୍ଛା କରନ୍ତି।
12 ସେଥିପାଇଁ ସମାନଙ୍କେର ବିଚାର ହବେ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ୟୋଗୁ ସମାନେେ ବଚାରିତ ହବେେ।
13 ସହେି ୟୁବତୀ ବିଧବାମାନେ ଘରକୁ ଘର ଅଯଥା ରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସମାନେେ ବଚସା କରିବା ଓ ଅନ୍ଯଲୋକଙ୍କ ଜୀବନ ବିଷୟ ରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ କଥାଗୁଡ଼ିକ କୁହନ୍ତି।
14 ଅତଏବ ୟୁବତୀମାନେ ବିବାହ କରନ୍ତୁ ସମାନଙ୍କେର ପିଲା-ଛୁଆ ହୁଅନ୍ତୁ ଏବଂ ସମାନେେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଚା ହେଁ। ଯଦି ସମାନେେ ଏପରି କରିବେ, ତା ହେଲେ ଆମ୍ଭ ଶତୃମାନେ ସମାନଙ୍କେୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।
15 ଏଥିପୂର୍ବରୁ କେତେ ଜଣ ୟୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।
16 ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।
17 ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।
18 କାରଣ ଶାସ୍ତ୍ର କୁ ହେ : " ଯେତବେେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତବେେଳେ ତା'ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ଯ ଖାଇବା ପାଇଁ ଅଟକାଅ ନାହିଁ।"294 ଶାସ୍ତ୍ର ଏପରି ମଧ୍ଯ କୁ ହେ : "ଜଣେ କାମ କରୁଥିବା ଲୋକ ତା'ର ଦରମା ପାଇବା ଉଚିତ।"295
19 ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧ ରେ ନିନ୍ଦା କରେ, ଓ ତା' ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ଯ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା' ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ।
20 ଯେଉଁମାନେ ପାପ କରନ୍ତି, ସମାନଙ୍କେୁ ସମାନଙ୍କେର ଭୁଲ ଦଖାଇଦେିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖ ରେ ଏହା କର। ସପରେି କଲେ, ଅନ୍ୟମାନେ ସତର୍କ ହବେେ।
21 ପରମେଶ୍ବର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ବର୍ଗଦୂତଙ୍କ ଆଗ ରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ଯ ଜାଣିବା ପୂର୍ବରୁ ଲୋକମାନଙ୍କର ବିଚାର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦଖାେଅ।
22 ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।
23 ତୀମଥି, ତୁମ୍ଭେ କବଳେ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ଯ ପିଅ। ଏହା ତୁମ୍ଭ ପଟେ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବମାରେ ପଡ଼ିବ ନାହିଁ।
24 କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହାଇେ ଦଖାଯାେଏ କାରଣ ସମାନଙ୍କେର ବିଚାର ହବେ ବୋଲି ସମାନଙ୍କେର ପାପଗୁଡ଼ିକ ଆଗତୁରା ଦଖାଯାେଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ।
25 ଲୋକମାନଙ୍କ କ୍ଷେତ୍ର ରେ ମଧ୍ଯ ଏହା ସତ। ଲୋକଙ୍କ ଭଲ କାମ ସହଜ ରେ ଦଖାଯାେଏ। କିନ୍ତୁ ଯେତବେେଳେ ସହେି ଭଲ କାମଗୁଡ଼ିକ ଦଖାଯାେଏ ନାହିଁ, ସଗେୁଡ଼ିକ ଲୁଚି ରହେ ନାହିଁ।




ଅଧ୍ୟାୟ 6

1 କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦବୋ ଉଚିତ। ସମାନେେ ସପରେି କଲେ ପରମେଶ୍ବରଙ୍କ ନାମ ଏବଂ ଖ୍ରୀଷ୍ଟିଯାନ ଉପଦେଶଗୁଡ଼ିକ ସମାଲୋଚିତ ହବେ ନାହିଁ।
2 କେତକେ କ୍ରୀତଦାସମାନଙ୍କ ମାଲିକମାନେ ବିଶ୍ବାସୀ ଅଟନ୍ତି। ଅତଏବ ସହେି ଦାସମାନେ ସହେି ମାଲିକମାନଙ୍କୁ ଭାଇ ବୋଲି ଭାବି ସମାନଙ୍କେୁ କମ୍ ସମ୍ମାନ ଦଖାଇବୋ ଉଚିତ ନୁହେଁ। ଏପରିକି ସହେି ଦାସମାନେ ନିଜ ମାଲିକମାନଙ୍କର ଅଧିକ ଭଲ ରେ ସବୋ କରିବା ଉଚିତ। କାରଣ ସପରେି କରିବା ଦ୍ବାରା ସମାନେେ ଭଲ ପାଉଥିବା ବିଶ୍ବାସୀ ଲୋକମାନଙ୍କୁ ସାହାୟ୍ଯ କରୁଛନ୍ତି।
3 ତୁମ୍ଭେ ଲୋକମାନଙ୍କୁ ଏହି ବିଷୟଗୁଡ଼ିକ କରିବା ପାଇଁ ଶିକ୍ଷା ଦବୋ ଓ କହିବା ଉଚିତ। କେତେ ଲୋକ ଭଣ୍ଡ ଶିକ୍ଷା ଦବେେ। ସମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ଯ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ବରଙ୍କ ସବୋ କରିବାର ସତମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସମାନେେ ଗ୍ରହଣ କରନ୍ତି ନାହିଁ ;
4 ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସହେି ଲୋକ ଶବ୍ଦର ଅର୍ଥକୁ ନଇେ ୟୁକ୍ତି ତର୍କ କରିବା ପାଇଁ ଅତ୍ଯଧିକ ଆଗ୍ରହୀ ହାଇେଥାଏ ଓ ସେ ବାଗ୍ୟୁଦ୍ଧ କରେ। ଏଗୁଡ଼ିକ ଦ୍ବାରା କଳି, ଇର୍ଷା, ଅପମାନ ଓ ସନ୍ଦହେ ଆସିଥାଏ।
5 ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ଯମ ରେ ସୀମାହୀନ ୟୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ଯ ତାହା ଆମନ୍ତ୍ରିତ କରେ। ସହେି ଲୋକମାନେ ସତ୍ଯକୁ ହରାଇ ବସିଛନ୍ତି। ସମାନେେ ଭାବନ୍ତି ଯେ ପରମେଶ୍ବରଙ୍କ ସବୋ କରିବା ହେଉଛି ଧନୀ ହବୋର ଏକ ଉପାୟ।
6 ଯଦି ଜଣେ ଲୋକ ତା ପାଖ ରେ ଯାହା ଅଛି, ସତେିକି ରେ ସନ୍ତୁଷ୍ଟ ରହେ, ତା ହେଲେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ ଦ୍ବାରା ସହେି ଲୋକ ବହୁତ ଧନୀ ହାଇଯୋଏ।
7 ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତବେେଳେ ଆମ୍ଭେ ମରିୟିବା ଏଠାରୁ କିଛି ନଇେ ଯାଇ ପାରିବା ନାହିଁ।
8 ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥି ରେ ସନ୍ତୁଷ୍ଟ ରହିବା।
9 ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।
10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।
11 କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।
12 ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।
13 ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗ ରେ ଠିଆ ହାଇେଥିବା ବେଳେ ଖ୍ରୀଷ୍ଟ ଯୀଶୁ ସହେି ଏକା ମହାନ୍ ସତ୍ଯଟିକୁ ସ୍ବୀକାର କରିଥିଲେ। ଏକମାତ୍ର ପରମେଶ୍ବର ପ୍ରେତ୍ୟକକ ବିଷୟକୁ ଜୀବନ ପ୍ରଦାନ କରନ୍ତି।
14 ଏବେ ମୁଁ ତୁମ୍ଭକୁ କହୁଛି : ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ୟ୍ଯନ୍ତ ସହେି କାମଗୁଡ଼ିକ ନିଭୁର୍ଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।
15 ପରମେଶ୍ବର ଉପୟୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ବର ଏକମାତ୍ର ପରମଧନ୍ଯ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।
16 ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।
17 ଏହି ଆଦେଶ ସହେିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀ ରେ ଧନୀ ଅଟନ୍ତି। ସମାନଙ୍କେୁ ଗର୍ବ ନ କରିବା ପାଇଁ କୁହ। ସମାନଙ୍କେୁ କୁହ ଯେ ସମାନେେ ନିଜ ଧନର ନୁହେଁ, ମାତ୍ର ପରମେଶ୍ବରଙ୍କର ଆଶ୍ରୟ ନବୋ ଉଚିତ। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ବର ପ୍ରେତ୍ୟକକ ବସ୍ତୁ ୟଥେଷ୍ଟ ପରିମାଣ ରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରେତ୍ୟକକ ଜିନିଷ ଦିଅନ୍ତି।
18 ଧନୀ ଲୋକମାନଙ୍କୁ କୁହ ଯେ ସମାନେେ ଭଲ କାମ କରନ୍ତୁ। ସମାନଙ୍କେୁ କୁହ ଯେ, ଭଲ କାମ କରିବା ରେ ସମାନେେ ଧନୀ ହୁଅନ୍ତୁ।
19 ସପରେି କରି ସମାନେେ ସ୍ବର୍ଗ ରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସହେି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସମାନଙ୍କେର ଭବିଷ୍ଯତ୍ ଜୀବନ ଠିଆ ହାଇପୋରିବ। ତା' ହେଲେ ସମାନେେ ପ୍ରକୃତ ଜୀବନର ଅଧିକାରୀ ହାଇେ ପାରିବେ।
20 ତୀମଥି, ପରମେଶ୍ବର ତୁମ୍ଭ ଉପରେ ଅନକେ ବିଷୟର ଭାର ଦଇେଛନ୍ତି। ସଗେୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ବରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ସତ୍ଯ ବିରୁଦ୍ଧ ରେ ୟୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ଏହାକୁ ସମାନେେ ମିଛ ରେ "ଜ୍ଞାନ" ବୋଲି କହିଥାନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ।
21 କେତେ ଲୋକ କୁହନ୍ତି ଯେ ସମାନଙ୍କେର ସହେି "ଜ୍ଞାନ" ଅଛି। ସମାନେେ ସତ୍ଯ ବିଶ୍ବାସକୁ ତ୍ଯାଗ କରି ସାରିଛନ୍ତି।